ତ୍ରିଦେବ ନଗର ବସ୍ତିର ଉନ୍ନତି ନିମନ୍ତେ ସହଯୋଗର ହାତ ବଢ଼େଇଲେ ଏସଡିସି ଅଧ୍ୟକ୍ଷ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ରଦନ ମଲ୍ଲିକଙ୍କ ଉପସ୍ଥିତରେ ତ୍ରିଦେବ ନଗର ବସ୍ତିର ଧର୍ମ ମଣ୍ଡପ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକ ଟିକୁ ତ୍ରିଦେବ ନଗର ବସ୍ତିର କମିଟି ସମ୍ପାଦକ ଚନ୍ଦ୍ରମଣି ଦେହୁରୀ ପରିଚାଳନା କରିଥିଲେ l…

“ଆଶ୍ବସ୍ତି ହେବେ ନଦୀକୂଳିଆ ବାସିନ୍ଦା” : ୪୯ବର୍ଷ ପରେ ଏଵେ ଭିତରକନିକା ନଦୀ ନାଳକୁ ଵ଼଼ଉଳା କୁମ୍ଭୀର…

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ ଅଞ୍ଚଳର ନଦୀ ନାଳ ନିକଟରେ ଵସବାସ କରୁଥିବା ଲୋକମାନଙ୍କୁ ଏଵେ ଆଶ୍ବସ୍ତି ମିଳିଛି। ଦୀର୍ଘ ୪୯ ବର୍ଷ ପରେ ଏଵେ ଭିତରକନିକା ନଦୀ ନାଳରେ ବ଼଼ଉଳା କୁମ୍ଭୀର ନ ଛାଡିବାକୁ ଏ ନେଇ ରାଜନଗର ବନଖଣ୍ଡ…

ଛତ୍ରପୁର କଂଗ୍ରେସ ପକ୍ଷରୁ ବିଜେପି ଓ ବିଜେଡିର କଲେ ବାହାଘର

ଛତ୍ରପୁର : ବିଜେଡ଼ି ଓ ବିଜେପି ଦଳ ଦୀର୍ଘ ୨୪ ବର୍ଷ ଭିତିରିଆ ସମ୍ପର୍କରେ ରହି ଲୋକଙ୍କୁ ଭୁଁଆ ବୁଲାଉଥିଲେ, ଉପରେ ଉପରେ ପରସ୍ପରକୁ ବିରୋଧ କରି ଭିତରେ ଏକ ହୋଇ ଦୁହେଁ ମିଶି ଓଡ଼ିଶାକୁ ଲୁଟି ଯେଉଁ ଅଭିନୟ ଚଲାଇ ଥିଲେ ଏହାକୁ ଆଜି ଛତ୍ରପୁର କଂଗ୍ରେସ ପକ୍ଷରୁବିଜେପି-ବିଜେଡ଼ି ବିବାହ କରାଇ…

ମାର୍ଚ୍ଚ ୧ ତାରିଖରେ ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗରେ ଅଧ୍ୟାପକଙ୍କ ସଂଖ୍ୟା ବଢ଼ିବ। ରାଜ୍ୟ ସରକାର ଆସନ୍ତା ମାର୍ଚ୍ଚ ୧ ତାରିଖରେ ୮୫୯ ଏସ୍‌‌ଏସ୍‌‌ବି ଅଧ୍ୟାପକଙ୍କୁ ନିଯୁକ୍ତି ଦେବେ। ଏକକାଳୀନ ଭାବେ ଲୋକସେବା ଭବନର କନଭେନସନ୍‌‌ ହଲ୍‌‌ ଓ ରବୀନ୍ଦ୍ର ମଣ୍ଡପରେ ନିଯୁକ୍ତି ପର୍ବ ଅନୁଷ୍ଠିତ ହେବ। ଏଥିରେ…

୧ରୁ ମା’ ରାମଚଣ୍ଡୀ ମହୋତ୍ସବ ୨୦୨୪

ଛତ୍ରପୁର : ଗଞ୍ଜାମ ଜ଼ିଲ୍ଲା ଛତ୍ରପୁର ଉପକଣ୍ଠ ନୀଳାଦ୍ରିପୁର ନିକଟ ରାମଚଣ୍ଡୀ ପୀଠ ରେ ମା ରାମଚଣ୍ଡୀ ମହୋତ୍ସବ ୨୦୨୪ ମାର୍ଚ୍ଚ ୧ ରୁ ୩ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଏସମ୍ପର୍କରେ ମା ରାମଚଣ୍ଡୀ ଟ୍ରଷ୍ଟ ଓ ମନ୍ଦିର ପରିଚାଳନା କମିଟି ପକ୍ଷରୁ ରବିବାର ଏକ ସାମ୍ବାଦିକ ସମ୍ମିଳନୀ ରେ…

ସମ୍ପୂର୍ଣ୍ଣ ଭଙ୍ଗାଯିବନି ବାରବାଟୀ ଷ୍ଟାଡିୟମ

କଟକ: ସମ୍ପୂର୍ଣ୍ଣ ଭଙ୍ଗାଯିବନି ବାରବାଟୀ ଷ୍ଟାଡିୟମ। ଐତିହ କୀର୍ତ୍ତୀରାଜିକୁ ଛାଡି ସବୁ କିଛି ଭଙ୍ଗାଯିବ । ବାରବାଟୀ ଷ୍ଟାଡିୟମକୁ ଧୂଳିସାତ କରାଯିବ ବୋଲି ଯେଉଁ ପ୍ରଚାର କରାଯାଉଛି ତାହା ସମ୍ପୂର୍ଣ୍ଣ ଭିତ୍ତିହୀନ। ଏଥିରେ କୌଣସି ସତ୍ୟତା ନାହିଁ ବୋଲି ଓଡ଼ିଶା ଅଲିମ୍ପିକ ଏବଂ ଓଡ଼ିଶା…

ଦ୍ୱାରକାରେ ବୁଡ଼ ପକାଇଲେ ମୋଦି, ସମୁଦ୍ର ଭିତରେ କଲେ ପୂଜା

ଗୁଜରାଟର ଦ୍ୱାରକାରେ ବୁଡ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ସମୁଦ୍ର ଭିତରକୁ ଯାଇ କରିଛନ୍ତି ପୂଜାର୍ଚ୍ଚନା। ସମୁଦ୍ର ଭିତରେ ବୁଡି ରହିଥିବା ଦ୍ୱାରକା ନଗରୀ ପାଖକୁ ଯାଇ ଭଗବାନ ଶ୍ରୀକୃଷ୍ଣଙ୍କୁ ପୂଜାର୍ଚ୍ଚନା କରିଛନ୍ତି। ତାଙ୍କ ତାଙ୍କୁ ମୟୂର ପୁଛ ଅର୍ପଣ କରିଛନ୍ତି।…

ବିଜେଡି ଟିକେଟ ପାଇଁ ୧୦ ହଜାରରୁ ଊର୍ଦ୍ଧ୍ବ ଆବେଦନ କରିଛନ୍ତି

ଭୁବନେଶ୍ବର: ଆଗାମୀ ସାଧାରଣ ନିର୍ବାଚନ ପାଇଁ କିଛି ସପ୍ତାହ ମଧ୍ୟରେ ତାରିଖ ଘୋଷଣା ହେବ। ଭାରତୀୟ ନିର୍ବାଚନ କମିସନ ଲୋକସଭା ନିର୍ବାଚନ ଓ ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ଏବେ ଠାରୁ ନାନା କଳ୍ପନାଜଳ୍ପନା କରୁଛନ୍ତି। ଏଥି ସହିତ ଦଳଡିଆଁ…

କୋଣାର୍କ ସୂର୍ଯ୍ୟମନ୍ଦିର ଫାଟକରେ ତାଲା

ଗୋପ : କୋଣାର୍କ ସୂର୍ଯ୍ୟମନ୍ଦିର ଫାଟକରେ ତାଲା। ପ୍ରବଳ ପର୍ଯ୍ୟଟକଙ୍କ ଭିଡ଼ ହେବାରୁ ଟିକେଟ ସରିଯାଇଥିଲା । ଟିକେଟ ଶେଷ ହେବା ପରେ ପର୍ଯ୍ୟଟକ ହୋହଲ୍ଲା କରିଥିଲେ। ସ୍ଥିତି ଅଣାୟତ ହେଉଥିବା ଦେଖି ଟିକେଟ କାଉଣ୍ଟର ବନ୍ଦ କରିବା ସହ ମନ୍ଦିର ଗେଟ ଫାଟକରେ ତାଲା ପକାଇଥିଲେ ଦାୟିତ୍ବରେ…

ଆସନ ବୁଝାମଣା ହେଲା ଚୂଡ଼ାନ୍ତ; ରାହୁଲ ଗାନ୍ଧୀଙ୍କ ଯାତ୍ରାରେ ଯୋଗ ଦେଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ରବିବାର ଉତ୍ତର ପ୍ରଦେଶର ଆଗ୍ରାରେ ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଯୋଗ ଦେଇଛନ୍ତି। ଉତ୍ତର ପ୍ରଦେଶ ପାଇଁ ଆସନ ବୁଝାମଣାକୁ ନେଇ କଂଗ୍ରେସ ଓ ସମାଜବାଦୀ ପାର୍ଟି ମଧ୍ୟରେ ସହମତି ହେବାର କିଛି ଦିନ ପରେ…