ସରକାରୀ(ଏସ.ଏସ.ଡି.) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ କୃତିତ୍ୱ

କୋରାପୁଟ/ କୋଟପାଡ଼ (ବସନ୍ତ ପେଗଡ଼ ) : କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସରକାରୀ(ଏସ.ଏସ.ଡି.) ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାଫଳ ପ୍ରକାଶନ ପରେ ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟିଛି । ଏହି ଅନୁଷ୍ଠାନର ଆରମ୍ଭରୁ କାର୍ଯ୍ୟରତ ପ୍ରିନ୍ସପାଲ ତଥା ଅଧ୍ୟାପକ

ଶାମୁକା ସଂଗ୍ରହ ବେଳେ ନଦୀରେ ଭାସି ୮ ମୃତ, ଅନେକ ନିଖୋଜ

କର୍ଣ୍ଣାଟକ : ଉତ୍ତର କନ୍ନଡ ଜିଲ୍ଲାର ଥଟ୍ଟେ ହକ୍କଲୁ ନଦୀରେ ଅଘଟଣ । ନଦୀର ପ୍ରଖର ସ୍ରୋତରେ ଭାସିଗଲେ ପରିବାରର ୮ ସଦସ୍ୟ । ଏମାନଙ୍କ ଭିତରେ ୭ ଜଣ ମହିଳା ଥିବା ଜଣାପଡିଛି । ସ୍ଥାନୀୟ ଲୋକ ଉଦ୍ଧାର ପାଇଁ ଚେଷ୍ଟା କରୁଛନ୍ତି । ତେବେ ଏମାନେ ନଦୀରେ ଶାମୁକା ଖୋଜି ଏକାଠି କରୁଥିବା ବେଳେ

ଝଡ଼ ବାତ୍ୟାରେ ଭୁଶୁଡ଼ିଲା ନିର୍ମାଣାଧୀନ କୋଠା; ଅନେକ ଶ୍ରମିକ ଫସିଥିବା ଆଶଙ୍କା

ଫିଲିପିନ : ଫିଲିପାଇନ୍ସ ରାଜଧାନୀ ମାନିଲାର ଉତ୍ତରରେ ସ୍ଥିତ ପାମ୍ପଙ୍ଗା ପ୍ରଦେଶର ଆଞ୍ଜେଲସ୍ ସହରରେ ନିର୍ମାଣାଧୀନ ଏକ ୯ ମହଲା କୋଠା ହଠାତ୍ ଭୁଶୁଡ଼ି ପଡ଼ିଛି । ଦୁର୍ଘଟଣା ସମୟରେ ଅନେକ ଶ୍ରମିକ କୋଠାରେ ରହିଥିଲେ । ତେବେ ସେମାନେ ଭଗ୍ନାବଶେଷ ତଳେ ଚାପି ହୋଇଥିବା ସୂଚନା ମିଳିଛି ।

କ୍ବେଟା ରେଲୱେ ଟ୍ରାକରେ ବିସ୍ଫୋରଣ, ୨୪ ମୃତ, ୫୦ ଆହତ

ପାକିସ୍ତାନ :ରବିବାର ପାକିସ୍ତାନର ଅଶାନ୍ତ ଦକ୍ଷିଣ-ପଶ୍ଚିମ ପ୍ରାନ୍ତ ବେଲୁଚିସ୍ତାନର କ୍ୱେଟାର ଚମନ ରେଳ ଫାଟକ ନିକଟରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ ୨୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ତେବେ ଏହି ଆକ୍ରମଣକୁ କର୍ତ୍ତୃପକ୍ଷ ଏକ ଲକ୍ଷ୍ୟଭେଦୀ

ତେଲେଙ୍ଗାନାରେ ଅଂଶୁଘାତରେ ୧୬ମୃତ, ୪ ଲକ୍ଷ ଟଙ୍କା ସହାୟତା ଘୋଷଣା

ତେଲଙ୍ଗାନା : ଦେଶର ବିଭିନ୍ନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆକାଶରୁ ନିଆଁ ଖସିଛି । ଏଭଳି ସ୍ଥଳେ ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି । ତେଲଙ୍ଗାନାରେ ମଧ୍ୟ ପ୍ରବଳ ଗରମ ଅନୁଭୂତ ହେଉଛି । ଭୀଷଣ ଲୁ ଏବଂ ଲଗାତାର ତାପମାତ୍ର ବଢୁଥିବାରୁ ରାଜ୍ୟର ୭ ଜିଲ୍ଲାରେ

ଇବୋଲାକୁ ନେଇ ଆଡଭାଇଜରୀ ଜାରି କଲା ଭାରତ, କଙ୍ଗୋ ଓ ୟୁଗାଣ୍ଡା ଯାତ୍ରା କରିବାକୁ ବାରଣ

ନୂଆଦିଲ୍ଲୀ: ସମଗ୍ର ବିଶ୍ବରେ ପୁଣିଥରେ ଏକ ମହାମାରୀ ଆତଙ୍କ ଦେଖାଦେଉଛି । ଆଫ୍ରିକାର କିଛି ଦେଶରେ ଇବୋଲା ଭାଇରସର ମାମଲାରେ ବଢିବାରେ ଲାଗିଛି । ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ତରଫରୁ ଏହାକୁ ଗ୍ଲୋବାଲ ହେଲଥ ଏମରଜେନ୍ସୀ ଘୋଷଣା କରାଯାଇଛି । ବିଶ୍ବ ସ୍ତରରେ ବିପଦ ବଢୁଥିବା ଦେଖି ଭାରତ

ଫାଲଟାରେ ଲକ୍ଷାଧିକ ଭୋଟରେ ବିଜେପିର ବିଜୟ

କୋଲକତା: ପଶ୍ଚିମବଙ୍ଗର ଫାଲଟା ବିଧାନସଭା ନିର୍ବାଚନମଣ୍ଡଳୀର ପୁନଃନିର୍ବାଚନ ଭୋଟ ଗଣତି ଶେଷ ହୋଇଛି। ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଦେବାଂଶୁ ପଣ୍ଡା ନିକଟତମ ପ୍ରାର୍ଥୀ କମ୍ୟୁନିଷ୍ଟ ପାର୍ଟି (ମାର୍କ୍ସିଷ୍ଟ)ର ଶମ୍ଭୁନାଥ କୁର୍ମିଙ୍କୁ ୧୦୯୦୨୧ ଭୋଟରେ ପରାସ୍ତ କରିଛନ୍ତି। ଦେବାଂଶୁଙ୍କୁ

ଓଟିରେ ରୋଗୀଙ୍କୁ ବଳାତ୍କାର, ବନ୍ଧା ହେଲେ ଡାକ୍ତର

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଲକ୍ଷ୍ନୌ ସହରରେ ଥିବା ଏକ ଘରୋଇ ନର୍ସିଂହୋମରେ ଜଣେ ମହିଳା ରୋଗୀଙ୍କୁ ଅସ୍ତ୍ରୋପଚାର କକ୍ଷ (ଓଟି)ରେ ବଳାତ୍କାର କରିଥିବା ଅଭିଯୋଗରେ ସଂପୃକ୍ତ ଡାକ୍ତରଙ୍କୁ ଗିରଫ କରାଯାଇଛି। ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଧାରା ଅନୁଯାୟୀ ଅଭିଯୁକ୍ତ ଡାକ୍ତରଙ୍କ ବିରୋଧରେ

ଗ୍ୟାସ ସିଲିଣ୍ଡର ଲିକ୍ ହୋଇ ବାପ-ପୁଅଙ୍କ ମୃତ୍ୟୁ

ଯାଜପୁର : ଗ୍ୟାସ ସିଲିଣ୍ଡର ଲିକ ହୋଇ ୩ଜଣ ଗୁରୁତର ହେବା ଘଟଣା। ଚିକିତ୍ସାଧୀନ ଅବସ୍ଥାରେ ବାପା ପୁଅଙ୍କ ମୃତ୍ୟୁ । ଗତକାଲି ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକ ଦର୍ପଣ ପଞ୍ଚାୟତ ଗୁଲଜାରନଗରପାଟଣାରେ ଥିବା ଏକ ଜଳଖିଆ ଦୋକନରେ ଗ୍ୟାସ ସିଲିଣ୍ଡର ଲିକ ହୋଇ ଅଗ୍ନିକାଣ୍ଡ ଘଟିଥିଲା । ଏଥିରେ ୩ଜଣ

କନ୍ଧମାଳର ନୂଆ ଆରକ୍ଷୀ ଅଧିକ୍ଷକ ହେଲେ ରମେନ୍ଦ୍ର ପ୍ରସାଦ

କନ୍ଧମାଳ : ରାଜ୍ୟ ସରକାର ଙ୍କ ଗୃହ ବିଭାଗ ପକ୍ଷରୁ ଆଇପିଏସ ସ୍ତରରେଏକ ବଡ଼ ଧରଣର ଅଦଳ ବଦଳ କରାଯାଇଛି l ରାଜ୍ୟରେ ୧୮ ଜଣ ଆଇପିଏସ ଓ ଓପିଏସ ମାନଙ୍କୁ ବିଭିନ୍ନ ଭିଭାଗରେ ନିଯୁକ୍ତି ଦିଆଯାଇଛି l ସେହିପରି କନ୍ଧମାଳ ଜିଲ୍ଲା ରେ ନୂଆ ଆରକ୍ଷୀ ଅଧିକ୍ଷକ ରୂପେ ରମେନ୍ଦ୍ର ପ୍ରସାଦଙ୍କୁ ନୂତନ