Sign in
Sign in
Recover your password.
A password will be e-mailed to you.
IAS ବାବା ନାମକ ଆପରେ ପୁରୀ ନାମ ଅପଭ୍ରଂଶ ଅଭିଯୋଗ ଆଣିଲେ ସେବାୟତ…
ଚାଲିଛି ଶ୍ରୀମନ୍ଦିର ନାଁରେ ଅପପ୍ରଚାର । ଆପରେ ଭୁଲ ତଥ୍ୟ ଦେଖାଇ କରୁଛନ୍ତି ସନାତନ ଧର୍ମ ଉପରେ କୁଠାରଘାତ । ତେବେ ଏହିଭଳି ଅଧର୍ମ ଆଉ କେଉଁଠି ନୁହେ ପୁରୀରେ ହିଁ ହେଉଛି । ଏଭଳି ଅଭିଯୋଗ ଆଣିଛନ୍ତି ପୁରୀର ଜଣେ ସେବାୟତ । ପୁରୀରେ IAS ବାବା ନାମକ ଏକ ଆପ ନାମରେ ଆସିଛି…
ନିଲମ୍ବନ ପରେ ରାଗିଲେ ସଞ୍ଜୟ ସଂହ, କହିଲେ- କୋର୍ଟ ଯିବି
ପଦ ରଦ୍ଦ ହେବା ପରେ ରାଗିଗଲେ କୁସ୍ତି ମହାସଂଘର ନବନିର୍ବାଚିତ ହୋଇଥିବା ଅଧ୍ୟକ୍ଷ ସଞ୍ଜୟ ସିଂହ। ସେ ରାଗିକି ନିଆଁ ବାଣ ହୋଇଯାଇଛନ୍ତି। ନିଲମ୍ବନକୁ ବିରୋଧ କରିବା ସହ ସେ ଏହା ବିରୋଧରେ କୋର୍ଟ ଯିବେ ବୋଲି କହିଛନ୍ତି।
ନବ ନିର୍ବାଚିତ ଭାରତୀୟ କୁସ୍ତି ମହାସଂଘ ଉପରେ…
ଗୋମାଂସକୁ ନେଇ କାମିୟାଙ୍କ ସ୍ପଷ୍ଟୀକରଣ ପରେ ରାଜ୍ୟ ସରକାରକୁ ଘେରିଲେ ସୂର୍ଯବଂଶୀ ସୂରଜ
ଭୁବନେଶ୍ୱର: ପୁରୀ ଜଗନ୍ନାଥ ମନ୍ଦିରକୁ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର କାମିୟା ଜାନୀଙ୍କ ପ୍ରବେଶକୁ ନେଇ ସୃଷ୍ଟି ହୋଇଥିବା ବିବାଦକୁ ନେଇ ରାଜ୍ୟ ସରକାରଙ୍କ ଆଭିମୁଖ୍ୟକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ବିଜେପି ବିଧାୟକ ସୁରଜ ସୂର୍ଯ୍ୟବଂଶୀ । ବିଜେଡି…
ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଲା
ଭୁବନେଶ୍ୱର : ଓଡ଼ିଶାରେ ଆଉ ଜଣେ କୋଭିଡ୍ ପଜିଟିଭ୍ ଚିହ୍ନଟ । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ରେ ପହଞ୍ଚିଛି । କୋଭିଡର ନୂଆ ଭାରିଆଣ୍ଟ JN.1ରେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତକାଲି ଓଡିଶାରୁ…
ଦେବଗଡ଼ରୁ ୬ ବର୍ଷର ଶିଶୁ କନ୍ୟାକୁ ଅପହରଣ ଘଟଣାରେ ୪ ଗିରଫ
ଦେବଗଡ଼ରୁ ୬ ବର୍ଷର ଶିଶୁ କନ୍ୟା ପିହୁ ଅଗ୍ରୱାଲ ଅପହରଣ ଘଟଣାରେ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ। ସେମାନଙ୍କଠାରୁ ଅପହରଣରେ ବ୍ୟବହାର ହୋଇଥିବା ୨ଟି ବାଇକ୍ ଓ ଗୋଟିଏ କାର୍ ମଧ୍ୟ ଜବତ କରାଯାଇଛି।
ଗିରଫ ଅଭିଯୁକ୍ତମାନେ ହେଉଛନ୍ତି ଦେବଗଡ଼ ଥାନା ନୂଆଗାଁର ହିମାଂଶୁ…
୧୦ ଡିଗ୍ରୀ ତଳେ ୮ ସହର, ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ ଥଣ୍ଡା ସହର…
ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି । ରାତିର ତାପମାତ୍ରା ରେ ସାମାନ୍ୟ ବୃଦ୍ଧି ଘଟିଛି । ଆଜି ୧୦ ଡିଗ୍ରୀ ତଳେ ରହିଛି ୮ ସହରର ତାପମାତ୍ରା । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ୬.୬ ଡିଗ୍ରୀ ସହ କୋରାପୁଟ ସବୁଠୁ…
ଶ୍ରୀମନ୍ଦିର ଭିତର କାଠ ନିକଟରେ ପଡିଲା ଶ୍ରଦ୍ଧାଳୁଙ୍କ ରକ୍ତଛିଟା: କରାଗଲା ମହାପ୍ରଭୁଙ୍କର ବଡ ମହାସ୍ନାନ
ପୁରୀ : ଶ୍ରୀମନ୍ଦିର ଭିତର କାଠ ନିକଟରେ ପଡିଲା ଶ୍ରଦ୍ଧାଳୁଙ୍କ ରକ୍ତଛିଟା । ରକ୍ତ ଛିଟା ପଡିବାରୁ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି । ଫଳରେ ୧ ଘଣ୍ଟା ଲାଗି ଭକ୍ତମାନେ ମହାପ୍ରଭୁଙ୍କୁ ଦର୍ଶନ କରିବାରୁ ବଞ୍ଚିତ ରହିଥିଲେ । କେହି ଜଣେ ଶ୍ରଦ୍ଧାଳୁ ଆହତ…
ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅ କହିବା ପରେ ହୃଦଘାତରେ ଟଳିପଡ଼ିଲେ ଆଇଆଇଟି ପ୍ରଫେସର…
ଆଇଆଇଟି କାନପୁରରେ ଏକ ଆଲୁମିନି ମିଟ୍ କାର୍ଯ୍ୟକ୍ରମରେ ଭାଷଣ ଦେଉଥିବା ବେଳେ ହୃଦଘାତରେ ଜଣେ ସିନିୟର ପ୍ରଫେସରଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ସମୀର ଖାଣ୍ଡେକର। ତାଙ୍କୁ ୫୫ ବର୍ଷ ହୋଇଥିଲା।
ସେ ଆଇଆଇଟି କାନପୁରରେ ମେକାନିକାଲ ଇଞ୍ଜିନିୟରିଂ ବିଭାଗର ସିନିୟର ପ୍ରଫେସର…
ବାଲିଗୁଡ଼ାରେ ୧୭ତମ ଅନ୍ତରଙ୍ଗ ଯୁବ ମହୋତ୍ସବ ଅନୁଷ୍ଠିତ
ଫୁଲବାଣୀ :ଅନ୍ତରଙ୍ଗ ଯୁବ ମହାସଂଘ ଦ୍ୱାରା ୧୭ତମ ଅନ୍ତରଙ୍ଗ ଯୁବ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ମହୋତ୍ସବ ରେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ଶ୍ରୀଯୁକ୍ତ କୃପାସିନ୍ଧୁ ବେହେରା ମୁଖ୍ୟ ଅତିଥି, ୟୁଥ୍ ଫର ୱାଟର ପ୍ଲସ, ଡକ୍ୟୁମେଣ୍ଟେସନ କୋର୍ଡିନେଟର ସ୍ମୃତିରୁପା!-->!-->!-->…
ରାତି ପାହିଲେ ବଡ଼ଦିନ, ଉତ୍ସବ ପାଳନ ପାଇଁ ବାଲିଗୁଡାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି
ବାଲିଗୁଡା: ରାତି ପାହିଲେ ବଡ ଦିନ। ଏହାକୁ ଧୁମଧାମରେ ପାଳନ କରିବା ପାଇଁ ଚାଲିଛି ବିଭିନ୍ନ ସ୍ଥାନରେ ପ୍ରସ୍ତୁତି। ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଧରାବତରଣ ପୂର୍ବରୁ ଖ୍ରୀଷ୍ଟ ଧର୍ମୀଙ୍କ ଦ୍ୱାରା ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଚର୍ଚ୍ଚ ଆଗରେ!-->…