ରଘୁନାଥ ମନ୍ଦିର ରୂପାନ୍ତିକରଣ କାର୍ଯ୍ୟ ର ସମୀକ୍ଷା କଲେ ନୟାଗଡ଼ ବିଧାୟକ…

ନୟାଗଡ଼: ନୟାଗଡ଼ ବିଧାୟକ ଶ୍ରୀଯୁକ୍ତ ଅରୁଣ କୁମାର ସାହୁ ଓ ଉପଜିଲ୍ଲାପାଳ କର୍ଣ୍ଣଦେବ ସମାଦାର୍ ଓଡ଼ଗାଁ ଶ୍ରୀ ରଘୁନାଥ ଜୀଉଙ୍କୁ ଦର୍ଶନ କରିବା ସହିତ ମନ୍ଦିରର ରୂପାନ୍ତରଣ ପାଇଁ ୩କୋଟି ୫୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ନିର୍ମାଣ କାର୍ଯ୍ୟ କୁ ସମୀକ୍ଷା କରିଛନ୍ତି । ଶ୍ରୀରାମ ବିହାର ସମେତ…

ବିଭିନ୍ନ ଜାଗାରେ ସାଂସଦ ଙ୍କ ଶିଳାନ୍ୟାସ ଓ ଅନୁଦାନ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକର ଶଙ୍କରାଖୋଲା ଠାରେ ମାନ୍ୟବର କନ୍ଧମାଳ ସାଂସଦ ଡଃ ଅଚ୍ୟୁତାନନ୍ଦ ସାମନ୍ତ ଏକ ଚିତ୍ତ ବିନୋଦନ କେନ୍ଦ୍ରର ଉଦଘାଟନ କରିଥିଲେ l ସେଠାରୁ ସେ ଚକାପାଦ ବ୍ଲକର ବସ୍ତିଙ୍ଗିଆ ଠାରେ ଏକ ୩୫ ଲକ୍ଷ ଟଙ୍କା ବିନିମୟରେ ଆଦିବାସୀ ସାଂସ୍କୃତିକ ଭବନର…

ସବୁରି ମୂଳରେ ଶିକ୍ଷାର ଆବଶ୍ୟକ‌ତା ରହିଛି: ଡଃ ଅଚ୍ୟୁତ ସାମନ୍ତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ କରୋନେସନ ପଡ଼ିଆରେ ଜିଲ୍ଲାସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଓ ସମ୍ବଦ୍ଧନା ଉତ୍ସବ-୨୦୨୪ ଆଜି ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ମାନ୍ୟବର ଉପ-ବାଚସ୍ପତି, ଓଡ଼ିଶା ବିଧାନସଭା ସାଲୁଗା ପ୍ରଧାନ ଏଥିରେ ମୁଖ୍ୟ…

ସଶକ୍ତିକରଣ ପଥରେ ବୀରମିତ୍ରପୁର ମୁନିସିପାଲିଟି ନାରୀ ସମାଜ

ବୀରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲାର ବୀରମିତ୍ରପୁରରେ ମହିଳାଙ୍କୁ ସ୍ୱାବଲମ୍ବୀ କରିବା ଲକ୍ଷ୍ୟରେ ୫୦ ଲକ୍ଷ ଟଙ୍କା ବ୍ୟୟରେ ବୀରମିତ୍ରପୁର ମୁନିସିପାଲିଟି ମିଶନ ଶକ୍ତି ଭବନ ଶୁଭ ଉଦଘାଟନ ହୋଇଯାଇଛି | ଆଜି ବୀରମିତ୍ରପୁର ମୁନିସିପାଲିଟି ର ତହସିଲ ଠାରେ ମିଶନ ଶକ୍ତି ଭବନ ଉଦଘାଟନ…

ଝିଅ ବାହାଘର ଦିନ ବାପାର ଆତ୍ମହତ୍ୟା

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ସିକିରି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।‌ ରବିବାର ଝିଅ ବାହାଘର ପାଇଁ ସମସ୍ତ ମାଙ୍ଗଳିକ କାର୍ଯ୍ୟ ଚାଲିଥିବା ବେଳେ କନ୍ୟା ପିତା ଜଣଙ୍କ ଗ୍ରାମ ନିକଟସ୍ଥ ଏକ ମୁଗ କିଆରିରେ ଥିବା ଏକ ଗଛରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ…

ଇଂଲଣ୍ଡକୁ ୪୩୪ ରନରେ ହରାଇ ଭାରତ ସବୁଠାରୁ ବଡ଼ ଟେଷ୍ଟ ବିଜୟ ହାସଲ କଲା

ରାଜକୋଟ୍ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ ବିଜୟ ବୋଲି କୁହାଯାଉଛି । ସେହିପରି ଇଂଲଣ୍ଡ ପାଇଁ ଏହା ୨ୟ ସର୍ବାଧିକ ବଡ଼…

ମାଘରେ ଶୀତ ଗାୟବ, ବଢିବ ରାତିର ତାପମାତ୍ରା

ଭୁବନେଶ୍ବର : ମାଘ ମାସରେ ବାଘ ଭଳି ଶୀତ ହେବା କଥା। କିନ୍ତୁ ଶୀତର କୌଣସି ଦେଖା ଦର୍ଶନ ନାହିଁ। ମାଘ ମାସରେ ଗ୍ରୀଷ୍ମ ପରି ଟାଣ ଖରା ହେଉଛି। ରାତିର ତାପମାତ୍ରା ମଧ୍ୟ ସ୍ୱାଭାବିକ ଠାରୁ ଅଧିକ ରହୁଛି।ଆଗକୁ ବି ରାତିର ତାପମାତ୍ରା ଆହୁରି ବଢ଼ିବ। ରାତିର ତାପମାତ୍ରା ସ୍ୱାଭାବିକ ଠାରୁ ୨ ଡିଗ୍ରୀ…

ବସ୍-ସ୍କୁଟି ମୁହାଁମୁହିଁ ଧକ୍କା: ଚାଲିଗଲା ୨ ସ୍କୁଟି ଆରୋହୀଙ୍କ ଜୀବନ

ଆସିକା: ଗଞ୍ଜାମ ଜିଲ୍ଲା କୋଟିନଡ଼ା ଥାନା ଡି ପଲ୍ ସ୍କୁଲ୍ ନିକଟରେ ଆଜି ଭୋର୍ ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ବସ୍ ଓ ସ୍କୁଟି ମୁହାଁମୁହିଁ ଧକ୍କା ହେବା ଫଳରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି।ସୂଚନା ଅନୁଯାୟୀ, ଆଜି ଭୋର ପ୍ରାୟ ୫ଟା ବେଳେ ଆସିକାରୁ କଟକ…

ସାରା ଓଡ଼ିଶା ବୁଲିବେ NSS ସେଲର ଛାତ୍ରଛାତ୍ରୀ, ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ବର : NSS ସେଲର ଛାତ୍ରଛାତ୍ରୀଙ୍କୁ ଉଚ୍ଚଶିକ୍ଷା ବିଭାଗ ବୁଲାଇବ ସାରା ଓଡ଼ିଶା। ବିଭିନ୍ନ ପ୍ରାନ୍ତରେ ଥିବା ଦର୍ଶନୀୟ ସ୍ଥାନ ସହ ବିଶ୍ୱବିଦ୍ୟାଳୟ ବୁଲିବେ ଶିକ୍ଷାର୍ଥୀ। ନୂଆ ଏକ୍ସପୋଜର ପାଇଁ ବିଭାଗ ଏପରି ନିଷ୍ପତ୍ତି ନେଇଛି।ପ୍ରଥମେ ନୂଆ ଓ'। ତାପରେ ମେଧାବୃତ୍ତି ଆଉ ଏବେ ଓଡ଼ିଶା…

ଦିନକ ପରେ ମାଟ୍ରିକ ପରୀକ୍ଷା: ଆନ୍ଦୋଳନରେ ଶିକ୍ଷକ ଓ କର୍ମଚାରୀ

ଭୁବନେଶ୍ବର: ଦିନକ ପରେ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଛନ୍ତି। ହେଲେ ୧୧ ଦିନ ହେଲା ରାଜଧାନୀର ଲୋୟର ପିଏମଜିରେ ଧାରଣାରେ ବସିଛନ୍ତି ଶିକ୍ଷକ ଶିକ୍ଷୟିତ୍ରୀ। ସରକାର ଆଲୋଚନାକୁ ଆସୁ ନାହାନ୍ତି। ଅନ୍ୟପଟେ ଦାବି ପୂରଣ ନହେବା ଯାଏଁ ଆନ୍ଦୋଳନ…