Sign in
Sign in
Recover your password.
A password will be e-mailed to you.
ବ୍ଲକସ୍ତରରେ ଧାନମଣ୍ଡି ଉଦଘାଟିତ
ହିଞ୍ଜିଳିକାଟୁ, ୨୨/୧୨ : ଶୁକ୍ରବାର ହିଞ୍ଜିଳିକାଟୁ ବ୍ଳକ ପୋଚିଲିମା ପଞ୍ଚାୟତ କଲ୍ୟାଣ ମଣ୍ଡପ ପରିସରରେ ୨୦୨୩-୨୪ ଖରିଫ ଧାନମଣ୍ଡିର ଶୁଭାରମ୍ଭ ହୋଇଯାଇଛି। ହିଞ୍ଜିଳିକାଟୁ ବ୍ଲକର ୨୦ଟି ପ୍ରାଥମିକ କୃଷି ସମବାୟ ସମିତି, ଶ୍ରୀ ଗୋପାଳେଶ୍ୱର ପାଣିପଞ୍ଚାୟତ ଏବଂ ଦେବୀ ସ୍ୱୟଂ ସହାୟକ ଗୋଷ୍ଠୀକୁ!-->…
ଦୁର୍ଗମ ଅଂଚଳରେ ଦଣ୍ଡ ବୀଣାକାର ନୃତ୍ୟ ମାଧ୍ୟମରେ ବିଭିନ୍ନ ସ୍ୱାସ୍ଥ୍ୟ ସଚେତନତା
ଫୁଲବାଣୀ : କନ୍ଧମାଳ ଜିଲ୍ଲା ପାହଡ ଜଙ୍ଗଲ ଘେରା ଅଂଚଳ ହେତୁ ଏବଂ ଜନ ସାଧାରଣଙ୍କ ନିକଟରେ ସଚେତନତା ଅପହଂଚ ହୋଇଥିବାରୁ ପ୍ରତ୍ୟେକ ବର୍ଷ ସରକାରଙ୍କ ତରଫରୁ ବିଭିନ୍ନ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ମାଧ୍ୟମରେ ଜନସଚେତନତା ପାଇଁ ଆଂଚଳିକ ଲୋକନୃତ୍ୟ ଦଳ ମାନଙ୍କର ସହାୟତା ନିଆଯାଇଥାଏ । ସେହିପରି!-->…
ଯୋରନ୍ଦା ପୀଠରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପୀଠର ଉନ୍ନତିକରଣ ପାଇଁ ୧୧୨ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ବର: ଢେଙ୍କାନାଳ ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଓଡିଶାର ପ୍ରସିଦ୍ଧ ମହିମା ପୀଠ ଯୋରନ୍ଦାପୀଠର ରୂପାନ୍ତର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଭୂମି ପୂଜନ କରିଛନ୍ତି । ଯୋରନ୍ଦାଠାରେ ଏହି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ…
ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ ପାଇଁ ଗଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ…
ଭୁବନେଶ୍ବର: ଆସନ୍ତା ଜାନୁୟାରୀ ୧୭ ତାରିଖରେ ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପାଇଁ ଗତକାଲି ଶ୍ରୀମନ୍ଦିରରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ନିମନ୍ତ୍ରଣ ଦିଆଯିବାପରେ ଆଜି ଜଗତଗୁରୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜଙ୍କୁ ନିମନ୍ତ୍ରଣ…
ବୃଦ୍ଧଙ୍କୁ କଟୁରୀରେ ହାଣି ହତ୍ୟା
ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ବରଗୁଡିପଡ଼ାରେ ଜଣେ ବୃଦ୍ଧଙ୍କୁ କଟୁରୀରେ ହାଣି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ପ୍ରହ୍ଲାଦ ଦାସ।
ଆଜି ଦିନ ପ୍ରାୟ ସାଢ଼େ ଗୋଟାଏ ସମୟରେ ପ୍ରହ୍ଲାଦ ଘରେ ଥିବା ବେଳେ ନିକଟସ୍ଥ ନାରଦିଆ ଗ୍ରାମର ବାନା ଦାସ ତାଙ୍କୁ…
ଲୋକସଭା ନିର୍ବାଚନ ପୂର୍ବରୁ ଭାରତ ଯୋଡୋ ଯାତ୍ରା ପାର୍ଟ-୨
ନୂଆଦିଲ୍ଲୀ : ଖୁବଶୀଘ୍ର ଲୋକସଭା ନିର୍ବାଚନ ପୂର୍ବରୁ ଭାରତ ଯୋଡୋ ଯାତ୍ରା ପାର୍ଟ ଟୁ ଆରମ୍ଭ କରିବେ । ଏଥର ପୂର୍ବରୁ ପଶ୍ଚିମ ଭାରତ ଯାଏ ପଦଯାତ୍ରା କରିବେ ରାହୁଲ ଗାନ୍ଧି । ଏନେଇ ସଙ୍କେତ ଦେଇଛନ୍ତି କଂଗ୍ରେସ ନେତା କେ. ସି ବେଣୁଗୋପାଳ ।
ସେ କହିଛନ୍ତି,…
୧୪୬ ସାଂସଦଙ୍କ ନିଲମ୍ବନକୁ ବିରୋଧ, ଯନ୍ତର ମନ୍ତରରେ ‘INDIA’ ମେଣ୍ଟର ବିକ୍ଷୋଭ ପ୍ରଦର୍ଶନ
୧୪୬ ସାଂସଦଙ୍କ ନିଲମ୍ବନ ମାମଲାରେ ବିରୋଧୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଗୁରୁବାର ଏଠାରେ ବିରୋଧୀ ସାଂସଦମାନେ ସଂସଦରୁ ବିଜୟ ଚୌକ ପର୍ଯ୍ୟନ୍ତ ଶୋଭାଯାତ୍ରା କରିଥିଲେ ଏବଂ ଆଜି ‘ଇଣ୍ଡିଆ’ ମେଣ୍ଟର ନେତୃତ୍ୱରେ ଯନ୍ତର ମନ୍ତରଠାରେ ବିରୋଧ ପ୍ରଦର୍ଶନ କରାଯାଉଛି।
ଏଠାରେ…
ବେଲପାହାଡ ରେଞ୍ଜ ପିକୋଲ ଜଙ୍ଗଲରେ ବୁଲୁଛି କଲରାପତରିଆ ବାଘ
ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ ବେଲପାହାଡ଼ ଫରେଷ୍ଟ ରେଞ୍ଜ ଅଧୀନ ପିକୋଲ ଜଙ୍ଗଲରେ କଲରାପତରିଆ ବାଘ ଦେଖିବାକୁ ମିଳିଛି । ଜଙ୍ଗଲରେ ଲାଗିଥିବା ଟ୍ରାପ କ୍ୟାମେରାରେ କଏଦ ହୋଇଛି ଏହି ବାଘର ଫଟୋ । କଲରାପତରିଆ ବାଘର ଫୁଟେଜ ଗତ ୧୪ ତାରିଖରେ ପିକୋଲ…
କାୟା ବିସ୍ତାର କରୁଛି ନୂଆ ସବ ଭାରିଆଣ୍ଟ JN.1 ମାମଲା: ଗତ ୨୪ ଘଣ୍ଟାରେ ଦେଶରେ ୩୨୮ ନୂଆ ମାମଲା
ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ସଂକ୍ରମଣ। ଗତ କିଛି ଦିନ ଧରି ଦେଶର ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରୁଛି ନୂଆ ସବ ଭାରିଆଣ୍ଟ JN.1 ମାମଲା। ଗତ ୨୪ ଘଣ୍ଟାରେ ଦେଶରେ ୩୨୮ ନୂଆ ମାମଲା ଚିହ୍ନଟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ…
ସଞ୍ଜୟ ସିଂ WFI ଅଧ୍ୟକ୍ଷ ହେବାକୁ ନେଇ ଭାଙ୍ଗିପଡ଼ିଲେ ଭିନେଶ ଫୋଗାଟ, କ୍ୟାମେରା ସାମ୍ନାରେ କାନ୍ଦିଲେ
ଭାରତୀୟ କୁସ୍ତି ମହାସଂଘର ପୂର୍ବତନ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂଙ୍କ ସହଯୋଗୀ ସଞ୍ଜୟ ସିଂ ଡବ୍ଲୁଏଫ୍ଆଇ ନିର୍ବାଚନ ଜିତିବା ପରେ ବିବାଦ ଆହୁରି ବଢ଼ିଛି। ସାକ୍ଷୀ ମଲିକଙ୍କ ପରେ ଏବେ କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଶୁକ୍ରବାର କ୍ୟାମେରା ସାମ୍ନାରେ କାନ୍ଦି ପକାଇଛନ୍ତି।…