Sign in
Sign in
Recover your password.
A password will be e-mailed to you.
୧୦ଡିଗ୍ରୀ ତଳେ ୧୬ ସହର, ଜି.ଉଦୟଗିରି ସବୁଠୁ ଥଣ୍ଡା
ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଶୀତ ଲହରୀ । ପ୍ରବଳ ଜାଡ଼ରେ ଥରୁଛନ୍ତି ଓଡିଶାବାସୀ । ଶୀତରୁ ରକ୍ଷା ପାଇବା ପାଇଁ କିଏ ଚା ଖଟିରେ ଭିଡ ଜମାଉଛି ତ ଆଉ କିଏ ନିଆଁ ପୋଇଁ ହେଉଛି । ଏହାରି ମଧ୍ୟରେ ଆଜି ଜି. ଉଦୟଗିରି ରାଜ୍ୟର…
ହଇଜା ନେଲା ଆଉ ଏକ ଜୀବନ
ରାଉରକେଲା : କଲେରା ଆକ୍ରାନ୍ତଙ୍କ ସଂଖ୍ୟା କମ ହେଉଥିବା ପ୍ରଶାସନ ତରଫରୁ କୁହାଯାଉଥିବା ବେଳେ ଏବେ ମଧ୍ୟ ସ୍ଥିତି ଚିନ୍ତା ଜନକ ରହିଛି। ହଇଜା ନେଇଛି ଆଉ ଏକ ମୁଣ୍ଡ। ମୃତକ ହେଲେ ପଙ୍କଜ ମଣ୍ଡଳ। ତାଙ୍କର ବୟସ ୪୪ ବର୍ଷ। ପଙ୍କଜଙ୍କୁ ମିଶାଇ ଆଜି ସୁଦ୍ଧା ୧୫ ଜଣଙ୍କ…
୩୧ ଏକର ଗଞ୍ଜେଇ ଚାଷ ନଷ୍ଟ କଲେ ଦାରିଙ୍ଗବାଡି ପୋଲିସ ଓ ଅବକାରୀ
ଦାରିଙ୍ଗବାଡି,୨୨/୧୨ : କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗଞ୍ଜେଇ ଚାଷ ନଷ୍ଟ କରିଛନ୍ତି ପୋଲିସ ସହ ଅବକାରୀ ବିଭାଗ । ମିଳିତ ଚଢ଼ଉ କରି ୩୧.୫ ଏକରରେ ହୋଇଥିବା ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ସୂଚନା ରହିଛି। କିରିକୁଟି ପଞ୍ଚାୟତ ଅନ୍ତର୍ଗତ ଡେବାକଡ଼ାଓ, ମୁଣ୍ଡାନାଜୁ ଓ!-->…
ଘରୋଇ ନର୍ସିଂ ହୋମରେ ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁଁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ
ଯାଜପୁର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ଚାଲିଗଲା ମହିଳାଙ୍କ ଜୀବନ l ନର୍ସିଂହୋମ ଘେରିଲେ ପରିବାର ଲୋକେ । ଯାଜପୁର ମାନସାପୋଲ ନିକଟରେ ଓମ ସାଇ ନର୍ସିଂହୋମରେ ଗର୍ଭବତୀ ମହିଳାଙ୍କର ମୃତ୍ୟୁ ଘଟିଛି। ଏହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି l ମୃତ…
ସଞ୍ଜୟ ସିଂହଙ୍କୁ ମିଳିଲାନି ଜାମିନ, ଆବେଦନ ଖାରଜ କଲେ ଦିଲ୍ଲୀ ହାଇକୋର୍ଟ
ଆପ୍ ରାଜ୍ୟସଭା ସାଂସଦ ସଞ୍ଜୟ ସିଂହଙ୍କୁ ପୁଣି ଥରେ ଝଟକା। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ସାଂସଦଙ୍କୁ ମିଳିଲାନି ବେଲ୍। ଆଜି ପୁଣି ଥରେ କୋର୍ଟ ତାଙ୍କ ଜାମିନ ଆବେଦନକୁ ଖାରଜ କରି ଦେଇଛନ୍ତି। ମଦ ଦୁର୍ନୀତି ମାମଲାରେ ଅର୍ଥ ହେରଫେର ଅଭିଯୋଗରେ ଗିରଫ ହୋଇ ଜେଲରେ…
+2 ଫେଲ୍ ଥିଲା ଡାକ୍ତର ବୁଖାରି, କିନ୍ତୁ ୬ଟି ଭାଷାରେ ଥିଲା ପାରଙ୍ଗମ
ଭୁବନେଶ୍ୱର : ସନ୍ଦିଗ୍ଧ କାଶ୍ମୀର ଆତଙ୍କୀ ସୟିଦ ଇଶାନ ବୁଖାରିକୁ ନେଇ ଆସିଛି ନୂଆ ତଥ୍ୟ l STF ହାତରେ ସନ୍ଦିଗ୍ଧ ଆତଙ୍କବାଦୀ ବୁଖାରୀର CDR। ତା ମୁହଁରୁ ଗୋଟି ଗୋଟି ସତ ଉଗାରୁଛି କ୍ରାଇମବ୍ରାଞ୍ଚ ଏସଟିଏଫ୍ । ଏକାଧିକ ଲୋକଙ୍କ ସହ ହ୍ଵାଟ୍ସଆପ ସହ ଫୋନରେ କଥା…
ଜ୍ୟାକଲିନ୍ଙ୍କୁ ଧମକ ଦେଲା ମହାଠକ ସୁକେଶ
ରାଗିଗଲା ମହାଠକ ସୁକେଶ ଚନ୍ଦ୍ରଶେଖର। ନିଜ ଲେଡି ଲଭ୍ ତଥା ଅଭିନେତ୍ରୀ ଜ୍ୟାକ୍ଲିନଙ୍କୁ ଦେଲା ଧମକ। କହିଲା ସମସ୍ତଙ୍କ ଆଗରେ ଖୋଲିଦେବି ସବୁ ରାଜ୍। ସମସ୍ତେ ସତ ଜାଣିବା ଉଚିତ।
ନିକଟରେ ମହାଠକ ସୁକେଶ ପଠାଉଥିବା ଚିଠି ପତ୍ରକୁ ନେଇ ବିରକ୍ତି ହୋଇ କୋର୍ଟର ଦ୍ୱାରସ୍ଥ…
‘ପଦ୍ମଶ୍ରୀ’ ଫେରାଇଲେ ପୁନିଆ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି
ମହିଳା କୁସ୍ତିଯୋଦ୍ଧାଙ୍କୁ ଯୌନ ନିର୍ଯାତନା ଦେବା ଭଳି ଗମ୍ଭୀର ଅଭିଯୋଗରେ ଅଭିଯୁକ୍ତ କୁସ୍ତି ମହାସଂଘର ବିଦାୟୀ ମୁଖ୍ୟ ବ୍ରିଜଭୂଷଣ ଶରଣ ସିଂହଙ୍କ ଘନିଷ୍ଠ ସହଯୋଗୀ ସଞ୍ଜୟ ସିଂହ କୁସ୍ତି ମହାସଂଘର ସଭାପତି ନିର୍ବାଚିତ ହେବା ପରେ ଏଥିରେ ଅସନ୍ତୋଷ ପ୍ରକାଶ କରି ଗତକାଲି ଅବସର ଘୋଷଣା କରିଥିଲେ…
ନିଯୁକ୍ତି ନଥିବାରୁ ସୋଶାଲ ମିଡିଆରେ ଅଧିକ ସମୟ ବିତାଉଛନ୍ତି ଯୁବପିଢି
ଦେଶରେ ବେରୋଜଗାରୀକୁ ନେଇ ବିଜେପି ସରକାର ଉପରେ ବର୍ଷିଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ନିଯୁକ୍ତି ନ ଥିବାରୁ ଯୁବପିଢି ଅଧିକ ସମୟ ବିଭିନ୍ନ ସୋଶାଲ ମିଡିଆରେ ସମୟ ବିତାଉଥିବା କହିଛନ୍ତି ରାହୁଲ ଗାନ୍ଧି। ବର୍ତ୍ତମାନ ଦେଶରେ ସବୁଠୁ ବଡ ସମସ୍ୟା ବେରୋଜଗାରୀ ବୋଲି…
ବିଚ୍ ରାସ୍ତାରେ ଜିଆର୍ଏସ୍ଙ୍କୁ ଛୁରାମାଡ଼
ଗଞ୍ଜାମ: ବିଚ୍ ରାସ୍ତାରେ ଜିଆର୍ଏସ୍ଙ୍କୁ ଛୁରାମାଡ଼। ଗ୍ରାମ ରୋଜଗାର ସେବଙ୍କୁ ଗାଁ ମଝିରେ ଛୁରାମାଡ଼ କଲେ ଦୁର୍ବୃତ୍ତ। ଫଳରେ ସେ ଗୁରୁତର ହୋଇଛନ୍ତି। ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗଞ୍ଜାମ ଜିଲ୍ଲା ବୁଗୁଡା ଥାନା କଳମ୍ବ ଆନ୍ତରପଡାରେ ଘଟିଛି ଏଭଳି କିଛି…