Sign in
Sign in
Recover your password.
A password will be e-mailed to you.
ସଂସଦ ସୁରକ୍ଷା ତ୍ରୁଟି ମାମଲା : ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ୧୫ ଦିନ ଯାଏ ବୃଦ୍ଧି…
ସଂସଦ ସୁରକ୍ଷା ତ୍ରୁଟି ମାମଲାରେ ଗିରଫ ହୋଇଥିବା ୪ ଅଭିଯୁକ୍ତଙ୍କ ରିମାଣ୍ଡ ଅବଧି ୧୫ ଦିନ ବଢାଇଛନ୍ତି କୋର୍ଟ । ପଟିୟାଲା ହାଉସ କୋର୍ଟ ଏମାନଙ୍କ ଅବଧି ୫ ଜାନୁଆରୀ ପର୍ଯ୍ୟନ୍ତ ବଢାଇଛି । ଅଭିଯୁକ୍ତ ନିଲମ, ମନୋରଂଜନ, ସାଗର ଏବଂ ଅମୋଲ ସିନ୍ଧେଙ୍କୁ ଅନେକ ସ୍ଥାନକୁ…
ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ…
ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା। ଉଭୟ ଭିବ୍ରିଓ କଲେରା ଓ ଇ-କୋଲାଇ ବ୍ୟାକ୍ଟେରିଆ ଯୋଗୁଁ ବ୍ୟାପିଛି ଝାଡ଼ାବାନ୍ତି । ଏନେଇ ସୂଚନା ଦେଇଛନ୍ତି ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।
ପ୍ରାୟ ୧୪ ଶହ ଲୋକ ଏଥିରେ ଆକ୍ରାନ୍ତ ହୋଇଛନ୍ତି ।…
ଡକାୟତି ଯୋଜନା ଚାଲିଥିବାବେଳେ କାବୁ କଲା ପୋଲିସ, ୫ ଗିରଫ…
ଭୁବନେଶ୍ବର: ଡକାୟତି ଯୋଜନା ଚାଲିଥିବାବେଳେ ଏହାକୁ ପଣ୍ଡ କଲା ପୋଲିସ । ଘଟଣାରେ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ମଞ୍ଚେଶ୍ଵର ଥାନା ପୋଲିସ । ଗିରଫ ଅଭିଯୁକ୍ତ ମାନଙ୍କ ଭିତରୁ ୪ ଜଣ ହେଲେ ଅମରନାଥ ସଫେରା(୨୪), ଗୋବିନ୍ଦା ସଫେରା(୨୧),…
ବିଳମ୍ବରେ ପାନ୍ ଆଧାର ଲିଙ୍କ୍ କରିଥିବା ଲୋକଙ୍କଠାରୁ ୨୧୨୫ କୋଟି ଆଦାୟ…
ନୂଆଦିଲ୍ଲୀ: ଯେଉଁମାନେ ପାନ୍-ଆଧାର ସଂଯୋଗ କରିବାରେ ବିଳମ୍ବ କରିଛନ୍ତି ସେମାନଙ୍କଠାରୁ କେନ୍ଦ୍ର ସରକାର ଏପର୍ଯ୍ୟନ୍ତ ୨,୧୨୫ କୋଟି ଟଙ୍କାର ଜରିମାନା ଆଦାୟ କରିଛନ୍ତି ବୋଲି ଅର୍ଥମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
୩୦ ଜୁନ୍ ୨୦୨୩ ମାଗଣାରେ ପାନ୍-ଆଧାର ଲିଙ୍କ୍…
ହିଞ୍ଜିଳିକାଟୁ ପୌରପରିଷଦ ଓ ବ୍ଳକ ରେ ନୂଆ-ଓ କ୍ରୀଡା ପ୍ରତିଯୋଗିତା ଉଦଘାଟିତ
୬ଟି ଗୋଷ୍ଠୀଗତ କ୍ରୀଡା ପ୍ରତିଯୋଗିତା ସକାଶେ ବ୍ଳକ ର ୧୪୬ଟି ଦଳ ଓ ମୁନିସୀପାଲଟିର ୨୭ ଟି ଦଳ ପଞ୍ଜିକୃତହିଞ୍ଜିଳିକାଟୁ : ଓଡିଶା ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ନୂଆ-ଓ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ଗୁରୁବାର ହିଞ୍ଜିଳିକାଟୁ ବ୍ଳକର ଦାରୁଭଦ୍ରା ଠାରେ!-->…
ବିଜେଡିରେ ମିଶିଲେ ପୁରୀ ଜିଲ୍ଲାର ବିଜେପି ନେତା ଓ ଶତାଧିକ କର୍ମୀ…
ଭୁବନେଶ୍ବର: ଶଙ୍ଖ ଭବନରେ ଆଜି ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ଏହି ମିଶ୍ରଣ ପର୍ବ ହୋଇଥିଲା। ବ୍ରହ୍ମଗିରି ବିଜେପି ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ମହାନ୍ତିଙ୍କ…
ଶ୍ରୀମନ୍ଦିରରେ ପାଣ୍ଡିଆନ ଓ କାମିଆ ଜାନିଙ୍କ ପ୍ରବେଶ ପ୍ରସଙ୍ଗ, ଉଭୟଙ୍କ ଗିରଫଦାରୀ ଦାବି କଲା ବିଜେପି
ଭୁବନେଶ୍ୱର: 5-T ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ସୋସିଆଲ ମିଡ଼ିଆ ଇନଫ୍ଲୁଏନ୍ସର କାମିଆ ଜାନିଙ୍କ ଶ୍ରୀମନ୍ଦିର ଭିତରେ ପ୍ରବେଶ କୁ ନେଇ ଏବେ ବିବାଦ ବଢିବାରେ ଲାଗିଛି । ଯାହାକୁ ନେଇ ଉଭୟଙ୍କୁ ତୁରନ୍ତ ଗିରଫ କରାଯାଉ ବୋଲି ଦାବି କରିଛି ରାଜ୍ୟ ବିଜେପି । ଗୋମାଂସ ଭକ୍ଷଣ…
ମିଳିଲା ପିହୁର ଅପହରଣକାରୀଙ୍କ ସିସିଟିଭି ଫୁଟେଜ, କ୍ୟାମେରାରେ ସବୁ ଦୃଶ୍ୟ କଏଦ…
ମିଳିଲା ପିହୁର ଅପହରଣକାରୀଙ୍କ ସିସିଟିଭି ଫୁଟେଜ । ୧୮ ତାରିଖରେ ଦେବଗଡ଼ର ଶିଶୁକନ୍ୟା ପିହୁକୁ ଅପହରଣ କରି ଦୁର୍ବୃତ୍ତମାନେ ସୁନ୍ଦରଗଡ଼ ନେଇ ଆସିଥିଲେ। ଏକ ଧଳା ରଙ୍ଗାର କାରରେ ଆସି ସହରର ମିସନ ରୋଡସ୍ଥିତ ହୋଟେଲ ପାର୍ବତୀ ରେସିଡେନ୍ସି ନିକଟରେ ଅଟକିଥିଲେ।
ରାତି ୧୦ଟା…
ଆର୍ମି ଟ୍ରକ୍ ଉପରେ ଆତଙ୍କବାଦୀ ଆକ୍ରମଣ ଘଟଣା, ୩ଯବାନ ସହିଦ୍…
ଶ୍ରୀନଗର: ପୁଣି ଯବାନମାନଙ୍କୁ ଟାର୍ଗେଟ କଲେ ଆତଙ୍କବାଦୀ। ଆଜି ଯବାନମାନଙ୍କୁ ନେଇ ଯାଉଥିବା ଏକ ଆର୍ମି ଟ୍ରକ୍ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଥିବା ଜଣାପଡ଼ିଛି। ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲ୍ଲାରେ ଥିବା ଡେରା କି ଗଲି(ଡିକେଜି)ରେ ଏହି ଘଟଣା ଘଟିଛି। ଏହି ଆକ୍ରମଣରେ…
ନିଆଁ ପୁଇଁବା ବେଳେ ଜଳିଗଲେ ମହିଳା: ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି…
ଢେଙ୍କାନାଳ: ପ୍ରବଳ ଶୀତରେ ଥରୁଛି ସାରା ଓଡିଶା । ଜାଡରୁ ରକ୍ଷା ପାଇବା ପାଇଁ ବିଭିନ୍ନ ସ୍ଥାନରେ ଲୋକ ନିଆଁ ପୁଇଁ ହେଉଥିବା ଦୃଶ୍ୟ ଦେଖିବାକୁ ମିଳୁଛି । ଏହାରି ଭିତରେ ଏକ ଅଘଟଣ ସାମ୍ନାକୁ ଆସିଛି । ଢେଙ୍କାନାଳ ଜିଲ୍ଲା ମହାବିରୋଡ଼ ଥାନା ଚାଉଳିଆଝରଣ…