ନକ୍ସଲଙ୍କୁ ଜଗିବ ଡ୍ରୋନ୍, ଗତିବିଧି ଉପରେ ରଖିବ ନଜର

ସରିଲା ଦିନିକିଆ ମାଓ ମୁକାବିଲା। DGPଙ୍କ ନେତୃତ୍ୱରେ ହୋଇଥିବା ବୈଠକରେ ମାଓ ଦମନ ରଣ ନୀତି ପ୍ରସ୍ତୁତ ହୋଇଛି। ଫୋକରେ ରହିଛି ବୌଦ୍ଧ। ସେଠାରେ ହେବାକୁ ଯାଉଛି କ୍ୟାମ୍ପ। ୨୦୨୪ ନିର୍ବାଚନରେ କିଭଳି ସୁରୁଖୁରରେ ହେବ ଓ ମାଓ ପ୍ରଭାବକୁ ମୁକାବିଲା କରାଯିବ ସେ ନେଇ ହୋଇଛି…

୭ ଦିନ ଭିତରେ ଦୋଷମୁକ୍ତ ପାଇଁ ଆବେଦନ, ଅଭିଯୁକ୍ତ ଫେରାର ଥିଲେ ବି ବିଚାର ହେବ…

ଦେଶରେ ପ୍ରଚଳିତ ଅପରାଧିକ ଆଇନରେ ହୋଇଛି ପରିବର୍ତ୍ତନ। ଏଣିକି ଦେଶରେ ଆଇପିସି, ସିଆରପିସି ଓ ଆଇଇଏ ବଦଳରେ ୩ ନୂଆ ଆଇନ ଲାଗୁ ହେବ। ୧୮୬୦ ମସିହାରୁ ପ୍ରଚଳିତ ଆଇପିସି ବଦଳରେ ଏବେ ଭାରତୀୟ ନ୍ୟାୟ ସଂହିତା, ସିଆରପିସି ବଦଳରେ ଭାରତୀୟ ନାଗରିକ ସୁରକ୍ଷା ଓ ଭାରତୀୟ…

ନାବାଳିକା ଦୁଷ୍କର୍ମୀକୁ ୨୦ ବର୍ଷ ଜେଲ୍‌ ଦଣ୍ଡାଦେଶ, ପୀଡିତାକୁ ୪ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଦେବାକୁ…

କଟକ : ଜନୈକା ନାବାଳିକାକୁ ଦୁଷ୍କର୍ମ ଘଟଣାରେ ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି କଟକ ସ୍ୱତନ୍ତ୍ର ଆଡ଼ହକ ପୋକସୋ କୋର୍ଟ। ଏହି କୋର୍ଟରେ ଦୁଷ୍କର୍ମକାରୀ ପାକୂଲ ସମତ ଦୋଷୀ ସାବ୍ୟସ୍ତ ହୋଇଛି। ଦୋଷୀକୁ ୨୦ ବର୍ଷର ସଶ୍ରମ କାରାଦଣ୍ଡ ସହିତ ୧୦ ହଜାର…

ନାରୀ ସଶକ୍ତିକରଣ ହେଲେ ଦେଶ ଓ ସମାଜ ସଶକ୍ତ ହେବ: ରାଜ୍ୟପାଳ

ମାନ୍ୟବର ରାଜ୍ୟପାଳଙ୍କ ଦିନିକିଆ ମାଲକାନଗିରି ଗସ୍ତ ମାଲକାନଗିରି(୨୦/୧୨) : ଦେଶର ଶକ୍ତି ନାରୀ। ନାରୀ ସଶକ୍ତିକରଣ ହେଲେ ଦେଶ ଓ ସମାଜ ସଶକ୍ତ ହେବ ବୋଲି ମାଥିଲିର ପାଙ୍ଗାମ ଗ୍ରାମରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ଉଦବୋଧନ ପ୍ରଦାନ କରି ରାଜ୍ୟପାଳ ଶ୍ରୀ ରଘୁବର ଦାସ ପ୍ରକାଶ

ଗିରିସୋଲା ସ୍କୁଲରେ ଆଖି ଭିଜେଇଲା ନାଟକ “ଶାପିତ ପୁତ୍ର”

ଚିକିଟୀ : ସ୍ଥାନୀୟ ଗିରିସୋଲା ରିଜନାଲ ସାଇନ୍ସ ହାଏର ସେକେଣ୍ଡାରୀ ସ୍କୁଲରେ ନୂଆ-ଓ କାର୍ଯ୍ୟକ୍ରମ ଆନୁକୂଲ୍ୟରେ ମଙ୍ଗଳବାର ମଞ୍ଚସ୍ତ ହୋଇଛି ରାଜ ଗୋପାଳ ପାଢ଼ୀଙ୍କ ରଚିତ ଓ ନିର୍ଦ୍ଦେଶିତ ସାମାଜିକ ନାଟକ"ଶାପିତ ପୁତ୍ର"। ପିତାମାତାଙ୍କ ପ୍ରତି ସନ୍ତାନ ମାନଙ୍କ କର୍ତ୍ତବ୍ୟ କଣ ରହିବା ଉଚିତ

ଧାର୍ମିକ ପ୍ରକଳ୍ପ ପାଇଁ ୧୫.୨୦କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ସ୍ଥାନୀୟ ମଠ, ମନ୍ଦିର ଓ ସଂଖ୍ୟାଲଘୁ ପୂଜାସ୍ଥଳୀର ହେବ ରୂପାନ୍ତର । ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ୧୫.୨୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅର୍ଥରେ ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର…

ଏସ୍‌ସିବିର ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଫେଲୋସିପ ପ୍ରଦାନ…

କଟକ : କଟକ ଏସ୍‌ସିବି ମେଡିକାଲ ମେଡିସିନ ବିଭାଗ ପ୍ରଫେସର ଡାକ୍ତର ପୂର୍ଣ୍ଣଚନ୍ଦ୍ର ଦାସଙ୍କୁ ଫେଲୋସିପ ପ୍ରଦାନ କରାଯାଇଛି। କର୍ଣ୍ଣାଟକ ମାଙ୍ଗାଲୋର ଠାରେ ଜେରିଆଟ୍ରିକ ସୋସାଇଟି ଅଫ ଇଣ୍ଡିଆର ୩୬ତମ ଜାତୀୟ ସମ୍ମିଳନୀରେ ତାଙ୍କୁ ସମ୍ମାନିତ କରାଯାଇଛି ।…

୫ ଡିଗ୍ରୀ କୁ ଖସିଲା ପାରଦ, ଜାଡରେ ଥରହର ରାଜ୍ୟବାସୀ…

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି ଅସହ୍ୟ ଜାଡ । ୫ ଡିଗ୍ରୀ କୁ ଖସିଛି ପାରଦ । ଶୀତରେ ଥରହର ସମଗ୍ର ରାଜ୍ୟବାସୀ । ଗତକାଲି ରାତିରେ ରାଜ୍ୟର ୧୩ ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ସେଲସିୟସ ତଳେ ରେକର୍ଡ କରାଯାଇଥିବାବେଳେ, ଜି. ଉଦୟଗିରି ସବୁଠୁ…

କିଡନୀ ଦେବା ନାମରେ ୯.୫ଲକ୍ଷ ଟଙ୍କା ଠକେଇ ଅଭିଯୋଗ…

କଟକ: କିଡନୀ ଦେବା ନାମରେ ଟଙ୍କା ଠକିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଲେ ସ୍ଥାନୀୟ ବାସିନ୍ଦା। ଏମିତି ଏକ ଅଭାବନୀୟ ଘଟଣା ଘଟିଛି କଟକ ରାଣୀହାଟ ଅଞ୍ଚଳରେ। କେନ୍ଦୁଝର ଅଞ୍ଚଳର ଜଣେ ରୋଗୀଙ୍କ ଠାରୁ ୯, ୫୦,୦୦୦ ଟଙ୍କା ଠକିଥିବା ଅଭିଯୋଗରେ ମାର୍କଣ୍ଡ ନାଥ…

କେନ୍ଦ୍ରାପଡା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ…

କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡରେ ଜଳଯୋଗାଣର ସୁବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟ ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତରେ ୨ଟି ପାଣି ଟାଙ୍କି ସ୍ଥାପନ…