ପୋଖରୀ ହୁଡ଼ାରେ ନାବାଳକର ଗଳାକଟା ମୃତଦେହ ଠାବ, ହତ୍ୟା ସନ୍ଦେହ

ସାଲେପୁର: ସାଲେପୁରରେ ୧୨ ବର୍ଷ ନାବାଳକକୁ ବେକ କାଟି ହତ୍ୟା । ଜଗତପୁର ଥାନା ଅଧୀନ ପୁବଗଛ ଚନ୍ଦନ ପୋଖରୀ ହୁଡ଼ା ନିକଟରେ ନାବାଳକର ଗଳାକଟା ମୃତଦେହ ଠାବ ହୋଇଛି। ମୃତ ନାବାଳକ ଜଣଙ୍କ ହେଉଛି ପୂର୍ବକଚ୍ଛ ଗାଁର ସେ ପଞ୍ଚମ ଶ୍ରେଣୀରେ ପଢୁଥିଲେ। କାଲି ରାତିରୁ…

ଦକ୍ଷିଣ ଆଫ୍ରିକା ବିପକ୍ଷରେ ୮ ୱିକେଟରେ ଜିତିଲା ଭାରତ…

ପ୍ରଥମେ ବୋଲର୍ ଆଉ ପରେ ଦକ୍ଷିଣ ଆଫ୍ରିକାକୁ ଧୋଇ ଦେଲେ ବ୍ୟାଟର୍। ପ୍ରଥମ ଦିନିିକିଆରେ ଭାରତକୁ ସହଜ ବିଜୟ ମିଳିଛି। ଏହି ମ୍ୟାଚକୁ ଟିମ୍ ଇଣ୍ଡିଆ ୮ ୱିକେଟରେ ଜିତି ନେଇଛି। ପଦାର୍ପଣ ମ୍ୟାଚ୍‌ରେ ସାଇ ସୁଦର୍ଶନଙ୍କ ବ୍ୟାଟିଂର ଚମକ…

ISI ଏଜେଣ୍ଟ ସହ ଚାଟିଂ କରୁଥିଲା ବୁଖାରୀ : କାଲି ରିମାଣ୍ଡ ପାଇଁ କରାଯିବ ଆବେଦନ

ଭୁବନେଶ୍ବର : ଯାଜପୁର ଧର୍ମଶାଳାରୁ କାଶ୍ମୀରର ସନ୍ଦିଗ୍ଧ ଆତଙ୍କୀ ଗିରଫ ହେବା ଘଟଣା । ଏସଟିଏଫ୍ ଏସପିଙ୍କ ଏ ନେଇ ଅଧିକ ସୂଚନା ଦେଇଛନ୍ତି । ସେ କହିଛନ୍ତି ପାକିସ୍ତାନ ISI ଏଜେଣ୍ଟ ସହ ବୁଖାରୀର ଚାଟିଂ ପ୍ରମାଣ ମିଳିଛି । କିଛି ଡିଲିଟ୍ ହୋଇଯାଇଛି …

ଆମ୍ବୁଲାନ୍ସକୁ ବାଟ ଛାଡିବା ପାଇଁ ନିଜ କାରକେଡ଼କୁ ଅଟକାଇଲେ ମୋଦୀ…

ବାରଣାସୀ: ସଂପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ବାରଣାସୀ ଗସ୍ତରେ ଅଛନ୍ତି। ତେବେ, ବାରଣାସୀ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ମୋଦୀ ଆଜି ଏକ ବିରଳ ଘଟଣାକ୍ରମରେ ଏକ ଆମ୍ବୁଲାନ୍ସକୁ ବାଟ ଛାଡ଼ିବା ଉଦ୍ଦେଶ୍ୟରେ ନିଜ ‘କାରକେଡ୍‌’କୁ ଅଟକାଇ ଦେଇଥିଲେ। ଏହି…

କ୍ୟାପିଟାଲ ହସ୍ପିଟାଲରେ ଏଣିକି ଏମ୍‌ଆର୍‌ଆଇ ଓ ସିଟି ସ୍କାନ୍‌ ପାଇଁ ଯାଞ୍ଚ ହେବ ପ୍ରେସକ୍ରିପସନ…

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ କଠୋର ହେଲା ନିୟମ । ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ । ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଜାରି ହେଲା ଏସ୍‌ଓପି । ଏନେଇ ସୂଚନା ଦେଇଛନ୍ତି କ୍ୟାପିଟାଲ ହସ୍ପିଟାଲ…

JSW ଗ୍ରୁପ୍‌ ସିଏମ୍‌ଡି ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ଦୁଷ୍କର୍ମ ମାମଲା, ଥାନାରେ ଅଭିଯୋଗ କଲେ ୩୦ ବର୍ଷୀୟା ଡାକ୍ତରାଣୀ

ବଢିଲା JSW ଗ୍ରୁପ୍‌ ସିଏମ୍‌ଡି ସଜ୍ଜନ ଜିନ୍ଦଲଙ୍କ ଅଡ଼ୁଆ । ଦୁଷ୍କର୍ମ ଅଭିଯୋଗରେ ସଜ୍ଜନ ଜିନ୍ଦଲଙ୍କ ବିରୋଧରେ ମାମଲା ରୁଜୁ କରିଛି ମୁମ୍ବାଇ ପୋଲିସ । ବମ୍ବେ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଦୁଷ୍କର୍ମ ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଛି । ମୁମ୍ବାଇର ୩୦…

ଶିମିଳିପାଳ ଅଭୟାରଣ୍ୟରେ ପୁଣି ଏକ ହାତୀର ମୃତ୍ୟୁ…

ମୟୂରଭଞ୍ଜ : ଶିମିଳିପାଳ ଅଭୟାରଣ୍ୟରେ ପୁଣି ଏକ ହାତୀର ମୃତ୍ୟୁ। ମୟୂରଭଞ୍ଜ ଜିଲ୍ଲା କବାଟଘାଇ ରେଞ୍ଜ ଅଞ୍ଚଳରେ ମାଈ ହାତୀର ମୃତଦେହ ଠାବ ହୋଇଛି। ଗତକାଲି ପାଟ୍ରୋଲିଂ ବେଳେ ହାତୀର ମୃତଦେହ ଠାବ ହୋଇଥିଲା। ମୃତ ହାତୀର ବୟସ ୧୨ ବର୍ଷ ହେବ ବୋଲି ଜଣାପଡିଛି। ହାତୀ…

ସୋଲାର ବିସ୍ଫୋରକ କମ୍ପାନୀରେ ବିସ୍ଫୋରଣ, ୯ ମୃତ…

ମହାରାଷ୍ଟ୍ର ନାଗପୁରରେ ଅଘଟଣ। ଏକ ସୋଲାର୍ ଏକ୍ସପ୍ଲୋସିଭ୍(ସୋଲାର ବିସ୍ଫୋରକ) କମ୍ପାନୀରେ ବିସ୍ଫୋରଣ ଘଟି ଅତି କମରେ ଛଅ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିସହ ଏକାଧିକ ଲୋକ ଆହତ ହୋଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ, ଆଜି ସକାଳ ପ୍ରାୟ ୯ଟା ୩୦ ସମୟରେ…

ଇଣ୍ଡିଆ ମେଣ୍ଟ ବୈଠକ ପୂର୍ବରୁ କେଜ୍ରିୱାଲଙ୍କ ରଣହୁଙ୍କାର…

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଆଜି ପଞ୍ଜାବର ବଠିଣ୍ଡାଠାରେ ୧୧୨୫ କୋଟି ଟଙ୍କା ମୂଲ୍ୟର ବିକାଶ ଯୋଜନା ଆରମ୍ଭ କରିଛନ୍ତି। ମୁଖ୍ୟମନ୍ତ୍ରୀ କେଜ୍ରିୱାଲ ବଠିଣ୍ଡାରେ ‘ବିକାଶ କ୍ରାନ୍ତି ରାଲି’ରେ ଭାଗ ନେଇଥିଲେ। ଏହି ସମୟରେ ପଞ୍ଜାବର…

ବ୍ରହ୍ମପୁର ଲୋକସଭା କ୍ଷେତ୍ର ଅନ୍ତର୍ଗତ ବିଜେପି ବିଧାନସଭା କୋର କମିଟି ବୈଠକ…

ବ୍ରହ୍ମପୁର, ୧୭/୧୨ : ଭାରତୀୟ ଜନତା ପାର୍ଟି ରାଜ୍ୟ ଉପସଭାନେତ୍ରୀ ଶ୍ରୀମତି ଲେଖାଶ୍ରୀ ସାମନ୍ତସିଂହାର ବ୍ରହ୍ମପୁର ଲୋକସଭା କ୍ଷେତ୍ର ଅନ୍ତର୍ଗତ ଛତ୍ରପୁର, ଗୋପାଳପୁର, ଚିକିଟି, ବ୍ରହ୍ମପୁର ଓ ଦିଗପହଣ୍ଡି ବିଧାନସଭା କୋର୍ କମିଟି ବୈଠକରେ ଯୋଗ ଦେଇ ଦଳୀୟ ସଂଗଠନ ଉପରେ ବିସ୍ତୃତ ଆଲୋଚନା