ନବରଙ୍ଗପୁରରେ ନୂଆ ପ୍ରାଇମେରୀ ସବଷ୍ଟେସନ ଉଦଘାଟନ କଲା ଟିପିଏସ୍ଓଡିଏଲ୍

୭ ହଜାରରୁ ଅଧିକ ଉପଭୋକ୍ତାଙ୍କୁ ଗୁଣାତ୍ମକ ବିଜୁଳି ସେବା ଝରିଗାଁ ବ୍ଲକ୍ ଚଚାଠାରେ ସ୍ଥାପିତ ହେଲା ଏହି ନୂଆ ସବଷ୍ଟେସନ ବ୍ରହ୍ମପୁର : ମଇ- ସ୍ଥାନୀୟ ବାସିନ୍ଦାଙ୍କର ଦୀର୍ଘ ଦିନର ଦାବିକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ୍ ଅନ୍ତର୍ଗତ ଚଚା ପଞ୍ଚାୟତଠାରେ ଟିପି

ଶୋଇଥିବାବେଳେ ଚଢିଗଲା ଡମ୍ପର: ୪ ମୃତ, ଜଣେ ଆହତ

ଉତ୍ତର ପ୍ରଦେଶ : ଉତ୍ତର ପ୍ରଦେଶର ବାରାବଙ୍କି ଜିଲ୍ଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଫତେପୁର ଥାନା ଅଞ୍ଚଳର ଝାନସା ଗାଁରେ ଏକ ଦ୍ରୁତଗାମୀ ଡମ୍ପର ଧକ୍କା ଦେବାରୁ ଗୋଟିଏ ପରିବାରର ଚାରି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ମହିଳା ଆହତ ହୋଇଛନ୍ତି । ଆହତଙ୍କ ଅବସ୍ଥା ଗୁରୁତର

କୋଇଲା ଖଣିରେ ବିସ୍ଫୋରଣ, ୮୨ ମୃତ

ଚୀନ : ଚୀନର ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ଏହି ବିସ୍ଫୋରଣରେ ୮୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୮ ଜଣ ଶ୍ରମିକ ମାଟି ତଳେ ଫସି ରହିଥିବା ସୂଚନା ମିଳୁଛି । ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି । ଏହି ଦୁର୍ଘଟଣା ଉତ୍ତର ଚୀନର ଶାଂସି ପ୍ରଦେଶରେ ଘଟିଛି ।

ନାବାଳିକା ସହ ପ୍ରେମ ସମ୍ପର୍କକୁ ନେଇ ବ୍ୟାଡମିଣ୍ଟନ୍ ଖେଳାଳୀଙ୍କୁ ହତ୍ୟା

ନୂଆଦିଲ୍ଲୀ: ହରିଆଣାରେ ଘଟିଛି ଏକ ବଡ଼ ଅଘଟଣ । ଜଣେ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ଖେଳାଳିଙ୍କୁ ଜଣେ ନାବାଳିକା ଝିଅ ସହିତ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା । ଯାହା ଯୋଗୁଁ ଖେଳାଳୀଙ୍କୁ ପିଟି ପିଟି ହତ୍ୟା କରାଯାଇଥିଲା । ପରିବାର ସଦସ୍ୟଙ୍କ ଅନୁଯାୟୀ, ପୋଲିସ ତଦନ୍ତରେ ଅଂଶଗ୍ରହଣ

କେମିକାଲ ଲିକ୍ ଯୋଗୁଁ ବିସ୍ଫୋରଣ ଆଶଙ୍କା, ୪୦ ହଜାର ଲୋକଙ୍କୁ ସ୍ଥାନାନ୍ତର ନିର୍ଦ୍ଦେଶ

ଆମେରିକା : ଆମେରିକାର ସାଉଥ କାଲିଫର୍ନିଆରେ ଏକ ବିପଜ୍ଜନକ କେମିକାଲ ଜିନିଷ ଲିକ୍ ହୋଇଥିବା ଘଟଣା ସାମ୍ନାକୁ ଆସିଛି । ସେଥିପାଇଁ ଶୁକ୍ରବାର ପ୍ରାୟ ୪୦ ହଜାର ଲୋକଙ୍କୁ ସେହି ସ୍ଥାନୀୟ ଅଞ୍ଚଳ ଖାଲି କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି । ପ୍ରଭାବିତ ଅଞ୍ଚଳର ସ୍କୁଲଗୁଡ଼ିକୁ

ପ୍ରଥମ ଥର ଭାରତ ଆସିଲେ ଆମେରିକା ବିଦେଶ ସଚିବ ରୁବିଓ

ନୂଆଦିଲ୍ଲୀ: କୋଲକାତାରେ ଆମେରିକା ବିଦେଶ ସଚିବ ମାର୍କୋ ରୁବିଓ । ପ୍ରଥମ ଥର ଭାରତ ଆସିଲେ ରୁବିଓ! କୋଲକାତାରେ ହେଲା ଭବ୍ୟ ସ୍ୱାଗତ । ଭାରତ ମାଟିରେ ତାଙ୍କର ପ୍ରଥମ ଗସ୍ତ ହୋଇଥିବାରୁ ଏହାକୁ ଦୁଇ ଦେଶର ସମ୍ପର୍କ କ୍ଷେତ୍ରରେ ବେଶ୍ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଉଛି । ଆଜି

ଦେଶବ୍ୟାପୀ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀଙ୍କ ୨ଦିନିଆ ଧର୍ମଘଟ ସ୍ଥଗିତ

ନୂଆଦିଲ୍ଲୀ: ଆସନ୍ତା ୨୫ ଓ ୨୬ ତାରିଖରେ ଦେଶବ୍ୟାପୀ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ଶାଖାଗୁଡ଼ିକ ଖୋଲା ରହିବ । ସର୍ବଭାରତୀୟ ଭାରତୀୟ ଷ୍ଟେଟ୍ ବ୍ୟାଙ୍କ କର୍ମଚାରୀ ସଂଘ (ଏଆଇଏସ୍ବିଆଇଏସ୍ଏଫ୍) ପକ୍ଷରୁ ଡାକରା ଦିଆଯାଇଥିବା ଦୁଇଦିନିଆ ଧର୍ମଘଟକୁ ସ୍ଥଗିତ ରଖାଯାଇଛି ବୋଲି ଭାରତୀୟ ଷ୍ଟେଟ୍

ଫର୍ଣ୍ଣିଚର ମାର୍କେଟରେ ଅଗ୍ନିକାଣ୍ଡ, ଜଳିଗଲା ୩୦୦ ଦୋକାନ

ନୂଆଦିଲ୍ଲୀ : ଦିଲ୍ଲୀର ଫର୍ଣ୍ଣିଚର ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଗତକାଲି ଶାସ୍ତ୍ରୀ ପାର୍କରେ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ନିଆଁ ଲିଭାଇବା ପାଇଁ ଦମକଳ ଗାଡି ବିଳମ୍ବରେ ପହଞ୍ଚିବାରୁ ଲୋକେ ଉତ୍ତେଜିତ ହୋଇ ପଥର ମାଡ କରିଥିଲେ । କିନ୍ତୁ କିଛି ଲୋକ ଏପରି

ପାକିସ୍ତାନୀ ଆତଙ୍କୀ ଓ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ

ନୂଆଦିଲ୍ଲୀ: ଶନିବାର ଜମ୍ମୁ ଡିଭିଜନର ରାଜୌରୀ ଜିଲ୍ଲାର ଗମ୍ଭୀର ମୁଘଲାନ ଅଞ୍ଚଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଏହି ଅଞ୍ଚଳରେ ପ୍ରବଳ ସଶସ୍ତ୍ର ପାକିସ୍ତାନୀ ଆତଙ୍କବାଦୀଙ୍କ ଉପସ୍ଥିତି ବିଷୟରେ ସୁରକ୍ଷା ଏଜେନ୍ସିଗୁଡ଼ିକୁ ଗୁପ୍ତ ସୂଚନା ମିଳିବା ପରେ

ଆଇନ ଶୃଙ୍ଖଳା ପରିସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଛୁଟି ଦିନରେ ଅଫିସ କାର୍ଯ୍ୟ କଲେ ମୁଖ୍ୟମନ୍ତ୍ରୀ । ଆଇନ ଶୃଙ୍ଖଳା ପରିସ୍ଥିତି, ଶିଳ୍ପାୟନ ପ୍ରକ୍ରିୟା ସମ୍ପର୍କରେ ଆଲୋଚନା କଲେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚତୁର୍ଥ ଶନିବାର ଛୁଟି ଦିନରେ ଖାରବେଳ ଭବନରେ ଅଫିସ କାର୍ଯ୍ୟ କରିବା ସହିତ ଉଚ୍ଚ ପଦାଧିକାରୀ