ନାବାଳିକା ଦୁଷ୍କର୍ମ ମାମଲା ରେ ଅଭିଯୁକ୍ତକୁ ୨୦ବର୍ଷ ସଶ୍ରମ କାରାଦଣ୍ଡ ପଚିଶ ହଜାର ଜୋରିମାନା

ଫୁଲବାଣୀ :ଫୁଲବାଣୀ ଫାଷ୍ଟ ଟ୍ରାକ କୋର୍ଟର ବିଚାରପତି ଅନୀତା ସାହୁ ଏକ ୧୪ ବର୍ଷିୟା ନାବାଳିକା ଦୁଷ୍କର୍ମ ମାମଲା ର ବିଚାର ୧୩ ଜଣ ସାକ୍ଷୀ,ଡାକ୍ତରୀ ରିପୋର୍ଟ୍ ଆଧାରରେ ଵିଚାର କରି ନାଗାର୍ଜ୍ଜୁନ ବିଶୋଇ ୨୭ବର୍ଷ ପିତା କୃଷ୍ଣ ବିଶୋଇ ଗ୍ରାମ କୁଟୁନିପଡା (ବିଶିପଡ଼ା) କନ୍ଧମାଳକୁ ଦୋଷୀ

ୟୁରୋ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଘାଟିତ

ଛତ୍ରପୁର : ଛତ୍ରପୁରର ବଜରଙ୍ଗୀ ନଗର ସ୍ଥିତ ୟୁରୋ ସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଶନିବାର ଉଦଘାଟିତ ହୋଇଛି । ସ୍ଥାନୀୟ ଷ୍ଟାଡିୟମ ପରିସରରେ ଅନୁଷ୍ଠିତ ଏହି କ୍ରୀଡା ଉତ୍ସବକୁ ପ୍ରିନ୍ସିପାଲ ତପସ୍ୱିନୀ ସାହୁ ଉଦଘାଟନ କରିବା ସହିତ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ।

ଦାରିଙ୍ଗବାଡିରେ ଶୀତର ତାପ ମାତ୍ରା ବଢିଛି

ଦାରିଙ୍ଗବାଡି, ୧୬/୧୨ : ଓଡିଶାର କଶ୍ମୀର କୁହାଯାଉଥ‌ିବା ଦାରିଙ୍ଗବାଡି ଅଞ୍ଚଳରେ ପାରଦ ତଳ ମୁହାଁ ହୋଇଛି। ସକାଳ ଶୀତ ବୃଦ୍ଧି ପାଇବା ସହ ସଞ୍ଜ ଆସିଲେ ଶୀତର ପ୍ରକୋପ ଧୀରେ ଧୀରେ ବଢିବା ସହ ପାରଦ ଖସୁଛି। ଶୁକ୍ରବାରସକାଳ ୮ଟା ସୁଦ୍ଧା ତାପମାତ୍ରା ହ୍ରାସ ପାଇ ୯ ଡିଗ୍ରୀରେ ପହଞ୍ଚିଛି। ଆଜି

ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡାଉତ୍ସବ

ଦାରିଙ୍ଗବାଡ଼ି, ୧୬/୧୨ : କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଛି। ଏହି କ୍ରୀଡା ଉତ୍ସବ ଗତ କାଲିଠାରୁ ଆରମ୍ଭ ହୋଇ ଆଜି ସମାପ୍ତି ହେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନ ଶିକ୍ଷକ କୃପାସିନ୍ଧୁ

ସରୁନି ଦୁଇ ସ୍ମାର୍ଟସିଟିର ୧୧ ପ୍ରକଳ୍ପ: ୨୦୨୪ ଜୁନ ସୁଦ୍ଧା ସାରିବାକୁ ନିର୍ଦ୍ଦେଶ

ରାଉରକେଲା: ୨୦୧୬ ମସିହାରେ ରାଜ୍ୟରେ ଦୁଇଟି ସହର ଭୁବନେଶ୍ବର ଓ ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇଥିଲା। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଦାନ ବି ଦିଆଗଲା। ତେବେ ବର୍ଷ ବର୍ଷ ବିତିଲାଣି; କିନ୍ତୁ ସ୍ମାର୍ଟ ସିଟି ପକ୍ଷରୁ ହାତକୁ ନିଆଯାଇଥିବା ସମସ୍ତ…

ଓଡ଼ିଶାରେ ଲୋକେ ଭୟର ବାତାବରଣରେ ରହୁଛନ୍ତି: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ

ଭୁବନେଶ୍ବର: କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ପୁଣି ଥରେ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ ହେବାକୁ ଥିବା ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ଯୋଗ ଦେବାକୁ…

ଟେଲି ଆଇନ ସେବାରେ ୬୨ ଲକ୍ଷ ଉପକୃତ, ଓଡିଶାରୁ ୨ ଲକ୍ଷ ୩୯ ହଜାର

ଭୁବନେଶ୍ୱର : ଦେଶର ଗରିବ ଶ୍ରେଣୀର ଲୋକମାନଙ୍କୁ ନିଃଶୁଳ୍କ ସହାୟତା ଯୋଗାଇ ଦେବା ଉଦ୍ଦେଶ୍ୟରେ ୨୦୧୭ରେ ଆରମ୍ଭ ହୋଇଥିବା ଟେଲି-ଆଇନ ସେବା ସଫଳତା ହାସଲ କରୁଛି। ଲୋକସଭାରେ ଗତକାଲି ଏକ ପ୍ରଶ୍ନର ଉତ୍ତରରେ ଆଇନ…

ବାଇକ ଦୁର୍ଘଟଣାରେ ଦୁଇ ସାଙ୍ଗ ମୃତ

ସାକ୍ଷୀଗୋପାଳ : ସାକ୍ଷୀଗୋପାଳ ଡେଲାଙ୍ଗ ରାସ୍ତାର ସତ୍ୟବାଦୀ ଥାନା ଅନ୍ତର୍ଗତ ପକ୍ଷୀମୁଣ୍ଡ ବ୍ରିଜ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୨ ସାଙ୍ଗଙ୍କର ମୃତ୍ୟୁ ହୋଇଛି।…

ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରଳକ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬/୧୨: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହା…

ନକଲି ସୁନାରେ ଅସଲି ଠକେଇ… ଦୁଇ ଗିରଫ

ବଲାଙ୍ଗୀର : ନକଲି ସୁନା ଦେଇ ଅସଲି ଟଙ୍କା ଠକେଇ। ଏପରି ଏକ ଠକେଇ ଘଟଣାର ପର୍ଦ୍ଦାଫାଶ କରିଛି ବଲାଙ୍ଗିର ସଦର ଥାନା ପୁଲିସ। ଏହି ଅଭିଯୋଗରେ ପୁଲିସ୍‌ ଦୁଇ ଠକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହିତ ଟଙ୍କା…