Sign in
Sign in
Recover your password.
A password will be e-mailed to you.
ରାଉରକେଲାରେ ବ୍ୟାପୁଛି ଝାଡ଼ାବାନ୍ତି; ଗଲାଣି ୪ ଜୀବନ, ଶତାଧିକ ଆକ୍ରାନ୍ତ
ରାଉରେକଲା : ରାଉରକେଲା ସହରରେ ବ୍ୟାପୁଛି ଝାଡ଼ାବାନ୍ତି । ଏଥିରେ ଶତାଧିକ ଲୋକ ଅକ୍ରାନ୍ତ ହେଉଥିବା ବେଳେ ୨ ଦିନରେ ୪ ଜଣ ଆଖି ବୁଜିଲେଣି। ସେମାନଙ୍କ ମଧ୍ୟରେ ୩ ଜଣ ମହିଳା ଓ ଜଣେ ପୁରୁଷ ଥିବା…
୨୪ ପାଇଁ ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଘୋଷଣା କଲେ ମନ୍ତ୍ରୀ ଅଶୋକ ପଣ୍ଡା
ଭୁବନେଶ୍ବର : ୨୦୨୪ ସାଧାରଣ ନିର୍ବାଚନକୁ ଆହୁରି ଅନେକ ସମୟ ବାକି ରହିଛି। କିଏ ଟିକେଟ ପାଇବେ, କାହା ଟିକେଟ କଟିବ ସେନେଇ ସେମିତି କିଛି ଆଲୋଚନା ସାଧାରଣରେ ଆରମ୍ଭ ହୋଇନାହିଁ। ଏସବୁ ପାଇଁ ଆହୁରି ଢେର ସମୟ…
ଯାଜପୁରରେ ଲୁଚିଥିଲା କଶ୍ମୀରର ମୋଷ୍ଟ ୱାଣ୍ଟେଡ୍
ଯାଜପୁର : ଯାଜପୁରରେ ଲୁଚିଥିଲା କଶ୍ମୀରର ମୋଷ୍ଟ ୱାଣ୍ଟେଡ୍। ଦିନେ କି ଦୁଇ ଦିନ ନୁହେଁ, ଦୀର୍ଘ ୫ ବର୍ଷ ଧରି ନିଜକୁ ଡାକ୍ତର ସଜେଇ ରହୁଥିଲା ସଇଦ ଈଶାନ ବୁଖାରୀ। ଆଜି କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ହାତରେ…
‘ଗାନ୍ଧି ପରିବାରର ATM ଥିଲେ ଧୀରଜ ସାହୁ’
ଭୁବନେଶ୍ବର: ଗାନ୍ଧି ପରିବାରର ATM ଥିଲେ ଝାଡ଼ଖଣ୍ଡର କଂଗ୍ରେସ ସାଂସଦ ଧୀରଜ ସାହୁ। ନିଜ ବ୍ୟକ୍ତିଗତ ଖର୍ଚ୍ଚ ପାଇଁ ଧୀରଜଙ୍କୁ ବ୍ୟବହାର କରୁଥିଲେ ଗାନ୍ଧି ପରିବାର। ଆଜି କିଛି ଏଭଳି ଢଙ୍ଗରେ କଂଗ୍ରେସ ସାଂସଦ…
୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ : ଖର୍ଚ୍ଚ ହେବ ୧୪ କୋଟି ଟଙ୍କା
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପୁରୀ ଜିଲ୍ଲାର ୪ ଟି ବ୍ଲକର ୭ଟି ଗ୍ରାମପଞ୍ଚାୟତରେ ୭ଟି ବହୁମୁଖୀ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।ସୂଚନାଯୋଗ୍ୟ ଯେ ୫-ଟି…
ପ୍ରବଳ ଜାଡ଼ରେ ଥରୁଛି ସାରା ଅଞ୍ଚଳ, ଜନଜୀବନ ଅସ୍ତବ୍ୟସ୍ତ
ଭୁବନେଶ୍ବର/ଘୁ.ଉଦୟଗିରି: କିଛି ଦିନ ହେଲା କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ସହର ଥଣ୍ଡାର ସହର ଭାବେ ଓଡ଼ିଶାରେ ପରିଚିତ ରହିଥିବା ବେଳେ ଦିନକୁ ଦିନ ପାରଦ ତଳମୁଁହା ହେବା ସହ ଥଣ୍ଡାର ପ୍ରକୋପ ବଢ଼ିବାରେ…
ରାଉରକେଲାରେ ଝାଡ଼ାବାନ୍ତି ବ୍ୟାପିବା ଘଟଣା: ଭୁବନେଶ୍ବରରୁ ଗଲେ ମେଡିକାଲ ଟିମ୍
ଭୁବନେଶ୍ବର: ରାଉରକେଲାରେ ଝାଡ଼ାବାନ୍ତି ସଂକ୍ରମଣ ବ୍ୟାପିବା ଘଟଣା ନେଇ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡ ନିରଞ୍ଜନ ମିଶ୍ର କହିଛନ୍ତି, ସଂକ୍ରମଣ କ୍ଷେତ୍ରକୁ ରାପିଡ…
ବିଜେଡି ସରକାରର କଳାକାରନାମାକୁ ଲୋକଙ୍କ ସାମ୍ନାକୁ ଆଣିବୁ: ବିଜୟ ପଟ୍ଟନାୟକ
ଭୁବନେଶ୍ବର: କଂଗ୍ରେସ ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କ ଘରୋଇ ସମ୍ପତ୍ତି ଜବତ ହେବା ଘଟଣା ଉପରେ କଂଗ୍ରେସର ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଭିନ୍ନ ଲୋକ…
ପଶ୍ଚିମ ଓଡ଼ିଶା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ପଶ୍ଚିମ ଓଡ଼ିଶା ପାଇଁ ବିଜେଡି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି। ଦୁଇଦିନ ଧରି ପଶ୍ଚିମ ଓଡ଼ିଶାକୁ ନେଇ ମାରାଥନ ବୈଠକ ହୋଇଛି। ଗତକାଲି ନବୀନ ନିବାସରେ ପଶ୍ଚିମ…
ଯୌନ ନିର୍ଯାତନାର ଶିକାର ମହିଳା ବିଚାରପତି: ଆତ୍ମହତ୍ୟା ପାଇଁ ସିଜେଆଇଙ୍କ ଅନୁମତି ଲୋଡ଼ିଲେ
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ଜଣେ ମହିଳା ବିଚାରପତି ଜିଲ୍ଲା ଜଜ୍ ଓ ତାଙ୍କର ଅନ୍ୟ ସହଯୋଗୀଙ୍କ ଦ୍ବାରା ଯୌନ ନିର୍ଯାତନାର ଶିକାର ହୋଇଛନ୍ତି। ତାଙ୍କର ଆଉ ବଞ୍ଚିବାକୁ ଆଗ୍ରହ ନାହିଁ। ସେ ଆତ୍ମହତ୍ୟା କରିବାକୁ ଚାହୁଛନ୍ତି। ଏଥିପାଇଁ ତାଙ୍କୁ ଅନୁମତି ଦିଆଯାଉ ବୋଲି ପ୍ରଧାନବିଚାରପତିଙ୍କୁ…