‘ଦାବି ପୂରଣ ନହେବା ଯାଏଁ ହଟିବୁନି, ଆଣିଛୁ ୬ ମାସର ରାସନ’

ନୂଆଦିଲ୍ଲୀ : ବିଭିନ୍ନ ଦାବି ନେଇ ଆଜିଠୁ ଚାଷୀ ସଙ୍ଗଠନ ଦିଲ୍ଲୀ ଚଲୋ ଆନ୍ଦୋଳନ ଆରମ୍ଭ ହୋଇଛି। ପ୍ରାୟ ୨୦ ହଜାର ଚାଷୀ ଦିଲ୍ଲୀ ଅଭିମୁଖେ ମାଡି ଆସୁଛନ୍ତି। ୨୫୦୦ ଟ୍ରାକ୍ଟର ରାଲି କରି ହରିଆଣା ଓ ପଞ୍ଜାବର ବିଭିନ୍ନ ଚାଷୀ ସଙ୍ଗଠନ ବିକ୍ଷୋଭ କରିବାକୁ ରାଜଧାନୀ ଅଭିମୁଖେ ବାହାରିଛନ୍ତି। ଏହାରି…

ବିଜେପିରେ ମିଶିଲେ ଅଶୋକ ଚୌହାନ

ମୁମ୍ବାଇ : ଲୋକସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଜୋରଦାର ଝଟ୍‌କା। ସୋମବାର କଂଗ୍ରେସରୁ ଇସ୍ତଫା ଦେଇଥିବା ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହାନ ଆଜି ବିଜେପିରେ ସାମିଲ ହୋଇଛନ୍ତି। ମୁମ୍ବାଇ ଦଳୀୟ କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ଏହି…

ସ୍ଥିତି ଅଣାୟତ୍ତ, ବ୍ୟାରିକେଡ୍‌ ଭାଙ୍ଗିବା ସହ ପଥରମାଡ଼ କଲେ ଚାଷୀ

ନୂଆଦିଲ୍ଲୀ : ବିଭିନ୍ନ ଦାବି ନେଇ ଆଜିଠୁ ଆରମ୍ଭ ହୋଇଛି ଚାଷୀ ଆନ୍ଦୋଳନ ୨.୦। ପଞ୍ଜାବ ଓ ହରିଆଣାର ବିଭିନ୍ନ ଚାଷୀ ସଙ୍ଗଠନ ଦିଲ୍ଲୀ ଚଲୋ ଡାକରା ଦେଇଛନ୍ତି। ଏହାରି ଭିତରେ ପଞ୍ଜାବ-ହରିଆଣାର ଶମ୍ଭୁ ସୀମାରେ ସ୍ଥିତି ଅଣାୟତ ହୋଇଛି। ପୁଲିସ ଓ ବିକ୍ଷୋଭକାରୀ ମୁହାଁମୁହିଁ ହୋଇଛି। ସିମେଣ୍ଟ…

କଂଗ୍ରେସକୁ କହିଲା ଆପ୍‌ – ନେଲେ ନିଅ ନ ହେଲେ ନାହିଁ

ନୂଆଦିଲ୍ଲୀ : ଲୋକସଭା ନିର୍ବାଚନ ଯେତିକି ପାଖେଇ ଆସୁଛି, ବିରୋଧୀ ଇଣ୍ଡିଆ ମେଣ୍ଟ ଠାରୁ ଗୋଟିଏ ପରେ ଗୋଟିଏ ରାଜନୈତିକ ଦଳ ସେତିକି ଦୂରେଇ ଯାଉଛନ୍ତି। ମମତା ବାନାର୍ଜୀ, ନୀତୀଶ କୁମାର ଏବଂ ଜୟନ୍ତ ଚୌଧୁରୀଙ୍କ ଝଟ୍‌କା ପରେ ଏବେ ଅରବିନ୍ଦ କେଜ୍ରିଓ୍ୱାଲଙ୍କ ଆମ୍‌ ଆଦମୀ ପାର୍ଟି ଦିଲ୍ଲୀରେ…

ଭିତ୍ତିଭୂମି ନଥାଇ ଚାଲୁଛନ୍ତି ବେସରକାରୀ କଲେଜ : ଉଚ୍ଚମାଧ୍ୟମିକ ଶିକ୍ଷା ବିଭାଗ ନିଦାବିଷ୍ଣୁ

ଶିକ୍ଷା ବ୍ୟବସାୟୀଙ୍କ ହାତବାରିସି ସାଜିଛନ୍ତି ଉଚ୍ଚ ମାଧ୍ୟମିକ ଶିକ୍ଷା ବିଭାଗ ବ୍ରହ୍ମପୁର : ବର୍ତ୍ତମାନ ସାରା ରାଜ୍ୟରେ ମାଟ୍ରିକ ପରୀକ୍ଷା ହେବାକୁ ଯାଉଛି, ଯାହାକୁ ଆଖିଆଗରେ ରଖି ସରକାରୀ କଲେଜଗୁଡ଼ିକ ସହ ବେସରକାରୀ କଲେଜ ଗୁଡ଼ିକରେ ମଧ୍ୟ ପିଲାମାନେ ନାମ ଲେଖାଇବାକୁ ବ୍ୟଗ୍ର । ଏହି…

ବିଲକୁ ଖସି ପଡ଼ିଲା ବାୟୁସେନାର ଲଢ଼ୁଆ ବିମାନ

କୋଲକାତା : ଦୁର୍ଘଟଣାଗ୍ରସ୍ତ ହେଲା ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ। ଦୁର୍ଘଟଣାଗ୍ରସ୍ତ ହୋଇ ଏହା ଏକ ବିଲକୁ ଖସି ପଡିଛି। ପଶ୍ଚିମବଙ୍ଗର ମିଦନାପୁର ସ୍ଥିତ କଲାଇକୁଣ୍ଡା ଏୟାରବେସ୍‌ ନିକଟରେ ଦୁର୍ଘଟଣା ଘଟିଛି।ସୂଚନା ମୁତାବକ, ଟ୍ରେନିଂ ବେଳେ ଖଡ଼ଗପୁର ଥାନା ଦିଆସା ଅଞ୍ଚଳରେ ବାୟୁସେନାର ଏକ…

ଚତୁର୍ଦ୍ଦଶ ବନଜ୍ୟୋସ୍ନା ସାହିତ୍ୟ ସଂସଦ ପୁସ୍ତକ ମେଳା ଓ ସାଂସ୍କୃତିକ ଉତ୍ସବ ଉଦଘାଟିତ…

ଫୁଲବାଣୀ : ଜିଲ୍ଲା ତଥା ରାଜ୍ୟରେ ପ୍ରସିଦ୍ଧି ଲାଭ କରିଥିବା,ଫୁଲବାଣୀର ସାହିତ୍ୟ ଅନୁଷ୍ଠାନ ବନଜ୍ୟୋସ୍ନା ସାହିତ୍ୟ ସଂସଦର ଚତୁର୍ଦ୍ଧଶ ପୁସ୍ତକ ମେଳା ଫୁଲବାଣୀ ମାଷ୍ଟରପଡା ସ୍ଥିତ ବି ଟିମ୍ ପଡିଆରେ ଉଦଘାଟିତ ହୋଇଯାଇଛି। ଉଦ୍ଘାଟନୀ ଉତ୍ସବରେ ଉଦଘାଟିକା ଭାବେ କନ୍ଧମାଳ ଜିଲ୍ଲା ପରିଷଦ…

ରାଜ୍ୟସଭା ପାଇଁ ୨ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି

ଭୁବନେଶ୍ବର: ଆଜି ରାଜ୍ୟସଭା ଲାଗି ପ୍ରାର୍ଥୀ ଘୋଷଣା କରିଛି ବିଜେଡ଼ି। ୨ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ବିଜେଡ଼ି। ଦେବାଶିଷ ସାମନ୍ତରାୟ ଓ ଶୁଭାଶିଷ ଖୁଣ୍ଟିଆ ବିଜେଡ଼ିର ରାଜ୍ୟସଭା ପ୍ରାର୍ଥୀ ହୋଇଛନ୍ତି। ବାରବାଟୀ- କଟକର ପୂର୍ବତନ ବିଧାୟ ହେଉଛନ୍ତି ଦେବାଶିଷ। ସେହପରି…

ଦାବୀ ପୂରଣରେ ବିଳମ୍ବତାର ପ୍ରତିବାଦ : ଜିଲା କୃଷକ ସଂଘର୍ଷ ସଂଘ ପକ୍ଷରୁ ରମ୍ଭେଇ ଗ୍ରାମ ପଂଚାୟତ କାର୍ଯ୍ୟାଳୟ ଘେରାଉ

ଦେବଗଡ଼,୧୨ା୨ : ଚାଷ ହେଉଥିବା ସରକାରୀ ଜମିର ପଟ୍ଟା ପ୍ରଦାନ, ଭୂମିହୀନଙ୍କୁ ଘରଡିହ ପଟ୍ଟା ପ୍ରଦାନ, ଆଦିବାସୀ ଲୋକଙ୍କୁ ଜଙ୍ଗଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ, ରେଙ୍ଗାଳି ବାସଚ୍ୟୁତଙ୍କୁ ଜମି ପ୍ରଦାନ ଏବଂ ଜମିର କିସମ ପରିବର୍ତନ ଆଦି ୫ ଦଫା ଦାବୀ ପୁରଣରେ ବିଳମ୍ବତା ଦେଖାଦେଇଛି । ଏଣୁ ଏହାର…