Sign in
Sign in
Recover your password.
A password will be e-mailed to you.
ହତ୍ୟା ଧମକ ପରେ ବିରୋଧୀଙ୍କୁ ଚାଲେଞ୍ଜ ଦେଲେ ଅର୍ଚ୍ଚନା ନାଗ…
ଭୁବନେଶ୍ୱର : ମୁଁ ମରିବି ପଛେ ଡରିବିନି । ମୁଁ ଧର୍ମକୁ ବିଶ୍ୱାସ କରେ । ମୁଁ ଧର୍ମରେ ରହିଛି । ମୋର ଅଧର୍ମ କେବେ କିଛି କ୍ଷତି କରିପାରିବ ନାହିଁ । ସତ୍ୟ ମୋର ଶକ୍ତି ଏବଂ ଶକ୍ତି ମୋର ଅସ୍ତ୍ର । ସାହାସ ଅଛି ତ ସାମ୍ନାକୁ ଆସ, ମୋତେ ମୁକାବିଲା କର । ମୁଁ…
ଆସନ୍ତାକାଲିଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା…
ଭୁବନେଶ୍ୱର: ଶନିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସକାଳୁ ମିଳିବ ଅବଢ଼ା । ଶ୍ରଦ୍ଧାଳୁମାନେ ସକାଳ ୯ଟାରେ ଆନନ୍ଦବଜାରରୁ ଅବଢ଼଼ା କିଣିପାରିବେ। ଧନୁ ସଂକ୍ରାନ୍ତିଠାରୁ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ପୌଷ ମାସ ଉପଲକ୍ଷେ ସର୍ବସାଧାରଣ ଏହି ଭୋଗ ପାଇପାରିବେ।…
ମୁମ୍ବାଇ ଇଣ୍ଡିଆନ୍ସର ନୂଆ କ୍ୟାପ୍ଟେନ ହାର୍ଦ୍ଦିକ ପାଣ୍ଡ୍ୟା…
ପୁରୁଣା ଫ୍ରାଞ୍ଚାଇଜକୁ ଫେରୁ ଫେରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ମିଳିଲା ଗୁରୁ ଦାୟିତ୍ୱ। 2024 ଆଇପିଏଲ୍ ସିଜିନ୍ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ କ୍ୟାପ୍ଟେନ କରିଛି ମୁମ୍ବାଇ ଇଣ୍ଡିଆନ୍ସ। ମୁମ୍ବାଇ ଇଣ୍ଡିଆନ୍ସରେ ପାଣ୍ଡ୍ୟାଙ୍କ କାର୍ଯ୍ୟକାଳ ଆରମ୍ଭ ହେଉ ହେଉ…
ମାଛ ଓ ମାଂସ ଦୋକାନରେ ସିଏମସିର ଚଢ଼ାଉ…
କଟକର ରାସ୍ତାକଡ଼ରେ ଥିବା ମାଛ ଓ ମାଂସ ଦୋକାନରେ ସିଏମସି ପକ୍ଷରୁ ଚଢ଼ାଉ କରାଯାଇଛି। ବିଜୁପଟ୍ଟନାୟକ ଛକ ସହ ବିଭିନ୍ନ ଛକରେ ସିଏମସି ଏନଫୋର୍ସମେଣ୍ଟ ଟିମ୍ ଏହି ଚଢ଼ାଉ କରିଛି। ସିଏମସି ଡେପୁଟି କମିଶନରଙ୍କ ନେତୃତ୍ୱରେ ଏହି ଚଢ଼ାଉ କରଯାଇଛି।
ଚଢ଼ାଉ ବେଳେ ମାଂସ ସହ ମାଂସ…
ରାଜଧାନୀରେ ଗର୍ଜିଲେ ବେକାର ଯୁବକ-ଯୁବତୀ…
ଭୁବନେଶ୍ବର : ରାଜଧାନୀରେ ଗର୍ଜିଲେ ବେକାର ଯୁବକ-ଯୁବତୀ । ସମସ୍ତଙ୍କ ମୁହଁରେ ଗୋଟିଏ ପ୍ରଶ୍ନ ଥିଲା କେବେ ମିଳିବ ସ୍ଥାୟୀ ନିଯୁକ୍ତି । ଦୀର୍ଘ ଦିନ ହେବ ବେକାର ଯୁବକ-ଯୁବତୀ ମାନେ ସ୍ଥାୟୀ ନିଯୁକ୍ତି ଲାଗି ଦାବି କରିଆସୁଛନ୍ତି । ହେଲେ ସରକାର ନିଦା…
ଅଯୋଧ୍ୟାରେ ନୂଆ ମସଜିଦ: ଭିତ୍ତିପ୍ରସ୍ତର ସ୍ଥାପନ ପାଇଁ ଆସିବେ ମକ୍କାର ଇମାମ…
ଉତ୍ତର ପ୍ରଦେଶର ଅଯୋଧ୍ୟାରେ ନିର୍ମାଣ ହେବ ଗୋଟିଏ ନୂଆ ତଥା ବିଶାଳ ମସଜିଦ। ବାବ୍ରୀ ମସଜିଦ ଥିବା ସ୍ଥାନରେ ଭବ୍ୟ ରାମ ମନ୍ଦିର ନିର୍ମାଣ ଚାଲିଥିବାରୁ ତା’ ଠାରୁ କିଛି ଦୂରରରେ ମସଜିଦ ନିର୍ମାଣ ହେବ।
ବାବ୍ରୀ ଜମି ବିବାଦ ମାମଲାରେ ସୁପ୍ରିମକୋର୍ଟ ଦେଇଥିବା ରାୟ…
ବି ରାଧିକା ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ନିଯୁକ୍ତ…
ଭୁବନେଶ୍ୱର: ଭାରତୀୟ ପୋଲିସ ସେବା (ଆଇପିଏସ) କ୍ୟାଡରର ଏକ ସାମାନ୍ୟ ପରିବର୍ତ୍ତନ ହୋଇଛି। ରାଜ୍ୟ ସରକାର ଶୁକ୍ରବାର ଦିନ ବି. ରାଧିକାଙ୍କୁ ପୋଲିସ ନିଯୁକ୍ତି ବୋର୍ଡର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ବର୍ତ୍ତମାନର ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ କୁମାର…
ରାଘବ ଚଡ୍ଡାଙ୍କ ବ୍ୟବହାର ଦେଖି ରାଗିଲେ ରାଜ୍ୟସଭା ଅଧ୍ୟକ୍ଷ…
ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ଆଜି ଆପ୍ ସାଂସଦ ରାଘବ ଚଡ୍ଡାଙ୍କ ବ୍ୟବହାର ଦେଖି ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ଗୃହର ସମସ୍ତ କାର୍ଯ୍ୟକୁ ବାତିଲ କରି ସଂସଦର ସୁରକ୍ଷା ତ୍ରୁଟି ପ୍ରସଙ୍ଗର ଆଲୋଚନା କରିବାକୁ ବିରୋଧୀ ଦଳର ସଦସ୍ୟମାନେ ଦାବି କରିଥିଲେ। ଏଥିରେ ରାଘବ…
ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା କଲା ଦୁର୍ବୃତ୍ତ…
ଯୁବକଙ୍କୁ ଛୁରୀ ଭୁସି ହତ୍ୟା । ରାୟଗଡା ସହରର ଗୌତମ ନଗରର ହତ୍ୟାକାଣ୍ଡ । ଦିନ ଦ୍ବିପ୍ରହରରେ ଯୁବକଙ୍କୁ ଛୁର ଭୁସି ହତ୍ୟା କରାଯାଇଛି । ମୃତକ ଖିଲିମିଶିଗୁଦ ଗାଁର ପ୍ରମୋଦ କୋଲାକା । ସମ୍ପର୍କୀୟ ପୁତୁରାଙ୍କୁ ସ୍କୁଲରେ ଛାଡି ଘରକୁ ଫେରୁଥିବା ବେଳେ ୩ ଜଣ ଦୁର୍ବୃତ୍ତ…
୪୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସାଲେପୁର ବ୍ଲକର ସହକାରୀ ଯନ୍ତ୍ରୀ ବିଭୂତିଭୂଷଣ ନାୟକ। ସେ ଜଣେ ଠିକାଦାରଙ୍କ ଠାରୁ ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ବିଲ୍ ପାସ୍ କରି ଦେବା ପାଇଁ ସେ ଏହି ଟଙ୍କା…