Sign in
Sign in
Recover your password.
A password will be e-mailed to you.
ନିର୍ବାଚନ ଲଢିବେନି ଭିକେ ପାଣ୍ଡିଆନ : ସ୍ପଷ୍ଟ କଲା ବିଜେଡି
ଭୁବନେଶ୍ୱର:ନିର୍ବାଚନ ଲଢିବେନି ଭିକେ ପାଣ୍ଡିଆନ । ସେ ଜନସେବା କରିବେ । ସେ ଜନସେବା କରିବା ପାଇଁ ପ୍ରଶାସନିକ ସେବା ଚାକିରି ଛାଡିଛନ୍ତି । ଆଗକୁ ମଧ୍ୟ ଜନସେବା ଜାରି ରଖିବେ । ହେଲେ ସେ ଆଗାମୀ ନିର୍ବାଚନ ଲଢିବେ ନାହିଁ । ଏକଥା ସ୍ପଷ୍ଟ କରିଛନ୍ତି ବିଜେଡି ନେତା ତଥା…
ଫେବୃଆରୀ ୧୬ରୁ ଯୁକ୍ତ ଦୁଇ ପରୀକ୍ଷା…
ଭୁବନେଶ୍ବର : ଆସନ୍ତା ଫେବୃୟାରୀ ୧୬ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଯୁକ୍ତଦୁଇ ପରୀକ୍ଷା । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଫେବୃୟାରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। କଳା, ବିଜ୍ଞାନ, ବାଣିଜ୍ୟ…
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଭଜନ ଲାଲ ଶର୍ମା
ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନବନିର୍ବାଚିତ ବିଧାୟକ ଭଜନ ଲାଲ ଶର୍ମା। ଆଜି ପଦ ଓ ଗୋପନୀୟତାର ଶପଥ ନେଇଛନ୍ତି ଭଜନ ଲାଲ। ରାଜ୍ୟପାଳ କଲରାଜ ମିଶ୍ରା ତାଙ୍କୁ ଶପଥ ପାଠ କରାଇଛନ୍ତି।
ଭଜନ ଲାଲଙ୍କ ସମେତ ଦୀୟା କୁମାରୀ ଓ ପ୍ରେମଚାନ୍ଦ ବୈରୱା ମଧ୍ୟ…
ମହିଳା ଜଜ୍ ମାଗିଲେ ଇଚ୍ଛା ମୃତ୍ୟୁ…
ଇଚ୍ଛା ମୃତ୍ୟୁ ମାଗିଲେ ମହିଳା ଜଜ୍ । ଅନ୍ୟକୁ ନ୍ୟାୟ ଦେଉଥିବା ତ୍ତରପ୍ରଦେଶର ଆହ୍ଲାବାଦ ହାଇକୋର୍ଟର ଜଣେ ମହିଳା ବିଚାରପତି କିନ୍ତୁ ନିଜେ ନ୍ୟାୟ ପାଇ ନ ପାରି ଭାଙ୍ଗି ପଡ଼ିଛନ୍ତି। ତେଣୁ ସୁପ୍ରିମ କୋର୍ଟର ପ୍ରଧାନ ବିଚାରପତିଙ୍କ ନିକଟରେ ସେ ଇଚ୍ଛା…
ଆଉ ୫ବର୍ଷ ବଢିଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି…
ଭୁବନେଶ୍ବର : ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ । ୨୦୨୪ ଜାନୁଆରୀ ପହିଲାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ହିତାଧିକାରୀ ମାନେ ଏହି ସୁବିଧା ପାଇବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫…
୧୦ ଡିଗ୍ରୀ ତଳେ ୭ ସହରର ସର୍ବନିମ୍ନ ତାପମାତ୍ରା : ଜି.ଉଦୟଗିରି ସବୁଠୁ ଥଣ୍ଡା
ଭୁବନେଶ୍ବର : କମୁଛି ପାରଦ ବଢୁଛି ଶୀତ । ଭୀଷଣ ଜାଡରେ ଥରୁଛି ସାରା ଓଡିଶା । ଆଭ୍ୟନ୍ତରୀଣ ଓ ଉପକୂଳ ଓଡିଶାରେ ପ୍ରବଳ ଶୀତ ଅନୁଭୂତ ହେଉଛି । ଫଳରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି । ଶୀତରୁ ରକ୍ଷା ପାଇବା ପାଇଁ ସକାଳୁ କିଏ ମର୍ଣ୍ଣିଂ ଓ୍ବାକ୍…
ଶ୍ରୀକୃଷ୍ଣ ଜନ୍ମଭୂମି ବିବାଦ ମାମଲା: ମୁସଲିମ ପକ୍ଷକୁ ସୁପ୍ରିମ ଝଟକା
ମଥୁରା ଶ୍ରୀକୃଷ୍ଣ ଜନ୍ମଭୂମି ଜମି ବିବାଦ ଉପରେ ହାଇକୋର୍ଟଙ୍କ ରାୟକୁ କାଏମ ରଖିଲେ ସୁପ୍ରିମକୋର୍ଟ। ଶ୍ରୀକୃଷ୍ଣ ଜନ୍ମଭୂମି ଜମିରେ ଥିବା ମସଜିଦ ସର୍ଭେ ଅନୁମତିକୁ ସ୍ଥଗିତ ରଖିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ…
ଶ୍ରୀମନ୍ଦିର ହେବ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ: ଚାଙ୍ଗୁଡିରେ ଫୁଲ ଓ ଭୋଗ ଆଣିବାକୁ ମୁଖ୍ୟ ପ୍ରଶାସକଙ୍କ ଅନୁରୋଧ
ପୁରୀ : ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ। ଫୁଲ ଓ ଭୋଗ ପଲିଥିନରେ ମନ୍ଦିର ଭିତରକୁ ନନେବାକୁ ଭକ୍ତ ଓ ସମସ୍ତ ନିଯୋଗକୁ ଅନୁରୋଧ କଲେ ମୁଖ୍ୟ ପ୍ରଶାସକ। କଟନ୍ ବ୍ୟାଗ୍,କାଠ ବା ବାଉଁଶରେ ନିର୍ମିତ…
ଫୁଲବାଣୀ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟରେ ଯୁବ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ଫୁଲବାଣୀ ସ୍ଥିତ ସରକାରୀ ସ୍ଵୟଂଶାସିତ ମହାବିଦ୍ୟାଳୟ ଠାରେ ( ନୂଆ-ଓ ) ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର ସୁବାସ ଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ବରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ!-->…
ଅଷ୍ଟଶମ୍ଭୁ ସଂସ୍କୃତ ମହାବିଦ୍ୟାଳୟରେ ନୂଆ-ଓ କାର୍ଯ୍ୟକ୍ରମର ଉଦ୍ଜାପିତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।
ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ଵ୍ଲକ କୁରୁଣ୍ଟି ପଞ୍ଚାୟତ ଚନ୍ଦ୍ରଶେଖରପୁରୁ ସ୍ଥିତ ଅଷ୍ଟଶମ୍ଭୁ ସଂସ୍କୃତ ମହାବିଦ୍ୟାଳୟ ଠାରେ ଅଧ୍ୟକ୍ଷ ଶ୍ରୀ ସର୍ବେଶ୍ବର ଲେଙ୍କାଙ୍କ ଅଧ୍ୟକ୍ଷତାରେ ଓଡିଶା ସରକାରଙ୍କ ସମନ୍ବିତ ଯୁବ ବିକାଶ (ନୂଆ-ଓ) କାର୍ଯ୍ୟକ୍ରମ ଗତକାଲି ଉଦ୍ଜାପିତ ହୋଇଯାଇଛି।!-->…