ଓଡିଶା କଂଗ୍ରେସକୁ ବଞ୍ଚାଇବା ପାଇଁ ଡିଲ୍‍ କରିଛନ୍ତି ବିଜେପି ନେତା: ବିଜେଡି

ଭୁବନେଶ୍ୱର: ଦୁଇ ଦିନ ତଳେ ଆମେ କହିଥିଲୁ, ଆୟକର ବିଭାଗର ଚଢାଉରୁ ବିପୁଳ ଟଙ୍କା ମିଳିବା ମାମଲାରେ ଓଡିଶା ବିଜେପି, କଂଗ୍ରେସକୁ ଢାଲ ସାଜି ସୁରକ୍ଷା ଦେଉଛି । ପ୍ରାଣପଣେ ବଞ୍ଚାଇବାକୁ ଉଦ୍ୟମ କରୁଛି । ଯାହା ଆଜି ପ୍ରମାଣିତ ହୋଇଛି । ଲାଗୁଛି, ଓଡିଶା କଂଗ୍ରେସର ପ୍ରବକ୍ତା…

ଓଡିଶାରେ ଦେଶର ସବୁଠାରୁ ଅଧିକ କଳା ଟଙ୍କା ଜବତ ହେଲା କିନ୍ତୁ ମୁଖ୍ୟମନ୍ତ୍ରୀ ଚୁପ କାହିଁକି -ବିଜେପି

ଭୁବନେଶ୍ୱର: ବୌଦ୍ଧ ଡିଷ୍ଟିଲାରି ସହ ରାଜ୍ୟ ସରକାରଙ୍କ ଘନିଷ୍ଟ ସର୍ମ୍ପକର କାରଣ କଣ ? ମୁଖ୍ୟମନ୍ତ୍ରୀ କାହିଁକି ୨୦୧୯ ମସିହାରେ ବୌଦ୍ଧ ଡିଷ୍ଟିଲାରିର ମଦ କାରଖାନା ଉଦଘାଟନ ଉତ୍ସବରେ ନିଜେ ଉପସ୍ଥିତ ଥିଲେ ? ମଦ ମାଫିଆମାନଙ୍କୁ “ମେକ ଇନ ଓଡିଶା” ଭଳି ସରକାରୀ…

ମାଟ୍ରିକ ପରୀକ୍ଷା ତାରିଖ ଘୋଷଣା, ଫେବ୍ରୁଆରୀ ୨୦ରୁ ମାର୍ଚ୍ଚ ୪ ଯାଏଁ ଚାଲିବ ପରୀକ୍ଷା…

ଭୁବନେଶ୍ୱର: ବାହାରିଲା ମାଟ୍ରିକ ପରୀକ୍ଷା କାର୍ଯ୍ୟସୂଚୀ । ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୦ ତାରିଖରୁ ଆରମ୍ଭ ହେବ । ଏହା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଏ ନେଇ ସାମ୍ବାଦିକ…

ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ଜଣେ ଯବାନ ସହିଦ…

ଛତିଶଗଡ଼ର ନାରାୟଣପୁର ଅଞ୍ଚଳରେ ଥିବା ଆମଦାଇ ଲୁହାପଥର ଖଣିରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ଛତିଶଗଡ଼ ସଶସ୍ତ୍ର ବଳ (ସିଏଏଫ୍‌)ର ଜଣେ ଯବାନ ସହିଦ ହୋଇଛନ୍ତି। ଆଉ ଜଣେ ଯବାନ ଆହତ ହୋଇଛନ୍ତି। ସହିଦ ଯବାନଙ୍କ ନାଁ କମଳେଶ ସାହୁ। ତାଙ୍କ ଘର ଛତିଶଗଡ଼ର ଜନଜଗିରଚାପା ଜିଲ୍ଲା…

ଗଣିତ ପରୀକ୍ଷା ଦେବାକୁ ଚାଲିଲେ ୬ କିଲୋମିଟର…

ମୟୂରଭଞ୍ଜ : ଛାତ୍ରଛାତ୍ରୀଙ୍କୁ ୬ କିଲୋମିଟର ଚଲାଇଲେ ପ୍ରଧାନଶିକ୍ଷୟିତ୍ରୀ । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲ୍ଲା । ଯାହାର ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି । ସୂଚନା ମୂତାବକ ଭାଲିଆଡିହା ପଞ୍ଚାୟତ…

ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଷ୍ଣୁଦେଓ ସାଏ…

ବିଷ୍ଣୁଦେଓ ସାଏ ଆଜି ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ସେହିପରି ଅରୁଣ ସାଓ ଓ ବିଜୟ ଶର୍ମା ଉପ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ। ରାୟପୁରରେ ଅନୁଷ୍ଠିତ ଏହି ଶପଥ ଗ୍ରହଣ…

ବୋରୱେଲରେ ନବଜାତ ଶିଶୁ ପଡ଼ିବା ଘଟଣା: ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କଲା ପୋଲିସ…

ସମ୍ବଲପୁର : ନବଜାତକୁ ବୋରୱେଲକୁ ଫିଙ୍ଗିଲା କିଏ ? ସମ୍ବଲପୁର ଜିଲ୍ଲା ରେଙ୍ଗାଲି ନିକଟ ଲାରିପାଲି ଜଙ୍ଗଲରେ ପରିତ୍ୟକ୍ତ ବୋରୱେଲ ମଧ୍ୟରୁ ନବଜାତ ଶିଶୁ ଉଦ୍ଧାର ଘଟଣାରେ ତନାଘନା। କିଏ ଫିଙ୍ଗିଲା ତାକୁ ନେଇ ଜୋରଦାର ତଦନ୍ତ ଚାଲିଛି। ଧରାପଡିଲେ ଦୃଢ…

ମଣ୍ଡିରେ ଶୀତ କାକରରେ ଖୋଲା ଆକାଶ ତଳେ ଚାଷୀ…

ନୂଆପଡା : ଗୋଟେପଟେ ଜିଲ୍ଲା ପ୍ରଶାସନ ମଣ୍ଡି ମାନଙ୍କରେ ସୁଦୃଢ଼ ଭିତ୍ତିଭୂମିର ଡିଣ୍ଡିମ ପିଟୁଛି । ହେଲେ ବରଗାଁ ମଣ୍ଡିରେ ଶୀତ କାକରରେ ଖୋଲା ଆକାଶ ତଳେ ଚାଷୀ ଧାନ କୁ ଜଗିରହିଥିବା ଦୃଶ୍ୟ ଦେଖିବାକୁ ମିଳିଛି । ମଣ୍ଡିରେ ସଠିକ ଭିତ୍ତିଭୂମି…

ଇସ୍ରାଏଲ୍‌ ‘ଈଶ୍ବରଙ୍କ କ୍ରୋଧରୁ ନିସ୍ତାର ପାଇବ ନାହିଁ’ କହୁ କହୁ ସଂସଦରେ ଟଳିପ‌ଡ଼ିଲେ ତୁର୍କୀ ସାଂସଦ

ଅଙ୍କାରା: ମଙ୍ଗଳବାର ଦିନ ‘ଗ୍ରାଣ୍ଡ୍‌ ନ୍ୟାସ୍‌ନାଲ୍‌ ଆସେମ୍ବ୍‌ଲି’ରେ (ସଂସଦ) ଦେଉଥିବା ଭାଷଣ ଶେଷରେ ଇସ୍ରାଏଲ୍‌ ‘ଈଶ୍ବରଙ୍କ କ୍ରୋଧର ପରିଣାମ’ ଭୋଗିବ ବୋଲି କହିବା କ୍ଷଣି ସାଂସଦ ହସନ୍‌ ବିଟ୍‌ମେଜ୍‌ ଟଳିପଡ଼ିଥିବା କଥା ‘ବିବିସି’ ରିପୋର୍ଟ କରିଛି। ସଂସଦୀୟ…

୧୫ ଡିଗ୍ରୀ ତଳେ ୨୬ ସହରର ତାପମାତ୍ରା…

ଭୁବନେଶ୍ୱର : ଖସୁଛି ପାରଦ, ବଢ଼ୁଛି ଜାଡ। କମୁଛି ରାତି ତାପମାତ୍ରା । ୧୫ ଡିଗ୍ରୀ ତଳେ ୨୬ ସହରର ତାପମାତ୍ରା। ୯.୬ ଡିଗ୍ରୀ ସହ କେନ୍ଦୁଝର ସବୁଠୁ ଥଣ୍ଡା ସହର ପାଲଟିଛି। ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଛି। ୧୫ ଡିଗ୍ରୀ ତଳେ…