Sign in
Sign in
Recover your password.
A password will be e-mailed to you.
ଜାନୁଆରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା
ଭୁବନେଶ୍ବର : ଜାନୁଆରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ। ହାତରେ ଆଉ କମ୍ ସମୟ ରହିଛି। ତେଣୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(CHSE) ପକ୍ଷରୁ ଆସନ୍ତା ୨୬ ତାରିଖରୁ ପରୀକ୍ଷା…
ଲୋକସଭାରୁ ବହିଷ୍କାର ହେବା ପରେ ସରକାରୀ ବଙ୍ଗଳା ଛାଡ଼ିବେ ମହୁଆ.. !
ନୂଆଦିଲ୍ଲୀ: ବଢ଼ିଲା ଟିଏମସି ସାଂସଦ ମହୁଆ ମୈତ୍ରଙ୍କ ସମସ୍ୟା। ଲୋକସଭାରୁ ବହିଷ୍କାର ହେବା ପରେ ଏବେ ସରକାରୀ ବାସଭବନ ଖାଲି କରିବାକୁ କହିଲେ ସଂସଦର ହାଉସିଂ କମିଟି। ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍ ଫର୍ କ୍ୱେରି’ ଅଭିଯୋଗ ନେଇ ସଦାଚାର…
ରାମ ମନ୍ଦିରର ପୂଜାରୀ ହେବେ ମୋହିତ ପାଣ୍ଡେ…
ଅଯୋଧ୍ୟା: ଅଯୋଧ୍ୟା ରାମ ମନ୍ଦିରର ପୂଜାରୀ ପଦ ପାଇଁ ଗାଜିଆବାଦସ୍ଥିତ ଶ୍ରୀ ଦୁଧେଶ୍ବରନାଥ ମଠର ପୂର୍ବତନ ଛାତ୍ର ମୋହିତ ପାଣ୍ଡେଙ୍କୁ ବଛାଯାଇଛି। ୩୦୦୦ ପ୍ରାର୍ଥୀଙ୍କର ସାକ୍ଷାତ୍କାର ନିଆଯାଇ ସେମାନଙ୍କ ମଧ୍ୟରୁ ପ୍ରଥମେ ୫୦ ଜଣଙ୍କୁ ବଛାଯାଇଥିଲା। ସେହି ୫୦ ଜଣଙ୍କ…
ଡିସେମ୍ବର ୧୬ରୁ ରାତି ୨ଟାରୁ ଫିଟା ଯିବ ଶ୍ରୀମନ୍ଦିର ଦ୍ୱାର
ପୁରୀ : ଡିସେମ୍ବର ୧୬ ତାରିଖରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ରାତି ୨ଟାରୁ ଫିଟା ଯିବ ଶ୍ରୀମନ୍ଦିର ଦ୍ୱାର। ଏଥିସହ ଅନ୍ୟନ୍ୟ ନୀତିକୁ ଶୃଙ୍ଖଳିତ କରାଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ…
ପାକିସ୍ତାନ ସେନା ପୋଷ୍ଟ୍ ଉପରେ ଆତଙ୍କବାଦୀ ଆକ୍ରମଣ, ୨୩ ମୃତ
ଇସ୍ଲାମାବାଦ: ପାକିସ୍ତାନର ସୁରକ୍ଷା ବାହିନୀ ଉପରେ ପୁଣି ଥରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହୋଇଛି । ଖାଇବର ପଖ୍ତୁନଖୱାର ଡେରା ଇସ୍ମାଇଲ ଖାଁ ଅଂଚଳରେ ଥିବା ସୁରକ୍ଷା ବାହିନୀର ଏକ ପୋଷ୍ଟ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିବା ଫଳରେ ୨୩ ଜଣ ଯବାନ ସହିଦ ହୋଇଛନ୍ତି।…
୧୪୪୪ କୋଟି ଟଙ୍କା ଦେଇ ବଙ୍ଗଳା କିଣିଲେ କୋଭିସିଲଡ଼ ଟିକା ଉତ୍ପାଦନ କରିଥିବା କମ୍ପାନୀର ମାଲିକ
ନୂଆଦିଲ୍ଲୀ : କରୋନା ଠାରୁ ଆରମ୍ଭ କରି ବିଭିନ୍ନ ମହାମାରୀ ରୋଗର ଟିକା ଉତ୍ପାଦନ କରୁଥିବା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆର ସିଇଓ ଅଦର ପୁନାୱାଲା ସମସ୍ତଙ୍କୁ ଚକିତ କରିବା ଭଳି ପଦକ୍ଷେପ ନେଇଛନ୍ତି।
ସେ ଲଣ୍ଡନରେ କିଣିଛନ୍ତି ଗୋଟିଏ ଅତ୍ୟାଧୁନିକ ବଙ୍ଗଳା। ୨୫ ହଜାର…
ବାପା ଉପରକୁ ଗରମ ପାଣି ଫିଙ୍ଗି ଆଖି ନଷ୍ଟ କରିଦେଲା ଝିଅ
ଭୁବନେଶ୍ୱର : ପାରିବାରିକ କଳହର କରୁଣ ପରିଣତି। ବାପା ଉପରକୁ ଗରମ ପାଣି ଫିଙ୍ଗି ଗୋଟିଏ ଆଖି ନଷ୍ଟ କରିଦେଲା ନୃଶଂସ ଝିଅ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରର ଭରତପୁର ବସ୍ତିରେ। ପୁ଼ଲିସ ଝିଅ…
ଫେବୃଆରୀ ୧୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା, ଘୋଷଣା ହେଲା ସୂଚୀ…
ନୂଆଦିଲ୍ଲୀ : ଫେବୃଆରୀ ୧୫ରୁ ଆରମ୍ଭ ହେବ ସିବିଏସ୍ଇ ୧୦ମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା। ଆଜି ସିବିଏସ୍ଇ ପକ୍ଷରୁ ଡାଟା ସିଟ୍ ବା ପରୀକ୍ଷା ସୂଚୀ ଜାରି କରାଯାଇଛି। ଦୁଇ ଶ୍ରେଣୀର ବୋର୍ଡ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ଏପ୍ରିଲ ୨ ଯାଏ ଚାଲିବ।
ପ୍ରଥମ…
ପ୍ରଥମ ଥର ବିଧାୟକ ହୋଇଥିବା ଭଜନଲାଲ ଶର୍ମା ହେବେ ରାଜସ୍ଥାନର ମୁଖ୍ୟମନ୍ତ୍ରୀ…
ଜୟପୁର : ଛତିଶଗଡ଼ ଓ ମଧ୍ୟ ପ୍ରଦେଶ ଭଳି ରାଜସ୍ଥାନରେ ମଧ୍ୟ ଜଣେ ନୂଆ ଚେହେରାକୁ ମୁଖ୍ୟମନ୍ତ୍ରୀ କରିଛି ବିଜେପି। ଭଜନଲାଲ ଶର୍ମା ହେବେ ରାଜସ୍ଥାନର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାଜସ୍ଥାନର ନବନିର୍ବାଚିତ ବିଜେପି ବିଧାୟକ ଦଳ ବୈଠକରେ ହୋଇଛି ଏହି ନିଷ୍ପତ୍ତି।
ବୈଠକରେ…
ଏଣିକି ଜେଏନୟୁରେ ଧାରଣା ଦେଲେ ଦେବାକୁ ପଡିବ ୨୦ ହଜାର ଟଙ୍କାର ଜରିମାନା
ନୂଆଦିଲ୍ଲୀ: ଦେଶର ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ମଧ୍ୟରୁ ଜବାହର ଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) ଅନେକ ବିବାଦ କାରଣରୁ ଅନେକ ସମୟରେ...
Source