ଧାରଣାରେ ଏମ୍ସ ସଫେଇ କର୍ମଚାରୀ: ଡାକ୍ତରଖାନା ପରିସରରେ ବାଜିଲାନି ଝାଡୁ

ଭୁବନେଶ୍ୱର:ଭୁବନେଶ୍ୱର ଏମ୍ସରେ ଶ୍ରମିକ ଛଟେଇକୁ ନେଇ ପ୍ରତିବାଦ ତୀବ୍ର ରୂପ ଆଜି ନେଇଛି । ଶ୍ରମିକ ଛଟେଇ ଓ ମହିଳା କର୍ମଚାରୀଙ୍କୁ ଦୁର୍ବ୍ୟବହାର ପ୍ରତିବାଦରେ ଆଜି ଭୁବନେଶ୍ୱର ଏମ୍ସର ଶତାଧିକ ସଫେଇ କର୍ମଚାରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ସଫେଇ କର୍ମଚାରୀମାନେ ଏମ୍ସ…

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ଧାରା ୩୭୦ ଉଚ୍ଛେଦ ନିଷ୍ପତ୍ତି ବୈଧ

ଧାରା ୩୭୦ ଉଚ୍ଛେଦ ଉପରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରକାଶ କଲେ ସୁପ୍ରିମକୋର୍ଟ। ଜମ୍ମୁ କଶ୍ମୀରରୁ ଏହି ଧାରା ଉଚ୍ଛେଦ କରି କୌଣସି ଭୁଲ୍ କରିନାହାନ୍ତି କେନ୍ଦ୍ର ସରକାର। ଧାରା ଉଚ୍ଛେଦ ସମ୍ପୂର୍ଣ୍ଣ ରୂପେ ବୈଧ ଓ ଆଇନ ସମ୍ମତ କହିଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି…

ଏଥିକ୍ସ କମିଟି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହୁଆ

ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଟିଏମସି ସାଂସଦ ମହୁଆ ମୈତ୍ର। ସଂସଦରୁ ବହିଷ୍କାର ହେବା ପରେ ଏଥିକ୍ସ କମିଟି ବିରୁଦ୍ଧରେ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି। ଏଥିକ୍ସ କମିଟି ତାଙ୍କ ବିରୁଦ୍ଧରେ ନେଇଥିବା ନିଷ୍ପତ୍ତିକୁ ଚ୍ୟାଲେଞ୍ଚ କରିଛନ୍ତି ମହୁଆ। ଗତ…

ଜମିବାଡ଼ି ବିବାଦକୁ ନେଇ ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ

ଯାଜପୁର: ଜମିବାଡ଼ି ବିବାଦକୁ କେନ୍ଦ୍ର କରି ସାନ ଭାଇ ଆକ୍ରମଣରେ ବଡ ଭାଇର ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ବରି ରାମଚନ୍ଦ୍ରପୁର ଥାନା ବାଲିବିଲି ଗାଁରେ । ମୃତକ ହେଲେ ମନୋଜ କବି । ଏହି ଘଟଣାରେ ଆକ୍ରମଣକାରୀ ସାନ ଭାଇ ସନାତନ କବି ଫେରାର ରହିଛି । ସୂଚନା…

ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଭୁବନେଶ୍ୱର: ଖସୁଛି ପାରଦ , ବଢୁଛି ଶୀତ । ପାରଦ ଯେତିକି ତଳମୁହାଁ ହେଉଛି , ଶୀତ ସେତିକି ବଢିବାରେ ଲାଗିଛି । ଉତ୍ତର-ଉତ୍ତର ପଶ୍ଚିମ ଦିଗରୁ ସୁଷ୍କ ବାୟୁ ପ୍ରବାହିତ ହେଉଥିବାରୁ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ କମିଛି । ଶୀତରେ ଥରୁଛି ସାରା କନ୍ଧମାଳ ।…

ଜମ୍ମୁ-କଶ୍ମୀରରେ ହୋଇଛି କି ମାନବାଧିକାର ଉଲ୍ଲଙ୍ଘନ? ନିରପେକ୍ଷ ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ପରାମର୍ଶ

ଜମ୍ମୁ-କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବା ବୈଧ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଉଚ୍ଛେଦ ବିରୋଧରେ ହୋଇଥିବା ଏକାଧିକ ଆବେଦନର ଶୁଣାଣି କରି ସୁପ୍ରିମକୋର୍ଟର ୫ ଜଣିଆ ସାମ୍ବିଧାନିକ ଖଣ୍ଡପୀଠ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ଠିକ ବୋଲି କହିଛନ୍ତି। ତେବେ…

ଦାଦନ ଖଟିବାକୁ ଯାଇ ଦୁଇ ଭାଈ ମୃତ…

ରାୟଗଡା: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ସି-ଫୁଡ୍ ପ୍ରୋସେସିଂ ପ୍ଲାଣ୍ଟରୁ କାମ ସାରି ଘରକୁ ଫେରିବା ବେଳେ ଦୁଇ ନାବାଳକ ଭାଇ ଗଙ୍ଗାଧର ମାଝୀ ଓ ମହେଶ୍ୱର ମାଝୀଙ୍କ ମୃତ୍ୟୁ ପରେ ରାୟଗଡା ଜିଲ୍ଲା କାଶୀପୁର ବ୍ଲକର ମାକପଦର ଗାଁରେ ଶୋକର ଛାୟା ଖେଳିଯାଇଛି। ଦୁଇ ଭାଇ…

ଆସିକା ବିଜ୍ଞାନ ମହାବିଦ୍ୟାଳୟରେ ଭାରତୀୟ ଭାଷା ଦିବସ ପାଳନ

ମାତୃଭାଷା ଅନ୍ତରାତ୍ମାର ସ୍ପନ୍ଦନ ଅଟେ ଆସିକା : ବିଶ୍ବ ବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି)ର ନିର୍ଦ୍ଦେଶକ୍ରମେ ତଥା ଭାରତୀୟ ସ୍ବତନ୍ତ୍ରତା ସେନାନୀ ତାମିଲ କବି ଚ଼ିନାସ୍ବାମୀ ସୁବ୍ରମନ୍ୟମ୍ ଭାରତୀଙ୍କ ଜନ୍ମ ଦିବସକୁ ସ୍ମୃତିଚାରଣ କରିବା ପାଇଁ ଆସିକା ବିଜ୍ଞାନ ମହାବିଦ୍ୟାଳୟର

ଚୋରା ମତ୍ସ୍ୟଜୀବୀଙ୍କ ଟାର୍ଗେଟରେ ଗହୀରମଥା, ଟ୍ରଲର ଭିଏଚ୍ଏଫ୍, ଓ ଜାଲ ଜଵତ ସହ ୧୦ଗିରଫ

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ଵନଖଣ୍ଡ ଅଧିନସ୍ଥ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବେନୀୟମ ପ୍ରଵେଶ କରି ଫିସିଂ କରୁଥିବା ସି କିଙ୍ଗ୍ -2ରେଜିଷ୍ଟ୍ରେସନ ନଂ ଇଣ୍ଡ୍ -ଓଆର୍ -01-ଏମ୍ଏମ୍-470ର ଏକ ଟ୍ରଲର ସହ ଭିଏଚ୍ଏଫ୍ 3 ଜିପିଏସ୍ 1,ଫିସ୍ ଫାଇଣ୍ଡର 1,ଟ୍ରଲି ନେଟ୍ 11 ଓ ଜୀବନ୍ତ

ବିନାୟକ ଆଚାର୍ଯ୍ୟଙ୍କ ତିରୋଧାନ ଦିବସକୁ ରାଜ୍ୟ ସରକାର ପାଳନ ନ କରିବାନେଇ କ୍ଷୋଭ

ପୂଜ୍ୟ ପୂଜା ସମିତି ପକ୍ଷରୁ ସ୍ମୃତି ସଭା ବ୍ରହ୍ମପୁର : ବିଶିଷ୍ଟ ସାଂସ୍କୃତିକ ଅନୁଷ୍ଠାନ ପୂଜ୍ୟ ପୂଜା ସମିତି ପକ୍ଷରୁ ଆଜି ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ 41ତମ ତିରୋଧାନ ଦିବସ ପାଳନ ହୋଇଯାଇଛି l ଆଜି ସକାଳୁ ବ୍ରହ୍ମପୁର ଆସିକା ରୋଡ଼ ସ୍ଥିତ ବିନାୟକ