Sign in
Sign in
Recover your password.
A password will be e-mailed to you.
ବିଷ୍ଣୁଦେଓ ସାଏ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ…
ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର। ତାଙ୍କୁ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ…
ଖାଇକୁ ଖସିଲା କାର୍, ଚାଲିଗଲା ୪ କଲେଜ ଶିକ୍ଷାର୍ଥୀଙ୍କ ଜୀବନ…
କଲେଜରେ ପାଠପଢ଼ୁଥିବା ୪ ଜଣ ଶିକ୍ଷାର୍ଥୀଙ୍କର କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି। କର୍ଣ୍ଣାଟକାର ଚିକ୍କାବାଲ୍ଲାପୁରା ଉପକଣ୍ଠ ନିକଟରେ ଶିକ୍ଷାର୍ଥୀମାନେ ଯାଉଥିବା କାର ଭାରସାମ୍ୟ ହରାଇ ଖାଇକୁ ଖସିପଡ଼ିବାରୁ ଏତେ ବଡ଼ ଘଟଣା ଘଟିଛି।
୨ ଜଣ ଛାତ୍ର ସେମାନଙ୍କର ଦୁଇ ବନ୍ଧୁଙ୍କୁ ବେଙ୍ଗାଲୁରୁରୁ…
ଭିଣ୍ଟେଜ କାର୍ ପ୍ରଦର୍ଶନୀରେ ଠେଲାପେଲା, ଗାଳି ଗୁଲଜ ସହ ପୋଲିସକୁ ଧକ୍କା ମାରିଲେ ଦୁଇ ମହିଳା
ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ପଡିଆରେ ଅନୁଷ୍ଠିତ ହୋଇଯାଇଛି ଭିଣ୍ଟେଜ କାର୍ ମେଳା ଓଡିଶା କନକର୍ସ ଡି ଏଲିଗାନସ-୨୦୨୩ । ଆଜି ଏହାର ଦ୍ବିତୀୟ ଦିନ ଥିବାବେଳେ ଏଠାରେ ଜନ ସାଧାରଣ ପ୍ରବେଶ ନିଷେଧ ରହିଛି । କିନ୍ତୁ ବହୁ ଲୋକ ଜମା ହୋଇଥିଲେ । ପରେ ଗେଟ ନିକଟରେ…
ଛତିଶଗଡ଼ରେ ରହିବେ ୨ ଜଣ ଉପ ମୁଖ୍ୟମନ୍ତ୍ରୀ, ରମଣ ସିଂହ ହେବେ ବାଚସ୍ପତି
ରେଜଲ୍ଟ ବାହାରିବାର ପ୍ରାୟ ସପ୍ତାହ ଧରି କସରତ କରିବା ପରେ ବିଜେପି ଶେଷରେ ବିଷ୍ଣୁଦେଓ ସାଏଙ୍କୁ ମୁଖ୍ୟମନ୍ତ୍ରୀ କରିଛି। ଆଦିବାସୀ ନେତା ବିଷ୍ଣୁଦେଓ ବିଜେପି ବିଧାୟକ ଦଳ ନେତା ଭାବେ ନିର୍ବାଚିତ ହୋଇଛନ୍ତି। ନେତା ନିର୍ବାଚିତ ହେବା ପରେ ସେ ରାଜ୍ୟପାଳ ବିଶ୍ୱଭୂଷଣ…
ଡିସେମ୍ବର ୧୭ ରେ ବିଜେବି ଫ୍ରେଣ୍ଡସର ବନ୍ଧୁ ମିଳନ…
ଭୁବନେଶ୍ୱର: ଡିସେମ୍ବର ୧୭ ତାରିଖରେ ଆୟୋଜିତ ହେବାକୁ ଯାଉଛି ବିଜେବି କଲେଜ ପୁରାତନ ଛାତ୍ର ସଂଘ ‘ବିଜେବି ଫ୍ରେଣ୍ଡସ’ ର ବନ୍ଧୁ ମିଳନ । ଏନେଇ ଆଜି (ରବିବାର) ବିଜେବି ଫ୍ରେଣ୍ଡସ ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଉତ୍ସବ ପୂର୍ବରୁ ବରୁଣେଇ ପାହାଡ଼…
ହସ୍ପିଟାଲରେ ଥିବା କେସିଆରଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ
ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀ ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଆରଏସ୍ ମୁଖ୍ୟ କେସିଆରଙ୍କୁ ଭେଟିଛନ୍ତି। କେସିଆର ବର୍ତ୍ତମାନ ହାଇଦ୍ରାବାଦର ଗୋଟିଏ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ବୁଝିବା ପାଇଁ…
ମହିଳା ନିର୍ଯାତନାରେ ବିଜେପି ଶାସିତ ରାଜ୍ୟ ଆଗରେ: ବିଜେଡି
ଭୁବନେଶ୍ୱର: ମହିଳା ନିର୍ଯାତନା ନେଇ କେନ୍ଦ୍ରମନ୍ତ୍ରୀ ରଖିଥିବା ମନ୍ତବ୍ଯର ଜାବାବ ଦେଲା ବିଜେଡି। ପ୍ରେସମିଟ୍ କରି ବିଜେପି ଉପରେ ବର୍ଷିଲେ ବିଜେଡି ମୁଖପାତ୍ର ଡକ୍ଟର ଲେନିନ ମହାନ୍ତି। ଅର୍ଦ୍ଧସତ୍ୟ କହି ଓଡ଼ିଶାକୁ ଅପମାନିତ କରୁଛନ୍ତି କେନ୍ଦ୍ରମନ୍ତ୍ରୀ। ମହିଳା…
ଆତତାୟୀମାନେ ଦଣ୍ଡାଦେଶ ପାଇବା ପରେ ହେଲା ସାମ୍ବାଦିକା ସୌମ୍ୟା ବିଶ୍ବନାଥନ୍ଙ୍କ ବାପାଙ୍କ ମୃତ୍ୟୁ
ନୂଆଦିଲ୍ଲୀ: ଟେଲିଭିଜନ୍ ସାମ୍ବାଦିକା ସୌମ୍ୟା ବିଶ୍ବନାଥନ୍ଙ୍କ ହତ୍ୟାକାରୀମାନେ ଆଜୀବନ କାରାଦଣ୍ଡାଦେଶ ପାଇବାର ଦିନ କେଇଟା ପରେ ତାଙ୍କ ବାପା ଏମ୍. କେ. ବିଶ୍ବନାଥନ୍ଙ୍କର ଶନିବାର ଦିନ ଦେହାନ୍ତ ହୋଇଯାଇଛି।
ନଭେମ୍ବର ୨୫ ତାରିଖ ଦିନ ସୌମ୍ୟାଙ୍କୁ ହତ୍ୟା…
ଦ୍ବିତୀୟ ବିବାହ କରିବାକୁ ଯାଇ ସ୍ତ୍ରୀ ଓ ଝିଅଠୁଁ ଛେଚା ଖାଇଲା ବାପା…
ଭୁବନେଶ୍ବର : ବାହା ବେଦୀରେ ହଙ୍ଗାମା । ଲୁଚି ଲୁଚି ଦ୍ବିତୀୟ ବିବାହ କରିବା ମହଙ୍ଗା ପଡିଛି । ଦୁଇ ଝିଅଙ୍କ ସହ ବାହାବେଦୀରେ ପହଁଞ୍ଚି ଯାଇଛନ୍ତି ସ୍ତ୍ରୀ । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଉପକଣ୍ଠ ବାଳକାଟି ଅଂଚଳରେ ।…
ଟଙ୍କା ଦିଅ ନଚେତ ଅଫିସ ଖାଲି କରିବାକୁ ପଡିବ: କେନ୍ଦ୍ରକୁ ଟାର୍ଗେଟ କଲେ ମମତା ବାନାର୍ଜୀ…
କୋଲକାତା: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି ବିଜେପି ନେତୃତ୍ୱାଧୀନ ମୋଦୀ ସରକାର ଉପରେ ତୀବ୍ର ଆକ୍ରମଣ କରି ଦାବି କରିଛନ୍ତି ଯେ ରାଜ୍ୟ ପାଇବାକୁ ଥିବା ଟଙ୍କା କେନ୍ଦ୍ର ଦେଉନାହିଁ। ମମତା ଦାବି କରିଛନ୍ତି ଯେ ପଶ୍ଚିମବଙ୍ଗ କେନ୍ଦ୍ରଠାରୁ ୧.୧୫ ଲକ୍ଷ କୋଟି ଟଙ୍କା ପାଇବାକୁ!-->…