Sign in
Sign in
Recover your password.
A password will be e-mailed to you.
ସୁନ୍ଦରଗଡ଼ରେ ଜୋନସ୍ତରୀୟ ‘ସର୍ଗିଫୁଲ୍’ ଶିଶୁ ମହୋତ୍ସବ ଉଦଯାପିତ
ଅନନ୍ୟ ପ୍ରତିଭା ପ୍ରଦର୍ଶନ ସହ ନୂଆ ଅନୁଭୂତି ନେଇ ଫେରିଲେ ଜନଜାତି ଛାତ୍ରଛାତ୍ରୀ
ସୁନ୍ଦରଗଡ଼ : ସୁନ୍ଦରଗଡ଼ ଭବାନିପୁରସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟଠାରେ ଚାଲିଥିବା ଜୋନସ୍ତରୀୟ ‘ସରଗି ଫୁଲ୍’ ଶିଶୁ ମହୋତ୍ସବ ରବିବାର ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ!-->!-->!-->…
ଭୁବନେଶ୍ୱରରେ ବାଗେଶ୍ବର ବାବା, ପୁରୀ ଅଭିମୁଖେ କରିବେ ଯାତ୍ରା…
ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ବାଗେଶ୍ୱର ଧାମ ସରକାର। ଆଜି ଅପରାହ୍ନରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲେ ଭାରତ ତଥା ବିଶ୍ୱରେ ପ୍ରଭୁ ହନୁମାନଙ୍କ ଦିବ୍ୟତାର କଥା ପାଇଁ ପ୍ରସିଦ୍ଧ ଥିବା ବାଗେଶ୍ୱର ଧାମ ସରକାର ଧୀରେନ୍ଦ୍ର କ୍ରିଷ୍ଣା ଶାସ୍ତ୍ରୀ। ଓଡିଶାରେ ପହଞ୍ଚିବା ପରେ…
ବିଦ୍ୟୁତ୍ ତାର ଲାଗି ଚାଲିଗଲା ଦୁଇ ନାବାଳକଙ୍କ ଜୀବନ
ସୁବର୍ଣ୍ଣପୁର : ବାରହା ଶିକାର ପାଇଁ ତାର ବିଛା ଯାଇଥିଲା । ହେଲେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ନୀରିo ନାବାଳକଙ୍କ ଜୀବନ ଚାଲିଯାଇଛି । ଏଭଳି କିଛି ଦୁଃଖଦ ଖବର ଆସିଛି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସିଂହପାଲି ଗାଁରୁ । ମୃତକ ଦୁଇ ନାବାଳକ ସିଂହପାଲି…
ପଞ୍ଚମ ଦିନରେ ଚାଲିଛି ଆୟକର ବିଭାଗର ରେଡ, ବଲାଙ୍ଗିରରୁ ମିଳିଲା କେବଳ ୧୭୦କୋଟି…
ବଲାଙ୍ଗୀର: ମଦ ସାମ୍ରାଜ୍ୟରେ ଆଇଟି ରେଡ୍ ଯେତିକି ଆଗକୁ ବଢୁଛି, ସେତିକି ଖୋଲି ଚାଲିଛି କଳାଟଙ୍କାର ଗୁମର । ଆଜି ପଞ୍ଚମ ଦିନରେ ଚାଲିଛି ଆୟକର ବିଭାଗର ରେଡ । ସେପଟେ ମଦ ସାମ୍ରାଜ୍ୟର କଳାଟଙ୍କା ମିଳିବା ପରେ କଂଗ୍ରେସର ରାଜ୍ୟସଭା ସାଂସଦ ଧୀରଜ ସାହୁଙ୍କୁ ଅଡୁଆ ବି…
କାମ ଚାଲିଥିବା ବେଳେ ଭୁଶୁଡିଲା ବ୍ରିଜର ପାଚେରୀ
ବାଲେଶ୍ବର : ଭୁଶୁଡିଲା କେନାଲ ଉପର ନିର୍ମାଣାଧୀନ ବ୍ରିଜର ପାଚେରୀ। ବାଲେଶ୍ବର ଜିଲ୍ଲା ଔପଦା ବ୍ଲକର ସାଳନ୍ଦୀ କେନାଲର ଉପରେ ନିର୍ମାଣାଧୀନ ବ୍ରିଜର କଟ ଅଫ ୱାଲ ଗତକାଲି ରାତିରେ ଭୁଶୁଡ଼ି ପଡ଼ିଛି। ସନ୍ତରାଗାଡ଼ିଆ ଠାରୁ ନୀଳଗିରି ଦେଇ ସାଳନ୍ଦୀ କେନାଲର ଅସ୍ତିଆ ଛକ…
ସମ୍ପର୍କୀୟ ଝିଆରୀକୁ ପ୍ରେମ କରିବାରୁ ହତ୍ୟାକାଣ୍ଡ, ପୋଖରୀରୁ ମୃତଦେହ ହୋଇଥିଲା ଉଦ୍ଧାର…
ଅନୁଗୁଳ: ଅପହରଣ ପରେ ମୋଟଙ୍ଗା ଥାନା ଅଞ୍ଚଳର ଏକ ପୋଖରୀରୁ ହାତ ଗୋଡ ବନ୍ଧା ଅବସ୍ଥାରେ ମୃତଦେହ ଉଦ୍ଧାର ଘଟଣାର ପରଦାଫାସ କରିଛି ଜରପଡା ଥାନା ପୋଲିସ। ସମ୍ପର୍କୀୟ ଝିଆରୀକୁ ପ୍ରେମ କରିବା ଯୋଗୁଁ ଏଭଳି ହତ୍ୟାକାଣ୍ଡ ହୋଇଥିବା ପୋଲିସ କହିଛି । ଏହି ଘଟଣାରେ ଜଣଙ୍କୁ ଗିରଫ…
ରାଜ୍ୟରେ ‘ଏସ୍ସି କମିଶନ’ ପ୍ରତିଷ୍ଠା ନକରିବା ବିଜେଡି ସରକାରଙ୍କ ଦଳିତ ବିରୋଧୀ ମାନସିକତା…
ଭୁବନେଶ୍ୱର: ରାଜ୍ୟରେ ଅନୁସୂଚିତ ଜାତି ବର୍ଗର ବିକାଶ ଓ ସମସ୍ୟା ସମାଧାନ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା ରାଜ୍ୟ ସରକାରଙ୍କ “ଏସସି ଆଡଭାଇଜୋରି କମିଟି”ର ବୈଠକ ଆଦୌ ବସୁନାହିଁ । ଦଳିତମାନଙ୍କ ଉପରେ “ଆଟ୍ରୋସିଟି କେଶ୍” ରାଜ୍ୟରେ ପ୍ରତିଦିନ ବଢ଼ୁଛି ।…
ଟ୍ରେନ୍ ଧକ୍କାରେ ଚାଲିଗଲା ନାବାଳକଙ୍କ ଜୀବନ…
ଭୁବନେଶ୍ୱର : ଗୁଡି ଉଡାଇବା ହେଲା କାଳ । ଟ୍ରେନ ଧକ୍କାରେ ଗଲା ନାବାଳକଙ୍କ ଜୀବନ । ମୃତକ ଭୁବନେଶ୍ୱର ଶହୀଦନଗର ଶାନ୍ତିପାଲ୍ଲୀ ବସ୍ତିର ତପନ ସାହୁଙ୍କ ୧୪ ବର୍ଷୀୟ ପୁଅ ସୂର୍ଯ୍ୟକାନ୍ତ ପାତ୍ର । ସୂର୍ଯ୍ୟ ନବମ ଶ୍ରେଣୀରେ ପାଠ ପଢୁଥିଲେ ।
ଖବର ଅନୁଯାୟୀ, ଶନିବାର…
ଦୁର୍ନୀତିର ଗନ୍ଧ ବାରି ବିଜେଡି ଓ କଂଗ୍ରେସ ଉପରେ ପ୍ରଶ୍ନ ଉଠାଇଲା ବିଜେପି…
ଭୁବନେଶ୍ୱର: ସାରା ଓଡ଼ିଶା ଓ ପଡୋଶୀ ରାଜ୍ୟମାନଙ୍କରେ ଚାଲିଥିବା ଆୟକର ଚଢ଼ଉରେ ୩୦୦ କୋଟି ଟଙ୍କାର ବେଆଇନ ଅର୍ଥ ଜବତ ହୋଇଥିବା ଜଣାପଡ଼ିଛି। ଏବେ ଏହାକୁ ନେଇ ତେଜିଛି ରାଜନୀତି। ବିଜେଡି ଓ କଂଗ୍ରେସ ଏହି ଦୁର୍ନୀତିରେ ସମ୍ପୃକ୍ତି ଥିବା ନେଇ ବିଜେପି ପ୍ରଶ୍ନ ଉଠାଇଛି।…
ବାହୁଦା ସାହିତ୍ୟ ସଂସଦର ସାରସ୍ବତ ସମାରୋହ
ଚିକିଟୀ : ସ୍ଥାନୀୟ ଚିକିଟୀ ଗଡସ୍ଥିତ ପ୍ରାଚୀନ ସାରସ୍ଵତ ଅନୁଷ୍ଠାନ ବାହୁଦା ସାହିତ୍ୟ ସଂସଦର ଷଷ୍ଠ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି।ସାହିତ୍ୟ ସଂସଦର ସଭାପତି ଇଁ ଦୁର୍ଗା ପ୍ରସାଦ ପାଣିଗ୍ରାହି ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସାରସ୍ଵତ ସମାରୋହରେ ମୁଖ୍ୟ ଅତିଥିଭାବେ ପ୍ରାକ୍ତନ ଅଧ୍ୟକ୍ଷ!-->…