Sign in
Sign in
Recover your password.
A password will be e-mailed to you.
ଚାଲିଛି ଟଙ୍କା ଗଣତି ; ବ୍ୟାଙ୍କକୁ ଆସୁଛି ନୁଆଁ ବାକ୍ସ, ଟଙ୍କା ଗଣନା ମେସିନ…
ଟିଟିଲାଗଡ଼ : ଟିଟିଲାଗଡ଼ ଠାରେ ଗତ ଚାରି ଦିନ ହେଲା ରିତେଶ ସାହୁଙ୍କ ଦେଶୀ ମଦଭାଟିରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି । ଦ୍ଵିତୀୟ ଶନିବାର ଅବସରରେ ବ୍ୟାଙ୍କର ଛୁଟି ଦିବସ ଥିବା ବେଳେ ଟିଟିଲାଗଡ଼ ଭାରତୀୟ ଷ୍ଟେଟ ବ୍ୟାଙ୍କ ମୁଖ୍ୟ ଶାଖା ଖୋଲା ରହିଛି।…
ଡ୍ରୋନ ମାଧ୍ୟମରେ ସ୍ବାସ୍ଥ୍ୟ ସେବା ଅନୁଧ୍ୟାନ କଲେ ଜାତିସଂଘ ଅଧିକାରୀ…
ଫୁଲବାଣୀ: ଦେଶର ପ୍ରଥମ ଜିଲା ହିସାବରେ କନ୍ଧମାଳ ଜିଲାରେ ଲାଗୁ କରାଯାଇଛି ଡ୍ରୋନ ମାଧ୍ୟମରେ ସ୍ବାସ୍ଥ୍ୟ ସେବା ଯୋଜନା। ଜିଲାର ବିଭିନ୍ନ ଦୁର୍ଗମ ଅଞ୍ଚଳଗୁଡ଼ିକୁ ଅତ୍ୟାଧୁନିକ ଡ୍ରୋନ ଦ୍ବାରା ଜରୁରୀ କାଳୀନ ସେବା ଯୋଗାଇ ଦିଆଯାଉଛି। ଷ୍ଟାର୍ଟ ଅପ କମ୍ପାନୀ ରେଡ…
ଟ୍ରେନ୍ଲାଇନ୍ରେ କଟି ସିଗ୍ନାଲ୍ ଯନ୍ତ୍ରୀଙ୍କ ଜୀବନ ଗଲା…
ନୂଆପଡ଼ା,୮ା୧୨: ନୂଆପଡ଼ା ରେଳଷ୍ଟେଶନର ସିଗ୍ନାଲ୍ରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମରାମତି ପାଇଁ ସିଗ୍ନାଲ୍ ଯନ୍ତ୍ରୀ ଅନୁପ ରୟ(୨୮) ଗୁରୁବାର ରାତିରେ ଷ୍ଟେଶନରେ ପହଞ୍ଚିଥିଲେ। ମରାମତି କାର୍ଯ୍ୟ ସାରି ଲଖନା ଫେରୁଥିବା ବେଳେ ରେଳ ଲାଇନ୍ର ଗୋଡ଼ ଫସି ଯାଇଥିଲା।…
ଓଡ଼ିଶାରେ ବଢ଼ିବ ଶୀତର ପ୍ରକୋପ; ୩ ରୁ ୫ ଡିଗ୍ରୀ ପାରଦ ଖସିବା ପୂର୍ବାନୁମାନ
ଭୁବନେଶ୍ୱର, ୯।୧୨: ସାମୁଦ୍ରିକ ଝଡ଼ ମିଗ୍ଜୋମ୍ ଅପସରି ଯାଇଥିବାବେଳେ ତାପମାତ୍ରା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଆସନ୍ତା ୨ରୁ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ…
ଜୟପୁରରେ ଟ୍ରକ୍ ଟର୍ମିନାଲ ନିର୍ମାଣ ପାଇଁ ଉଠିଲା ଦାବି…
ଜୟପୁର: ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ୩୦୦ କୋଟି ଟଙ୍କା ଖର୍ଚ୍ଚ କରି ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଅନୁଗୁଳ, ବାଲେଶ୍ବର, ଭଦ୍ରକ, ନବରଙ୍ଗପୁର, ଯାଜପୁର, ବ୍ରହ୍ମପୁର, କେନ୍ଦୁଝର ଓ ଜଗତସିଂହପୁରରେ ଟ୍ରକ୍ ଟର୍ମିନାଲ ନିର୍ମାଣ ପାଇଁ ଯୋଜନା କରିଛି। ତେବେ ଅବିଭକ୍ତ…
ଯବାନଙ୍କୁ ଆକ୍ରମଣ ଓ ହତ୍ୟା ଘଟଣାରେ ୫ ଗିରଫ
ଛତ୍ରପୁର: ଗଞ୍ଜାମ ଜିଲ୍ଲା ଚମାଖଣ୍ତି ଥାନା ଅନ୍ତର୍ଗତ କାଳିପଲ୍ଲୀ ଗ୍ରାମର ସେନା ଯବାନ ଜେ.ଡିଲେଶ୍ବର ପାତ୍ରଙ୍କୁ ସଂଘବଦ୍ଧ ଆକ୍ରମଣ ଓ ହତ୍ୟା ଘଟଣାରେ ପୁଲିସ ୫ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ କାଳିପଲ୍ଲୀ ଗ୍ରାମର ସିଏଚ୍.ଶେଖର ପାତ୍ର(୨୩), ଜେ.କଲ୍ୟାଣୀ…
ଭୁଶୁଡିଲା ଓପିଜିସି ପାଉଁଶ ପୋଖରୀ…
ଝାରସୁଗଡ଼ା: ଭୁଶୁଡି ପାଉଁଶ ପୋଖରୀ | ଝାରସୁଗୁଡା ଜିଲ୍ଲା ଇବ ଥର୍ମାଲସ୍ଥିତ ଓପିଜିସିର ପାଉଁଶ ପୋଖରୀ ଆଜି ସକାଳୁ ଭୁଶୁଡି ପଡିଛି | ମିଳିଥିବା ସୂଚନା ମୁତାବକ ପାଉଁଶ ପୋଖରୀରେ ୨୦ ଫୁଟ ଚଉଡ଼ାର ଘାଇ ସୃଷ୍ଟି ହେବା ପରେ ପାଉଁଶ ସ୍ଲରି ନିକଟସ୍ଥ ଗାଁ ସରଧାପାଲିକୁ…
ବେନାମୀ ଧନର ମୂଳ ଉତ୍ସ କେଉଁଠି… ?
ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେଲା ଆୟକର ବିଭାଗ କୋଟି କୋଟି ଟଙ୍କା ଜବତ କରୁଥିବାବେଳେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ | ସେ ଟ୍ୱିଟ କରି ଲେଖିଛନ୍ତି ଯେ ଓଡ଼ିଶାରେ କିଛି ଦିନ ହେବ ଗଣମାଧ୍ୟମରେ ଶହ ଶହ କୋଟି ଟଙ୍କା…
ମଦ ବେପାରୀଙ୍କ ଘରେ ଚତୁର୍ଥ ଦିନରେ ଆୟକର ଚଢ଼ାଉ…
ସୁନ୍ଦରଗଡ଼: ସୁନ୍ଦରଗଡ଼ର ମଦ ବ୍ୟବସାୟୀ ରାଜକିଶୋର ଜୟସ୍ୱାଲଙ୍କ ଘରେ ଆଜି ଚତୁର୍ଥ ଦିନରେ ଆୟକର ବିଭାଗ ଚଢାଉ କରିଛି। ୨ ଦିନ ତଳେ ଟଙ୍କା ଭର୍ତ୍ତି ଟ୍ରଙ୍କ ଓ ଗୁଡାଏ ଦସ୍ତାବିଜ୍ ଜବତ କରିଥିବା ଆୟକର ଟିମ୍ ଆଜି ପୁଣି ଘରେ ପହଞ୍ଚି ତଲାସି ଚଲାଇଛି। ଝାଡ଼ଖଣ୍ଡ ସାଂସଦ ଧୀରଜ…
ଓଡ଼ିଶାରେ ଟଙ୍କାର ପାହାଡ଼, ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ବିଜେପି ସଭାପତି…
ଭୁବନେଶ୍ବର: ଆୟକର ବିଭାଗ ଦ୍ବାରା ଚଢ଼ଉ କରାଯାଇ ରାଜ୍ୟର ବିଭିନ୍ନ ସ୍ଥାନରେ କୋଟିକୋଟି ଟଙ୍କା ଜବତ କରାଯିବା ଘଟଣାକୁ ନେଇ ବିଜେପି ସଭାପତି ମନମୋହନ ସାମଲ କ୍ଷୋଭ ପ୍ରକାଶ କରିଛନ୍ତି। ସାମ୍ବାଦିକ ସମ୍ମିଳନୀରେ ଶନିବାର ଅପରାହ୍ଣରେ ସେ ରାଜ୍ୟ ସରକାରଙ୍କୁ ଟାର୍ଗେଟ…