Sign in
Sign in
Recover your password.
A password will be e-mailed to you.
ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜୋନାଲସ୍ତରୀୟ କବାଡି ପ୍ରତିଯୋଗୀତା ଉଦଘାଟିତ
ଫୁଲବାଣୀ : ଉଚ୍ଚ ମାଧ୍ଯମିକ ଶିକ୍ଷା ପରିଷଦ ଓଡିଶା ତରଫରୁ ସ୍ଥାନୀୟ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଶଙ୍କରାଖୋଲ ପରିସରରେ ଜୋନାଲ ସ୍ତରୀୟ ଅନ୍ତଃ ମାଧ୍ଯମିକ ବିଦ୍ୟାଳୟ କବାଡି ପ୍ରତିଯୋଗିତା ଅନିଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଶ୍ରୀଯୁକ୍ତ ରଦନ ମଲ୍ଲିକ ସ୍ବତନ୍ତ୍ର ଉନ୍ନୟନ ପରିଷଦ!-->…
ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କଲେ ମନ୍ତ୍ରୀ ଉଷାଦେବୀ…
ଚିକିଟୀ : ଆଜି ସ୍ଥାନୀୟ ବିଧାୟିକା ତଥା ରାଜ୍ୟ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷାଦେବୀ ଚିକିଟୀ ବିଜ୍ଞାପିତ ଅଞ୍ଚଳ ପରିଷଦ ମଧ୍ୟରେ ବିଭିନ୍ନ ପ୍ରକଳ୍ପ ର ଉଦ୍ଘାଟନ କରିଥିଲେ। ସେଥି ମଧ୍ୟରୁ ଚିକିଟୀ ଗଡ ଗୁଣ୍ଡିଚା ମନ୍ଦିର ନିକଟରେ ବାଉରୀ ସାହି କଲ୍ଯାଣ ମଣ୍ଡପ ୩୬ ଲକ୍ଷ, ଚିକିଟୀ!-->…
ଓଡ଼ିଶାରୁ ଶହଶହ କୋଟି ମିଳିବା ଘଟଣା: କଡ଼ାଗଣ୍ଡା ଆଦାୟ ହେବ କହିଲେ ମୋଦି
ଝାରଖଣ୍ଡରୁ ରାଜ୍ୟସଭାକୁ ଯାଇଥିବା ସାଂସଦ ଧୀରଜ ସାହୁଙ୍କ ୧୦ ଠିକଣାରେ ଆୟକର ରେଡ ଜାରି ରହିଛି। ଓଡ଼ିଶାର ବିଭିନ୍ନ ସ୍ଥାନରେ ଆୟକର ବିଭାଗ ରେଡ୍ କହି ଶହଶହ କୋଟି ଟଙ୍କା ଜବତ କରି ସାରିଲାଣି। ଝାଡ଼ଖଣ୍ଡର ସାହୁ ଫ୍ୟାମିଲି ମାଲିକାନାରେ ଥିବା ବୌଦ୍ଧ ଡିଷ୍ଟିଲେରୀ ଓ…
ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଲାଲଦୁହୋମା…
ଶପଥ ନେଲେ ଲାଲଦୁହୋମା। ମିଜୋରାମ ମୁଖ୍ୟମନ୍ତ୍ରୀ ଭାବେ ଜୋରମ ପିପୁଲ୍ସ ମୁଭମେଣ୍ଟ ମୁଖ୍ୟ ଲାଲଦୁହୋମା ଆଜି ଶପଥ ନେଇଛନ୍ତି। ଦଳର ନବ ନିର୍ବାଚିତ ବିଧାୟକ ଭାନଲାଲୁରୁତା ମଧ୍ୟ ରାଜ ଭବନରେ କ୍ୟାବିନେଟ ମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ଉତ୍ସବରେ…
ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍ଘାଟନ କରିଛନ୍ତି। ଏହି ହସ୍ପିଟାଲ ପ୍ରତିଷ୍ଠା କ୍ଷେତ୍ରରେ କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ…
ସୌରୀନ ଭଟଙ୍କ ବିରୋଧରେ ଜାରି ହେଲା ଏନ ବି ଡବ୍ଲ୍ୟୁ
କଣ୍ଠଶିଳ୍ପୀ ସୌରୀନ ଭଟଙ୍କ ପାଇଁ ବଢ଼ିଲା ଅଡ଼ୁଆ । ସୌରୀନ ଭଟଙ୍କ ବିରୁଦ୍ଧରେ ଜାରି ହେଲା ଏନ ବି ଡବ୍ଲ୍ୟୁ ବା ଜାମିନ ବିହୀନ ଗିରଫ ପରବାନା। ଜାମିନ ବିହୀନ ଗିରଫ ପରୱାନା ପାଇଁ ପୋଲିସ ପକ୍ଷରୁ କୋର୍ଟରେ କରାଯାଇଥିବା ଆବେଦନକୁ ଅନୁମତି ଦେଇଛନ୍ତି କଟକ ଏସ.ଡି.ଯେ.ଏମ…
ବିଜେଡି ଶାସନରେ ଓଡ଼ିଶା ମହିଳାଙ୍କ ପାଇଁ ସୁରକ୍ଷିତ ନୁହେଁ: ଐଶ୍ୱର୍ଯ୍ୟା ବିଶ୍ୱାଳ
ଭୁବନେଶ୍ୱର: ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ବର୍ଷିଛନ୍ତି ମହିଳାମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଡା. ଐଶ୍ୱର୍ଯ୍ୟା ବିଶ୍ୱାଳ। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ରାଜ୍ୟ ସରକାରଙ୍କ…
ମୋଦିଙ୍କୁ କେବେ ଧମକାଇ କିମ୍ବା ଡରାଯାଇ ପାରିବ ନାହିଁ: ପୁଟିନ
ପୁଣି ମୋଦିଙ୍କୁ ପ୍ରଶଂସାରେ ପୋତି ପକାଇଲେ ପୁଟିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟ ଦକ୍ଷତା ଏବଂ ତାଙ୍କ କଠୋର ଆଭିମୁଖ୍ୟକୁ ଭୂରି ଭୂରି ପ୍ରଶଂସା କରିଛନ୍ତି ରୁଷୀୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ମୋଦିଙ୍କୁ କେବେ ଧମକାଇ କିମ୍ବା ଡରାଯାଇ ପାରିବ ନାହିଁ…
ଗାଡି ଚଢ଼ାଇ ହତ୍ୟା ଅଭିଯୋଗରେ ସରପଞ୍ଚଙ୍କ ସମେତ ୩ ଗିରଫ…
ସମ୍ବଲପୁର : ଗାଡି ଚଢ଼ାଇ ହତ୍ୟା ଅଭିଯୋଗରେ ସରପଞ୍ଚଙ୍କ ସମେତ ୩ ଗିରଫ। ଏପରି ବୀଭତ୍ସ ଘଟଣା ସମ୍ୱଲପୁର ଜିଲ୍ଲା ନାକଟିଦେଉଳ ଥାନା ଅଞ୍ଚଳରେ ଘଟିଥିଲା। ଏନେଇ ଅଭିଯୋଗ ହେବା ପରେ ପୁଲିସ ଅଭିଯୁକ୍ତ ସରପଞ୍ଚଙ୍କୁ ଭୁବନେଶ୍ୱରରୁ ଗିରଫ କରିଛି।
ଡିସେମ୍ୱର ୧ ତାରିଖ ସନ୍ଧ୍ୟା ବେଳେ ବାଟଗାଁର…
ହସପିଟାଲ ଓ ଶିକ୍ଷାନୁଷ୍ଠାନରେ ଥରକେ ୫ ଲକ୍ଷ ପର୍ଯ୍ୟନ୍ତ କରିହେବ ୟୁପିଆଇ ପେମେଣ୍ଟ…
ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଶୁକ୍ରବାର ଡାକ୍ତରଖାନା ଓ ଶିକ୍ଷାନୁଷ୍ଠାନଗୁଡ଼ିକ ପାଇଁ ୟୁପିଆଇ ଦେୟ ସୀମା ୧ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ଘୋଷଣା କରିଛି।
ଡିସେମ୍ବର ଦ୍ୱିମାସିକ ମୁଦ୍ରାନୀତି ଘୋଷଣା କରି ରିଜର୍ଭ ବ୍ୟାଙ୍କ…