ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ସମ୍ପୂର୍ଣ୍ଣ ବନ୍ଦ, କଡ଼ାକଡି ହେବ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ

ନୂଆବର୍ଷରୁ ଶ୍ରୀମନ୍ଦିରରେ ପାନ, ଗୁଟ୍‌ଖା ସମ୍ପୂର୍ଣ୍ଣ ବନ୍ଦ ରହିବ। ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ନିୟମ କଡ଼ାକଡି ଲାଗୁ ହେବ। ଦିବ୍ୟାଙ୍ଗ ଭକ୍ତଙ୍କ ପାଇଁ ଉତ୍ତର ଦ୍ୱାରରେ ରାମ୍ପ ବ୍ୟବସ୍ଥା ହେବ। ୩୧ ତାରିଖ ରାତିରେ ଆବଶ୍ୟକ ହେଲେ ରାତ୍ର ପହୁଡ଼ ହେବନି। ଶ୍ରୀମନ୍ଦିର…

ଗାନ୍ଧୀ ଓ ଆମ୍ବେଦକରଙ୍କ ଆତ୍ମା ଆଜି କାନ୍ଦୁଥିବ: ଦାନିଶ

ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କ ବିରୋଧରେ ’କ୍ୟାସ୍‌ ଫର୍‌ କ୍ୱେରି’ ଅଭିଯୋଗ ନେଇ ସଦାଚାର କମିଟି ରିପୋର୍ଟ ଆସିବା ପରେ ତାଙ୍କୁ ଲୋକସଭାରୁ ବହିଷ୍କାର କରାଯାଇଛି। ତେବେ ଏହାକୁ ନେଇ ବିଏସପି ସାଂସଦ ଦାନିଶ ଅଲିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।…

ବ୍ୟାଙ୍କ ଠକେଇ ମାମଲାରେ ସେଣ୍ଟ୍ରାଲ ବ୍ୟାଙ୍କର ୨ ପୂର୍ବତନ ଅଧିକାରୀଙ୍କୁ ଗିରଫ କଲା EOW…

ଭୁବନେଶ୍ବର: ୩ କୋଟି ୩୩ଲକ୍ଷ ଟଙ୍କାରେ ବ୍ୟାଙ୍କ ଠକେଇ ମାମଲାରେ ଦୁଇ ଗିରଫ। ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର ଦୁଇ ପୂର୍ବତନ କର୍ମଚାରୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚର ଅର୍ଥନେତିକ ଅପରାଧ ଶାଖା। ସେଣ୍ଟ୍ରାଲ ବ୍ୟାଙ୍କ ଅଫ ଇଣ୍ଡିଆର କଟକ ଭଦ୍ରେଶ୍ବର ଶାଖାର…

ଭୁଲରେ ମହିଳାଙ୍କ ମୁଣ୍ଡକୁ ଗୁଳି ମାରି ଦେଲେ ପୁଲିସ୍‌ ବାବୁ…

ଉତ୍ତର ପ୍ରଦେଶର ଅଲିଗଡ଼ ସ୍ଥିତ ଗୋଟିଏ ପୁଲିସ୍‌ ଷ୍ଟେସନରେ ବଡ଼ ଅଘଟଣ ଘଟିଛି। ପାସପୋର୍ଟ ଭେରିଫିକେସନ ପାଇଁ ଯାଇଥିବା ମହିଳାଙ୍କ ମୁଣ୍ଡକୁ ଗୁଳି ମାରି ଦେଇଛନ୍ତି ପୁଲିସ୍‌ ବାବୁ। ସବ ଇନସପେକ୍ଟର ମନୋଜ ଶର୍ମା ନିଜ ସର୍ଭିସ ପିସ୍ତଲ ସଜାଡ଼ୁ ଥିବା ବେଳେ ଏଥରୁ ଗୁଳି ବାହାରି…

ଫସଲ ଅମଳ ପରେ ଚାଷ ଜମିରେ ପାଳ ପୋଡନ୍ତୁ ନାହିଁ: ଏନସିନଏଫ୍

ଭୁବନେଶ୍ବର: ଦିଲ୍ଲୀରେ ବୃଦ୍ଧି ପାଉଥିବା ପ୍ରଦୂଷଣ ଓ ଚାଷ ଜମିରେ ହ୍ରାସ ପାଉଥିବା ଉର୍ବରତା କୁ ଦୃଷ୍ଟିରେ ରଖି ଓଡିଶାରେ ଯେପରି ଏହି ଅବସ୍ଥା ସୃଷ୍ଟି ନହୁଏ ସେନେଇ ଚାଷ ବିଶେଷଜ୍ଞ ମାନେ ତତ୍ପରତା ଦେଖାଇଛନ୍ତି । ରାଜ୍ୟରେ ଏବେ ଧାନ ଫସଲ କାଟି ଅମଳ କରିବାର ସମୟ…

୩ ରାଜ୍ୟକୁ ୯ ପର୍ଯ୍ୟବେକ୍ଷକ ପଠାଇଲା ବିଜେପି…

ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ ବିଜେପି ବିପୁଳ ବିଜୟ ହାସଲ କରିଥିଲେ ମଧ୍ୟ ବର୍ତ୍ତମାନ ସୁଦ୍ଧା ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ସ୍ପଷ୍ଟ ହୋଇନାହିଁ। ତେବେ ଏହାରି ଭିତରେ ମୁଖ୍ୟମନ୍ତ୍ରୀ ନାମ ଘୋଷଣା କରିବା ପୂର୍ବରୁ ଭାରତୀୟ ଜନତା ପାର୍ଟି…

ପ୍ରତିବାଦ ସଭା ପୂର୍ବରୁ ଭଦ୍ରକ ମଦିନା ମୈଦାନରେ ୧୪୪ ଧାରା ଜାରି…

ଭଦ୍ରକ: ପ୍ରତିବାଦ ସଭା ପୂର୍ବରୁ ୧୪୪ ଧାରା ଜାରି। ଭଦ୍ରକ ପୁରୁଣା ବଜାର ଥାନାର ମଦିନା ମୈଦାନ ନିକଟରେ ଜାରି ହୋଇଛି ୧୪୪ ଧାରା। ସମ୍ଭାବ୍ୟ ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ୧୪୪ ଧାରା ଜାରି କରିଛନ୍ତି ଭଦ୍ରକ ଉପଜିଲ୍ଲାପାଳ। ଆଜି ସକାଳ ୧୧ଟା ଠାରୁ ଆସନ୍ତା କାଲି ସକାଳ ୬ଟା…

ଜାନୁଆରୀ ୧୬ରୁ ରାମଲଲାଙ୍କ ମହାପୂଜନ କାର୍ଯ୍ୟକ୍ରମ, ଜାନୁଆରୀ ୨୨ରେ ପ୍ରାଣ ପ୍ରତିଷ୍ଠା

ଅଯୋଧ୍ୟାର ଭବ୍ୟ ରାମମନ୍ଦିରରେ ଆସନ୍ତା ଜାନୁଆରୀ ୨୨ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା ନୀତିକାନ୍ତି କରିବେ। କିନ୍ତୁ ଏହାପୂର୍ବରୁ ରାମଲଲାଙ୍କ ମହାପୂଜନ ନୀତିକାନ୍ତି ଆରମ୍ଭ ହେବ। ଜାନୁଆରୀ ୧୬ରୁ ନୀତିକାନ୍ତି ଆରମ୍ଭ ହେବ ବୋଲି ଆଜି…

ଅବସରପ୍ରାପ୍ତ ଜଜଙ୍କ ଘରୁ ଲୁଟ୍‌…

ଭୁବନେଶ୍ବର: ଦିନକୁ ଦିନ ଅସୁରକ୍ଷିତ ମଣୁଛନ୍ତି ରାଜଧାନୀବାସୀ। ଅନାୟସରେ ଘରେ ପଶି ଲୁଟ୍‌ପାଟ୍‌ କରି ଚମ୍ପଟ ମାରୁଛନ୍ତି। ହେଲେ କମିଶନରେଟ୍‌ ପୁଲିସ୍‌ ଅସହାୟ। ରାଜଧାନୀର କୁହାଳିଆ ପୁଲିସକୁ ଖୋଲା ଚ୍ୟାଲେଞ୍ଚ ଦେଇ ଦୁର୍ବୃତ୍ତମାନେ ଗୁରୁବାର ବିଳମ୍ୱିତ ରାତିରେ…

ମହମବତୀ କାରଖାନାରେ ଅଗ୍ନିକାଣ୍ଡ, ୬ ଜଣ ଜୀବନ୍ତ ଦଗ୍ଧ…

ମୁମ୍ବାଇ: ମହାରାଷ୍ଟ୍ରର ପୁଣେ ନିକଟସ୍ଥ ପିମ୍ପରୀ-ଚିଞ୍ଚୱାଡ ସହରର ତାଲାୱାଡ ଅଞ୍ଚଳରେ ଥିବା ଏକ ମହମବତୀ ତିଆରି କାରଖାନାରେ ଅଗ୍ନିକାଣ୍ଡ ଘଟି ୭ ଜଣ ଜୀବନ୍ତ ଦଗ୍ଧ ହୋଇ ମୃତ୍ୟୁବରଣ କରିଛନ୍ତି । ପିମ୍ପରୀ-ଚିଞ୍ଚୱାଡ ମ୍ୟୁନିସିପାଲିଟି କମିଶନର ଶେଖର ସିଂହ କହିଛନ୍ତି ଯେ…