ଭୁବନେଶ୍ୱର ଏୟାରପୋର୍ଟରୁ ୫ କୋଟିର ମାରିଜୁଆନା ଜବତ କଲା ଡିଆରଆଇ ଓ କଷ୍ଟମ ବିଭାଗ

ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପୁଣି ମାରିଜୁଆନା ଜବତ ହୋଇଛି । ବ୍ୟାଙ୍କକ୍‌ରୁ ଭୁବନେଶ୍ୱର ଚାଲାଣ ବେଳେ ବିପୁଳ ପରିମାଣର ମାରିଜୁଆନ ଜବତ କରିଛି ଡିଆରଆଇ ଓ କଷ୍ଟମ ବିଭାଗ । ବ୍ୟାଙ୍କକ୍‌ ରୁ ଆସୁଥିବା ଜଣେ ଯାତ୍ରୀଙ୍କ ଉପରେ ସନ୍ଦେହ ହେବାରୁ…

ସହରାଞ୍ଚଳରେ ବଡ଼ ଡ୍ରେନ୍‌ କଡ଼ରେ ହେବ ବ୍ୟାରିକେଡ୍: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଏବେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା । ଏହି ସମୟରେ ସହରାଞ୍ଚଳରେ ଥିବା ବିଭିନ୍ନ ନାଳର ମରାମତି କାମ ସହ ପଙ୍କ ଉଦ୍ଧାର ଏବଂ ସଫେଇ କାର୍ଯ୍ୟ ପ୍ରାୟ ଶେଷ ହୋଇଛି । ସହରାଞ୍ଚଳରେ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ବଡ଼ ବଡ଼ ଡ୍ରେନ୍‌ କଡ଼ରେ ସୁରକ୍ଷା ବ୍ୟାରିକେଡ୍‌ ବ୍ୟବସ୍ଥା…

ଶିଶୁ ବାଟିକା ପାଇଁ ରାଜ୍ୟରେ ନିଯୁକ୍ତ ହେବେ ୭୨୩୪ ଶିକ୍ଷକ

ଭୁବନେଶ୍ୱର: ଗତ ଶିକ୍ଷା ବର୍ଷରୁ ରାଜ୍ୟରେ ଲାଗୁ ହୋଇଥିଲା ଶିଶୁ ବାଟିକା। ରାଜ୍ୟର ୪୫ ହଜାର ସ୍କୁଲରେ ଆରମ୍ଭ ହୋଇଛି ଶିଶୁ ବାଟିକା ଶ୍ରେଣୀ । ଅଙ୍ଗନବାଡ଼ିରୁ ସିଧା ପ୍ରଥମ ଶ୍ରେଣୀ ନୁହେଁ ଶିଶୁବାଟିକାରେ ନାମ ଲେଖାଇଥିଲେ ଛାତ୍ରଛାତ୍ରୀ । ପ୍ରାଥମିକ ପର୍ଯ୍ୟାୟରେ ସରକାର ଶିଶୁଙ୍କ ଯତ୍ନ…

ଜଳ, ଜମି, ଜଙ୍ଗଲ ଓ ବନ୍ୟଜନ୍ତୁର ସୁରକ୍ଷା ହିଁ ମାନବ ସଭ୍ୟତାର ସୁରକ୍ଷା…

ଭେଷଜ ପଟେଲ ମହାବିଦ୍ୟାଳୟରେ ୭୭ତମ ବନ ମହୋତ୍ସବ ପାଳିତ; ବୃକ୍ଷରୋପଣ ସହ ପରିବେଶ ସୁରକ୍ଷାର ଶପଥ ନେଲେ ଛାତ୍ରଛାତ୍ରୀସୁନ୍ଦରଗଡ - ବର୍ତ୍ତମାନ ସମୟରେ ଜଳବାୟୁ ପରିବର୍ତ୍ତନ, ବନକ୍ଷୟ, ଜୈବ ବିବିଧତାର ହ୍ରାସ ଓ ବଢୁଥିବା ପରିବେଶ ପ୍ରଦୂଷଣ ସମଗ୍ର ବିଶ୍ୱ ପାଇଁ ଏକ ଗମ୍ଭୀର ଆହ୍ୱାନ ସୃଷ୍ଟି…

ଅଗ୍ନିବୀର ନିଯୁକ୍ତି ପାଇଁ ପରିବର୍ତ୍ତନ ହେବ ନିୟମ, ବଢ଼ିବ ସ୍ଥାୟୀ କୋଟା

ନୂଆଦିଲ୍ଲୀ : ଭାରତୀୟ ସେନା, ବାୟୁସେନା ଏବଂ ନୌସେନାରେ ଯୋଗ ଦେଇ ଦେଶ ସେବା କରିବାକୁ ଚାହୁଁଥିବା ଯୁବକମାନଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଅଗ୍ନିବୀର ନିଯୁକ୍ତି ପାଇଁ ନିୟମ ପରିବର୍ତ୍ତନ ହେବାକୁ ଯାଉଛି ଏବଂ ଅଗ୍ନିବୀରମାନେ ଖୁସି ଖବର ପାଇବାକୁ ଯାଉଛନ୍ତି। ସେନା, ବାୟୁସେନା ଏବଂ…

ଶ୍ରୀଲଙ୍କା ଜେଲରେ ଗୋଷ୍ଠୀ ସଂଘର୍ଷ: ୨୫ କଏଦୀ ମୃତ, ୧୦୦ ଆହତ

କଲମ୍ବୋ: ଶ୍ରୀଲଙ୍କାରୁ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସୁଛି। ନେଗୋମ୍ବୋର ଏକ ଜେଲରେ କଏଦୀଙ୍କ ଦୁଇ ଗୋଷ୍ଠୀ ମଧ୍ୟରେ ଏକ ହିଂସାତ୍ମକ ସଂଘର୍ଷ ଘଟିଛି। ଏହି ରକ୍ତାକ୍ତ ସଂଘର୍ଷରେ ଚାରି ଜଣ ଜେଲରକ୍ଷୀଙ୍କ ସମେତ ୨୫ ଜଣ କଏଦୀଙ୍କ ମୃତ୍ୟୁ ଘଟିଛି। ଏହାସହ ୧୦୦ ରୁ ଅଧିକ ଗୁରୁତର ଆହତ…

୩ ଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଇଣ୍ଡୋନେସିଆ, ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲ୍ୟାଣ୍ଡକୁ ତ୍ରିପାକ୍ଷିକ ଗସ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ଏହି ଗସ୍ତ ଭାରତର ପୂର୍ବରେ କାର୍ଯ୍ୟ କରିବା ନୀତି, ମହାସାଗର…

ପ୍ରବଳ ବର୍ଷା ଯୋଗୁ ମୁମ୍ବାଇରେ ଭୂସ୍ଖଳନ, ଓ୍ବାର୍କ ଫ୍ରମ ହୋମ ପାଇଁ ପରାମର୍ଶ, ଏଯାଏଁ ୧୩ ମୃତ

ମୁମ୍ବାଇ : ମହାରାଷ୍ଟ୍ରରେ ଲଗାତାର ହେଉଥିବା ପ୍ରବଳ ବର୍ଷା ଯୋଗୁଁ ଜନଜବୀନ ଅସ୍ତବ୍ୟସ୍ତ ହୋଇପଡିଛି । ମୁମ୍ବାଇର ଦୁଇଟି ସ୍ଥାନରେ ଭୂସ୍ଖଳନ ହୋଇଛି । ଲୋକମାନେ ଭଗ୍ନାବଶେଷ ତଳେ ଫସି ରହିଛନ୍ତି। ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମକୁ ପଠାଯାଇଛି । ମୁମ୍ବାଇ-ପୁଣେ ଏକ୍ସପ୍ରେସୱେ ଏବଂ…

କିସ୍ତୱାର ଓ ଡୋଡାରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ, ଦବିଲା ଅନେକ ଗାଡ଼ି

ଜମ୍ମୁ କଶ୍ମୀର : ଜମ୍ମୁ କଶ୍ମୀର କିସ୍ତୱାର ଏବଂ ଡୋଡା ଜିଲ୍ଲାରେ ବନ୍ୟା ସ୍ଥିତି । ପ୍ରବଳ ବର୍ଷା ଯୋଗୁଁ ଅନେକ ଅଞ୍ଚଳରେ ଭୂସ୍ଖଳନ ହୋଇଛି । କିସ୍ତୱାରରେ କ୍ବାର ପାଓ୍ବର ପ୍ରୋଜେକ୍ଟ ନିକଟରେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇଛି । ଭୂସ୍ଖଳନ ଯୋଗୁଁ ଅନେକ ଗାଡ଼ି ଦବିଯାଇଛି । ଅନେକ…

ନାଟୋ ସମ୍ମିଳନୀ ପୂର୍ବରୁ କିଭ୍ ଉପରେ ରୁଷର ଆକ୍ରମଣ , ୮ ମୃତ

ନୂଆଦିଲ୍ଲୀ : ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ବୁଝାମଣା ହେବା ପରେ ସ୍ଥିତି କିଛିଟା ଶାନ୍ତିପୂର୍ଣ୍ଣ ରହିଛି । କିନ୍ତୁ ରୁଷ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି ଜାରି ରହିଛି । ଉଭୟ ଦେଶ ପରସ୍ପର ଉପରେ ଲଗାତାର ଆକ୍ରମଣ କରୁଛନ୍ତି । ଜୁଲାଇ ୭ ରେ ହେବାକୁ…