ଆମ ସେନା ଜିତିଥିଲେ ବି ନେହରୁଙ୍କ ଭୁଲରୁ ପିଓକେ ସୃଷ୍ଟି ହେଲା : ଅମିତ ଶାହା

ନୂଆଦିଲ୍ଲୀ: ଲୋକସଭାରେ ବୁଧବାର ଜମ୍ମୁ-କଶ୍ମୀର ସଂରକ୍ଷଣ (ସଂଶୋଧନ) ବିଲ୍ ୨୦୨୩ ଏବଂ ଜମ୍ମୁ-କଶ୍ମୀର ପୁନର୍ଗଠନ ବିଲ୍ ୨୦୨୩ ଉପରେ ଆଲୋଚନା ବେଳେ କଂଗ୍ରେସ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଜଓ୍ବାହରଲାଲ ନେହରୁଙ୍କୁ ଟାର୍ଗେଟ କରିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ନେହରୁଙ୍କ…

ହାତୀ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୬ ଲକ୍ଷ, ଖୋଲାଯିବ ‘ହାତୀ ପାଠଶାଳା’…

ଭୁବନେଶ୍ୱର: ଦିନକୁ ଦିନ ହାତୀ ମଣିଷ ଲଢେଇ ତୀବ୍ରତର ହେଉଛି । ଏହି ଲଢେଇରେ ବହୁ ମଣିଷଙ୍କ ଜୀବନ ସହ ବିଲବାଡ଼ି ସମ୍ପତ୍ତି ନଷ୍ଟ ହେଉଛି । ମଣିଷ ପ୍ରତିଶୋଧ ପରାୟଣ ହୋଇ ବହୁ ସମୟରେ ହାତୀକୁ ଆକ୍ରମଣ କରୁଛି । ଏଭଳି ସବୁ ଘଟଣା ଜଙ୍ଗଲ ନଷ୍ଟ ଓ ସଚେତନତା ଅଭାବରୁ…

‘ଗୋମୂତ୍ର’ ବୟାନକୁ ନେଇ ବଢ଼ିଲା ବିବାଦ, କ୍ଷମା ମାଗିଲେ ଡିଏମ୍‌କେ ସାଂସଦ

ହିନ୍ଦୀ ହାର୍ଟ ଲ୍ୟାଣ୍ଡ ରାଜ୍ୟକୁ ଗୋମୂତ୍ର ରାଜ୍ୟ କହି ପରିହାସ କଲେ। ବିବାଦ ବଢ଼ିବା ପରେ ଏବେ କ୍ଷମା ମାଗିଲେ। ବୁଧବାର ସଂସଦରେ ଡିଏମ୍‌କେ ସାଂସଦ ସେନ୍ଥିଲକୁମାର ନିଜ ଦେଇଥିବା ବୟାନକୁ ଫେରାଇ ନେଇଛନ୍ତି। ଏଥିସହ ସମସ୍ତଙ୍କ ସାମ୍ନାରେ ସେ କ୍ଷମା ମାଗିଛନ୍ତି। ଛତିଶଗଡ଼,…

ମଙ୍ଗୁ ମଠର ସ୍ଥିତି ଅନୁଧ୍ୟାନ କଲେ ଜାତୀୟ ସଂଖ୍ୟାଲଘୁ କମିଶନ…

ପୁରୀ: ପୁରୀରେ ଜାତୀୟ ସଂଖ୍ୟାଲଘୁ କମିଶନ ଅଧ୍ୟକ୍ଷ । ମଙ୍ଗୁ ମଠ ପ୍ରସଙ୍ଗରେ ଜାତୀୟ ସଂଖ୍ୟାଲଘୁ କମିଶନ ଅଧକ୍ଷ ସର୍ଦ୍ଦାର ଇକବାଲ ସିଂ ଲାଲପୁରାଙ୍କ ସହ ଆଜି ଜିଲ୍ଲା ପ୍ରଶାସନର ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୁରୁଦ୍ୱାର କମିଟିର ୧୦ ଜଣିଆ ପ୍ରତିନିଧିମଣ୍ଡଳୀ…

ଲସ୍କର୍‌ ଆତଙ୍କବାଦୀ ହଞ୍ଜ୍‌ଲା ଆଦ୍‌ନାନ୍‌ କୁ ପାକିସ୍ତାନରେ ଗୁଳି କରି ହତ୍ୟା

ଟଳିଲା ଉଧମପୁର ଆତଙ୍କବାଦର ଆକ୍ରମଣର ମାଷ୍ଟର ମାଇଣ୍ଡ। ‘ଲସ୍କର୍‌-ଏ-ତୋଇବା’ର ଆତଙ୍କବାଦୀ ଆଦ୍‌ନାନା ଅହମ୍ମଦ ହଞ୍ଜଲାକୁ ପାକିସ୍ତାନର କରାଚୀରେ ଅଜ୍ଞାତ ବନ୍ଧୁକଧାରୀମାନେ ଗୁଳି ମାରି ହତ୍ୟା କରିଥିବା ଜଣାପଡିଛି। ୨୦୧୫ରେ ଜମ୍ମୁ କଶ୍ମୀର ଉଧମପୁରରେ ସେନା ଗାଡ଼ି…

ମୟୂରଭଞ୍ଜ ଜିଲ୍ଲା ଯଶିପୁର ଗୋଷ୍ଠୀ ଶିକ୍ଷାଧିକାରୀ ନିଲମ୍ବିତ…

ବାରିପଦା: ମୟୂରଭଞ୍ଜ ଜିଲ୍ଲା ଯଶିପୁର ଗୋଷ୍ଠୀ ଶିକ୍ଷାଧିକାରୀ ନିଲମ୍ବିତ । ଶିକ୍ଷାଧିକାରୀ ମଙ୍ଗଳ ଚନ୍ଦ୍ରସିଂଙ୍କୁ ନିଲମ୍ବନ କଲେ ଶିକ୍ଷା ସଚିବ। ତାଙ୍କ ନାଁ ରେ ବିଭିନ୍ନ ପ୍ରକାର ଅଭିଯୋଗ ଥିଲା । ନିଜେ ଶିକ୍ଷା ସଚିବ ଯଶିପୁର ଗସ୍ତକରି ତଦନ୍ତ କରି ଫେରିଥିଲେ । ବେଆଇନ ଭାବରେ…

ମି‌ଜୋରାମ୍‌ର ସର୍ବକନିଷ୍ଠା ବିଧାୟିକା ‘ଟିଭି ଆଙ୍କର୍‌’ ବେରିଲ୍‌ ବନ୍ନେଇସାଙ୍ଗୀ

ଆଇଜୋଲ୍‌: ଚଳିତ ମିଜୋରାମ୍‌ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିବା ବିଧାୟକ/ବିଧାୟିକାମାନଙ୍କ ମଧ୍ୟରେ ଉଲ୍ଲେଖଯୋଗ୍ୟସଂଖ୍ୟକ ‘ଇନ୍‌ଷ୍ଟାଗ୍ରାମ୍‌’ ଫଲୋୟର୍ସ ଥିବା ‘ଟିଭି ଆଙ୍କର୍‌’ ବେରିଲ୍‌ ବନ୍ନେଇସାଙ୍ଗୀ ରାଜ୍ୟର ସର୍ବକିନିଷ୍ଠ ବିଧାୟିକା ହେବାର ଗୌରବ ଅର୍ଜନ…

ଘରେ ପଶି ମହିଳାଙ୍କୁ ଗୁଳିମାଡ, ଦୁର୍ବୁତ୍ତ ଫେରାର୍

ନୀଳଗିରି : ଘରେ ପଶି ମହିଳାଙ୍କୁ ଗୁଳିମାଡ କଲେ ଅଜଣା ଦୁର୍ବୁତ୍ତ । ଏମିତି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ବର ଜିଲ୍ଲା ରାଇପାଳ ଗାଁରେ । ମହିଳା ଜଣକ ରାତିରେ ଘରେ ଶୋଇଥିବାବେଳେ କିଛି ଅଜଣା ଦୁର୍ବୁତ୍ତ ଆସି ଗୁଳି ମାଡ କରିଛନ୍ତି । ମହିଳା…

ସୁଖଦେବ ସିଂହ ଗୋଗାମେଡି ହତ୍ୟା ଘଟଣା; ଗୁଳି ମାଡ଼ କରିଥିବା ଦୁଇ ଯୁବକ ଚିହ୍ନଟ…

କର୍ଣ୍ଣି ସେନା ଅଧ୍ୟକ୍ଷ ସୁଖଦେବ ସିଂ ଗୋଗାମେଡିଙ୍କୁ ଗୁଳି କରି ହତ୍ୟା କରାଯିବା ଘଟଣାରେ ଅଶାନ୍ତ ହୋଇ ଉଠିଛି ରାଜସ୍ଥାନ । ଏହା ପ୍ରତିବାଦରେ ଆଜି ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ଏହି ହତ୍ୟାକାଣ୍ଡ ପଛରେ ଦୁର୍ଦ୍ଦାନ୍ତ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇ…

ଆୟକର ଫାଙ୍କି ଅଭିଯୋଗରେ ଚଢାଉ: ୧୪ଟି ସ୍ଥାନରେ IT ରେଡ୍…

ବୌଦ୍ଧ: ଆୟକର ଫାଙ୍କି ଅଭିଯୋଗରେ ଚଢାଉ। ୧୪ଟି ସ୍ଥାନରେ ଚାଲିଛି ବଡ଼ ଧରଣର IT ରେଡ୍। ବୌଦ୍ଧ ରାମ୍ଭିକଟା ଗାଁ ନିକଟରେ ଥିବା ଡିଷ୍ଟିଲେରି ପ୍ରାଇଭେଟ୍ ଲିମିଟେଡ୍ ସଂସ୍ଥା ଉପରେ ଚଢ଼ାଉ କରାଯାଇଛି। ଆୟକର ଫାଙ୍କି ଅଭିଯୋଗ ରେ ଭୋର ପ୍ରାୟ ୪ଘଣ୍ଟା ସମୟରୁ ଚଢାଉ ଜାରି ରହିଛି । ଚଢାଉରେ…