ହିଞ୍ଜିଳିକାଟୁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର…

ହିଞ୍ଜିଳିକାଟୁ ୫/୧୨: ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ପରିସରଠାରେ ମଙ୍ଗଳବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ହିଞ୍ଜିଳିକାଟୁ ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠି, ବିଡିଓ ସୁବ୍ରତ କୁମାର ଜେନା, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ

ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ମୋହର…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର

ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପ ନବୀକରଣ ପାଇଁ ୬୫ କୋଟି ମଂଜୁର

ଭୁବନେଶ୍ବର : ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପର ହେବ ନବୀକରଣ। ଏହି ଏୟାରଷ୍ଟ୍ରୀପର ଆଧୁନିକୀକରଣ ଯୋଜନାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥି ସହିତ ତୁଷୁରା ଏୟାରଷ୍ଟ୍ରୀପର ନବୀକରଣ ପାଇଁ ୬୫ କୋଟି ଟଙ୍କା ମଧ୍ୟ ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ।

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର…

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର। ୨୦୨୨ ମସିହାରେ ଦେଶରେ ସର୍ବାଗ୍ରେ ରହିଛି ଓଡିଶା। ଏନସିଆରବି ତଥ୍ୟ ଅନୁଯାୟୀ ଓଡ଼ିଶାରେ ସର୍ବାଧିକ ମାମଲା ରୁଜ୍ଜୁ ହୋଇଛି। ସାରା ଦେଶରେ ୨୦୨୨ ମସିହାରେ ୩୭୨ଟି ଡିଏ ( ଆୟ ବର୍ହିଭୁତ ସମ୍ପତ୍ତି ଠୁଳ) ମାମଲା ହୋଇଛି।

ଆସନ୍ତାକାଲି ହେବାକୁ ଥିବା ‘ଇଣ୍ଡିଆ’ ବୈଠକ ସ୍ଥଗିତ…

ଆସନ୍ତାକାଲି ମେଣ୍ଟ ଦଳଗୁଡିକୁ ନେଇ ବସିଥାଆନ୍ତା 'ଇଣ୍ଡିଆ' ବୈଠକ। ହେଲେ କିଛି ଘଣ୍ଟା ପୂର୍ବରୁ ବୈଠକ ବସିବ ନାହିଁ ବୋଲି ସୂଚନା ଆସୁଛି। ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବେନି ବୋଲି ମନା କରିବାରୁ ବୈଠକକୁ ସ୍ଥଗିତ ରଖାଯାଇଛି। ଖବର ଅନୁସାରେ, ବିହାର

ଖାଇକୁ ଖସିଲା କ୍ୟାବ୍‌, ଆଖିବୁଜିଲେ ୭ ପର୍ଯ୍ୟଟକ

କଶ୍ମୀର ବୁଲିବାକୁ ଆସିଥିଲେ। ହେଲେ ଆଉ ଫେରିଲେନି। ଖାଇକୁ ଖସିପଡିଲା କ୍ୟାବ୍‌। ଆଖି ବୁଜିଲେ ୭ ପର୍ଯ୍ୟଟକ। ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଶ୍ରୀନଗର-ଲେହ ଜାତୀୟ ରାଜପଥରେ ଏଭଳି କିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ମୁତାବକ, ଜୋଜିଲା ଦରେ ଅଞ୍ଚଳରେ ଏହି ଦୁର୍ଘଟଣା

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ମିଗଜୋମ୍’, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ଛୁଇଁଲା ବାତ୍ୟା ‘ମିଗଜୋମ୍’ । ପ୍ରଚଣ୍ଡ ରୂପ ନେଇ ଦକ୍ଷିଣ ଆନ୍ଧ୍ରର ବାପାଟଲା ନିକଟରେ ଲ୍ୟାଣ୍ଡଫଲ୍ କଲା ‘ମିଗଜୋମ୍’ । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ଜାରି ରହିଛି ବର୍ଷା । ‘ମିଗଜୋମ୍’ ଘଣ୍ଟା ପ୍ରତି ବେଗ ୧୨ କିମି ବେଗରେ ଉତ୍ତର

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ…

ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିବାହ ଆବେଦନ ଖାରଜ। ଖାରଜ କଲେ କଟକ ବିବାହ ପଞ୍ଜିକରଣ ଅଧିକାରୀ। ବାନ୍ଧବୀ ସୋମାଲିକାଙ୍କ ଅଭିଯୋଗ ଆଧାରରେ ଖାରଜ। ବିବାହ ପାଇଁ ଆବେଦନ କରିଥିବା ଯୁବତୀ ବିବାହିତା। ବିବାହ ପରେ ତାଙ୍କର ଛାଡ଼ପତ୍ର ମଧ୍ୟ ହୋଇଛି। ସେ ନେଇ କାଗଜପତ୍ର ଓ

ଆଜି ସରିବ ବାଲିଯାତ୍ରା, ଚାଲିଥିଲା ୯ ଦିନିଆ ମହାମେଳା…

କଟକ : ୯ ଦିନ ହେଲା ଚାଲିଥିଲା ଯାତ୍ରା । ସନ୍ଧ୍ୟା ହେଲେ ଲାଗୁଥିଲା ଲୋକଙ୍କ ଗହଳି । ହେଲେ ଆସନ୍ତାକାଲି ସେ ଗହଳି ନଥିବ କି ଯାତ୍ରା ବି ନଥିବ । ଆଉ ସେ ସିଲେଷ୍ଟ୍ରି ଆଇସକ୍ରିମ୍ ର ଗୋଟେ ସଙ୍ଗେ ଗୋଟେ ମାଗଣାର ଡାକ ଶୁଭିବନି କି ମସଲାରେ ଜବରଦସ୍ତ ଅଫରର ଡାକ । ପୁରା ଖାଁ ଖାଁ ହୋଇପଡିବ

ମା’ଙ୍କ ଚିକିତ୍ସା ପାଇଁ ଚେନ୍ନାଇ ଯାଇଥିବା ବେଳେ ଜଳବନ୍ଦୀ ହୋଇଥିଲେ ଆମୀର ଖାନ୍

ଚେନ୍ନାଇ: ସାଇକ୍ଲୋନ୍‌ ‘ମିଗଜୋମ୍‌’ ଚେନ୍ନାଇରେ ହଇଚଇ ସୃଷ୍ଟି କରିଛି। ଗତ ଦୁଇ ଦିନ ହେବ ବାତ୍ୟା ପ୍ରଭାବରେ ହନ୍ତସନ୍ତ ‌ହେଉଛନ୍ତି ସହରବାସୀ। ନିକଟରେ କାରପକ୍କମ୍‌ରେ ଫଶି ରହିଥିବା ଅଭିନେତା ବିଷ୍ଣୁ ବିଶାଲଙ୍କୁ ଅଗ୍ନିଶମ ବିଭାଗୀୟ କର୍ମଚାରୀ ଉଦ୍ଧାର କରିଛନ୍ତି। ଏକ ଏକ୍ସ ପୋଷ୍ଟ୍‌