Sign in
Sign in
Recover your password.
A password will be e-mailed to you.
୧୭ରେ ବାର କାଉନସିଲ ଅଫ ଇଣ୍ଡିଆର ଓଡ଼ିଶା ସଦସ୍ୟ ପଦ ପାଇଁ ନିର୍ବାଚନ
ଆସନ୍ତା ୧୭ ତାରିଖରେ ବାର କାଉନସିଲ ଅଫ ଇଣ୍ଡିଆର ଓଡ଼ିଶା ସଦସ୍ୟ ପଦ ପାଇଁ ନିର୍ବାଚନ। ବିସିଆଇ ସଦସ୍ୟ ପଦ ନିର୍ବାଚନ କରାଇବାକୁ ବାର କାଉନସିଲ ଅଫ ଇଣ୍ଡିଆର ଚିଠି। ରାଜ୍ୟ ଆଇନଜୀବୀ ପରିଷଦ ଅଧ୍ୟକ୍ଷ ନିର୍ବାଚନକୁ ସ୍ଥଗିତ ରଖିଛନ୍ତି ବିସିଆଇ।
ସେହି ନିର୍ବାଚନ ପାଇଁ ଅନିୟମିତତା ଅଭିଯୋଗ!-->!-->!-->…
ଡ୍ୟୁଟିରେ ଥିବା ଟ୍ରାଫିକ ପୁଲିସକୁ ଘୋଷାରି ନେଲା କାର୍…
ଥମୁନି ହିଟ୍ ଆଣ୍ଡ ରନ୍ ମାମଲା। ସାଧାରଣ ଜନତା ବାରମ୍ବାର ଏହାର ଶିକାର ହେଉଥିବା ବେଳେ ଏଥିରୁ ପୁଲିସ ମଧ୍ୟ ବାଦ୍ ପଡିନାହାନ୍ତି। ନିକଟରେ ଜଣେ ଡ୍ୟୁଟିରେ ଥିବା ଟ୍ରାଫିକ୍ ପୁଲିସଙ୍କୁ ଦ୍ରୁତ ଗତିରେ ଆସୁଥିବା ଏକ କାର୍ ଧକ୍କା ଦେଇ ଘୋଷାରି ନେଇଛି। ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଛି!-->…
‘ମୋ ପୋଲିସ୍’ ଏବେ ‘ବିଜେଡି ପୋଲିସ’ରେ ପରିଣତ ହୋଇଛି: ଇରାସିସ୍ ଆଚାର୍ଯ୍ୟ
ଭୁବନେଶ୍ୱର: ଶାନ୍ତିପ୍ରିୟ ଓଡିଶା ରାଜ୍ୟରେ ଦିନକୁ ଦିନ ଅପରାଧ ପ୍ରବଣତା ବଢି ଚାଲିଛି । ଅପରାଧିମାନଙ୍କ ଚରା ଭୁଇଁ ପାଲଟିବା ସହିତ ଭିତ୍ତିଭୂମି ସୁଦୃଢ ହେବାରେ ଲାଗିଛି । ସଦ୍ୟ ପ୍ରକାଶିତ ଏନ୍ସିଆର୍ବି ରିପୋର୍ଟରେ ଓଡିଶାରେ ବଢିଚାଲିଥିବା ଅପରାଧ ସମ୍ପର୍କିତ ତଥ୍ୟ ଚିନ୍ତାର କାରଣ!-->…
‘ପାହାଡ଼ ଉପରକୁ ଯାଇ ଇଭିଏମ୍ ଇଭିଏମ୍ ଜପନ୍ତୁ ରାହୁଲ’…
ତିନି ରାଜ୍ୟରେ ଫେଲ୍ ମାରିଛି କଂଗ୍ରେସ। କାମ କଲାନି କୌଣସି ବି ପ୍ଲାନ। କଂଗ୍ରେସର ଶୋଚନୀୟ ପରାଜୟ ହୋଇଛି। ଏହି ପରାଜୟ ପରେ ଏବେ କଂଗ୍ରେସକୁ ଚାରୁଆଡୁ ବାଣ ମାରୁଛନ୍ତି ବିରୋଧୀ। ଏହି କ୍ରମରେ ବିଜେପି ସାଂସଦମାନେ ଏବେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ଦେଇଛନ୍ତି ବଡ଼ ପରାମର୍ଶ।
!-->!-->!-->…
ଡିସେମ୍ବର ୯ରେ ନମନର ୨ୟ ସଂସ୍କରଣ : ମହିଳା ପୁଲିସଙ୍କୁ କରାଯିବ ସମ୍ମାନିତ…
ଭୁବନେଶ୍ବର : ଡିସେମ୍ବର ୯ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ନମନର ୨ୟ ସଂସ୍କରଣ । ୭ମ ବାଟାଲିୟନ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ । ନମନ ପୁଲିସ ଭାଇ ଭଉଣୀ ତଥା ସେମାନଙ୍କ ପରିବାର ପାଇଁ ଉତ୍ସର୍ଗୀକୃତ ଏବଂ ନିଆରା ଓ ଅନନ୍ୟ କାର୍ଯ୍ୟକ୍ରମ । ପୋଲିସ ପ୍ରଶାସନ!-->…
ଉତ୍ତର-ଭାରତୀୟ ରାଜ୍ୟକୁ ଗୋମୁତ୍ର ରାଜ୍ୟ କହିଲେ ଡିଏମକେ ସାଂସଦ…
ନୂଆଦିଲ୍ଲୀ: ୫ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ଦୁର୍ବଳ ପ୍ରଦର୍ଶନ ପରେ କେତେକ ଗୋଷ୍ଠୀ ଦେଶରେ ଉତ୍ତର ଓ ଦକ୍ଷିଣ ଭାରତ ବିଭେଦ ସୃଷ୍ଟି କରିବାକୁ ଉଦ୍ୟମ କରିଚାଲିଛନ୍ତି । ଉତ୍ତରଭାରତ ଲୋକେ ଶିକ୍ଷାଗତ ଦୃଷ୍ଟିକୋଣରୁ ଦୁର୍ବଳ ଏଣୁ ସବୁବେଳେ ବିଜେପିକୁ ଭୋଟ ଦେଉଛନ୍ତି ବୋଲି ପ୍ରଚାର!-->…
ସ୍ତ୍ରୀ ଆଗରେ ଟ୍ରେନରେ କଟିଗଲା ସ୍ୱାମୀର ଦୁଇ ଗୋଡ…
ସୋର : ଏ ଭାଇ କେହି ଟିକେ ପାଣି ଦିଅ । ମୋ ସ୍ୱାମୀ ମୁହଁରେ ପାଣି ଠୋପାଏ ଦେବି କେହି ମୋତେ ଟିକେ ପାଣି ଦିଅ । ମୋ ସ୍ୱାମୀର ଏ କଣ କଲୁ ଲୋ ମାଆ । ମାଆ ଲୋ ମୋ ସ୍ୱାମୀକୁ ବଞ୍ଚେଇଦେ, ତୋତେ ନେହୁରା ହଉଛି ଲୋ ମାଆ ମୋ ସ୍ୱାମୀକୁ ବଞ୍ଚେଇ ଦେ । ମୋ ସଂଙ୍ଖା ସିନ୍ଦୁରକୁ ରକ୍ଷା!-->…
ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଗୁଳି କରି ହତ୍ୟା…
ରାଷ୍ଟ୍ରୀୟ ରାଜପୁତ କରଣୀ ସେନା ସଭାପତି ସୁଖଦେବ ସିଂହ ଗୋଗାମେଡିଙ୍କୁ ଆଜି ରାଜସ୍ଥାନର ରାଜଧାନୀ ଜୟପୁରରେ ଗୁଳି କରି ହତ୍ୟା କରାଯାଇଛି। ଏହି ଗୁଳିମାଡ଼ ଘଟଣାରେ ତାଙ୍କର ଦୁଇ ଜଣ ସହଯୋଗୀ ଗୁରୁତର ଆହତ ହୋଇଛନ୍ତି।
ଅପରାହ୍ନ ପ୍ରାୟ ୧.୪୫ ମିନିଟରେ ସୁଖଦେବ ସିଂହ ଗୋଗାମେଡିଙ୍କ ଘରେ!-->!-->!-->…
ଜାହାଜରୁ ଜବତ କୋକେନର ହେବ ମାନ ନିରୂପଣ…
ପାରାଦୀପ: ଗତ ଶୁକ୍ରବାର ପାରାଦୀପ ପୋର୍ଟରେ ଲାଗିଥିବା ଏମଭି ଦେବୀ ପାନାମା ଜାହାଜରୁ ଜବତ ହୋଇଥିବା କୋକେନର ହେବ ମାନ ନିରୂପଣ । ଏଥିପାଇଁ ଜାତୀୟ ଫରେନସିକ୍ ଲାବରୋଟୋରିକୁ ଏହି କୋକେନର ସାମ୍ପଲ ପଠାଯିବ । ଏନେଇ ସୂଚନା ଦେଇଛି କଷ୍ଟମସ୍ ବିଭାଗ ।
ତେବେ ଜାହାଜଟି ଇଣ୍ଡୋନେସିଆ ଗ୍ରେସିକ!-->!-->!-->…
କୋଲକାତା ଭାରତର ସବୁଠାରୁ ସୁରକ୍ଷିତ ସହର: ଏନସିଆରବି…
ନୂଆଦିଲ୍ଲୀ: ନ୍ୟାସନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନସିଆରବି) ଦ୍ୱାରା ସଦ୍ୟ ପ୍ରକାଶିତ ଏକ ରିପୋର୍ଟରେ କୁହାଯାଇଛି ଯେ କୋଲକାତା କ୍ରମାଗତ ତୃତୀୟ ବର୍ଷ ପାଇଁ ଭାରତର ସବୁଠାରୁ ସୁରକ୍ଷିତ ସହର ଭାବେ ଉଭା ହୋଇଛି ଏବଂ ମହାନଗରଗୁଡ଼ିକ ମଧ୍ୟରେ ପ୍ରତି ଲକ୍ଷ ଜନସଂଖ୍ୟାରେ ସର୍ବନିମ୍ନ!-->…