Sign in
Sign in
Recover your password.
A password will be e-mailed to you.
ବାତ୍ୟା ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି…
ଭୁବନେଶ୍ୱର :ବାତ୍ୟା ପ୍ରଭାବରେ ଓଡ଼ିଶାରେ ଦୁଇ ଦିନ ପ୍ରବଳ ବର୍ଷା ହେବ । ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆଜି ଅଧିକ ରହିବ ପ୍ରଭାବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ!-->…
ତେଲଙ୍ଗାନାର ୧୫ ଡାକ୍ତର ଏବେ ବିଧାୟକ…
ଏଇ ଏଇ ସରିଛି ତେଲଙ୍ଗାନା ବିଧାନସଭା ନିର୍ବାଚନ। ଦୁଇ ଦୁଇ ଥର ଗାଦି ଅକ୍ତିଆର କରିଥିବା କେ. ଚନ୍ଦ୍ରଶେଖର ରାଓଙ୍କ ବିଆରଏସକୁ ଚକମା ଦେଇ ପ୍ରଥମ ଥର ସରକାର ଗଢିବାକୁ ଯାଉଛି କଂଗ୍ରେସ। ଡିସେମ୍ବର ୭ରେ ଶପଥ ଉତ୍ସବ ଥିବାବେଳେ ରେବନ୍ଥ ରେଡ୍ଡୀ ରାଇଜ ମୁଖିଆ ଭାବେ ମନୋନୀତ ହୋଇଛନ୍ତି। ଏହାରି!-->…
ଓଡ଼ିଶା ଷ୍ଟାର୍ଟ-ଅପ୍ ଇକୋସିଷ୍ଟମ ଆକ୍ଲେଡସ୍ ୨୦୨୩: ଫ୍ରଣ୍ଟାୟର ମିଡିଆକୁ ବଡ ସଫଳତା…
ଭୁବନେଶ୍ୱର: ଫ୍ରଣ୍ଟାୟର ମିଡିଆ କ୍ୱିଜୋଟିକାର(Quizzotica) ସପ୍ତମ ସଂସ୍କରଣରେ ଏହାର ଉଦ୍ୟୋଗୀ ମନୋଭାବ ପାଇଁ ସ୍ୱୀକୃତି ଲାଭ ପାଇଛି। କମ୍ପାନୀକୁ “ବୁଟସଷ୍ଟ୍ରାପେଡ ବିଜିନେସ୍” ବର୍ଗରେ ସମ୍ମାନଜନକ ଓଡ଼ିଶା ଷ୍ଟାର୍ଟଅପ୍ ଇକୋସିଷ୍ଟମ୍ ଆକୋଲେଡ୍ସ ୨୦୨୩ ମିଳିଛି। ଏଥିସହ ବିନା ବାହ୍ୟ!-->…
ଡିସେମ୍ବର ୭ରେ ତେଲେଙ୍ଗାନାର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବନ୍ତ ରେଡ୍ଡୀ
ହାଇଦ୍ରାବାଦ/ ନୂଆଦିଲ୍ଲୀ: କଂଗ୍ରେସ ନେତା ରେବନ୍ତ ରେଡ୍ଡୀ ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଡିସେମ୍ବର ୭ରେ ସେ ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାର ସମ୍ଭାବନା ରହିଛି ଏବଂ ତାଙ୍କ ସହ କିଛି ମନ୍ତ୍ରୀ ମଧ୍ୟ ଶପଥ ନେବେ। ହାଇଦ୍ରାବାଦରେ ଅନୁଷ୍ଠିତ!-->…
ଯୁବତୀଙ୍କୁ ଦୁଷ୍କର୍ମ ମାମଲା: କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ନାଁରେ ଏନ୍ବିଡବ୍ଲ୍ୟୁ ଜାରି
କଟକ : କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ବଢ଼ିଲା ଅଡୁଆ। ଯୁବତୀଙ୍କୁ ଦୁଷ୍କର୍ମ ମାମଲାରେ ଫେରାର୍ ଥିବା କଣ୍ଠଶିଳ୍ପୀ ସୌରିନ୍ ଭଟ୍ଟଙ୍କ ନାଁରେ ଏନ୍ବିଡବ୍ଲ୍ୟୁ ଜାରି ହୋଇଛି । ଗତ ସପ୍ତାହରେ କୋର୍ଟ ଏହି ୱାରେଣ୍ଟ ଜାରି କରିଛନ୍ତି । ଅନ୍ୟପଟେ ଅଭିଯୁକ୍ତ ସୌରିନ୍ ଆଗୁଆ ଜାମିନ୍ ପାଇଁ!-->…
ମୁଁ ମୁଖ୍ୟମନ୍ତ୍ରୀ ରେସ୍ରେ ନାହିଁ: ଶିବରାଜ ସିଂହ
କିଏ ହେବ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ? ଏନେଇ ସସ୍ପେନ୍ସ ଜାରି ରହିଛି। ମଧ୍ୟପ୍ରଦେଶରେ ବିଜେପିର ବଡ଼ ବିଜୟ ପରେ ମୁଖ୍ୟମନ୍ତ୍ରୀ ମୁହଁକୁ ନେଇ ଚର୍ଚ୍ଚା ଚାଲିଛି। ଏହାରି ଭିତରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଦେଇଛନ୍ତି ଏକ ବଡ଼ ବୟାନ।
ମୁଁ ମୁଖ୍ୟମନ୍ତ୍ରୀ ରେସ୍ରେ!-->!-->!-->…
ଓଡ଼ିଶାରେ ମହିଳାଙ୍କ ବିରୋଧରେ ଅପରାଧ କମୁଛି, ସାମଗ୍ରିକ ଭାବେ ବଢ଼ିଛି
ଭୁବନେଶ୍ୱର: ୨୦୨୨ ପାଇଁ ଓଡ଼ିଶାର ଅପରାଧ ପରିସଂଖ୍ୟାନ ଏକ ମିଶ୍ରିତ ଚିତ୍ର ଉପସ୍ଥାପନ କରିଛି। ମହିଳାଙ୍କ ବିରୋଧରେ ଅପରାଧ ହ୍ରାସ ପାଉଥିବା ବେଳେ ରାଜ୍ୟରେ ଅପରାଧ ବଢ଼ିବାରେ ଲାଗିଛି।
ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ (ଏନସିଆରବି) ରିପୋର୍ଟରେ ୨୦୨୧ ତୁଳନାରେ ମହିଳାଙ୍କ ବିରୋଧରେ ଅପରାଧରେ!-->!-->!-->…
ଇଣ୍ଡିଆ ମେଣ୍ଟ: ମମତାଙ୍କୁ ଟାର୍ଗେଟ କଲେ କଂଗ୍ରେସ ନେତା ଅଧୀର ରଞ୍ଜନ…
ନୂଆଦିଲ୍ଲୀ: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ରେ ବିଜେପିର ବଡ଼ ବିଜୟ ପରେ ଗତକାଲି କଂଗ୍ରେସ ପକ୍ଷରୁ ଡିସେମ୍ବର ୬ ତାରିଖ ବୁଧବାର ନୂଆଦିଲ୍ଲୀରେ ଇଣ୍ଡିଆ ମେଣ୍ଟର ପରବର୍ତ୍ତୀ ବୈଠକ ଡକାଯାଇଥିଲା । ଦଳର ମୁଖ୍ୟ ମଲ୍ଲିକାର୍ଜୁନ ଖଡଗେ କଂଗ୍ରେସ, ଡିଏମ୍କେ ଓ ତୃଣମୂଳ କଂଗ୍ରେସ ସମେତ ମେଣ୍ଟ!-->…
ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର
ଭୁବନେଶ୍ବର : ପ୍ରେମିକା ଘର ଭିତରୁ ପ୍ରେମିକର ମୃତଦେହ ଉଦ୍ଧାର । ଭୁବନେଶ୍ବର ଶିଶୁପାଳଗଡ଼ ଇନ୍ଦିରା କଲୋନୀରେ ଏହି ଘଟଣା ଘଟିଛି । ମୃତକ ହେଲେ ପପୁନି ସ୍ୱାଇଁ । ତାଙ୍କ ଘର ପୁରୀ ଜିଲ୍ଲା ନିମାପଡା ଅଞ୍ଚଳରେ । ସେ ପିଏଚଡି ମିସ୍ତ୍ରୀ ଭାବେ କାମ କରୁଥିଲେ । ପପୁନିକୁ ହତ୍ୟା!-->…
ଓ୍ୱାଘା ବର୍ଡର ଡେଇଁ ପାକିସ୍ତାନରୁ ଆସିଲା କନିଆଁ, ଭାରତରେ ହେବ ନିକାହା…
ମିଳିଲା ଗ୍ରୀନ୍ ସିଗ୍ନାଲ। ଓ୍ୱାଘା ବର୍ଡର ଡେଇଁ ଆସିଲା କନିଆଁ। ଭାରତର ବରକୁ କରିବ ବିବାହ। ଭାରତରେ ରୀତିନୀତି ଅନୁସାରେ ହେବ ନିକାହା। ଏଥିପାଇଁ ଏବେ ଭାରତ ସରକାର ପାକିସ୍ତାନର କନିଆଁକୁ ଅନୁମତି ଦେଇଛନ୍ତି।
ପାକିସ୍ତାନ କରାଚିର ଜାଭରିୟା ଖାନମ। ଭାତରର ସମୀର ଖାନ୍ଙ୍କୁ ସେ!-->!-->!-->…