ମକର ସଂକ୍ରାନ୍ତିରେ ନୂଆ ଅଫିସକୁ ସ୍ଥାନାନ୍ତର ହେବ PMO

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ ଅଫିସ୍ ପ୍ରସ୍ତୁତ । ପବିତ୍ର ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସାଉଥ ବ୍ଳକରୁ ଏହି ନୂଆ ଅଫିସକୁ ସ୍ଥାନାନ୍ତର ହେବ ବୋଲି କୁହାଯାଉଛି । ଦେଶ ସ୍ବାଧୀନତା ଲାଭକରିବା ପରଠାରୁ ଅର୍ଥାତ ୧୯୪୭ ମସିହାରୁ

ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର

ଭୁବନେଶ୍ବର: ମକର ସଂକ୍ରାନ୍ତି ପୂର୍ବରୁ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ରାଜଧାନୀରେ ଗୁଡ଼ି ମାଞ୍ଜା ସୂତା ଲାଗି ଯୁବକ ଗୁରୁତର ।ରାଜଧାନୀରେ ସାମ୍ନାକୁ ଆସିଲା ଗୁଡ଼ି ଉଡ଼ା ଜନିତ ଅଘଟଣ । ଗୁଡ଼ି ମାଞ୍ଜା ସୂତା ଲାଗି ଗୁରୁତର ଆହତ ହେଲେ ଯୁବକ । ଯୁବକଙ୍କ ଗୋଡ଼ ଓ ହାତରେ ଗଭୀର

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ହେଲେ କାର୍ଯ୍ୟାନୁଷ୍ଠାନ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ।ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ବଡ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ

ପରିବହନ ବେଳେ ବାଲି ଗାଡ଼ିକୁ ଘୋଡ଼ାଇବା ବାଧ୍ୟତାମୂଳକ; ନିୟମ ଉଲ୍ଲଙ୍ଘନ କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ବାଲି ବୋଝେଇ ଗାଡ଼ିରେ ବାଲିକୁ ଘୋଡ଼ାଇ ରଖିବା ବାଧ୍ୟତାମୂଳକ କରାଯାଇଛି । ଜାତୀୟ ରାଜପଥରେ ବାଲି ଖସି ଦୁର୍ଘଟଣା ଘଟୁଥିବାରୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପରିବହନ କମିଶନର । ବାଲି ଘାଟରୁ ଗାଡ଼ି ବାହାରିବା ପୂର୍ବରୁ ବାଲି ଗାଡିକୁ ଭଲଭାବରେ ଘୋଡାଇ ନେବା ବାଧ୍ୟତାମୂଳକ ।

ଚାଷୀକୁଳକୁ ପ୍ରତାରଣା କରିଛନ୍ତି ରାଜ୍ୟ ସରକାର: ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଧାନ କିଣାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ, ଚାଷ ଉପରେ ନିର୍ଭର କରୁଥିବା ପ୍ରାୟ ୭୦ ପ୍ରତିଶତ ଲୋକ ଆଜି ରାଜ୍ୟ ସରକାରଙ୍କ ପ୍ରତାରଣାର ଶିକାର ହୋଇଛନ୍ତି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଶଙ୍ଖ ଭବନରେ ମଙ୍ଗଳବାର ଆୟୋଜିତ ସାମ୍ୱାଦିକ

ପାଣି ପଞ୍ଚାୟତପକ୍ଷ ପାଳନ ସମାରୋହ – ୨୦୨୬ ଉଦଘାଟିତ

ନୟାଗଡ଼ (ନିସର୍ତ୍ତ) : ଓଡିଶା ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ଵାରା ନୟାଗଡ଼ ଜିଲ୍ଲା ସୃଜନ ସମ୍ମିଳନୀ କକ୍ଷରେ ଆୟୋଜିତ ଜିଲ୍ଲା ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ - ୨୦୨୬ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀଙ୍କ ଦ୍ଵାରା ଉଦଘାଟିତ ହୋଇଯାଇଛି। ଚାଷୀ ଭାଇ ଓ

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୩୭ତମ ବାର୍ଷିକୋତ୍ସବ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୩୭ ତମ ଉତ୍ସବ ବାର୍ଷିକୋତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟା ମନ୍ଦିର ର ଛାତ୍ର ଛାତ୍ରୀ ଙ୍କ ଦ୍ୱାରା ସାମୁହିକ ବନ୍ଦେ ମାତରମ ସହ ସ୍ୱାଗତ ସଙ୍ଗୀତ ପରିବେଷଣ ପରେ

ଆଦାନୀ ଫାଉଣ୍ଡେସନ ପକ୍ଷରୁ ଆନ୍ତଃ ଗ୍ରାମୀଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଆୟୋଜନ

ଛତ୍ରପୁର : ଗ୍ରାମାଞ୍ଚଳରେ ଯୁବପିଢ଼ିଙ୍କ ମଧ୍ୟରେ କ୍ରିଡାର ପ୍ରତିଭାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଗୋପାଳପୁର ବନ୍ଦରର ପାର୍ଶ୍ଵବର୍ତୀ ଗ୍ରାମଗୁଡିକର ଯୁବକମାନଙ୍କୁ ନେଇ ଆଦାନୀ ଫାଉଣ୍ଡେସନ ପକ୍ଷରୁ ଏକ ଆନ୍ତଃଗ୍ରାମ କ୍ରିକେଟ ଟୁର୍ଣ୍ଣାମେଣ୍ଟ କାଳିପଲ୍ଲି ପଞ୍ଚାୟତସ୍ଥିତ

ନେପାଳରୁ କନ୍ଧମାଳକୁ ମଦ ଚାଲାଣ: ବନ୍ଧା ହେଲେ ୫ ୱେବ ସାମ୍ବାଦିକ

ବାଲିଗୁଡା : ନେପାଳରୁ କନ୍ଧମାଳ ଜିଲ୍ଲାକୁ କାରରେ ବେଆଇନ ମଦ ଚାଲାଣ କରୁଥିବା ବେଳେ ପାଞ୍ଚ ୱେବ ସାମ୍ବାଦିକ ଗିରଫ l ମଦ ଚାଲାଣ କରୁଥିବା ବେଳେ କାରକୁ ଜବତ କରିବା ସହ ପାଞ୍ଚ ୱେବ ସାମ୍ବାଦିକକୁ ଗିରଫ କରିଛି ବିହାର ରାଜ୍ୟର କିଷାନଗଞ୍ଜ ଅବକାରୀ ବିଭାଗ l

ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ ବର୍ତ୍ତମାନର ବିଧାନସଭା: ପୂର୍ତ୍ତମନ୍ତ୍ରୀ

ଭୁବନେଶ୍ୱର : ଭଙ୍ଗା ଯିବନି ବର୍ତ୍ତମାନର ବିଧାନସଭା । ସନ୍ତକ ହିସାବରେ ବିଧାନସଭାକୁ ରଖାଯିବ । ମ୍ୟୁଜିୟମ ଭାବେ ବ୍ୟବହାର କରାଯିବ । ଭବିଷ୍ୟତରେ ଯଦି ବିଧାନ ପରିଷଦ ଗଠନ ହୁଏ ଏହାକୁ ବ୍ୟବହାର କରାଯିବ । ଲୋକସେବା ଭବନ ଓ ବିଧାନସଭା ମଝିରେ ଥିବା ଖାଲି