Sign in
Sign in
Recover your password.
A password will be e-mailed to you.
ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ…
ଅନୁଗୁଳ : ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ କ୍ଲର୍କ ନିତ୍ୟାନନ୍ଦ ଗାଇଗରିଆ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ କାବୁ କରିଥିଲା । ସୂଚନା ଅନୁସାରେ ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକରେ ପୂର୍ବରୁ ପିଅନ ଥିବା ପୂର୍ଣ୍ଣଚନ୍ଦ୍ର ଭୁକ୍ତା ଏବେ ଅନୁଗୁଳ!-->…
ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା, ଶାସନ କରିବେ ଲାଲଦୁହୋମା…
ମିଜୋରାମରେ କ୍ଷମତାସୀନ ମିଜୋ ନ୍ୟାଶନାଲ ଫ୍ରଣ୍ଟ (ଏମଏନଏଫ)ର ପତନ ହୋଇଛି। ଜୋରାମ ପିପୁଲ୍ସ ମୁଭମେଣ୍ଟ(ZPM) ମିଜୋରାମ ବିଧାନସଭା ନିର୍ବାଚନରେ କ୍ଷମତା ଦଖଲ କରିଛି।
ଏମଏନଏଫ ସରକାର ଗଠନ ପାଇଁ ଆବଶ୍ୟକ ମ୍ୟାଜିକ ନମ୍ବର ୨୧ ଠାରୁ ଯଥେଷ୍ଟ ପଛରେ ରହି ଯାଇଛି। ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା!-->!-->!-->…
ଖୁବଶୀଘ୍ର ପଦମପୁରକୁ ଜିଲ୍ଲା ମାନ୍ୟତା, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପାଇଁ ପ୍ରକ୍ରିୟା ଆରମ୍ଭ…
ପଦମପୁର: ଖୁବଶୀଘ୍ର ଜିଲ୍ଲା ମାନ୍ୟତା ପାଇବ ପଦମପୁର । ଓଡ଼ିଶାର ଜିଲ୍ଲା ସଂଖ୍ୟା ବୃଦ୍ଧି ପାଇବ। ଏଥିସହ ସତ ହେବ ପଦମପୁରବାସୀଙ୍କ ସ୍ବପ୍ନ । ଦୀର୍ଘଦିନ ଧରି ଜିଲ୍ଲା ମାନ୍ୟତା ଦାବି କରୁଥିଲେ ପଦମପୁରବାସୀ। ଯାହା ଏବେ ସତ ହେବାକୁ ଯାଉଛି। ନୂତନ ଜିଲ୍ଲାପାଳ କାର୍ଯ୍ୟାଳୟର ସ୍ଥାନ ନିରୂପଣ!-->…
ଆଗ୍ନେୟ ଉଦ୍ଗୀରଣ, ୧୧ ପର୍ବତାରୋହୀ ମୃତ…
ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରା ସ୍ଥିତ ମାଉଣ୍ଟ ମେରାପିରେ ଆଗ୍ନେୟ ଉଦ୍ଗୀରଣ ହୋଇଛି। ଏଥିରେ ୧୧ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ଅନେକ ପର୍ବତାରୋହୀ ନିଖୋଜ ଅଛନ୍ତି। ସେମାନଙ୍କୁ ଖୋଜାଖୋଜି କରାଯାଉଛି। ରିଲିଫ ଓ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ!-->…
୩ ରାଜ୍ୟରେ ବିଜୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଭୁବନେଶ୍ବର: ମଧ୍ୟପ୍ରଦେଶ, ଛତିଶଗଡ଼ ଓ ରାଜସ୍ଥାନରେ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ବିଜେପିର ବିଜୟ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଆଜି ସକାଳେ ମୁଖ୍ୟମନ୍ତ୍ରୀ ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହୋଇ!-->…
୬ରେ ଇଣ୍ତିଆ ମେଣ୍ଟର ବୈଠକ…
ବିଜେପିକୁ ଚେକ ଦେବାକୁ ବିରୋଧୀ ଦଳଗୁଡ଼ିକ ମିଳିତ ଭାବେ ଗଠନ କରିଥିବା ଇଣ୍ଡିଆ ମେଣ୍ଟରେ ଏବେ କିଛି ବି ଠିକଠାକ ଚାଲି ନାହିଁ। ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ ବିଧାନସଭା ନିର୍ବାଚନରେ କଂଗ୍ରେସ ହାରିବା ପରେ ଇଣ୍ଡିଆ ମେଣ୍ଟରେ ଥିବା ଦଳଗୁଡ଼ିକ ନିଜର ଅସନ୍ତୋଷ ପ୍ରକାଶ କରିବା ଆରମ୍ଭ!-->…
ଭଡ଼ା ଘରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର
ବ୍ରହ୍ମପୁର: ଭଡ଼ା ଘରୁ ସାମ୍ବାଦିକଙ୍କ ମୃତଦେହ ଉଦ୍ଧାର । ଗଞ୍ଜାମ ଜିଲ୍ଲା ଗୋପାଳପୁର ଥାନା ରେଡିକା ସାହିର ଏକ ଭଡ଼ା ଘରୁ ମୃତଦେହ ମିଳିଛି। ମୃତକ ଗାଙ୍ଗପୁର ଥାନା ଖଇରପୁଟି ଗାଁର ଜଗନ୍ନାଥ ନାୟକ । ସେ ଏକ ଖବରକାଗଜରେ କାମ କରିବା ସହ ଏକ ଫାଷ୍ଟଫୁଡ୍ ଦୋକାନ କରିଥିଲେ।
ଗତ!-->!-->!-->…
ବିଜେପି ଶାସିତ ରାଜ୍ୟ ସଂଖ୍ୟା ୧୨ରେ ପହଞ୍ଚିଲା, କଂଗ୍ରେସ ୩କୁ ଖସିଲା…
ହିନ୍ଦୀ ହାର୍ଟଲ୍ୟାଣ୍ଡ ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନରେ ବିଜେପି ରବିବାର ବଡ଼ ବିଜୟ ହାସଲ କରିଛି। ସାଧାରଣ ନିର୍ବାଚନର କିଛି ମାସ ପୂର୍ବରୁ ବିଜେପିକୁ ବିଧାନସଭାରେ ଏପରି ସଫଳତା ସମର୍ଥକଙ୍କୁ ବେଶ ଉତ୍ସାହିତ କରିଛି। ସାଧାରଣ ନିର୍ବାଚରେ ମଧ୍ୟ ବିଜେପି ଏଥର ହ୍ୟାଟ୍ରିକ ମାରିବ ବୋଲି!-->…
ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ…
ଭୁବନେଶ୍ବର: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ କୁ ଆଜି ଜାମିନ ମିଳିଛି । ହାଇକୋର୍ଟ ଅର୍ଚ୍ଚନାଙ୍କୁ ଏହି ଜାମିନ ପ୍ରଦାନ କରିଛନ୍ତି । ଯାହାଫଳେ ଖୁବ୍ ଶୀଘ୍ର ଜେଲରୁ ମୁକୁଳି ପାରନ୍ତି ଅର୍ଚ୍ଚନା ନାଗ । ପୂର୍ବରୁ ୨ଟି ମାମଲାରେ ଅର୍ଚ୍ଚନାଙ୍କୁ ଜାମିନ ମିଳିସାରିଥିବାବେଳେ, ଏବେ ଆଉ ଗୋଟିଏ!-->…
ବିଜେପିର ବଡ଼ ବିଜୟ, କଂଗ୍ରେସ ହାରିଛି, ଲୋକେ ନୁହନ୍ତି: ମମତା
ଦେଶର ୩ ହିନ୍ଦୀ ହାର୍ଟଲ୍ୟାଣ୍ଡରେ କଂଗ୍ରେସର ପରାଜୟ ପରେ ବିରୋଧୀ ଦଳଗୁଡ଼ିକର ମେଣ୍ଟ ଇଣ୍ଡିଆରେ ହଇଚଇ ସୃଷ୍ଟି ହୋଇଛି। ମେଣ୍ଟରେ ଥିବା ଦଳଗୁଡ଼ିକ ପରାଜୟ ପାଇଁ କଂଗ୍ରେସକୁ ହିଁ ଦାୟୀ କରିଛନ୍ତି। କଂଗ୍ରେସ ରାଜ୍ୟଗୁଡ଼ିକରେ ଏକାକୀ ନିର୍ବାଚନ ଲଢ଼ିବାରୁ ଭୋଟ ବିଭାଜନ ହୋଇଥିଲା। ଏହାର ଫାଇଦା!-->…