ଓଡ଼ିଶାରେ ପ୍ରଭାବ ପକାଇବ ୩ ରାଜ୍ୟର ଫଳାଫଳ : ମନମୋହନ ସାମଲ…

ଭୁବନେଶ୍ବର; ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ବିଜେପି ବିପୁଳ ଭୋଟରେ ବିଜୟ ହାସଲ କରିଛି। ଏହି ୩ଟି ରାଜ୍ୟରେ ବିଜେପିର ବିଜୟ ଓଡ଼ିଶାରେ ପ୍ରଭାବ ପକାଇବ ବୋଲି ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ସେ କହିଛନ୍ତି, ଓଡ଼ିଶାରେ

ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ…

ନୂଆଦିଲ୍ଲୀ: ଆମ୍ ଆଦମୀ ପାର୍ଟି(ଆପ୍)ର ସାଂସଦ ରାଘବ ଚଢ଼ାଙ୍କ ନିଲମ୍ବନକୁ ପ୍ରତ୍ୟାହାର କଲେ ରାଜ୍ୟସଭା ଅଧ୍ୟକ୍ଷ ଜଗଦୀପ ଧନଖର। ୧୧୫ଦିନ ପରେ ଆଜି ରାଘବଙ୍କ ନିଲମ୍ବନ ପ୍ରତ୍ୟାହାର କରାଯାଇଛି। ଆପ୍‌ ସାଂସଦ ରାଘବ ଚଢ଼ାଙ୍କୁ ରାଜ୍ୟସଭାରୁ ଗତ ଅଗଷ୍ଟ ୧୧ ତାରିଖରେ ଅନିର୍ଦ୍ଦିଷ୍ଟ କାଳ

ସ୍ତ୍ରୀର ତଣ୍ଟି ଚିପି ହତ୍ୟା ପରେ ଥାନାରେ ସ୍ୱାମୀର ଆତ୍ମସମର୍ପଣ…

କଣିହାଁ: ସ୍ତ୍ରୀର ତଣ୍ଟି ଚିପି ହତ୍ୟା ପରେ ଥାନାରେ ସ୍ୱାମୀର ଆତ୍ମ ସମର୍ପଣ । ଅନୁଗୋଳ ଜିଲ୍ଲା କଣିହାଁ ବ୍ଳକ ଅନ୍ତର୍ଗତ ରେଙ୍ଗାଳି ପ୍ରୋଜେକ୍ଟ ଫାଣ୍ଡି ଛକ ଅଞ୍ଚଳରେ ଘଟିଛି ଘଟଣା । ପାରିବାରିକ କଳହରୁ ଶରତ ଖୁଣ୍ଟିଆ ନାମକ ବ୍ୟକ୍ତି ନିଜ ସ୍ତ୍ରୀ ଇନ୍ଦିରା ଖୁଣ୍ଟିଆଙ୍କୁ ଗାମୁଛାରେ

ପରାଜୟର ରାଗ ସଂସଦରେ ବାହାର କର ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ପରାଜୟର ରାଗ ସଂସଦରେ ପ୍ରକାଶ କରନାହିଁ। ସଂସଦକୁ ସକରାତ୍ମକ ମନଭାବନା ନେଇ ଆସନ୍ତୁ। ଗଣତନ୍ତ୍ରର ମନ୍ଦିରକୁ ରାଜନୀତିର ପ୍ଲାଟଫର୍ମରେ ପରିଣତ କରନ୍ତୁ ନାହିଁ।' ଆଜି ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ବିରୋଧୀଙ୍କୁ କଟାକ୍ଷ କରି ଏଭଳି କିଛି ପରାମର୍ଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ

ବିଲରେ ଦଳିଦେଲା ଦନ୍ତା, ୨ ମୃତ…

ଟାଙ୍ଗୀ: ଦଳିଦେଲା ଦନ୍ତା । ୨ ମୃତ । କଟକ ଜିଲ୍ଲା ଟାଙ୍ଗୀ ଥାନା ପରୀରଡ ପଞ୍ଚାୟତ ସିଦ୍ଧେଶ୍ବର ମନ୍ଦିର ନିକଟ ବିଲରେ ଅଭାବନୀୟ ଘଟଣା । ଦୁଇ ମୃତକ ପାରି ଓରଡ ଜରିଟାପୁ ଗାଁର କୃଷ୍ଣ ପ୍ରଧାନ ଓ ପରୀରଡ ଗାଁର ଲକ୍ଷ୍ମୀଧର ବେହେରା । ଗତକାଲି ବିଳମ୍ବିତ ରାତିରେ ଦୁଇ ଜଣ ବିଲକୁ

କ୍ରାଶ ହେଲା ବାୟୁସେନା ବିମାନ, ୨ ପାଇଲଟ୍‌ ମୃତ…

କ୍ରାଶ ହେଲା ବାୟୁସେନା ବିମାନ। ତେଲେଙ୍ଗାନାରେ ବାୟୁସେନାର ଏକ ପ୍ରଶିକ୍ଷଣ ବିମାନ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଦୁଇ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି। ସୂଚନା ମୁତାବକ, ତେଲେଙ୍ଗାନାର ଡିଣ୍ଡିଗୁଲ ସ୍ଥିତ ବାୟୁସେନା ଏକାଡେମିରେ ଟ୍ରେନିଂ ବେଳେ ବିମାନ ପିସି-୭

ବାତ୍ୟା ’ମିଗଜୋମ’: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା…

ଭୁବନେଶ୍ଵର: ସମୁଦ୍ର ଭିତରେ ବଳ ଗୋଟାଉଛି ବାତ୍ୟା ମିଗଜୋମ । ଏହା ଆହୁରି ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେଇପାରେ । ଏବେ ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ସାମୁଦ୍ରିକ ଝଡ଼ । ଆଜି ମଧ୍ୟାହ୍ନରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉତ୍ତର

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକନା ଗାଁଠାରେ ବିଶ୍ଵ ଭିନ୍ନକ୍ଷମ ଦିବସ ପାଳିତ

ଫୁଲବାଣୀ : ଜିଲ୍ଲା ଆଇନ ସେବା ପ୍ରାଧିକରଣ କନ୍ଧମାଳ ଫୁଲବାଣୀଙ୍କ ଦ୍ଵାରା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପକନା ଗାଁ ପରିସରରେ ବିଶ୍ଵ ଭିନ୍ନ କ୍ଷମ ଦିବସ ପାଳିତ ହୋଇଯାଇଛି l ଏ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଦୌରାଜଜ ସତ୍ୟ ପ୍ରିୟ ମିଶ୍ର ଯୋଗଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟ

ନିଖୋଜ ବୃଦ୍ଧଙ୍କ ଚାରି ଦିନ ପରେ ମିଳିଲା ଶବ..

ଚିକିଟୀ : ସ୍ଥାନୀୟ ଚିକିଟୀ ପେଣ୍ଠ ପାତ୍ର ବନ୍ଧ ରୁ ଜଣେ ନିଖୋଜ ବୃଦ୍ଧଙ୍କ ଗଳିତ ଶବ କୁ ଉଦ୍ଧାର କରିଛି ପୋଲିସ। ଉଦ୍ଧାର ଜଣକ ହେଉଛନ୍ତି ଚିକିଟୀ ପେଣ୍ଠ ମୁଖ୍ୟ ବଜାର ବାସିନ୍ଦା ନରସିଂହ ସାହୁ ବୟସ ପ୍ରାୟ (୭୦)ବର୍ଷ। ସେ ଗତ ୩୦ ତାରିଖ ସକାଳୁ କେଉଁ ଆଡେ ଚାଲି ଯାଇଥିଲେ। ପରିବାର ଲୋକ ବହୁ

ଦାରିଙ୍ଗବାଡ଼ିରେ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ…

ଦାରିଙ୍ଗବାଡ଼ି,୩/୧୨, କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ମହକୁମାରେ ବ୍ଳକ ସ୍ତରୀୟ ବିଶ୍ୱ ଦିବ୍ୟାଙ୍ଗ ଦିବସ ପାଳନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ତହସିଲଦାର ଶରତ ଶବର, ମୁଖ୍ୟ ବକ୍ତା ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରାସାନନ୍ଦ କର, ସମ୍ମାନୀୟ ଅତିଥି ଭାବେ ଅତିରିକ୍ତ