ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ କରିବାକୁ ତାମିଲନାଡୁ ରାଜ୍ୟପାଳଙ୍କୁ ସୁପ୍ରିମକୋର୍ଟଙ୍କ ପରାମର୍ଶ…

ତାମିଲନାଡୁର ନିର୍ବାଚିତ ସରକାରଙ୍କ କାର୍ଯ୍ୟରେ ବାରମ୍ବାର ହସ୍ତକ୍ଷେପ କରୁଥିବାରୁ ଆଜି ରାଜ୍ୟପାଳ ଆରଏନ ରବିଙ୍କ ଉପରେ ବର୍ଷିଛନ୍ତି। ରାଜ୍ୟପାଳ ରବି ରାଜ୍ୟ ବିଧାନସଭାରେ ପାରିତ ବିଲ୍‌ ଉପରେ ମୋହର ମାରିବାରେ ବିଳମ୍ବିତ କରୁଛନ୍ତି। ଏଥିପାଇଁ ସର୍ବୋଚ୍ଚ ଅଦାଲତ ଅସନ୍ତୋଷ…

ସମ୍ବଲପୁର ମଣ୍ଡଳ କାରାଗାରରୁ ବିଚାରାଧୀନ କଏଦୀ ଚମ୍ପଟ…

ସମ୍ବଲପୁର : ସମ୍ବଲପୁର ମଣ୍ଡଳ କାରାଗାରରୁ ଜଣେ ବିଚାରାଧୀନ କଏଦୀ ଚମ୍ପଟ ମାରିଛି । ସିସିଟିଭି ଆଧାରରେ ଛାନଭିନ୍ କରୁଛି ସମ୍ବଲପୁର ପୋଲିସ । ସୂଚନାଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟା ସମୟରେ ବାଥରୁମ୍ ଯିବା ବାହାନାରେ ଚମ୍ପଟ ମାରିଥିଲେ । ତେବେ ସନ୍ଧ୍ୟାରେ କଏଦୀ ଜଣକ…

୪୫ ସ୍କୁଲକୁ ବୋମା ବିସ୍ଫୋରଣ ଧମକ: ସର୍ଚ୍ଚ ଅପରେସନ ଜାରି…

କର୍ଣ୍ଣାଟକାର ରାଜଧାନୀ ବେଙ୍ଗାଲୁରୁରେ ବୋମା ଆତଙ୍କ। ଗୋଟିଏ କି ଦୁଇଟି ନୁହେଁ, ଏକାଥରେ ୪୫ଟି ସ୍କୁଲକୁ ମିଳିଛି ବିସ୍ଫୋରଣର ଧମକ। ଇ-ମେଲ ଯୋଗେ ଘରୋଇ ସ୍କୁଲଗୁଡ଼ିକୁ ଉଡ଼ାଇ ଦେବାକୁ ଧମକ ମିଳିବା ପରେ ପୂରା ହଇଚଇ ସୃଷ୍ଟି ହୋଇଛି। ପୁଲିସ୍‌ ସହ ଅନ୍ୟ ସୁରକ୍ଷା ଏଜେନ୍ସି ଓ…

ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା ଗିରଫ…

ଭୁବନେଶ୍ଵର: ଜଳଖିଆ ଦୋକାନୀ ସସ୍ମିତା ବେହେରା ହତ୍ୟା ମାମଲା । ଦୀର୍ଘ ୨୩ ଦିନ ପରେ ଧରାପଡିଲା ମୁଖ୍ୟ ଅଭିଯୁକ୍ତ ନିଖିଲ ଜେନା । ଅଭିଯୁକ୍ତକୁ ନେଇ ସିନ୍ ରିକ୍ରିଏଟ କରିଛି ଚନ୍ଦକା ଥାନା ପୋଲିସ । ହତ୍ୟାକାଣ୍ଡରେ ବ୍ୟବହୃତ ହୋଇଥିବା ଛୁରୀ ଜବତ କରିଛି ପୋଲିସ । ସୂଚନା…

ନବନିର୍ବାଚିତ ବିଧାୟକଙ୍କୁ ବେଙ୍ଗାଲୁରୁ ପଠାଇବା ମୁଡରେ କଂଗ୍ରେସ…

ତେଲେଙ୍ଗାନାରେ କେସିଆରଙ୍କ ଶାସନରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଫେଲ ମାରିବ ବିଜେପିର ସବୁ ରଣନୀତି। ବାଜିମାରିବ ଦେଶର ସର୍ବପୁରାତନ ରାଜନୀତିକ ଦଳ କଂଗ୍ରେସ। ବିଭିନ୍ନ ଜାତୀୟ ଗଣମାଧ୍ୟମ ପକ୍ଷରୁ ଏକଜିଟ୍‌ ପୁଲରେ ଏପରି ଆକଳନ କରାଯିବା ପରେ ସବୁ ଦଳର ହୃଦସ୍ପନ୍ଦନ ବଢ଼ି ଯାଇଛି।…

ପତ୍ନୀଙ୍କ ପେଟକୁ ଲାତ ମାରି ଜୀବନ ନେଇଗଲା ସ୍ୱାମୀ…

ଗଜପତି : ସଇତାନ୍‌ ସାଜିଲା ସ୍ୱାମୀ । ସାମାନ୍ୟ କଥାରୁ ସ୍ତ୍ରୀର ନେଇଗଲା ଜୀବନ । ସାରା ଜୀବନ ସାଥି ହୋଇ ବାଟ ଚାଲିବ ବୋଲି କଥା ଦେଇଥିଲା ସ୍ୱାମୀ । ହେଲେ ମଝି ରାସ୍ତାରେ ଧୋକା ଦେଇ ସ୍ତ୍ରୀର ଜୀବନ ନେଇଗଲା । ଏଭଳି ଅଭାବନୀୟ ଘଟଣା ଗଜପତି ଜିଲ୍ଲା ଗାରାବନ୍ଧ ଥାନା…

୫ ବର୍ଷରେ ୨୦ ଥର ଭୁଶୁଡିଛି ଉତ୍ତରକାଶୀ ସିଲ୍କିଆରା ସୁଡ଼ଙ୍ଗ….

ପୂରା ଦେଶବାସୀଙ୍କୁ ଚିନ୍ତାରେ ପକାଇ ଦେଇଥିବା ଉତ୍ତରାଖଣ୍ଡ ଟନେଲ ଦୁର୍ଘଟଣାକୁ ନେଇ ସାମ୍ନାକୁ ଆସିଛି ନୂଆ ତଥ୍ୟ। ସିଲ୍କିଆରା-ବାରକୋଟ ଟନେଲ ପ୍ରଥମ କରି ଭୁଶୁଡି ନଥିଲା, ଏହାପୂର୍ବରୁ ୫ ବର୍ଷରେ ୨୦ ଥର ଭୁଶୁଡି ପଡ଼ିଥିବା କହିଛନ୍ତି ଜଣେ ବରିଷ୍ଠ ଅଧିକାରୀ।…

ପାରାଦୀପ ଜାହାଜରୁ ୨୨ ପ୍ୟାକେଟ କୋକେନ ଜବତ

ପାରାଦୀପ: ପାରାଦୀପ ବନ୍ଦର ପିଆଇସିଟି ବର୍ଥରେ ଚାଞ୍ଚଲ୍ୟ । ଷ୍ଟିଲ ପ୍ଲେଟ ନେଇ ପାରାଦୀପ ଆସିଥିବା MV DEBI PANAMA ଜାହାଜରୁ ଆଜି ସକାଳେ ୨୨ଟି ସନ୍ଦିଗ୍ଧ ପ୍ୟାକେଟ ମିଳିଥିଲା । ଜାହାଜଟି ଇଣ୍ଡୋନେସିଆରୁ ଆସିଥିଲା । ଜାହାଜ ଭିତରୁ ସନ୍ଦେହଜନକ ପ୍ୟାକେଟ ମିଳିବା ଘଟଣାର…

ପୁଲୱାମାରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିପାତ…

ଜମ୍ମୁ କଶ୍ମୀର ସୀମାରେ ସଫା ହେଲା ଆଉ ଜଣେ ଆତଙ୍କବାଦୀ। ପୁଲୱାମା ଜିଲ୍ଲାରେ ସୁରକ୍ଷା ବାହିନୀ ଓ ଆତଙ୍କୀଙ୍କ ମଧ୍ୟରେ ହୋଇଥିବା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିପାତ ହୋଇଛି। ଏନେଇ ସେନା ଅଧିକାରୀଙ୍କ ପକ୍ଷରୁ ସୂଚନା ମିଳିଛି। ଅଧିକାରୀମାନେ କହିଛନ୍ତି ଯେ, ଗତକାଲି…

ବ୍ୟାଙ୍କ ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଯୁବକ ଅଟକ, ତଦନ୍ତ ଜାରି…

ଘଷିପୁରା: ବ୍ୟାଙ୍କ ଅଫ ଇଣ୍ଡିଆ ଘଷିପୁରା ଶାଖାରେ ସନ୍ଦିଗ୍ଧ ଭାବେ ବୁଲୁଥିବା ୩ ଜଣ ଯୁବକଙ୍କୁ ଉଠାଇ ନେଲା ଘଷିପୁରା ପୋଲିସ। ଘଷିପୁରା ଅଞ୍ଚଳରେ ଦିନକୁ ଦିନ ଚୋରି, ରାହାଜାନି ବଢିବାକୁ ଲାଗିଥିବା ବେଳେ ଏଥିପ୍ରତି ସଜାଗ ରହିବାକୁ ତୀକ୍ଷ୍ଣ ନଜର ରଖିଛି ପୋଲିସ ବିଭାଗ।…