ପୁନଃବିଚାର ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏ+ ଗ୍ରେଡ଼ ଦେଲା ନାକ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ଆସିଲା ଖୁସିର ଖବର | ପୁନଃବିଚାର ପରେ ଉତ୍କଳ ବିଶ୍ୱବିଦ୍ୟାଳୟକୁ ଏ+ ଗ୍ରେଡ଼ ଦେଲା ନାକ | ବାସ୍ତବରେ ମେ ମାସରେ ଆସିଥିବା ନାକ ଟିମ ଦେଇଥିଲା ଏ ଗ୍ରେଡ | ଏହାର ପୁନଃ ବିଚାର ପାଇଁ ଆବଦେନ କରିଥିଲେ ବିଶ୍ୱବିଦ୍ୟାଳୟ…

ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ମିଳିବ ଏନ୍‌ଇଇଟି, ଜେଇଇ କୋଚିଂ

ଭୁବନେଶ୍ୱର : ରାଜ୍ୟର ସମସ୍ତ ଯୁକ୍ତ୨ ଛାତ୍ରୀଛାତ୍ରଙ୍କୁ ନିଜ ସ୍କୁଲ୍‌ରେ ଏନ୍‌ଇଇଟି ଏବଂ ଜେଇଇ କୋଚିଂ ମିଳିବ। ଛାତ୍ରୀଛାତ୍ରଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦ୍ୱିତା ମନୋଭାବ ଦୃଢ଼ କରିବା ପାଇଁ ରାଜ୍ୟ ସରକାର ଏଭଳି ପଦକ୍ଷେପ ନେଇଛନ୍ତି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା…

କୃଷି ଯୋଜନାରୁ ଫାଇଦା ନେବେ ଶିଳ୍ପପତି…

ଯାଜପୁର : ଦୀର୍ଘ ଦୁଇ ଦଶନ୍ଧି ସମୟର ଅପେକ୍ଷା ପରେ ପ୍ରଧାନମନ୍ତ୍ରୀ କୃଷି ସେଚ ଯୋଜନାରେ ଶେଷ ହେବାକୁ ଯାଉଥିବା କାନପୁର ଜଳସେଚନ ପ୍ରକଳ୍ପରେ ବଳକା ପାଣି ନାହିଁ। ରାଜ୍ୟ ସରକାରଙ୍କ ଜଳ ସମ୍ପଦ ବିଭାଗ ଦ୍ୱାରା ଗଠିତ ବିଶେଷଜ୍ଞ କମିଟିର ରିପୋର୍ଟରେ ଏହା ସ୍ପଷ୍ଟ…

ସଜେଇ ହେଉଛି ମୁକ୍ତାକାଶ ରଙ୍ଗମଞ୍ଚ

କୋଣାର୍କ : ବିଶ୍ବ ଐତିହ୍ୟ ପର୍ଯ୍ୟଟନସ୍ଥଳୀ କୋଣାର୍କ ସୂର୍ଯ୍ୟମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଡିସେମ୍ବର ୧ରୁ ୫ତାରିଖ ପର୍ଯ୍ୟନ୍ତ ୩୪ତମ କୋଣାର୍କ ଉତ୍ସବ ଏବଂ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବେଳାଭୂମିରେ ବିଶିଷ୍ଟ ବାଲୁକା ଶିଳ୍ପୀମାନଙ୍କୁ…

ତୁଟୁନି ଟୋକନ ସମସ୍ୟା, ବଢୁଛି ଅସନ୍ତୋଷ…

ବରଗଡ଼ : ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ବୁଧବାର ୯ଦିନ ପୂରିଛି। ତେବେ ଅନ୍ୟ ଥର ଭଳି ଏଥର ମଧ୍ୟ ଜିଲାର ଅନେକ ଚାଷୀ ଟୋକନ ସମସ୍ୟାରେ ଛନ୍ଦି ହୋଇ ପଡ଼ିଛନ୍ତି। ଧାନ ଅମଳ ସାରିଥିଲେ ସୁଦ୍ଧା ମିଳିଥିବା ଟୋକନରେ ବିକ୍ରି ଦିବସ ବହୁ ବିଳମ୍ବିତ ରହିଛି।…

ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ନବରଙ୍ଗପୁର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ ବସ୍…

କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ: ବନ୍ଧା ହେଲେ ଇଂରାଜି ଶିକ୍ଷକ…

ସମ୍ବଲପୁର: କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ ଅଭିଯୋଗରେ ଶିକ୍ଷକ ଅରୁଣ କୁମାର ଯୋଶୀଙ୍କୁ ବରେଇପାଲି ଥାନା ପୁଲିସ ଗିରଫ କରିଥିବା ଜଣାଯାଇଛି। ଘଟଣା ସଂପର୍କରେ ଖବର ପାଇ ସ୍କୁଲରେ ଉପଜିଲ୍ଲାପାଳ ଓ ତହସିଲଦାର ପହଞ୍ଚିଥିବା ଜଣାଯାଇଛି। ସୂଚନା…

ସବୁ ସ୍କୁଲର ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲରେ ଲାଗିଲା “ଆମେ ଗଢ଼ିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ

ଭୁବନେଶ୍ବର: ରାଜ୍ୟର ସବୁ ସ୍କୁଲର ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ସାଇକେଲରେ ଲାଗିଛି “ଆମେ ଗଢ଼ିବୁ ନୂଆ ଓଡ଼ିଶା”ର ବ୍ରାଣ୍ଡିଂ। ପୂର୍ବରୁ ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରତି ସ୍କୁଲକୁ ଚିଠି ମାଧ୍ୟମରେ ନିର୍ଦେଶ ଦେଇଥିଲା। ଆଜି ସେହି କ୍ରମରେ ଭୁବନେଶ୍ୱର…

ଓଡ଼ିଶାରେ ନକ୍ସଲ ଦମନ ସଫଳ ହୋଇଛି: ବିଏସଏଫ ଆଇଜି…

ଭୁବନେଶ୍ବର: ଓଡ଼ିଶାରେ ନକ୍ସଲ ଗଡ଼ ଦମନ ହୋଇଛି। ଏଭଳି କହିଛନ୍ତି ବିଏସଏଫ ଆଇଜି। ସେ କହିଛନ୍ତି, ନକ୍ସଲ ଗଡ଼ କୋରାପୁଟ ଓ ମାଲକାନଗିରିରୁ ନକ୍ସଲ ସଙ୍ଗଠନ ଛତ୍ରଭଙ୍ଗ ଦେଇଛନ୍ତି। ମାଟି ଭିତରେ ଲୁଚାଇଥିବା ଅନେକ ମାଓ ସାମଗ୍ରୀ ଜବତ କରୁଛି ବିଏସଏଫ। କନ୍ଧମାଳ ଉପରେ ବିଏସଏଫର…

ଏନଆଇଟି, ରାଉରକେଲାରେ ୬ଟି ମେଗା ପ୍ରକଳ୍ପର ଶିଳାନ୍ୟାସ କଲେ କେନ୍ଦ୍ରମନ୍ତ୍ରୀ…

ରାଉରକେଲା: ୨୦୩୬ରେ ଓଡିଶା ଭାଷାଭିତ୍ତିକ ରାଜ୍ୟ ଭାବରେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ଓ ୨୦୪୭ରେ ଦେଶ ସ୍ୱତନ୍ତ୍ରତା ପୂର୍ତ୍ତିର ୧୦୦ ବର୍ଷ ପୂରଣ କରିବ । ଏହି ୧୩ ବର୍ଷ ଓ ୨୫ ବର୍ଷ ସମୟ ମଧ୍ୟରେ ୧୦୦ କୋଟି ଟଙ୍କା ରୋଜଗାର କରାଇବା ଭଳି ୧୦୦ ଜଣ ଓଡ଼ିଆ ପିଲାଙ୍କୁ ତିଆରି…