Sign in
Sign in
Recover your password.
A password will be e-mailed to you.
କାଠଯୋଡି ପଠାରେ ପ୍ରଚଣ୍ଡ ଶବ୍ଦ, ଲୋକେ ଛାନିଆଁ
କଟକ : କଟକ ଗୋପାଳପୁର ବଢ଼େଇ ସାହି ନିକଟ କାଠଯୋଡି ନଦୀ ପଠାରେ ଏକ ଭୟଙ୍କର ଶବ୍ଦ ଶୁଣିବାକୁ ମିଳିଛି । ଶବ୍ଦର ତୀବ୍ରତା ଏତେ ଜୋର୍ ଥିଲା ଯେ ଶବ୍ଦ ହେବା ସ୍ଥାନ ଠାରୁ ୧୦ କିଲୋମିଟର ପର୍ଯ୍ୟନ୍ତ ଶବ୍ଦ ଶୁଣାଯାଇଥିଲା । ଏପରିକି କିଛି ଲୋକଙ୍କ ଘରର କାଚ ଝରକା ଭାଙ୍ଗି ଯାଇଥିବା ନେଇ ଲୋକେ!-->…
ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍
ଭୁବନେଶ୍ୱର : ଓଡ଼ିଶାର ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ । ଓଡ଼ିଶାରେ ରେଳ ସଂଯୋଗୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରୋତ୍ସାହନ ଦେଇ କେନ୍ଦ୍ର ସରକାର ପୋତ୍ତନୁର ଏବଂ ଧାନବାଦକୁ ସଂଯୋଗ କରିବା ପାଇଁ ନୂତନ ଅମୃତ ଭାରତ ଟ୍ରେନ୍ ସେବା ଆରମ୍ଭ କରିବାକୁ ଅନୁମୋଦନ କରିଛନ୍ତି!-->…
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ପ୍ରଭାବରେ ଇନ୍ଧନ ଗ୍ୟାସର ଅଭାବ, ଆଗକୁ ବନ୍ଦ ହେବ ହୋଟେଲ ଓ ରେଷ୍ଟୁରାଣ୍ଟ !
ଭୁବନେଶ୍ବର: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଇନ୍ଧନ ଗ୍ୟାସର ଅଭାବ। ଦୁଇ ଦିନ ମଧ୍ୟରେ ଭୁବନେଶ୍ୱରରେ ହୋଟେଲ ଓ ରେଷ୍ଟୁରାଣ୍ଟ ବନ୍ଦ ଆରମ୍ଭ ହେବ । ଏଭଳି କିଛି ଆଶଙ୍କା କଲେଣି ଭୁବନେଶ୍ବର ହୋଟେଲ ଏବଂ ରେଷ୍ଟୁରାଣ୍ଟ ଆସୋସିଏସନ୍ । ବର୍ତ୍ତମାନ ପ୍ରାୟ ୨୦ ପ୍ରତିଶତ କମର୍ସିଆଲ ଗ୍ୟାସ!-->…
ପୋଖରୀରେ ବୁଡ଼ି ୨ ଭାଇ ମୃତ
କେନ୍ଦୁଝର : କେନ୍ଦୁଝର ଥାନା ଅଂଚଳରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ଗୋଡ ଖସିଯିବାରୁ ପାଣିରେ ବୁଡି ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ପୋଖରୀରେ ଖସିଗଲା ଗୋଡ଼, ଦୁଇ ଭାଇଙ୍କ ସଲିଳ ସମାଧି । କେନ୍ଦୁଝର ସଦର ଥାନା ରାଇସୁଆଁ ପୁରଣା ଥାନା ପାଖ ପୋଖରୀରେ ଗାଧୋଇବା ସମୟରେ!-->…
ଜଳିଗଲା ଟ୍ରେଲର, ଅଳ୍ପକେ ବର୍ତ୍ତିଲେ ଚାଳକ
ବାଂଶପାଳ: ହୁ ହୁ ହୋଇ ଜଳିଗଲା ଟ୍ରେଲର । କେନ୍ଦୁଝର ଜିଲ୍ଲା ଜଗମୋହନ୍ ପୁର ୪୯ନଂ ଜାତୀୟ ରାଜପଥ ଜନସନପୁର ଟୋଲ ଗେଟ ଠାରୁ ଗୋଟିଏ କି.ମି. ଦୁରରେ ଏକ ଟ୍ରେଲର ଜଳୁଛି । ଘଟଣାସ୍ଥଳରେ ତେଲକୋଇ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଅଛି ।!-->…
ଗ୍ୟାସ ସିଲିଣ୍ଡର ପାଇଁ ଡିପୋରେ ଲମ୍ବା ଲାଇନ୍
ଭୁବନେଶ୍ବର: ବଢ଼ିଲା ଗ୍ୟାସ ଟେନସନ୍ । ପ୍ରଥମେ ଏଲପିଜି ସିଲିଣ୍ଡର ରେଟ୍ ବଢ଼ିଲା । ଏବେ ମିଳୁନି । ହାଣ୍ଡିଶାଳକୁ ଗ୍ୟାସ ଚଡ଼କ । ସିଲିଣ୍ଡର ପାଇଁ ଲାଗିଛି ଲମ୍ବା ଲାଇନ୍ । ରାଜଧାନୀ ଭୁବନେଶ୍ବରରେ ଏହି ସ୍ଥିତି । ଗତକାଲି ରାତିରୁ ଲାଗି ରହିଛି ଲମ୍ବା!-->…
ଖାଦ୍ୟ ପାଇଁ ଗାଁ ମୁହାଁ ଭାଲୁ ପଲ
ଆନନ୍ଦପୁର: ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ଭାଲୁ ପଲ । କିଛି ଦିନର ବ୍ୟବଧାନ ପରେ ପୁଣି ଗାଁ ଅଗଣାରେ ଘୁରି ବୁଲିଲେ ୫ଟି ଜଙ୍ଗଲୀ ଭାଲୁ । ଗତକାଲି ବିଳମ୍ବିତ ରାତିରେ ଖାଦ୍ଯ ଅନ୍ବେଷଣରେ ଗାଁ ମୁହାଁ ହୋଇଛନ୍ତି ହାତୀପଲ। ସ୍ଥାନୀୟ ପୁରୁଣାବାନ୍ଧଗୋଡା ଗ୍ରାମର ପ୍ରକାଶ ନାୟକଙ୍କ ଘର ଅଗଣାରେ ୫ଟି!-->…
ଟ୍ରେନରେ କଟି ୨ ମୃତ
ଜଳେଶ୍ବର: ଟ୍ରେନ୍ ରେ କଟି ୨ ମୃତ । ବାଲେଶ୍ବର ଜଳେଶ୍ବର ଅନ୍ତର୍ଗତ ବାଘାବାଳି ରେଳ ଫାଟକ ନିକଟରେ ଧକ୍କା ଦେଲା ଟ୍ରେନ୍ । ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଅଛନ୍ତି । ଗତକାଲି ରାତିରେ ରେଳ ଧାରଣା ପାର ହେଉଥିବାବେଳେ ଉଭୟଙ୍କୁ ଧକ୍କା ଦେଇଥିଲା ଟ୍ରେନ୍ । ଫଳରେ ଘଟଣାସ୍ଥଳରେ ୨!-->…
୪ ଲକ୍ଷ ନଗଦ ଟଙ୍କା ସହ ବିପୁଳ ଗଞ୍ଜେଇ ଜବତ, ୨ ଗିରଫ
ବାଲେଶ୍ୱର: ରାଜ୍ୟରେ ଏବେ ବି ଥମିନି ଗଞ୍ଜେଇ ଚାଲାଣ। ବାଲେଶ୍ୱର ଜିଲ୍ଲାରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଧରାପଡିଛନ୍ତି ୨ ବେପାରୀ। ବାଲେଶ୍ୱର-୨ ଓ ବସ୍ତା ଅବକାରୀ ଥାନା ପକ୍ଷରୁ ମଙ୍ଗଳବାର ଅଚାନକ ଚଢାଉ କରାଯାଇଛି । ଦୁଇଟି ବାଇକ ସହ ୭୫ କିଗ୍ରା ଗଞ୍ଜେଇ ଓ ନଗଦ ୪ ଲକ୍ଷ ଟଙ୍କା ଜବତ ହୋଇଛି!-->…
୧୫ରୁ ଓଡ଼ିଶାରେ ଆୟୋଜିତ ହେବ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬
ଭୁବନେଶ୍ୱର: ଭାରତୀୟ ଖେଳ ପ୍ରାଧିକରଣ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୧୫ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାରେ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬ ଆୟୋଜନ କରାଯିବ। ଏନେଇ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ!-->…