Sign in
Sign in
Recover your password.
A password will be e-mailed to you.
ମସଜିଦରେ ବ୍ୟାନ୍ ହେବନି ଲାଉଡସ୍ପିକର୍…
ମସ୍ଜିଦରେ ବ୍ୟାନ୍ ହେବନି ଲାଉଡସ୍ପିକର୍। ଆଜାନ ପାଇଁ ମସ୍ଜିଦରେ ବ୍ୟବହାର ହେଉଥିବା ଲାଉଡସ୍ପିକର ଉପରେ ଲାଗିବନି କୌଣସି ପ୍ରତିବନ୍ଧକ। ଆଜି ଏଭଳି କିଛି ରାୟ ଶୁଣାଇଛନ୍ତି ଗୁଜରାଟ ହାଇକୋର୍ଟ।
ଗୁଜରାଟ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ ଆଜାନ ପାଇଁ ଲାଉଡସ୍ପିକର ବ୍ୟବହାର ଉପରେ…
ଭିଜିଲାନ୍ସ ଜାଲରେ ମହିଳା ରାଜସ୍ବ ନିରୀକ୍ଷକ: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ…
ସୁନ୍ଦରଗଡ଼ : ଭିଜିଲାନ୍ସ ଜାଲରେ ପୁଣି ଜଣେ ରାଜସ୍ବ ନିରୀକ୍ଷକ। ଜଣେ ଅଭିଯୋଗକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ଅଭିଯୁକ୍ତ ହେଲେ ଟାଙ୍ଗରପାଲି ତହସିଲର ତସଲାଡିହି ରାଜସ୍ବ ନିରୀକ୍ଷକ ଲିଲି ଚୌଧୁରୀ।
ସୂଚନା ଅନୁସାରେ…
ବଢ଼ୁଛି ଶ୍ୱାସକ୍ରିୟା ସଂକ୍ରମଣ, ୭ ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର…
ବଢ଼ୁଛି ଶ୍ୱାସକ୍ରିୟା ସଂକ୍ରମଣ। ପିଲା ଓ ଅଧକାଂଶ ଯୁବପିଢ଼ିକୁ ଶିକାର କରୁଛି ଏହି ରହସ୍ୟମୟୀ ଜ୍ୱର ଓ ନିମୋନିଆ। ଚୀନ୍ରେ ହୁ ହୁ ବଢ଼ି ଚାଲିଛି ଶ୍ୱାସକ୍ରିୟାରେ ସଂକ୍ରମଣ ହୋଇଥିବା ରୋଗୀଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ଆଲର୍ଟ ମୁଡ୍କୁ ଆସିଛନ୍ତି କେନ୍ଦ୍ର ସରକାର।…
ଖୁବଶୀଘ୍ର ରାଜ୍ୟର ୩୧୪ ବ୍ଲକରେ କଏନ ଏକ୍ସଚେଞ୍ଜ ମେଳା…
ଭୁବନେଶ୍ୱର :ଖୁବଶୀଘ୍ର ରାଜ୍ୟର ୩୧୪ ବ୍ଲକରେ କଏନ ଏକ୍ସଚେଞ୍ଜ ମେଳା। ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହୋଇ ତିନି ମାସ ମଧ୍ୟରେ ସରିବ। ୩ ମାସ ମଧ୍ୟରେ ସବୁ ବ୍ଲକ ଓ ବଜାର ସ୍ଥାନରେ ଏହି କାର୍ଯ୍ୟକ୍ରମ କରାଯିବ । ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ ବଦଳାଇପାରିବେ । ଏନେଇ ସୁଚନା…
ଶ୍ରମିକଙ୍କ ଉଦ୍ଧାର ପାଇଁ ଦେଶ ପ୍ରାର୍ଥନା କରୁଥିବା ବେଳେ ‘ପରିବାର’ ନାଚୁଥିଲା : ହିମନ୍ତ ବିଶ୍ୱ ଶର୍ମା…
ସରିଲା ଉତ୍ତରକାଶୀ ସୁଡଙ୍ଗରୁ ଉଦ୍ଧାର କାର୍ଯ୍ୟ, ଆରମ୍ଭ ହେଲା ରାଜନୈତିକ ବୟାନବାଜି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ ଭିଡିଓରେ ରାହୁଲ ଓ ପ୍ରିୟଙ୍କା ଗାନ୍ଧୀଙ୍କୁ ଏକ ରାଜନୈତିକ ଗୀତରେ ନାଚୁଥିବାର ଦୃଶ୍ୟକୁ ନେଇ କଂଗ୍ରେସକୁ ସମାଲୋଚନା କରିଛନ୍ତି।…
ଶକ୍ତିମନ୍ତ୍ରୀଙ୍କ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନର ବିଦ୍ୟୁତ ସରବରାହ ବ୍ୟବସ୍ଥାର ସମୀକ୍ଷା
ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ୍ରେ ବିଦ୍ୟୁତ ସରବରାହ ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ପ୍ରକାଶ ଯେ ଦୁଇଟି ଯାକ ମ୍ୟୁନିସିପାଲ କର୍ପୋରେସନରେ ବିଦ୍ୟୁତ ଯୋଗାଣ,…
ଆଉ ୫ ବର୍ଷ ମିଳିବ ମାଗଣା ଖାଦ୍ୟଶସ୍ୟ…
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ଆସନ୍ତା ୫ ବର୍ଷ ପାଇଁ ବୃଦ୍ଧି କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୪…
ବାଲିଯାତ୍ରାରେ ବିକ୍ରୀ ହେଉଛି କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ, ଚଢାଉ କରି ନଷ୍ଟ କରୁଛି ସିଏମସି…
କଟକ: ବାଲିଯାତ୍ରାରେ ବିକ୍ରୀ ହେଉଛି କୁଇଣ୍ଟାଲ କୁଇଣ୍ଟାଲ ବାସି ଖାଦ୍ୟ। କଟକ ମହାନଗର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଗତକାଲି ବାଲିଯାତ୍ରା ପଡିଆରୁ ଦୁଇ କୁଇଣ୍ଟାଲ ବାସି ଖାଦ୍ୟ ନଷ୍ଟ କରାଯାଇ ଥିବା ବେଳେ ଆଜି ମଧ୍ୟ ଦୁଇ କୁଇଣ୍ଟାଲ ବାସି ଖାଦ୍ୟ ନଷ୍ଟ କରାଗଲାଣି। ସିଏମସି…
ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ଫିଙ୍ଗା ଘଟଣାରେ ୨ ଗିରଫ
ଭୁବନେଶ୍ବର: ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସରେ ପଥର ଫିଙ୍ଗିବା ଅଭିଯୋଗ ଘଟଣାରେ ଦୁଇ ଜଣ ଗିରଫ । ରାଉରକେଲା ଠାରୁ ପୁରୀକୁ ଯାତ୍ରା କରୁଥିବା ସେମି ହାଇ ସ୍ପିଡ୍ ଟ୍ରେନ୍, ବନ୍ଦେ ଭାରତ ଏକ୍ସପ୍ରେସକୁ ଗତ ରବିବାର ସନ୍ଧ୍ୟାରେ ପଥର ଫିଙ୍ଗି ୱିଣ୍ଡୋ ପେନ୍ ନଷ୍ଟ…
ଟନେଲ ଭିତରେ କିପରି କାଟିଲେ ୧୭ ଦିନ..? ମୋଦିଙ୍କୁ କହିଲେ ମନର କଥା
ଉତ୍ତରକାଶୀର ସିଲ୍କାୟାରରେ ନିର୍ମାଣାଧୀନ ଟନେଲ ଭୁଶିଡ଼ିବା ପରେ ସେଠାରେ ଫଶି ଥିବା ୪୧ ଶ୍ରମିକ ମଙ୍ଗଳବାର ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ଦୀର୍ଘ ୧୭ ଦିନ ପରେ ଟନେଲ ଭିତରୁ ଏମାନେ ବାହାରିଛନ୍ତି। ତେବେ ସୁଢ଼ଙ୍ଗ ଭିତରୁ ବାହାରି ବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…