ଆଜିଠୁ କଟକର ଐତିହାସିକ ବାଲିଯାତ୍ରା…

କଟକ: ସବୁ ଅପେକ୍ଷାର ଅନ୍ତ ଘଟିଛି । ଆଜିଠୁ କଟକରେ ଆରମ୍ଭ ହେବାକୁ ଯାଉଛି ଐତିହାସିକ ବାଲିଯାତ୍ରା । କିଲ୍ଲା ପଡିଆ ଓ ମହାନଦୀର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟାରେ ଆରମ୍ଭ ହେବ ମହାମେଳା । ଯାହା ଡିସେମ୍ବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଆଜି ସନ୍ଧ୍ୟାରେ…

ଗ୍ରୀକ୍‌ର ଲେସ୍‌ବୋଜ୍‌ ଦ୍ବୀପ ଅନ୍ତର୍ଗତ ସମୁଦ୍ରରେ ବୁଡ଼ିଗଲା ଲୁଣ ଜାହାଜ; ୪ ଭାରତୀୟଙ୍କ ସମେତ ୧୨ କର୍ମଚାରୀ ନିଖୋଜ

ଲେସ୍‌ବ‌ୋଜ୍‌: ଗ୍ରୀକ୍‌ର ଲେସ୍‌ବୋଜ୍‌ ଦ୍ବୀପ ଅନ୍ତର୍ଗତ ତୋଫାନ ଉଠିଥିବା ସମୁଦ୍ରରେ ଲୁଣ ନେଇ ଯାଉଥିବା ଏକ ଜାହାଜ ବୁଡ଼ିଯିବାରୁ ନିଖୋଜ ହୋଇଯାଇଥିବା ୧୨ଜଣ କର୍ମଚାରୀଙ୍କ ମଧ୍ୟରେ ୪ଜଣ ଭାରତୀୟ ଥିବା କଥା ଗ୍ରୀକ୍‌ ତଟରକ୍ଷୀ କହିଛି। ଜାହାଜରେ ଥିବା କର୍ମଚାରୀଙ୍କ…

ଧବଳେଶ୍ବର ପୀଠରେ ନିର୍ମାଣ ହେବ ଆଉ ଏକ ପୋଲ: ରଣେନ୍ଦ୍ର ପ୍ରତାପ ସ୍ଵାଇଁ…

କଟକ: ଧବଳେଶ୍ବର ପୀଠ ପାଇଁ ମହାନଦୀ ଉପରେ ନିର୍ମାଣ ହେବ ଆଉ ଏକ ପୋଲ । ଯାତ୍ରୀଙ୍କ ସୁବିଧା ପାଇଁ ଏହି ପୋଲ ନିର୍ମାଣ କରାଯିବ ବୋଲି ଆଜି ସୂଚନା ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ଵାଇଁ । ଆଜି କାର୍ତ୍ତିକ ପୂର୍ଣ୍ଣିମାରେ ବାବା ଧବଳେଶ୍ବରଙ୍କୁ…

ଭାରତୀୟଙ୍କ ପାଇଁ ଭିସା ମୁକ୍ତ କଲା ମାଲେସିଆ

ଭ୍ରମଣ ଋତୁରେ ଭାରତୀୟଙ୍କ ପାଇଁ ଖୁସି ଖବର। ଶ୍ରୀଲଙ୍କା ଓ ଥାଇଲ୍ୟାଣ୍ଡ ପରେ ଭାରତୀୟଙ୍କ ପାଇଁ ଭିସା ମୁକ୍ତ କଲା ମାଲେସିଆ। ଡିସେମ୍ବର ୧ରୁ ଚୀନ୍ ଓ ଭାରତ ନାଗରିକଙ୍କ ପାଇଁ ଭିସାମୁକ୍ତ ପ୍ରବେଶ ଅନୁମତି ଦେଇଛନ୍ତି ମାଲେସିଆ ସରକାର। ଏନେଇ ପ୍ରଧାନମନ୍ତ୍ରୀ ଅନୱାର…

ମହାପ୍ରଭୁଙ୍କ ରାଜରାଜେଶ୍ବର ବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ପ୍ରବଳ ଗହଳି

ପୁରୀ: ଆଜି ମହାପଞ୍ଚୁକ ବ୍ରତର ଶେଷ ଦିନ । ଅର୍ଥାତ୍ ଆଜି ହେଉଛି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ବା ଡଙ୍ଗା ଭସା । ଆଜି ସୁନାବେଶ ବା ରାଜରାଜେଶ୍ବର ବେଶରେ ପର୍ଶନ ଦେଉଛନ୍ତି ମହାପ୍ରଭୁ । ସୁନାବେଶ ଦର୍ଶନ କରିବା ଲାଗି ଶ୍ରୀକ୍ଷେତ୍ର ପ୍ରବଳ ଭିଡ ପରିଲକ୍ଷିତ…

ଗୁରୁଦ୍ୱାରାରେ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଘେରିଲେ ଖଲିସ୍ତାନୀ ସମର୍ଥକ…

ନ୍ୟୁୟର୍କ: ଆମେରିକାର ଏକ ଗୁରୁଦ୍ୱାରାରେ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଦୁର୍ବ୍ୟବହାର। ରାଷ୍ଟ୍ରଦୂତ ତରଣଜିତ ସିଂହ ସାନ୍ଧୁଙ୍କୁ ଘେରିଲେ ଖଲିସ୍ତାନୀ ସମର୍ଥକ। ନାରାବାଜି କରିବା ସହ ତାଙ୍କୁ ଧକ୍କା ମାରିଥିବା ଅଭିଯୋଗ ହୋଇଛି। ଭାରତ ବିରୋଧରେ କ୍ରମାଗତ ଭାବେ ବିବୃତ୍ତି…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର : ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ଉତ୍ସବର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ୱିଟ କରି କହିଛନ୍ତି ଆମ ଗୌରବମୟ ନୌବାଣିଜ୍ୟ ପରମ୍ପରାକୁ ସ୍ମରଣ କରି ଆସନ୍ତୁ ନୂଆ ଓଡ଼ିଶା, ସଶକ୍ତ…

ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇଲେ ଲୋକ…

ଭୁବନେଶ୍ବର/ କଟକ : ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ପଞ୍ଚୁକର ଶେଷ ଦିନ। ଆଜିର ଦିନରେ ଡଙ୍ଗା ଭସାଇବାର ପରମ୍ପରା ରହିଛି । ତେଣୁ ବଡି ଭୋରରୁ ବିଭିନ୍ନ ପୁଷ୍କରଣୀ ଓ ନଦୀ କୂଳରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ଭୁବନେଶ୍ବର ବିନ୍ଦୁ ସାଗରଠୁ ଆରମ୍ଭ କରି…

ଆମେରିକାରେ ତିନି ପାଲେଷ୍ଟାଇନ ଛାତ୍ରଙ୍କୁ ଗୁଳିମାଡ

ଆମେରିକାରେ ତିନି ଜଣ ପାଲେଷ୍ଟିନୀୟ ଛାତ୍ରଙ୍କୁ ଗୁଳିମାଡ। ସେମାନେ ପାଠ ପଢୁଥିବା ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁଳି କରାଯାଇଥିବା ଅଭିଯୋଗ ହୋଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଶନିବାର ସନ୍ଧ୍ୟାରେ ଏହି ତିନି ଛାତ୍ରଙ୍କ ଉପରକୁ ଗୁଳିଚାଳନା…

କିରାମାହା କାଥଲିକ ମଣ୍ଡଳୀ ପକ୍ଷରୁ ମା’ମେରୀଙ୍କ ପର୍ବ ବହୁ ଆଡମ୍ବରରେ ପାଳିତ…

ଦାରିଙ୍ଗବାଡି, ୨୭/୧୧, କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଧର୍ମାଞ୍ଚଳର କିରାମାହା କାଥଲିକ ମଣ୍ଡଳୀ ପକ୍ଷରୁ ମା'ମେରୀ ଙ୍କ ପର୍ବ କୁ ବହୁ ଆଡ଼ମ୍ବର ସହକାରେ ପାଳନ କରାଯାଇଛି। ବ୍ରାହ୍ମଣୀଗାଁର ଧର୍ମାଞ୍ଚଳର ମୂଖ୍ୟ ଯାଜକ ବିମଳ ଚନ୍ଦ୍ର ନାୟକ ଙ୍କ ତତ୍ତ୍ଵାବଧାନରେ