ମାଁ ମହୁରି କାଳୁଆଙ୍କ ଯାତ୍ରା ଉଦ‌ଯାପିତ…

ହିଞ୍ଜିଳିକାଟୁ୨୬!୧୧ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଆଙ୍କୋରଡ଼ା ଗ୍ରାମରେ ଗତ ୮ ଦିନ ଧରି ଚାଲିଥିବା ମାଁ ମହୁରି କାଳୁଆଙ୍କ ଯାତ୍ରା ଉଦ‌ଯାପିତ ରଵିବାର ହୋଇଯାଇଛି। ରବିବାର ଅସ୍ଥାୟୀ ମନ୍ଦିରରୁ ମା'ଙ୍କୁ ବିଦାୟ ଦିଆଯାଇଛି। ପ୍ରଥମ ଦିବସ ୧୯ ତାରିଖରେ ମା'ଙ୍କୁ ଆବାହନ ପରେ ପ୍ରତି

ବରିଷ୍ଠ ସାମ୍ବାଦିକଙ୍କ ପିତୃ ବିୟୋଗ…

ଦେବଗଡ଼,୨୬ା୧୧: ଦେବଗଡ ପୌରାଂଚଳ ୩ ନମ୍ବର ୱାର୍ଡ ମଠସାହିର ଜଣାଶୁଣା ବ୍ୟକ୍ତି ତଥା ବିଚାର ବିଭାଗର ଅବସରପ୍ରାପ୍ତ ବରିଷ୍ଠ କିରାଣି ଓ ବରିଷ୍ଠ ସାମ୍ବାଦିକ ଶଶାଙ୍କ ଶେଖରଙ୍କ ପିତା ପ୍ରଫୁଲ୍ଲ ଝାଙ୍କର ୭୫ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି । ତାଙ୍କର ବିୟୋଗରେ ଦେବଗଡ ସହରର ବିଭିନ୍ନ ମହଲରେ

ମାଲକାନଗିରି ମହାବିଦ୍ୟାଳୟରେ ସବ୍ ଇନିସ୍ପେକ୍ଟର ପଦ ପାଇଁ ପରୀକ୍ଷା ଅନୁଷ୍ଠିତ

ମାଲକାନଗିରି ତା 26.11.2023ରିଖ ଓଡିଶା ପୋଲିସ ପ୍ରଶାସନ ତରଫରୁ ମାଲକାନଗିରି ମହାବିଦ୍ୟାଳୟରେ ପ୍ରଥମ ଥର ପାଇଁ ସବ୍ ଇନିସ୍ପେକ୍ଟର ପରୀକ୍ଷା ଏସ. ପି ମାଲକାନଗିରିଙ୍କ ନିର୍ଦ୍ଦେଶ କ୍ରମେ ଅତିରିକ୍ତ ଏସ. ପି ତପନ ନାରାୟଣ ରଥ ଙ୍କ ନେତୃତ୍ୱରେ ମାଲକାନଗିରି ମହାବିଦ୍ୟାଳୟରେ 152ଜଣ

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି, ସ୍ୱାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିଛନ୍ତି। ନିର୍ଦ୍ଧାରିତ ସମୟର ୨୦ ମିନିଟ ପୂର୍ବରୁ ପହଞ୍ଚିଲେ ରାଷ୍ଟ୍ରପତି। ରାଜ୍ୟପାଳ ରଘୁବର ଦାସ ଓ ମୁଖ୍ୟମନ୍ତ୍ରୀ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୭ରେ ଲଘୁଚାପ ! ସାଇକ୍ଲୋନ୍ ନାଁ ମିଚାଉଙ୍ଗ…

ବଙ୍ଗୋପସାଗରରେ ହେବ କି ବାତ୍ୟା ? ଲଘୁଚାପ ନେବ କି ସାମୁଦ୍ରିକ ଝଡ଼ ରୂପ ? କୁଆଡ଼େ ମୁହାଁଇବ ଲଘୁଚାପ ? ସମ୍ଭାବ୍ୟ ଲଘୁଚାପର ଗତିବିଧି ଉପରେ ନଜର ରଖିଛନ୍ତି ପାଣିପାଗ ବିଜ୍ଞାନୀ । ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ୍ ନିକୋଲସ ବଙ୍ଗୋପସାଗରରେ ବାତ୍ୟା ପୂର୍ବାନୁମାନ କରିଛନ୍ତି । ମାଳୟ…

ମହାପ୍ରଭୁଙ୍କ ଦର୍ଶନ କଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା…

ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ପୁରୀରେ ପହଞ୍ଚିଛନ୍ତି। ସେ ଆଜି ସପରିବାର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବ ଶର୍ମାଙ୍କ ପୁରୀ ଗସ୍ତ ଅବସରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଥିଲା। ଶ୍ରୀ ବିଶ୍ବ…

କେସିଆରଙ୍କୁ ମୁଖ୍ୟମନ୍ତ୍ରୀ ରାହୁଲଙ୍କୁ ପ୍ରଧାନମନ୍ତ୍ରୀ ପାଇଁ କଂଗ୍ରେସ-ବିଆରଏସ ମଧ୍ୟରେ ହୋଇଛି ଡ଼ିଲ: ଅମିତ ଶାହା

ହାଇଦ୍ରାବାଦ: ନଭେମ୍ବର ୩୦ ରେ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ହେବ। ଆଉ ଏଥିପାଇଁ ଏବେ ପ୍ରଚାର ଅଭିଯାନ ଜୋରସୋରରେ ଚାଲିଛି | ଆଜି କେନ୍ଦ୍ର ମନ୍ତ୍ରୀ ଅମିତ ଶାହା ମକତଲରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଶାହା ବିଆରଏସ ସରକାର ଉପରେ ଆକ୍ରମଣ…

ହୋଟେଲ ମାଲିକଙ୍କୁ ଆକ୍ରମଣ ଘଟଣାରେ ମାଷ୍ଟରମାଇଣ୍ଡ ମାଲିଙ୍ଗା ଗିରଫ…

ଭୁବନେଶ୍ୱର: ଭୁବନେଶ୍ୱରରେ ଓୟୋ ହୋଟେଲ ମାଲିକଙ୍କୁ ମରଣାନ୍ତକ ଆକ୍ରମଣ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ କରିଛି ଭରତପୁର ଥାନା ପୁଲିସ। ଗିରଫ ଅଭିଯୁକ୍ତ ଜଣକ ହେଲା ମାଲିଙ୍ଗା । ଗତ ମାସ ୨୬ ତାରିଖରେ ଭରତପୁର ଥାନା ଅଧୀନରେ ଥିବା ଓୟୋ ହୋଟେଲ ମାଲିକ ସାଜନଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ…

ଶେଷ ପର୍ଯ୍ୟାୟରେ ପହଞ୍ଚିଛି ‘ଆଦିତ୍ୟ- L1’ ମହାକାଶଯାନ…

ନିଜର ଶେଷ ପର୍ଯ୍ୟାୟରେ ପହଞ୍ଚିଛି ‘ଆଦିତ୍ୟ- L1’ ମହାକାଶଯାନ। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଅଧ୍ୟକ୍ଷ ଏସ୍‌. ସୋମନାଥ ଏହା କହିଛନ୍ତି। ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ଭାରତର ପ୍ରଥମ ମହାକାଶ ଅଭିଯାନ ଅଧୀନରେ ଉତ୍‌କ୍ଷେପଣ ହୋଇଥିଲା ‘ଆଦିତ୍ୟ- L1’, ଯାହା ବର୍ତ୍ତମାନ ନିଜର ଶେଷ…

ହାର୍ଦ୍ଦିକ ପାଣ୍ଡ୍ୟା ଯିବେନି ମୁମ୍ବାଇ ଇଣ୍ଡିଆନ୍ସ

ଅହମ୍ମଦାବାଦ: ଆଇପିଏଲ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏହା ପୂର୍ବରୁ ରବିବାର ଖେଳାଳିମାନଙ୍କ ରିଟେନ ଓ ରିଲିଜ ତାଲିକା ଫ୍ରାଂଚାଇଜମାନେ ଘୋଷଣା କରିଛନ୍ତି । ହାର୍ଦ୍ଦିକ ପାଣ୍ଡ୍ୟା ଗୁଜରାଟ ଟାଇଟନ୍ସ ଛାଡି ମୁମ୍ବାଇ ଇଣ୍ଡିଆନ୍ସ ଯିବେ ବୋଲି ଖବର ପ୍ରକାଶ…