Sign in
Sign in
Recover your password.
A password will be e-mailed to you.
ଓଡ଼ିଶା ପ୍ରତି ବାତ୍ୟା ଭୟ ନାହିଁ…
ଭୁବନେଶ୍ୱର,୨୫ା୧୧ : ଦକ୍ଷିଣ ଆଣ୍ଡାମାନ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୬ ତାରିଖରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ୨୭ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ ଧୀରେ ଧୀରେ…
୫ଟି ଅଧ୍ୟକ୍ଷଙ୍କୁ ଭେଟିଲେ ଓଡ଼ିଶା ମନ୍ଦିର ସେବାୟତ ସଂଘ…
ଭୁବନେଶ୍ବର,୨୫।୧୧: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟମାନେ ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟି ଥିଲେ। ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟସ୍ଥଳ ଗୁଡିକ ର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।
ଏହା ସହିତ…
କନ୍ଦା ଜାତୀୟ ଦ୍ରବ୍ୟର ପ୍ରକ୍ରିୟାକରଣ ପ୍ରଶିକ୍ଷଣ ଶିବିର ଉଦ୍ଘାଟିତ
ଫୁଲବାଣୀ : ସ୍ବେଚ୍ଛାସବୀ ଅନୁଷ୍ଠାନ ସ୍ଵାତି , ସମନ୍ବିତ କୃଷି ଓ ରାଇକିଆ ମିଲେଟ୍ ମିଶନ୍ ର ମିଳିତ ଉଦ୍ୟମ ରେ ପେଟାପାଙ୍ଗା ଗ୍ରାମ ପଂଚାୟତ ଠାରେ ୦୫ ଗୋଟି ସୟଂସହାୟକ ଦଳ ର ୫୦ ଜଣ ମହିଳାଙ୍କୁ ନେଇ କନ୍ଦା ଜାତୀୟ ଦ୍ରବ୍ୟର ପ୍ରକ୍ରୀୟାକରଣ ପାଇଁ ଦୁଇଦିନିଆ ପ୍ରଶିକ୍ଷଣ ର ସୁଭାରମ୍ଭ ହୋଇଯାଇଛି!-->…
ରାଜ୍ୟର ପ୍ରଥମ ଶିକ୍ଷାନୁଷ୍ଠାନ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା…
ଭୁବନେଶ୍ୱର, ୨୫।୧୧: ରାଜ୍ୟର ପ୍ରଥମ ସରକାରୀ ଶିକ୍ଷାନୁଷ୍ଠାନ ଭାବେ କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟକୁ ମିଳିଛି A++ ମାନ୍ୟତା। ନ୍ୟାସନାଲ ଆସ୍ସେସମେଣ୍ଟ ଆଣ୍ଡ ଆକ୍ରୀଡେସନ କାଉନ୍ସିଲ (ନାକ ଟିମ) ପରିଦର୍ଶନ ପରେ ରାଙ୍କ୍ରେ ଏହି ମାନ୍ୟତା ମିଳିଛି।
ନଭେମ୍ବର ୨୦…
ତେଜିଲା ବିବାଦ; ମୁଖ୍ୟ କବାଟ ଭାଙ୍ଗି ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ ଶ୍ରଦ୍ଧାଳୁ…
କଟକ : ଭକ୍ତ ଓ ଭଗବାନଙ୍କ ମିଳନରେ ବାଧକ ସାଜିପାରିଲାନି ବିବାଦ। ଆଠଗଡ଼ ବାବା ଧବଳେଶ୍ୱରଙ୍କ ମନ୍ଦିର ମୁଖ୍ୟ କବାଟ ଭାଙ୍ଗି ଦର୍ଶନ କଲେ ଶ୍ରଦ୍ଧାଳୁ। ଆଜି ବଡ଼ ଓଷାରେ ଶହ ଶହ ଶ୍ରଦ୍ଧାଳୁ ମନ୍ଦିରରେ ଭିଡ଼ ଜମାଇଥିଲେ। ତେବେ ଗତକାଲିରୁ ଲାଗି ରହିଥିବା ବିବାଦ ଯୋଗୁଁ ଆଜି ବି…
ମୃତ୍ୟୁସଂଖ୍ୟା ୬କୁ ବଢ଼ିଲା, କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ…
ମାଲକାନଗିରି : ମାଲକାନଗିରି ସ୍ୱାଭିମାନ ଅଞ୍ଚଳର ହନ୍ତାଲଗୁଡ଼ା ଘାଟିରେ ଆଜି ସକାଳେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟାକୁ ୬କୁ ବୃଦ୍ଧି ପାଇଛି। ଲୁହା ରଡ଼, ସିମେଣ୍ଟ ବୋଝେଇ ଟିପ୍ପର ଓଲଟି ପଡ଼ିବାରୁ ଘଟଣା ସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଥିଲା। ସେହିପରି ଆଉ ୮ ଜଣ…
କନ୍ଧମାଳ ଜିଲ୍ଲାସ୍ତରୀୟ ଫୁଟବଲ ଲିଗ୍ ଅନୁଷ୍ଠିତ
ଫୁଲବାଣୀ: କନ୍ଧମାଳ ଜିଲ୍ଲା କ୍ରୀଡା ସଂସଦର ଆୟୋଜନରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଯାପିତ ହୋଇଯାଇଛି । ଶୁକ୍ରବାର ଏହାର ଫାଇନାଲ ପ୍ରତିଯୋଗୀତାରେ ଫୁଲବାଣୀର ଜେଡି କ୍ଳବ ସହିତ ମୁକାବିଲାରେ ଟାଇ ବ୍ରେକର ଜରିଆରେ ସ୍ପୋର୍ଟ୍ସ ହଷ୍ଟେଲ ଚମ୍ପିଅନ ହୋଇଛି । ଗତ ୮!-->…
ଧାନ କାଟିବା ପାଇଁ ଆନ୍ଧ୍ରକୁ ଚାଲାଣ କରାଯାଉଥିଲା,୨୧ ଶିଶୁ ଶ୍ରମିକ ଉଦ୍ଧାର…
ସେମିଳିଗୁଡ଼ା : ଧାନ କାଟିବା କାର୍ଯ୍ୟରେ ନିୟୋଜନ ପାଇଁ ଆନ୍ଧ୍ରକୁ ଚାଲାଣ କରାଯାଉଥିଲା। ବସ୍ ଷ୍ଟାଣ୍ଡରୁ ୧୭ ନାବାଳିକା ଓ ୪ ନାବାଳକଙ୍କୁ ଉଦ୍ଧାର କରିଛି ପୁଲିସ। ଘଟଣା ଘଟିଛି କୋରାପୁଟ ଜିଲ୍ଲାରେ। ଏହି ଘଟଣାରେ ପୁଲିସ ୩ ଜଣ ଦଲାଲଙ୍କୁ ଅଟକ ରଖିଛି। ଉଦ୍ଧାର ଶିଶୁ…
ସଂକୁଳ କ୍ରୀଡାରେ ତୁମୁଡବନ୍ଧ ସରସ୍ବତୀ ଶିଶୁ ବିଦ୍ୟାର ସଫଳତା
ଫୁଲବାଣୀ : ଶିକ୍ଷା ବିକାଶ ସମିତି ଓଡିଶାଙ୍କ ଯୋଜନା ଆଧାରରେ ବାଲିଗୁଡା ସଂକୁଳର କ୍ରୀଡା ସମାରୋହ ଉଦଯାପିତ ହୋଇଯାଇଛି l ବାଲିଗୁଡା, ରାଇକିଆ, ତୁମୁଡିବନ୍ଧ, ଦାରିଙ୍ଗବାଡି ଓ ସାରଙ୍ଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରକୁ ନେଇ ଏହି ସଂକୁଳରେ 76 ଜଣ ଶିଶୁ ଭାଇ ଭଉଣୀ ଏଥିରେ ଭାଗ ନେଇଥିଲେ l!-->…
୧୦ହଜାର ମେଟ୍ରିକ୍ ଟନ୍ ମକା ଗଲା ଆନ୍ଧ୍ର ଓ ତାମିଲନାଡୁ…
ଜୟପୁର: ଏହି ବର୍ଷ ଠାରୁ କୋରାପୁଟିଆ ମକା ମଂଜି ବିଦେଶକୁ ରପ୍ତାନୀ କରାଯିବା ପ୍ରକ୍ରିୟା ବନ୍ଦ ହୋଇଯାଇଛି। ଦେଶରେ ଉତ୍ପାଦିତ ଖାଦ୍ୟ ଶସ୍ୟ ଦେଶ ମଧ୍ୟରେ ବିକ୍ରି କରାଯିବା ପ୍ରକ୍ରିୟା ଆରମ୍ଭ ହୋଇଛି। ଶେଷ ପର୍ଯ୍ୟାୟରେ ରହିଛି ମକା ମଂଜି ଉତ୍ପାଦନ। ଅବିଭକ୍ତ…