Sign in
Sign in
Recover your password.
A password will be e-mailed to you.
ଅପେରସନ ସୂର୍ଯ୍ୟଶକ୍ତିର କମାଲ
ଉମରକୋଟ: ଜ଼ିଲ୍ଲା କାଁକେର, ନାରାୟଣପୁର ଓ ଗଡ଼ଚୂରଳିରେ ସିଆରପିଏଫର ବଡ଼ ସଫଳତା | ନକ୍ସଲ ମାନଙ୍କ ଅନେକ ଗୁପ୍ତ ଠିକଣା ସନ୍ଧାନ କରି ଭାଙ୍ଗି ଦିଆଗଲା l ସୂଚନା ଅନୁସାରେ, ଜ଼ିଲ୍ଲା କାଁକେର ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଉର୍ଚାପାଳ, ପାରାଦୀ, ପଙ୍ଗୁର, ଟୀକାମେଟା, କୁକୁର ଇତ୍ୟାଦି ସ୍ଥାନରେ!-->…
ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଜେରା କଲା ଇଡି
ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହରିୟାଣାର ପୂର୍ବତନ ଭୂପିନ୍ଦର ସିଂହ ହୁଡ୍ଡାଙ୍କୁ ଆଜି ଇଡି ପଚରାଉଚରା କରିଛି। ପ୍ରିଭେନ୍ସନ୍ ଅଫ୍ ମନି ଲଣ୍ଡରିଂ ଆକ୍ଟ ଅନୁଯାୟୀ…
ବାଣ ନେଇ ଅଯୋଧ୍ୟା ଯାଉଥିବା ଟ୍ରକ୍ରେ ଲାଗିଲା ନିଆଁ…
ବାଣ ଲଦା ହୋଇଥିବା ଏକ ଟ୍ରକ୍ରେ ଲାଗିଲା ନିଆଁ। ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାର ଖରଗିଖେଡା ଗାଁ ନିକଟରେ ଏକ ଟ୍ରକ୍ରେ ସନ୍ଦିଗ୍ଧ ପରିସ୍ଥିତିରେ ନିଆଁ ଲାଗିବା ଯୋଗୁ ଭୟଙ୍କର ବିସ୍ଫୋରଣ ହୋଇଛି। ଫଳରେ ସ୍ଥାନୀୟ ଲୋକେ ଆତଙ୍କିତ ହୋଇପଡିଛନ୍ତି।
ସୂଚନା ମୁତାବକ, ଆଜି…
ତୃତୀୟ ଦିନରେ ଜମୁଛି ଧନୁଯାତ୍ରା…
ବରଗଡ: ତୃତୀୟ ଦିନରେ ଜମୁଛି ବରଗଡ଼ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା । ଗୋପପୁରରେ ଶ୍ରୀକୃଷ୍ଣ ଙ୍କୁ ପାଇ ଆତ୍ମବିଭୋର ହୋଇପଡିଛନ୍ତି ନନ୍ଦରାଜା ଓ ନନ୍ଦରାଣୀ । ସେଥିପାଇଁ ଆୟୋଜନ କରିଛନ୍ତି ନନ୍ଦୋତ୍ସବ । କୃଷ୍ଣ ଜନ୍ମ ପରେ ସାରା ଗୋପପୁର ହୋଇପଡ଼ିଛି ଉତ୍ସବ ମୁଖର । ଏହାସହ…
ତେଲେଙ୍ଗାନାରେ ୧୨,୦୦୦ କୋଟିରୁ ଅଧିକ ପୁଞ୍ଜି ନିବେଶ କରିବ ଆଦାନୀ ଗ୍ରୁପ୍…
ନୂଆଦିଲ୍ଲୀ: ଆଦାନୀ ଗ୍ରୁପ୍ ତେଲେଙ୍ଗାନା ରାଜ୍ୟ ସରକାରଙ୍କ ସହଯୋଗରେ ଏକାଧିକ କ୍ଷେତ୍ରରେ ୧୨,୪୦୦ କୋଟି ଟଙ୍କା (୧.୪୯ ବିଲିୟନ ଡଲାର)ରୁ ଅଧିକ ପୁଞ୍ଜି ନିବେଶ କରିବାକୁ ୪ଟି ଚୁକ୍ତି ସ୍ୱାକ୍ଷର କରିଛି।
ଆଦାନୀ ଗ୍ରୁପର ଅଧ୍ୟକ୍ଷ ଗୌତମ ଆଦାନୀ ଏବଂ ତେଲେଙ୍ଗାନା…
ମହାରାଷ୍ଟ୍ର ବାଚସ୍ପତିଙ୍କ ସମେତ ୧୪ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ…
ମାହାରାଷ୍ଟ୍ର ବିଧାନସଭା ବାଚସ୍ପତିଙ୍କ ସମେତ ୧୪ ଜଣ ବିଧାୟକଙ୍କୁ ନୋଟିସ୍ ପଠାଇଲେ ବମ୍ବେ ହାଇକୋର୍ଟ। ନୋଟିସ୍ ହୋଇଥିବା ସମସ୍ତ ବିଧାୟକ ଶିବସେନା (ୟୁବିଟି) ଗୋଷ୍ଠୀର।ଏହି ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା ନ କରିବାକୁ ବାଚସ୍ପତିଙ୍କ ନିର୍ଦ୍ଦେଶ…
ସର୍ଜିକାଲ ଷ୍ଟ୍ରାଇକ୍ ପରେ ଖରାପ ହେଲା ପାକିସ୍ତାନ-ଇରାନ ସଂପର୍କ…
ଇସ୍ଲାମାବାଦ: ପାକିସ୍ତାନ ଉପରେ ଇରାନର ସର୍ଜିକାଲ ଷ୍ଟ୍ରାଇକ୍ ପରେ ଦୁଇ ଦେଶ ମଧ୍ୟରେ ସମ୍ପର୍କ ଖରାପ ହେବାରେ ଲାଗିଛି । ଇରାନରୁ ନିଜ ରାଷ୍ଟ୍ରଦୂତଙ୍କୁ ଫେରାଇ ଆଣିବାକୁ ନିଷ୍ପତ୍ତି ନେଇଛି ପାକିସ୍ତାନ। ଏହା ସହିତ ପାକିସ୍ତାନରେ ଅବସ୍ଥାପିତ ଇରାନୀ ରାଷ୍ଟ୍ରଦୂତଙ୍କୁ…
ଦାରିଙ୍ଗବାଡ଼ି ଠାରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସିଧାପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ଦାରିଙ୍ଗବାଡ଼ି,୧୭/୧, କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ମିନି ଷ୍ଟାଡିୟମ ଠାରେ ଏଲଇଡି ମାଧ୍ୟମରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସିଧାପ୍ରସାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଠାରେ ପ୍ରଭୁ ଜଗନ୍ନାଥଙ୍କୁ ପୂଜାର୍ଚ୍ଚନା କରିବା ସହ ହୋମ ଯଜ୍ଞ କରାଯାଇଛି। ଏହି କାର୍ଯ୍ୟକ୍ରମରେ!-->…
ଉତ୍ସର୍ଗୀକୃତ ମନୋଭାବ ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ୪୬ କର୍ମଚାରୀ ସମ୍ମାନିତ
ଭୁବନେଶ୍ବର: ପୂର୍ବତଟ ରେଳପଥ ବୁଧବାର ଭୁବନେଶ୍ୱରର ରେଳ ଅଡିଟୋରିୟମ ଠାରେ ବିଶିଷ୍ଟ ରେଳ ସେବା-୨୦୨୩ ପୁରସ୍କାର ସମାରୋହ ପାଳନ କରିଛି। ଏହି ଅବସରରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ସମସ୍ତ ରେଳବାଇ କର୍ମଚାରୀଙ୍କୁ ସେମାନଙ୍କର ଉତ୍ସର୍ଗୀକୃତ ସେବା ମନୋଭାବକୁ…
ମୋତେ ଅଯୋଧ୍ୟା ଯିବାକୁ ଏପର୍ଯ୍ୟନ୍ତ ନିମନ୍ତ୍ରଣ ମିଳିନାହିଁ : କେଜ୍ରିଓ୍ବାଲ
ନୂଆଦିଲ୍ଲୀ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ଜାନୁଆରୀ ୨୨ରେ ହେଉଛି । ଏଥିପାଇଁ ବିଭିନ୍ନ କ୍ଷେତ୍ର ସହ ଜଡ଼ିତ ନେତା, ଅଭିନେତା ଓ ସେଲିବ୍ରିଟିଙ୍କୁ ନିମନ୍ତ୍ରଣ ପତ୍ର ପଠାଯାଉଛି। ସେପଟେ ଆମ୍ ଆଦମୀ ପାର୍ଟିର ଆବାହକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ…