Sign in
Sign in
Recover your password.
A password will be e-mailed to you.
ସରକାରୀ ଘର ଖାଲି କରିବାକୁ ମହୁଆକୁ ମିଳିଲା ତୃତୀୟ ନୋଟିସ୍…
ନୂଆଦିଲ୍ଲୀ: ତୃଣମୂଳ କଂଗ୍ରେସ (ଟିଏମସି) ନେତ୍ରୀ ମହୁଆ ମୈତ୍ରଙ୍କୁ ବୁଧବାର ନୂଆଦିଲ୍ଲୀରେ ତାଙ୍କ ସରକାର ଆବଣ୍ଟିତ ବାସଭବନ ଖାଲି କରିବାକୁ ପୁଣି ନୋଟିସ୍ ମିଳିଛି।
ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରାଳୟ ଅଧୀନରେ ଥିବା ସମ୍ପତ୍ତି ନିର୍ଦ୍ଦେଶାଳୟ…
ଶ୍ରୀକ୍ଷେତ୍ରକୁ ଗଡ଼ିବ ଶ୍ରୀଜଗନ୍ନାଥ ଏକ୍ସପ୍ରେସ, ଆସନ୍ତାକାଲି ବସ୍ ସେବାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ…
ପୁରୀ : ଶ୍ରୀକ୍ଷେତ୍ରକୁ ଗଡ଼ିବ ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ୧୮ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଏହି ବସ୍ ସେବାର ଶୁଭାରମ୍ଭ କରିବେ । ସବୁ ଜିଲ୍ଲାକୁ ପୁରୀକୁ ଗଡ଼ିବ ଲକ୍ଷ୍ମୀ ବସ୍ ଶ୍ରୀଜଗନ୍ନାଥ ଏକ୍ସପ୍ରେସ । ଏନେଇ ଓଏସଆରଟିସି ପକ୍ଷରୁ ସୂଚନା ଦିଆଯାଇଛି ।…
ମଝି ଆକାଶରେ କ୍ରୁ ସଦଦ୍ୟଙ୍କୁ କାମୁଡ଼ି ଦେଲେ ଯାତ୍ରୀ, ଅଧାରାସ୍ତାରୁ ଫେରିଗଲା ବିମାନ
ଦିନକୁ ଦିନ ବିମାନ ଭିତରେ ହିଂସକ ହୋଇପଡୁଛନ୍ତି ଯାତ୍ରୀ। ଏପରିକି କ୍ରୁ ସଦସ୍ୟଙ୍କୁ ମାଡ ମାରିବାକୁ ମଧ୍ୟ ପଛାଉ ନାହାନ୍ତି। ଦିଲ୍ଲୀରୁ ଗୋଆ ଯାଉଥିବା ଇଣ୍ଡିଗୋ ବିମାନ ବିଳମ୍ବ ହେବା ପରେ ପାଇଲଟଙ୍କୁ ଜଣେ ଯାତ୍ରୀ ଚାପୁଡା ମାରିବ ଘଟଣା ପରେ ଏବେ ସେଭଳି ଆଉ ଏକ ଘଟଣା…
ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
ପୁରୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଶେଷରେ ଭକ୍ତଙ୍କ ଉଦ୍ଦେଶ୍ୟରେ ଲୋକାର୍ପିତ ହୋଇଛି ଶ୍ରୀମନ୍ଦିର ଯାତ୍ରୀ ପରିକ୍ରମା ପ୍ରକଳ୍ପ । ନିର୍ଦ୍ଧାରିତ ସମୟ ଅନୁସାରେ ଗଜପତି ମହାରାଜାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରକଳ୍ପ ଲୋକାର୍ପଣ ସହ ଫଳକ ଉନ୍ମୋଚନ ହୋଇଛି…
ରାଜଧାନୀରୁ ବିପୁଳ ପରିମାଣର କଫ୍ ସିରଫ ଜବତ, ୨ ଗିରଫ…
ଭୁବନେଶ୍ବର: ବିପୁଳ ପରିମାଣର କଫ ସିରପ ଜବତ କଲା ନୟାପଲ୍ଲୀ ପୋଲିସ । ୧୬୮୦ ଟି ବୋତଲ ଜବତ କରିବା ସହ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ମହିମା ନଗର ଗାଢକଣ ର ଜଗନ୍ନାଥ ଜେନା ଓରଫ ଜଗନ (୪୭) ଓ ସାଲିଆ ସାହି ବସ୍ତିର ଅନିଲ କୁମାର ନାୟକ…
ନେହୁରୁ ଯୁବକେନ୍ଦ୍ର ପକ୍ଷରୁ ଜାତୀୟ ଯୁବ ସପ୍ତାହ ପାଳନ ଅବସରରେ ସଡ଼କ ସୁରକ୍ଷା ସନେତନତା ଅଭିଯାନ
ମାଲକାନଗିରି,୧୭।୧ : ମାଲକାନଗିରି ଜିଲ୍ଲା ସହର ମହକୁମାର ବିଭିନ୍ନ ଛକରେ ନେହେରୁ ଯୁବ କେନ୍ଦ୍ର ପକ୍ଷରୁ ଆଜି ଜାତୀୟ ଯୁବ ସପ୍ତାହ ପାଳନ ଅବସରରେ ସଡ଼କ ସୁରକ୍ଷା ସଚେତନତା ଅଭିଯାନ ଓ ଯାତ୍ରୀଙ୍କ ନିମନ୍ତ୍ରଣ ସ୍ବେଚ୍ଛାକୃତ ସମର୍ଥନ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଜାତୀୟ ଯୁବ!-->!-->!-->…
ସପରିବାର କଂଗ୍ରେସକୁ ଫେରିଲେ ଗିରିଧର ଗମାଙ୍ଗ
ଭୁବନେଶ୍ବର: କଂଗ୍ରେସକୁ ଫେରିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ । ଆଜି ଦିଲ୍ଲୀ ସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପତ୍ନୀ ପୂର୍ବତନ ସାଂସଦ ହେମା ଗମାଙ୍ଗ ଓ ପୁଅ ଶିଶିର ଗମାଙ୍ଗ ଯୋଗ ଦେଇଛନ୍ତି । କଂଗ୍ରେସ ପକ୍ଷରୁ ସେମାନଙ୍କୁ…
ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କ ଉପରେ ଆକ୍ରମଣର ମିଳିତ ତଦନ୍ତ କରିବେ ସିବିଆଇ ଓ ଏସଆଇଟି…
କୋଲକାତା: ପଶ୍ଚିମବଙ୍ଗରେ ଇଡି ଅଧିକାରୀଙ୍କୁ ହୋଇଥିବା ଆକ୍ରମଣ ମାମଲାରେ କାଲକାଟା ହାଇକୋର୍ଟ ଗୁରୁତ୍ବପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ମିଳିତ ତଦନ୍ତ ସିବିଆଇ ଓ ପୁଲିସର ଏସଆଇଟି ଦ୍ୱାରା କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଯଥାଶୀଘ୍ର…
ସୀମାନ୍ତରେ ସୁରକ୍ଷା ବାହିନୀକୁ ବଡ ସଫଳତା : ୩ ନକ୍ସଲ ଗିରଫ
ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବିଜାପୁରରେ ବିଭିନ୍ନ ଆକ୍ରମଣ, ଅଗ୍ନିକାଣ୍ଡ ଏବଂ ଅନ୍ୟାନ୍ୟ ମାଓ ଘଟଣାରେ ଜଡିତ ଥିବା ୩ ମାଓବାଦୀକୁ ଗିରଫ କରିଛି ସୁରକ୍ଷା ବାହିନୀ । ସୂଚନା ଅନୁଯାୟୀ ବିଜାପୁର ଜିଲ୍ଲାର ବାସାଗୁଡା-ଗଙ୍ଗାଲୁର ପୁଲିସ ଥାନା ଅନ୍ତର୍ଗତ ଏକ ଯାତ୍ରୀବାହୀ ବସ୍ରେ!-->…
ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହେଲେ ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର : ନବୀନଙ୍କ ଆଖିରେ ଲୁହ। ଶ୍ରୀମନ୍ଦିର ଲୋକାର୍ପଣ ଉତ୍ସବ ବେଳେ ଭାବବିହ୍ବଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ। ଜଗନ୍ନାଥ ଭାବ ପ୍ରେମରେ ନିମଗ୍ନ ହେବା ସହ ନବୀନଙ୍କ ଆଖି ଛଳ ଛଳ ହୋଇଥିଲା। ଆପେଆପେ ଲୁହରେ ଭିଜିଯାଇଥିଲା ଆଖି । ମୁଖ୍ୟମନ୍ତ୍ରୀ ଭକ୍ତି ଓ ଖୁସିରେ…