ବୈଷୟିକ ଉନ୍ନତି ସମୟରେ ଆମେ ଆମର ପାରମ୍ପରିକ ମୂଲ୍ୟବୋଧକୁ ଭୁଲିବା ଉଚିତ ନୁହେଁ: ରାଷ୍ଟ୍ରପତି

ସମ୍ବଲପୁର: ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୧୫ତମ ବାର୍ଷିକ ସମାବର୍ତ୍ତନ ଉତ୍ସବକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ, ବୈଷୟିକ ଉନ୍ନତିକୁ ଗ୍ରହଣ କରିବା ସମୟରେ ଆମେ ଆମର ପାରମ୍ପରିକ…

ଭଦ୍ରକ ପୁରୁଣାବଜାରରେ ବିପୁଳ ପରିମାଣର ଜର୍ଦ୍ଦା ଜବତ…

ଭଦ୍ରକ: ଭଦ୍ରକ ସହରରେ ଦୀର୍ଘଦିନ ହେବେ ପୁରୁଣାବଜାର ଅଂଚଳ ନକଲି ଜର୍ଦାର ହବ ପାଲଟିଛି। ନକଲି ଜର୍ଦ୍ଦାକୁ ଯେତେଥର ପୁଲିସ ଜବତ କରୁଛି। ଅଧିକ ଲୋକ ଏଇ ବେଆଇନ କାର୍ଯ୍ୟରେ ସଂପୃକ୍ତ ରହିଛନ୍ତି। ଏହି ବେଆଇନ କାର୍ଯ୍ୟରେ କିନ୍ତୁ ମୂଳ ପ୍ରଚ୍ଛଦ ପଟରେ କିଏ ରହୁଛି ତାକୁ…

ଆନ୍ତଃ ମହାବିଦ୍ୟାଳୟ ଯୁବବିକାଶ କାର୍ଯ୍ୟକ୍ରମ ଉଦଘାଟିତ…

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏମ. ସି. ଏସ ମହାବିଦ୍ୟାଳୟ ରେ ଅନ୍ତଃ ମହାବିଦ୍ୟାଳୟ ଖୋକଓ ଯୁବବିକାଶର ନୂଆ ଓଡିଶା, ଯୁବଓଡ଼ିଶା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି, ଓଡିଶା ବିହନ ନିଗମର ଅଧ୍ୟକ୍ଷ l ବିଜୟ ନାୟକ କାର୍ଯ୍ୟକ୍ରମ କୁ

ବଲ୍ଲଭ ଦାସଙ୍କୁ ଶ୍ରଦ୍ଧାଞ୍ଜଳୀ

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକର ଚାନ୍ଦିବାଉଁଶମୂଳ ପଞ୍ଚାୟତର ଵରିଷ୍ଠ ବିଜେଡି ନେତା ଵିଜୟ କୁମାର ଦାସଙ୍କ ବଡବାପା ସ୍ବର୍ଗତ ବଲ୍ଲଭ ଦାସଙ୍କର ଅକାଳ ବିୟୋଗ ଖବର ପାଇ ଜିଲ୍ଲାପରିଷଦ ଉପାଧ୍ୟକ୍ଷ ଅଶୋକ କୁମାର ପ୍ରତିହାରୀ ଏବଂ ଅଶୋକଭାଇ ଫ୍ୟାନକ୍ଲବର ଯୁବକମାନେ ସ୍ବର୍ଗତ

ଦାମପାହାଡ଼ ରେଳ ଷ୍ଟେସନରୁ ୩ଟି ନୂଆ ଟ୍ରେନର ଶୁଭାରମ୍ଭ କଲେ ରାଷ୍ଟ୍ରପତି…

ରାଇରଂଗପୁର/ଭୁବନେଶ୍ବର: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି (ନଭେମ୍ବର ୨୧, ୨୦୨୩ରେ) ବାଦାମପାହାଡ଼ ରେଳ ଷ୍ଟେସନରୁ ତିନୋଟି ନୂଆ ଟ୍ରେନ ଚଳାଚଳକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନଗୁଡ଼ିକ ହେଲା ବାଦାମପାହାଡ଼- ଟାଟାନଗର ମେମୁ, ବାଦାମପାହାଡ଼-…

୮ ସପ୍ତାହ ମଧ୍ୟରେ ଉପଯୁକ୍ତ ପଦକ୍ଷେପ ପାଇଁ ସ୍ୱାସ୍ଥ୍ୟ ସଚିବଙ୍କୁ ଏନ୍‌ଏଚ୍‌ଆରସିଙ୍କ ନିର୍ଦ୍ଦେଶ…

ଭୁବନେଶ୍ବର: ଅପହଞ୍ଚ ସ୍ୱାସ୍ଥ୍ୟ ସେବା ଓ ସ୍ୱାସ୍ଥ୍ୟ ବିଭାଗର ଅବହେଳା ଯୋଗୁଁ କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତର ଜନ୍ତାରି ଗାଁରେ ଗତ ପାଞ୍ଚ ମାସ ଭିତରେ ୯ ଜଣ ଜୁଆଙ୍ଗ ଆଦିବାସୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବିକ ଅଧିକାର କମିସନ…

ପୁରୀ ଯିବାକୁ ବାରଣ କରିବା ସମ୍ବିଧାନ ବିରୋଧୀ – ପ୍ରସାଦ ହରିଚନ୍ଦନ

ପୁରୀ : ‘ରାଜ୍ୟ ସରକାରଙ୍କ ଜିଦି ନବାନ ହୁସେନ ଶାହଙ୍କ ଜିଦିକୁ ବଳିଗଲା । କେହି ଦାଣ୍ଡରେ ହରିନାମ ନେଇ ପାରିବେନି ବୋଲି କହିଥିଲେ ନବାନ ହୁସେନ ଶାହ । ସେହିପରି ଏବେ ରାଜ୍ୟ ସରକାର ବି ସମାନ ପଦାଙ୍କ ଅନୁସରଣ କରୁଛନ୍ତି। ଏପରିକି ପୁରୀ ଯିବାକୁ ବାରଣ କରି ସରକାର ନିଜକୁ…

ବିଶ୍ବ ଶିଶୁ ଦିବସରେ ବେଟି ବଞ୍ଚାଅ ବେଟି ପଢାଅ ସଚେତନତା ରଥର ରାଜନଗର ପରିକ୍ରମା…

ରାଜନଗର : କେନ୍ଦ୍ରାପଡା ଜିଲ୍ଲା ରାଜନଗର ବ୍ଲକ ସଦରମହକୁମାରେ ଵିଶ୍ବ ଶିଶୁ ଦିବସ ଅବସରରେ ବେଟି ବଞ୍ଚାଅ ବେଟି ପଢାଅର ସଚେତନତା ରଥ ଗତକାଲି ଶ୍ରୀ ଶ୍ରୀ ଜଗନ୍ନାଥ ମହାଵିଦ୍ୟାଳୟରେ ପହଁଚି ସେଠାରେ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ଶିଶୁ ସୁରକ୍ଷା ଵିଭାଗ ଦ୍ବାରା ଏହି ସଚେତନତା

ଟ୍ରାକ୍ଟର ଓଲଟି ୨ ମୃତ, ୬ ଗୁରୁତର…

ଚିକିଟି // ପାତ୍ରପୁର : ଓଡ଼ିଶା ଓ ଆନ୍ଧ୍ର ପ୍ରଦେଶ ସୀମାନ୍ତ ତାଳଗୁରାଣ୍ଡି ଗାଁ ନିକଟରେ ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଉଛନ୍ତି- ଜଗନ୍ନାଥ ଭୂୟାଁ (୪୩) ଓ ଡେରା ଶବର (୪୮)। ମୃତାହତମାନେ ଗଞ୍ଚାମ ଜିଲ୍ଲା…

ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୫୦ କୋଟି ମଞ୍ଜୁର…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଟକ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ପ୍ରକଳ୍ପଟି ହେଉଛି– ମହାନଦୀରେ ବୈଦେଶ୍ବର ନଦୀଗର୍ଭ ଜଳାଶୟ…