ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ହତ୍ୟା

ଭଦ୍ରକ: କ୍ରିକେଟ ଖେଳାଳିଙ୍କୁ ନିର୍ମମ ହତ୍ୟା । ଭଦ୍ରକ ଚରମ୍ପା ବଜାରରେ ଯୁବକଙ୍କୁ ସଂଘବଦ୍ଧ ଛୁରାମାଡ଼ । ଗୁଣ୍ଠୁଣା ବଜାରରେ ମେଳଣ ଚାଲିଥିବାବେଳେ ନୃଶଂସ ହତ୍ୟା । ମୃତ ଯୁବକ ହେଲେ ଗୁଣ୍ଠୁଣା ବଜାର ଅଂଚଳ ର କୁମାର ସ୍ୱାମୀ । ପୂର୍ବ ଶତ୍ରୁତାରୁ ହତ୍ୟା ସନ୍ଦେହ କରାଯାଉଛି । ଗତକାଲି

ପୁଣି ଥରେ ଭାରତ ଜିତିଲା ଟି-ଟ୍ବେଣ୍ଟି ବିଶ୍ବକପ୍, ସମଗ୍ର ଦେଶରେ ଖୁସିର ଲହର

ଅହମଦାବାଦ: ଭାରତୀୟ ପୁରୁଷ କ୍ରିକେଟ୍‌ ଟିମ୍‌ ଅହମଦାବାଦରେ ଦେଶର କୋଟିକୋଟି ପ୍ରଶଂସକ, କ୍ରୀଡ଼ାପ୍ରେମୀ ଓ ଦର୍ଶକଙ୍କ ହୃଦୟ ଜିତିଛନ୍ତି। ଷ୍ଟାଡିୟମରେ ଉପସ୍ଥିତ ଲକ୍ଷାଧିକ ଦର୍ଶକ ଭାରତୀୟ ଯୁବ ଖେଳାଳିଙ୍କ ପ୍ରଦର୍ଶନ ଦେଖି ଯେତିକି ଉତ୍ସାହିତ ହୋଇଛନ୍ତି, ଜମ୍ମୁ କଶ୍ମୀରରୁ କନ୍ୟାକୁମାରୀ

ମହିଳାଙ୍କ ଅଧିକାର ସୁରକ୍ଷା ହେଲେ ମହିଳା ସଶକ୍ତ ହେବେ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପଡିଆ ବ୍ଲକର ବିଭିନ୍ନ ସ୍ଥାନରେ ବିଶ୍ଵ ମହିଳା ଦିବସ ପାଳନ କରାଯାଇଛି। ଏହି ଅବସରରେ ପଡିଆ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଶ୍ଵିନି କୁମାର ମହାପାତ୍ରଙ୍କ ତତ୍ତ୍ଵାବଧାନରେ ଆଠଗୋଟି ପଞ୍ଚାୟତ ସଦର ମହକୁମାରେ ମହିଳା ସଭା କରାଯାଇ ବିଶ୍ଵ ମହିଳା ଦିବସ ପାଳନ

ନ୍ୟୁୟର୍କ ମେୟର ମାମଦାନୀଙ୍କ ବାସଭବନ ଆଗରେ ବୋମା ବିସ୍ଫୋରଣ ଉଦ୍ୟମ: ୨ ଗିରଫ

ନ୍ୟୁୟର୍କ: ନ୍ୟୁୟର୍କ ସିଟି ମେୟର ଜୋହରାନ ମାମଦାନୀଙ୍କ ବାସଭବନ ବାହାରେ ବିସ୍ଫୋରଣ ଉଦ୍ୟମ କରିଥିବା ଦୁଇ ଜଣ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି। ନ୍ୟୁୟର୍କ ସିଟି ପୁଲିସ ବିଭାଗ (ଏନ୍‌ୱାଇପିଡି) ମାମଦାନୀଙ୍କ ବାସଭବନ ଗ୍ରେସି ମ୍ୟାନସନ୍ ବାହାରେ ବୋମା ବିସ୍ଫୋରଣ ଉଦ୍ୟମ ପରେ ଦୁଇ

ମୁସଲମାନ ମହିଳାଙ୍କୁ ନିସ୍ତୁକ ମାଡ଼, ଡାକ୍ତରଖାନାରେ ଚାଲିଗଲା ଜୀବନ

ପାଟନା: ବିହାରର ମଧୁବନି ଜିଲ୍ଲାରେ ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ଜଣେ ଗାଁ ମୁଖିଆଙ୍କ ପୁଅ ଓ କିଛି ଲୋକ ଜଣେ ମୁସଲମାନ ମହିଳାଙ୍କୁ ନିସ୍ତୁକ ମାଡ଼ ମାରିବା ସହିତ ପରିସ୍ରା ପିଆଇବା ପରେ ଡାକ୍ତରଖାନାରେ ଚିକିିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ମକ୍‌ତୁବ୍‌ ମିଡିଆ ପକ୍ଷରୁ

ଅନିଲ ଅମ୍ବାନୀଙ୍କ ବିରୋଧରେ ମାମଲା

ନୂଆଦିଲ୍ଲୀ: ପିଏନବିର ମୁଖ୍ୟ ପରିଚାଳକ ସନ୍ତୋଷକୃଷ୍ଣ ଅନ୍ନଭରପୁଙ୍କ ଅଭିଯୋଗ ପାଇବା ପରେ ସିବିଆଇ ଆଇପିସିର ଧାରା ୪୨୦ ଏବଂ ୧୨୦ (ବି) ଅଧୀନରେ ମାମଲା ରୁଜୁ କରିଛି। ଏଫଆଇଆର ଅନୁଯାୟୀ, ଅନିଲ ଅମ୍ବାନୀଙ୍କ ନେତୃତ୍ୱରେ ରିଲାଏନ୍ସ କମ୍ୟୁନିକେସନ୍ସ ୨୦୧୩ ମସିହାରୁ ୨୦୧୭ ମଧ୍ୟରେ ବ୍ୟାଙ୍କକୁ

ଇସ୍ରାଏଲକୁ ଗୋଳା-ବାରୁଦ ଓ ଯୁଦ୍ଧ ସାମଗ୍ରୀ ବିକିବ ଆମେରିକା

ନୂଆଦିଲ୍ଲୀ: ଇସ୍ରାଏଲକୁ ଗୋଳା-ବାରୁଦ ଓ ଯୁଦ୍ଧ ସାମଗ୍ରୀ ବିକିବା ପାଇଁ ଆମେରିକା ନିଷ୍ପତ୍ତି ନେଇଛି। ଆମେରିକୀୟ ବିଦେଶ ବିଭାଗ ଇସ୍ରାଏଲ ସରକାରଙ୍କୁ ପ୍ରାୟ ୧୬ କୋଟି ଡଲାରର ଯୁଦ୍ଧ ସାମଗ୍ରୀ କ୍ରୟ ନେଇ ମଞ୍ଜୁରୀ ଦେଇଛି। ଇସ୍ରାଏଲ ସରକାର ନିଜ ସୁରକ୍ଷା ଆବଶ୍ୟକତାକୁ ପୂରା କରିବା ପାଇଁ

ଜେଡିୟୁରେ ସାମିଲ ହେଲେ ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର

ପାଟନା : ବିହାର ମୁଖ୍ୟମନ୍ତ୍ରୀ ତଥା ଜେଡିୟୁ ସଭାପତି ନୀତିଶ କୁମାରଙ୍କ ପୁଅ ନିଶାନ୍ତ କୁମାର ଜେଡିୟୁରେ ଯୋଗ ଦେଇଛନ୍ତି । ସେ ପାଟନା ସ୍ଥିତ ଜେଡିୟୁ ଅଫିସରେ ସଦସ୍ୟତା ପଦ ଗ୍ରହଣ କରିଛନ୍ତି । ଏହି ସମୟରେ ପାର୍ଟିର ସମସ୍ତ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ । ନୀତିଶ କୁମାର ଦୁଇ

ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ପ୍ରସଙ୍ଗ: ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ମାଗିଲା ଗୃହ ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ପ୍ରୋଟକଲ ଉଲ୍ଲଂଘନ ଏବଂ ସ୍ଥାନ ପରିବର୍ତ୍ତନ ମାମଲାରେ ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି କେନ୍ଦ୍ର ସରକାର । ଆଜି ସନ୍ଧ୍ୟା ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ଦାର୍ଜିଲିଂ ସାନ୍ତାଳୀ ସମ୍ମିଳନୀ ବେଳେ

ସଶକ୍ତ ମହିଳା, ସଶକ୍ତ ସମାଜ : ବରିଷ୍ଠ କଳାକାର ସଂଘ

ବ୍ରହ୍ମପୁର : ବିଶ୍ୱ ମହିଳା ଦିବସ ଅବସରରେ କଳା ଓ କଳାକାର ହିତୈଷୀ ମହାମଞ୍ଚ "ଗଞ୍ଜାମ ଜିଲ୍ଲା ବରିଷ୍ଠ କଳାକାର ସଂଘ" ତରଫରୁ ସ୍ଥାନୀୟ ଗିରି ମାର୍କେଟ ଛକ ସ୍ଥିତ ପ୍ରକାଶମ୍ ହଲ୍ - ଆନ୍ଧ୍ର ଭାଷା ବିବର୍ଦ୍ଧନୀ ସମାଜମ୍ ସଭା ପ୍ରକୋଷ୍ଠ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। ସଂଘ