ପୋଲରୁ ୨୦ ଫୁଟ୍ ତଳକୁ ଖସିପଡ଼ିଲା କାର୍, ୩ ଆହତ

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ବଣାଇର ମହୁଲପଦା ଥାନାର ଫୁଲଝର ନଗରିଆ ପୋଲ ତଳକୁ ପ୍ରାୟ ୨୦ ଫୁଟ ତଳକୁ ଖସିଲା କାର । ଫଳରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଆହତମାନେ ହେଉଛନ୍ତି- କେନ୍ଦୁଝର ଜିଲ୍ଲା କାଦଡ଼ିଆ ଗାଁର ଅଜିତ ମାହାନ୍ତ, ଓମକାର…

କଡା ସୁରକ୍ଷା ବ୍ୟବସ୍ଥା ସତ୍ତ୍ୱେ ପଡିଆ ଭିତରେ ପଶିଲେ ପାଲେଷ୍ଟାଇନ ସମର୍ଥକ

ଅହମଦାବାଦ: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଲଢେଇ ଜାରି ରହିଛି | ଏହି ଯୁଦ୍ଧରେ ଏପର୍ଯ୍ୟନ୍ତ ହଜାର ହଜାର ଲୋକ ପ୍ରାଣ ହରାଇଛନ୍ତି ଏବଂ ଏହି ଧାରା ଜାରି ରହିଛି। କିଛି ଲୋକ ଇସ୍ରାଏଲକୁ ସମର୍ଥନ କରୁଥିବାବେଳେ ଆଉ କିଛି ପାଲେଷ୍ଟାଇନକୁ ସମର୍ଥନ କରୁଛନ୍ତି | ତେବେ ଭାରତରେ…

୩୨ ଜଣ ଆସୋସିଏଟ ପ୍ରଫେସରଙ୍କୁ ପଦନ୍ନୋତି ଦେଲା ଉଚ୍ଚଶିକ୍ଷା ବିଭାଗ…

ଭୁବନେଶ୍ୱର: ଓଡ଼ିଶା ସରକାର ବିଭିନ୍ନ କଲେଜରୁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ଆସୋସିଏଟ ପ୍ରଫେସରଙ୍କ ତାଲିକା ପ୍ରକାଶ କରିଛନ୍ତି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ୩୨ ଜଣ ଆସୋସିଏଟ ପ୍ରଫେସରଙ୍କୁ ପଦନ୍ନୋତି କରିଛି। ଏନେଇ ଗତକାଲି ଉଚ୍ଚଶିକ୍ଷା ବିଭାଗରୁ…

ନିର୍ଦ୍ଦେଶକ ସଞ୍ଜୟ ଗଢ଼ବିଙ୍କ ପରଲୋକ

ନୂଆଦିଲ୍ଲୀ: ସିନେମା ଦୁନିଆରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ନିର୍ଦ୍ଦେଶକ ସଞ୍ଜୟ ଗଢ଼ବିଙ୍କ ମୃତ୍ୟୁ ହୋଇଥିବା ଖବର ମିଳିଛି। ପ୍ରକାଶିତ ରିପୋର୍ଟ ମୁତାବକ, ପ୍ରାତଃ ଭ୍ରମଣ ସମୟରେ ସଞ୍ଜୟଙ୍କ ହୃଦପିଣ୍ଡରେ ଯନ୍ତ୍ରଣା ହୋଇଥିଲା। ତାଙ୍କ ସହିତ ଥିବା…

ପଟିଆକୁ ସ୍ଥାନାନ୍ତର ହେବ କ୍ୟାପିଟାଲ ହସ୍ପିଟାଲ୍…

ଭୁବନେଶ୍ଵର: ବଦଳିବ କ୍ୟାପିଟାଲ ହସ୍ପିଟାଲ ଠିକଣା । ବଢ଼ୁଥିବା ଲୋକସଂଖ୍ୟା ଓ ସଂପ୍ରସାରିତ ଭିତ୍ତିଭୂମିକୁ ଦୃଷ୍ଟିରେ ରଖି ସରକାର କ୍ୟାପିଟାଲ ହସ୍ପିଟାଲକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଯୋଜନା ହୋଇଛି । ଚନ୍ଦ୍ରଶେଖରପୁର-ପଟିଆ ଅଞ୍ଚଳରେ ଏହି କ୍ୟାପିଟାଲ…

ଟ‌ନେଲ୍‌ ଦୁର୍ଘଟଣାକୁ ନେଇ ଏଭଳି କହିଲେ ଅଖିଳେଶ

ନୂଆଦିଲ୍ଲୀ: ଉତ୍ତରାଖଣ୍ଡର ଉତ୍ତରକାଶୀରେ ଗତ ନଭେମ୍ବର ୧୨ ତାରିଖରୁ ନିର୍ମାଣାଧୀନ ସିଲ୍କିୟାରା ଟନେଲ୍ ଭିତରେ ଶ୍ରମିକମାନେ ଫସି ରହିଛନ୍ତି | ଆଉ ଏବେ ଏହାକୁ ନେଇ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବିଜେପି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସେ ଅଭିଯୋଗ କରିଛନ୍ତି…

ଦୁବାଇ ଗସ୍ତରେ ମିଶନଶକ୍ତି ମହିଳା…

ଭୁବନେଶ୍ଵର: ଓଡ଼ିଶାର ପରିବର୍ତ୍ତନ ସ୍ବରର ଏକ ପ୍ରମୁଖ ଦିଗ ହେଲା ମହିଳା ସଶକ୍ତିକରଣ । ଓଡ଼ିଶାର ସାମାଜିକ ଓ ଆଞ୍ଚଳିକ ରୂପାନ୍ତରଣରେ ମହିଳାମାନଙ୍କ ଭୂମିକାକୁ ହୃଦୟଙ୍ଗମ କରି ଓଡ଼ିଶା ସରକାର ମହିଳା କେନ୍ଦ୍ରୀୟ ନୀତି ଓ କାର୍ଯ୍ୟକ୍ରମକୁ ଗୁରୁତ୍ବ…

ଟନେଲ୍ ତଳେ ୪୧ ଶ୍ରମିକ, ଉଦ୍ଧାରକାର୍ଯ୍ୟକୁ ଲାଗିପାରେ ୪-୫ ଦିନ…

ଉତ୍ତରକାଶୀ ଟନେଲ ଭୁଶୁଡିବା ଘଟଣାକୁ ବିତିଲାଣି ଆଠ ଦିନ। ଏବେ ମଧ୍ୟ ଫସି ରହିଛନ୍ତି ୪୧ ଶ୍ରମିକ। କିପରି ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରାଯିବ ସେଥିପାଇଁ ପ୍ରାଣପ୍ରଣେ ଉଦ୍ୟମ କରୁଛନ୍ତି ଉଦ୍ଧାରକାରୀ ଟିମ୍। ଖାଦ୍ୟ, ପାନୀୟ ଓ ଅମ୍ଳଜାନ ପଠାଯିବା ସହ ଶ୍ରମିକମାନଙ୍କ ସହ…

ସି ଫୁଡ୍ ଅଫିସରେ ଭୟାବହ ଅଗ୍ନିକାଣ୍ଡ…

ଭୁବନେଶ୍ଵର: ସି ଫୁଡ୍ ଅଫିସରେ ଭୟାବହ ଅଗ୍ନିକାଣ୍ଡ । ପଟିଆ ସ୍ଥିତ ସାଇ ଆନନ୍ଦମ୍ କମ୍ପ୍ଲେକ୍ସରେ ଥିବା ଶ୍ରିରାଗମ୍ ଏକ୍ସପୋର୍ଟସ୍ ପ୍ରାଇଭେଟ ଲିମିଟେଡ୍ ନାଁରେ ଥିବା ସି ଫୁଡ୍ ଅଫିସରେ ହୋଇଛି ଭୟଙ୍କର ଅଗ୍ନିକାଣ୍ଡ । ଅଗ୍ନିକାଣ୍ଡ ବାହିନୀ ପକ୍ଷରୁ ନିଆଁ ଆୟତ୍ତ ପାଇଁ…

ପାଲେଷ୍ଟାଇନ୍‌କୁ ଦ୍ବିତୀୟ ବ୍ୟାଚ୍‌ ସହାୟତା ପଠାଇଲା ଭାରତ

ନୂଆଦିଲ୍ଲୀ: ଇସ୍ରାଏଲ୍‌ ଓ ହମାସ୍‌ ଆତଙ୍କବାଦୀଙ୍କ ମଧ୍ୟରେ ଚାଲିଥିବା ଯୁଦ୍ଧ ଉଗ୍ରତର ହେଉଥିବା ବେଳେ ଆଜି ଭାରତ ପାଲେ‌ଷ୍ଟାଇନ୍‌କୁ ଦ୍ବିତୀୟ ବ୍ୟାଚ୍‌ ସହାୟତା ପଠାଇଥିବା କଥା ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କ ‘ଏକ୍ସ୍‌’ ପୋଷ୍ଟ୍‌ରୁ ଜଣାପଡ଼ିଛି।…