ଭାରତୀୟ ମଜଦୂର ସଂଘର ଅଲ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଙ୍ଘ ପକ୍ଷରୁ ବୈଠକ

ରାୟଗଡ଼ା : ଭାରତୀୟ ମଜଦୂର ସଙ୍ଘ ଦ୍ଵାରା ପରିଚାଳିତ ଅଲ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଙ୍ଘ ପକ୍ଷରୁ ଆଜି ଏକ ବୈଠକ ସ୍ଥାନୀୟ ଠକର ବାପା ଆଶ୍ରମ ଠାରେ ଅନଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଶ୍ରମିକ ନେତା ତଥା ଭାରତୀୟ ମଜଦୂର ସଙ୍ଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ୱର ଦାସ , ରାୟଗଡ଼ା

ଶ୍ରୀନଗର ରାଜ୍ୟପାଳଙ୍କ ହେଲିକପ୍ଟରରେ ଯାନ୍ତ୍ରିକ ତ୍ରୁଟି; କଲା ଜରୁରୀ ଅବତରଣ

ଶ୍ରୀନଗର : ରାଜ୍ୟପାଳ ଲେଫ୍ଟନାଣ୍ଟ ଜେନେରାଲ ଗୁରମିତ ସିଂ(ରିଟାୟର୍ଡ) ହେଲିକପ୍ଟରର ଜରୁରୀ ଅବତରଣ । ହେଲିକ୍ପଟରର ବୈଷୟିକ ତ୍ରୁଟି ଯୋଗୁଁ ଶ୍ରୀନଗର ଜିବିକେ ହେଲିପ୍ୟାଡରେ ଜରୁରୀ ଅବତରଣ କରିଛି । ପୋଲିସ ସୂଚନା ଅନୁସାରେ, ହେଲିକପ୍ଟରରେ କିଛି ଯାନ୍ତ୍ରିକ ତ୍ରୁଟି ଯୋଗୁଁ ସମସ୍ୟା

ବାଲିମାଫିଆଙ୍କ ସକାଶେ କୌଣସି ଲଗାମ ନାହିଁ

(ଅବାଧରେ ଚାଲିଛି ବେଆଇନ ବାଲି ଚାଲାଣ ) କୋଷାଗୁମୁଡା : ନବରଙ୍ଗପୁର ଜ଼ିଲ୍ଲା କୋଷାଗୁମୁଡା ବ୍ଲକ ଏବଂ କୋଡୀଙ୍ଗା ତହସିଲ ଅଞ୍ଚଳରେ ଅବାଧରେ ଚାଲିଛି ବେଆଇନ ବାଲି ଚାଲାଣ l କିଛି ସମୟ ପୂର୍ବରୁ ପ୍ରଶାସନ କେତେକ ବେଆଇନ ବାଲିଚାଲାଣ କାରୀଙ୍କ ଟିପ୍ପର, ହାଇୱା ଇତ୍ୟାଦି ଜବତ କରିଥିଲେ,

ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ପଥପ୍ରାନ୍ତ ନାଟକ ମାଧ୍ୟମରେ ଜନ ସଚେତନତା

ବାଲିଗୁଡା (୦୮/୦୩) : ମାର୍ଚ୍ଚ ଆଠ ତାରିଖ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ହାର୍ଟ ର ସମ୍ପାଦକ ପ୍ରମୋଦ କୁମାର ଦାସଙ୍କ ନେତୃତ୍ବ ରେ ସିର୍ତ୍ତିଗୁଡା ଗ୍ରାମ ପଞ୍ଚାୟତର ବିଭିନ୍ନ

ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ

ପ୍ରୟାଗରାଜ : ପ୍ରୟାଗରାଜରେ ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ବରାନନ୍ଦ ସରସ୍ବତୀଙ୍କ ବିରୋଧରେ ନାବାଳିକା ଯୌନ ଉତ୍ପୀଡନ କେସ୍ ରୁଜୁ କରୁଥିବା ଆଶୁତୋଷ ବ୍ରହ୍ମଚାରୀଙ୍କ ଉପରେ ମରଣାନ୍ତକ ଆକ୍ରମଣ । ଆଶୁତୋଷ ବ୍ରହ୍ମଚାରୀ ଗାଜିଆବାଦରୁ ରିୱ ଏକ୍ସପ୍ରେସ ଟ୍ରେନରେ ପ୍ରୟାଗରାଜ ଯାଉଥିବା

ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତେହେରାନର ତୈଳ ଡିପୋ

ନୂଆଦିଲ୍ଲୀ : ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ହେଉଛି ମହାଯୁଦ୍ଧ। ତେହେରାନ ଉପରେ ବର୍ଷୁଛି ମିସାଇଲ। ତେହେରାନର ତୈଳ ଡିପୋ ହୁହୁ ହୋଇ ଜଳୁଛି। ଇସ୍ରାଏଲର ମିସାଇଲ ମାଡ଼ରେ ଜଳୁଛି ତୈଳ ଡିପୋ । ଇରାନ ଉପରେ ଆମେରିକାର ସାମରିକ ଏବଂ କୂଟନୈତିକ ଚାପ ବଢ଼ି ଚାଲିଛି । ଧ୍ବଂସ ହେଉଛି ଇରାନର ସାମରିକ

କୋଲାବ ଜଳଭଣ୍ଡାରରେ ବୁଡ଼ି ତିନି ଛାତ୍ରଙ୍କ ମୃତ୍ୟୁ ଘଟଣା: ନବୋଦୟ ବିଦ୍ୟାଳୟର ୩ କର୍ମଚାରୀ ନିଲମ୍ବିତ

କୋରାପୁଟ: କୋରାପୁଟ ଜିଲ୍ଲାର କୋଲାବ ଜଳଭଣ୍ଡାରରେ ଗତକାଲି ୩ ଜଣ ଛାତ୍ର ବୁଡ଼ିଯାଇ ମୃତ୍ୟୁ ହେବା ଘଟଣାରେ ନବୋଦୟ ବିଦ୍ୟାଳୟ କାର୍ଯ୍ୟାନୁଷ୍ଠାନ ନେଇଛି। ଏହି ମାମଲାରେ କର୍ତ୍ତୃପକ୍ଷ ନବୋଦୟ ବିଦ୍ୟାଳୟର ୩ଜଣ କର୍ମଚାରୀଙ୍କୁ ନିଲମ୍ବନ କରିଛି। ସେମାନେ ହେଲେ ପଦାର୍ଥ ବିଜ୍ଞାନ ଶିକ୍ଷକ ଚମନ୍

ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ପାଇଁ ରଙ୍ଗଣୀପାଟଣା ସରପଞ୍ଚ ସସ୍ମିତା ପାତ୍ରଙ୍କୁ ଜୟଦେବ ଭବନରେ ସମ୍ବର୍ଦ୍ଧନା

ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରଙ୍ଗଣୀପାଟଣା ଗ୍ରାମ ପଞ୍ଚାୟତ ସରପଞ୍ଚ ସସ୍ମିତା ପାତ୍ରଙ୍କୁ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ପାଇଁ ତାଙ୍କୁ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସ୍ମୃତିର ଓଡ଼ିଶା ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଭୁବନେଶ୍ୱର ଜୟଦେବ ଭବନରେ ଆୟୋଜିତ ଭବ୍ୟ

ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗିତା : ରଘୁନାଥ କବାଡି ଏକାଡେମୀ ଚମ୍ପିୟାନ

ନୟାଗଡ଼: ନୟାଗଡ଼ ଜିଲ୍ଲା ବିଶ୍ବହିନ୍ଦୁ ପରିଷଦ ବଜରଙ୍ଗ ଦଳ ଆନୁକୁଲ୍ୟରେ ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗିତା ଓଡ଼ଗାଁ ମିନି ଷ୍ଟାଡିୟମରେ ଆୟୋଜିତ ହୋଇଅଛି ।ପ୍ରତିଯୋଗିତାର ଅନ୍ତିମ ପର୍ଯ୍ୟାୟ ତଥା ଫାଇନାଲ ମ୍ୟାଚରେ ରଘୁନାଥ କବାଡି ଏକାଡେମୀ ସହିତ କବାଡି ୱାରିଆର ମଧ୍ୟରେ ଅନୁଷ୍ଠିତ

ଷ୍ଟେସନର ଚାଲିଛି ନବୀକରଣ; ୬୫ ଦିନ ଯାଏ ପୁରୀକୁ ଗଡ଼ିବନି ଟ୍ରେନ୍

ପୁରୀ: ପୁରୀକୁ ୬୫ ଦିନ ଯାଏ ଯିବନି ଟ୍ରେନ୍ । ପୁରୀ ରେଳ ଷ୍ଟେସନର ଚାଲିଛି ନବୀକରଣ । ଷ୍ଟେସନ ପରିସରରେ ଥିବା ରେଳଧାରଣାକୁ କଂକ୍ରିଟ୍‌ଯୁକ୍ତ କରାଯିବାକୁ ଯୋଜନା ହୋଇଛି । ଅର୍ଥାତ୍‌ ଟ୍ରାକ୍‌ରେ ଆଉ ଗୋଡ଼ି ରହିବ ନାହିଁ । ଏହା ସହିତ ୭ ନମ୍ବର ଓ ୮ ନମ୍ବର ପ୍ଲାଟ୍‌ଫର୍ମର ଉନ୍ନତୀକରଣ ହେବ ।