ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ…

ନୟାଗଡ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ । ନୟାଗଡ଼ ଜିଲ୍ଲା ଇଟମାଟି ଥାନା ପାଣ୍ଡେରିପାଟଣା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଯବାନ ଜଣଙ୍କ ହେଉଛନ୍ତି ପାଣ୍ଡେରିପାଟଣା ଗ୍ରାମର ବଂଶୀଧର ସାହୁଙ୍କ ପୁଅ କାହ୍ନୁଚରଣ ସାହୁ । କାହ୍ନୁଚରଣ ଛତିଶଗଡ଼ର…

ଲୋକ ମରିଯାଉଥିଲେ, ମୋଦୀ ତାଳି ବଜାଉଥିଲେ: ରାହୁଲ…

ଜୟପୁର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ କରୋନା ଅବଧି ସମୟରେ, ଯେତେବେଳେ ସାରା ଦେଶରେ ଲୋକମାନେ ମରୁଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଥାଳି ବଜାଉଥିଲେ ଏବଂ ମୋବାଇଲ ଲାଇଟ…

ରେଳ ଧାରଣାରେ ଦୁଇ ବ୍ୟକ୍ତିଙ୍କ ଖଣ୍ଡବିଖଣ୍ଡିତ ମୃତଦେହ…

କୋରାପୁଟ : କୋରାପୁଟ ଜିଲ୍ଲା ଜରଟି ଷ୍ଟେସନ ନିକଟରେ ଅଭାବନୀୟ ଘଟଣା ଘଟିଛି । ରେଳ ଧାରଣାରେ ପଡିରହିଛି ଦୁଇ ବ୍ୟକ୍ତିଙ୍କ ମୃତଦେହ । ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଦୁଇ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କର କୌଣସି…

MRI ୟୁନିଟ୍‌ରୁ ମିଳିଲା ବିପୁଳ ଅସ୍ତ୍ରଶସ୍ତ୍ର…

ଘମାଘୋଟ ଯୁଦ୍ଧ ଭିତରେ ସାମ୍ନାକୁ ଆସିଲା ଏକ ଚକିତ କଲା ଭଳି ଦୃଶ୍ୟ। ହସ୍ପିଟାଲ ଭିତରୁ ମିଳିଲା ବିପୁଳ ପରିମାରଣର ଅସ୍ତ୍ରଶସ୍ତ୍ର। ଏମ୍‌ଆର୍‌ଆଇ ୟୁନିଟ୍ ଭିତରୁ ଏକେ-୪୭ ରାଇଫଲ ସମେତ ବହୁ ଅସ୍ତ୍ରଶସ୍ତ୍ର ମିଳିଛି। ଏହାର ଭିଡିଓ ଜାରି କରିଛି ଇସ୍ରାଏଲ୍‌ ସେନା।…

ପୋଲିସ ଭ୍ୟାନ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ହିଞ୍ଜିଳିକାଟୁ : ଗୁରୁବାର ସନ୍ଧ୍ୟାରେ ହିଞ୍ଜିଳି ଥାନା ବାଳକୃଷ୍ଣପୁର ଓ ଡି ପାଟପୁର ମଧ୍ୟବର୍ତ୍ତୀ ରାସ୍ତାରେ ପୁଲିସ ଭ୍ୟାନ ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିଲା ବେଳେ ସାଥି ଗୁରୁତର ଆହତ ହୋଇଛନ୍ତି। ମୃତକ ଜଣଙ୍କ ଆସିକା ଥାନା ଅଞ୍ଚଳର କାହ୍ନୁଚରଣ ଦାଶ ଓ ଗୁରୁତର ଆହତ ଜଣଙ୍କ

ସପ୍ତମାତୃକାର ପଞ୍ଚମ ଦିନରେ ମାଁ ଭଦ୍ରକାଳୀଙ୍କ ଜଗଦ୍ଧାତ୍ରୀ ବେଶ…

ଭଦ୍ରକ: ମା’ ଭଦ୍ରକାଳୀଙ୍କ ସପ୍ତମାତୃକା ବେଶର ପଞ୍ଚମ ଦିନରେ ଆଜି ମା’ଙ୍କର ଜଗଦ୍ଧାତ୍ରୀ ବେଶ ଅନୁଷ୍ଠିତ ହୋଇଛି । ଜଗଦ୍ଧାତ୍ରୀ ବେଶରେ ମା’ଙ୍କର ଆଜି ବାଘ ବାହନ ଥିବା ବେଳେ ମୁଖ ମଣ୍ଡଳ କୃଷ୍ଣ ବର୍ଣ୍ଣ ଥିଲା । ମା’ ନାଲି ପାଟ ବସ୍ତ୍ର ପରିଧାନ କରିଥିବା ବେଳେ ସ୍ୱର୍ଣ୍ଣ…

ଏସୟୁଜେ ଗଞ୍ଜାମ ଜିଲ୍ଲା ଶାଖାପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ…

ବ୍ରହ୍ମପୁର : ରାଜ୍ୟ ସାମ୍ବାଦିକ ସଙ୍ଘ ଏସ୍.ୟୁ.ଜେ ର ଗଞ୍ଜାମ ଜିଲ୍ଲା ଶାଖା ସଂଘ ପକ୍ଷରୁ ଜାତୀୟ ପ୍ରେସ ଦିବସ ବ୍ରହ୍ମପୁର ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଜିଲ୍ଲା ଶାଖା ସଂଘ ସଭାପତି ବିଶ୍ୱନାଥ ମାରଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ବନ୍ଦ କୋଠରୀରୁ ପ୍ରାଣୀଧନ ନିରୀକ୍ଷକଙ୍କ ମୃତଦେହ ଉଦ୍ଧାର, ଆତ୍ମହତ୍ୟା ସନ୍ଦେହ !

ହିଞ୍ଜିଳିକାଟୁ, ୧୬ା୧୧: ଗୁରୁବାର ସକାଳେ ହିଞ୍ଜିଳି ଥାନା କଞ୍ଚୁରୁ ପ୍ରାଣୀଧନ କାର୍ଯ୍ୟାଳୟ ବନ୍ଦ କୋଠରୀରୁ ଜଣେ ଯୁବକଙ୍କ ମୃତଦେହକୁ ପୁଲିସ ଉଦ୍ଧାର କରିଛି । ମୃତକ ଜଣଙ୍କ କଞ୍ଚୁରୁ ପ୍ରାଣୀଧନ ନିରୀକ୍ଷକ ଡାକ୍ତର ପ୍ରମୋଦ କୁମାର ମହାକୁଡ । ମୃତକଙ୍କ ଘର କୋରାପୁଟ ଜିଲ୍ଲା ବୋରିଗୁମ୍ମା

ବିଦ୍ୟାଳୟସ୍ତରୀୟ ବିଜ୍ଞାନ ଓ ଗଣିତ ପ୍ରକଳ୍ପ ପ୍ରଦର୍ଶନୀ…

ଛତ୍ରପୁର : ସ୍ଥାନୀୟ ଅନସ୍ଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ସ୍ତରୀୟ ବିଜ୍ଞାନ ଓ ଗଣିତ ପ୍ରକଳ୍ପ ପ୍ରଦର୍ଶନୀ କାର୍ଯ୍ୟକ୍ରମ ପ୍ରଧାନ ଶିକ୍ଷୟତ୍ରୀ ସୁଚିତ୍ରା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟର

ଗଣମାଧ୍ୟମରେ କୃତ୍ରିମ ବୁଦ୍ଧିମତାର ପ୍ରୟୋଗ ବେଳେ ସହନଶୀଳତା ଜରୁରୀ…

ଛତ୍ରପୁର : ଜିଲ୍ଲା ପ୍ରଶାସନ ଓ ଛତ୍ରପୁର ପ୍ରେସ୍ କ୍ଲବ୍ ମିଳିତ ସହଯୋଗକ୍ରମେ ଛତ୍ରପୁର ପ୍ରେସ କ୍ଲବ୍ ପରିସରରେ ଜିଲ୍ଲା ସ୍ତରୀୟ ପ୍ରେସ୍ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ “କୃତ୍ରିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ ” ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି ।