ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଲେ ବିରାଟ, ଦିନିକିଆରେ କଲେ ୫୦ତମ ସେଞ୍ଚୁରୀ…

ବିରାଟ କୋହଲି ଆଇସିସି ଦିନିକିଆ ବିଶ୍ୱକପ ୨୦୨୩ରେ ରେକର୍ଡ କରିଛନ୍ତି । ବିରାଟ କୋହଲି ସଚିନଙ୍କ ରେକର୍ଡ ଭାଙ୍ଗିଛନ୍ତି । ବିରାଟ ନିଜ କ୍ୟାରିଅର ୫୦ ତମ ଶତକ ମାରିଛନ୍ତି । ଏହା ସହିତ ଅର୍ନ୍ତରାଷ୍ଟ୍ରୀୟ କ୍ରିକେଟରେ ସବୁଠାରୁ ଅଧିକ ଶତକ ମାରିଥିବା ଖେଳାଳି ହୋଇଛନ୍ତି ।…

ଝାରସୁଗୁଡାରୁ ସିଧାସଳଖ ବେଙ୍ଗାଲୁର ଉଡିଲା ଇଣ୍ଡିଗୋ

ଝାରସୁଗୁଡା:ଝାରସୁଗୁଡାର ସିଧା ବେଙ୍ଗାଲୁର ଉଡିଲା ବିମାନ । ଆଜିଠୁ ଇଣ୍ଡିଗୋ ବିମାନ ଝାରସୁଗୁହା ବିମାନବନ୍ଦରରୁ ବେଙ୍ଗାଲୁର ଅଭିମୁଖେ ସିଧାସଳଖ ଯାତ୍ରା କରିଛି । ଏୟାର ଲାଇନ ୱେବସାଇଟ ତଥ୍ୟ ଅନୁସାରେ, ୨ଘଣ୍ଟା ୫ ମିନିଟ ସମୟରେ ଝାରସୁଗୁଡାରୁ…

ଭୁବନେଶ୍ୱରରେ ଖୋଲିବ ଫିଫା ଏକାଡେମୀ

ଭୁବନେଶ୍ୱର : ଆସନ୍ତା ୨୧ ତାରିଖରେ ଭୁବନେଶ୍ବରରେ ଉଦଘାଟିତ ହେବ ଦେଶର ପ୍ରଥମ ବିଶ୍ବସ୍ତରୀୟ ଫୁଟବଲ୍ ଟ୍ୟାଲେଣ୍ଟ ଏକାଡେମୀ । ସର୍ବଭାରତୀୟ ଫୁଟବଲ ମହାସଂଘ ଓ ଫିଫା ଟ୍ୟାଲେଣ୍ଟ ଡେଭଲପମେଣ୍ଟ ସ୍କିମରେ ଏହାର ଲୋକାର୍ପଣ ହେବ । ଦେଶର ଫୁଟବଲ ପ୍ରତିଭାଙ୍କୁ ପ୍ରୋତ୍ସାହିତ କରିବା ପାଇଁ ଭାରତର…

ଉରି ସେକ୍ଟରରେ ୨ ପାକିସ୍ତାନୀ ଆତଙ୍କୀ ନିପାତ…

ଜମ୍ମୁ-କାଶ୍ମୀରର ଉରି ସେକ୍ଟରରେ ଲାଇନ୍ ଅଫ୍ କଣ୍ଟ୍ରୋଲ୍ (LoC) ନିକଟରେ ସୁରକ୍ଷା ବାହିନୀ ପାକିସ୍ତାନୀ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ଭଣ୍ଡୁର କରିଛି। ସୁରକ୍ଷା ବାହିନୀର ଗୁଳିମାଡ଼ରେ ଟଳି ପଡ଼ିଛନ୍ତି ୨ ଆତଙ୍କୀ। ବର୍ତ୍ତମାନ ସେନା ଏହି ଅଞ୍ଚଳରେ ସର୍ଚ୍ଚ ଅପରେସନ…

ମୁଖ୍ୟ ଶାସନ ସଚିବଙ୍କୁ ତୁରନ୍ତ ପଦରୁ ହଟାଇବା ତଥା ନିଲମ୍ବିତ କରିବା ପାଇଁ କେଜ୍ରିଓ୍ୱାଲଙ୍କ ସୁପାରିଶ…

ଦିଲ୍ଲୀ ମୁଖ୍ୟ ସଚିବ ନରେଶ କୁମାରଙ୍କ ବଢ଼ିଲା ଅଡୁଆ। ତାଙ୍କ ବିରୋଧରେ ଆସିଛି ଦୁର୍ନୀତି ଅଭିଯୋଗ। ଦିଲ୍ଲୀର ଭିଜିଲାନ୍ସ ମନ୍ତ୍ରୀ ଅତିଶି ଏହି ଅଭିଯୋଗ ଆଣିଛନ୍ତି। ଏହି ମାମଲାରେ ଏବେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ ଭିଜିଲାନ୍ସ ବିଭାର ରିପୋର୍ଟକୁ ଦିଲ୍ଲୀ…

ରାଜସ୍ଥାନ କରଣପୁର ବିଧାୟକ ତଥା କଂଗ୍ରେସ ପ୍ରାର୍ଥୀଙ୍କ ଦେହାନ୍ତ…

ରାଜସ୍ଥାନର କରଣପୁର ଆସନରେ ଲଢିବାକୁ ଥିବା କଂଗ୍ରେସ ପ୍ରାର୍ଥୀ ଗୁରମିତ ସିଂ କୁନ୍ନରଙ୍କ ପରଲୋକ ହୋଇଛି । କୁନ୍ନର ଦୀର୍ଘଦିନରୁ ରୋଗରେ ପୀଡିତ ହୋଇ ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ରହିଥିଲେ । ତାଙ୍କ ମୃତ୍ୟୁ ପରେ ଏହି ସିଟରେ ୨୫ ନଭେମ୍ବରରେ ହେବାକୁ ଥିବା ନିର୍ବାଚନ ଆଉ…

ଭାରସାମ୍ୟ ହରାଇ ୨୫୦ ମିଟର ତଳକୁ ଖସିଲା ବସ୍‌; ୩୬ ମୃତ…

ଜମ୍ମୁ- କଶ୍ମୀରରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପ୍ରାୟ ୨୫୦ ମିଟର ତଳକୁ ଏକ ଯାତ୍ରୀବାହୀ ବସ୍‌ ଖସିଯିବାରୁ ପ୍ରାୟ ୩୬ ଯାତ୍ରୀଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୨୫ରୁ ଅଧିକ ଆହତ ହୋଇଥିବା ବେଳେ ୬ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଜମ୍ମୁ-…

ଓଡିଶାରେ ପିଏମ୍ ଶ୍ରୀ ଯୋଜନା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ଵର: ପୁଣିଥରେ ଓଡିଶାରେ ପିଏମ୍ ଶ୍ରୀ ଯୋଜନା ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବରୁ ଦୁଇ ଦୁଇ ଥର ପତ୍ର ଲେଖିବା ପରେ ମଧ୍ୟ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଶିକ୍ଷା ମନ୍ତ୍ରଣାଳୟର ସ୍କୁଲ…

‘ଇକମ୍‌’ ଏବଂ ‘ଇନଷ୍ଟା ଇଏମ୍‌ଆଇ କାର୍ଡ’ ମାଧ୍ୟମରେ ଋଣ ପ୍ରଦାନ ବନ୍ଦ କରିବାକୁ ବଜାଜ ଫାଇନାନ୍‌ସକୁ ରିଜର୍ଭ ବ୍ୟାଙ୍କର…

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ବୁଧବାର ବଜାଜ ଫାଇନାନ୍‌ସକୁ ଏହାର ‘ଇକମ୍‌’ ଏବଂ ‘ଇନଷ୍ଟା ଇଏମ୍‌ଆଇ କାର୍ଡ’ ଅଧୀନରେ ଋଣ ମଞ୍ଜୁର ଓ ବିତରଣକୁ ତୁରନ୍ତ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛି। ଭାରତୀୟ ରିଜର୍ଭ ବ୍ୟାଙ୍କ ଅଧିନିୟମ, ୧୯୩୪ର ଧାରା…

ଗଞ୍ଜେଇ ଚାଲାଣ ଅଭିଯୋଗରେ ଦୁଇ ଯୁବତୀ ଗିରଫ…

ବଲାଙ୍ଗିର: ଟ୍ରେନରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଧରାପଡିଲେ ଦୁଇ ଯୁବତୀ। ଅବକାରୀ ବିଭାଗ ଦୁଇ ଯୁବତୀଙ୍କୁ ଗିରଫ କରିବା ସହିତ ଗଞ୍ଜେଇ ଜବତ କରିଛି। ଏପରି ଅଭିଯୋଗ ବଲାଙ୍ଗିର ଜିଲ୍ଲାରୁ ଆସିଛି। ସୂଚନା ଅନୁସାରେ ବୁଧବାର ଅପରାହ୍ନରେ ଏହି ଦୁଇ ଯୁବତୀ…