ଟିଏମସି ନେତାଙ୍କୁ ଗୁଳି କରି ହତ୍ୟା, ଅଭିଯୁକ୍ତକୁ ପିଟିପିଟି ମାରିଦେଲେ ଲୋକେ…

ଅଶାନ୍ତ ହୋଇପଡ଼ିଛି ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା। ଏଠାରେ ଜଣେ ଟିଏମସି ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଏହାପରେ ଅଭିଯୁକ୍ତକୁ କିଛି ଲୋକ ପିଟିପିଟି ମାରି ଦେଇଛନ୍ତି। ଏହି ଡବଲ ମର୍ଡରକୁ ନେଇ ପୂରା ଦକ୍ଷିଣ ୨୪ ପ୍ରଗଣାରେ ଉତ୍ତେଜନା ଦେଖିବାକୁ ମିଳିଛି।…

ଆଇନ ତା ବାଟରେ କାମ କରୁନି ବରଂ ନ୍ୟସ୍ତ ସ୍ୱାର୍ଥ ସାଧନ ପାଇଁ ଉଦ୍ଦିଷ୍ଟ: ପ୍ରଦୀପ ପାଣିଗ୍ରାହୀ…

ଭୁବନେଶ୍ୱର: ବିଜେପିରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଯୋଗ ଦେବା ନେଇ ଚର୍ଚ୍ଚା ଭିତରେ ସେ ଆଜି ପୁଣିଥରେ ରାଜ୍ୟ ସରକାର ତଥା ସିଏମଓ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ବିଜେଡି ଟିକେଟରୁ ନିର୍ବାଚିତ ହୋଇ ବିଧାୟକ ହୋଇଥିବା ଏହି ନେତା ଜନବିରୋଧୀ…

ଅଧିକାରୀମାନେ ଏବେ ଧୃତରାଷ୍ଟ୍ର : ଲୋକଙ୍କ ସମସ୍ୟା ଓ ଦୁର୍ନୀତି ଚରମସୀମା ରେ… !

ବ୍ରହ୍ମପୁର : ଗଞ୍ଜାମ ଜିଲାରେ ପ୍ରତେକ କ୍ଷେତ୍ରରେ ରେ ସାଧାରଣ ଲୋକେ ବଡ଼ ବାବୁଙ୍କ ଅସହଯୋଗ ଯୋଗୁଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ଅଧିକାଂଶ ଗ୍ରାମାଞ୍ଚଳ ର ସମସ୍ୟା ଓ ବିଭିନ୍ନ ସରକାରୀ କାର୍ଯ୍ୟାଳୟ ରେ ଦୁର୍ନୀତି ଚରମସୀମା ରେ ପହଞ୍ଚିଛି। ଦୀର୍ଘ ଦିନ ହେଲା ଗଞ୍ଜାମ ଜିଲ୍ଲାରେ ଲୋକଙ୍କ

ବିଜେଡ଼ି ସରକାର ବିରୁଦ୍ଧରେ ୧୪ ରୁ ୧୮ ଯାଏଁ ରାଜ୍ୟବ୍ୟାପି ଆନ୍ଦୋଳନ କରିବ ବିଜେପି…

ନୂଆପଡ଼ା: ରାଜ୍ୟ ବିଜେପିର ଆହ୍ୱାନ କ୍ରମେ ଆସନ୍ତାକାଲି ଅର୍ଥାତ୍ ୧୪ ରୁ ୧୮ ତାରିଖ ଯାଏଁ ସମଗ୍ର ରାଜ୍ୟରେ ବିଜେଡ଼ି ସରକାର ବିରୁଦ୍ଧରେ ଆନ୍ଦୋଳନ। ବିଭିନ୍ନ ପ୍ରସଙ୍ଗ ଉଠାଇ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ କରିବା ନେଇ ଚେତାବନୀ ଦେଇଛି ବିଜେପି। ଏନେଇ ନୂଆପଡା…

ଗୃହ ମନ୍ତ୍ରଣାଳୟର ବଡ଼ କାର୍ଯ୍ୟାନୁଷ୍ଠାନ, ୯ ମେତେଇ ଉଗ୍ରବାଦୀ ସଙ୍ଗଠନ ବ୍ୟାନ୍‌…

ମଣିପୁରରେ ହୋଇଥିବା ହିଂସା ଭିତରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୋମବାର ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ମେତେଇ ଉଗ୍ରବାଦୀ ସଙ୍ଗଠନ ‘ପିପୁଲ୍ସ ଲିବରେସନ୍ ଆର୍ମି (PLA)’କୁ ୫ ବର୍ଷ ପାଇଁ ବେଆଇନ ଘୋଷଣା କରିଛି ମନ୍ତ୍ରଣାଳୟ। PLAର ପଲିଟିକାଲ୍‌ ଓ୍ଵିଙ୍ଗ୍‌…

ନିର୍ମାଣାଧୀନ ଟନେଲରେ ଫସି ରହିଛନ୍ତି ୫ଜଣ ଓଡ଼ିଆ ଶ୍ରମିକ…

ଉତ୍ତରାଖଣ୍ଡର ଉତ୍ତରକାଶୀରେ ନିର୍ମାଣାଧୀନ ଟନେଲରେ ଫସି ରହିଛନ୍ତି ୫ଜଣ ଓଡ଼ିଆ ଶ୍ରମିକ। ଭୁଶୁଡ଼ିଥିବା ଟନେଲ ଭିତରେ ଫସିଥିବା ୪୦ ଜଣ ଶ୍ରମିକଙ୍କ ମଧ୍ୟରେ ୫ ଜଣ ଓଡ଼ିଶାର ହୋଇଥିବା ସୂଚନା ରହିଛି। ଟନେଲରେ ଫସିଥିବା ୫ଜଣ ଓଡ଼ିଆଙ୍କ ପରିଚୟ ମିଳିଛି। ସେମାନେ ହେଲେ…

ଇଟାଲୀରେ ଭୟଙ୍କର ଆଗ୍ନେୟଗିରି ଉଦଗିରଣ…

ଇଟାଲୀରେ ଭୟଙ୍କର ଆଗ୍ନେୟଗିରି ଉଦଗିରଣ । ସିସିଲିରେ ମାଉଣ୍ଟ ଏଟନା ଆଗ୍ନେୟଗିରିରୁ ବାହାରିଲା ନିଆଁ ଓ ଲାଭା । ସମୁଦ୍ର ପତ୍ତନରୁ ପ୍ରାୟ ୧୪ ହଜାର ୭୬୩ ଫୁଟ ଉପରକୁ ଆକାଶକୁ ନିଆଁ ଉଠିଥିଲା । ଚାରିଆଡ଼କୁ ନିଆଁ ବିଛାଡ଼ି ହୋଇପଡ଼ିଥିଲା । ଏଥିସହ ଜ୍ବାଳାମୁଖରୁ ଲାଭା…

ଫ୍ଲିପ୍‌କାର୍ଟ ଅଫିସରୁ ବନ୍ଧୁକ ମୁନରେ ଲୁଟିନେଲେ ଟଙ୍କା ବାକ୍ସ…

କଟକ: ଦୁଇ ଦିନ ତଳେ ସ୍ପଷ୍ଟ ଦିବାଲୋକରେ ଏଟିଏମ୍ ଭ୍ୟାନ୍ରୁ ଲୁଟ୍ ହୋଇଥିବା ବେଳେ ସୋମବାର ଦିନ କଟକ ଜିଲ୍ଲା ଆଠଗଡ଼ ଅଞ୍ଚଳରେ ସଶସ୍ତ୍ର ଦୁର୍ବୃତ୍ତମାନେ ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ଅଫିସ୍ ଓ ଗୋଦାମ ଉପରେ ଆକ୍ରମଣ କରି ବିପୁଳ ପରିମାଣର ଟଙ୍କା ଲୁଟି ନେଇଛନ୍ତି।…

ବିବାହର ୩୨ ବର୍ଷ ପରେ ପତ୍ନୀଙ୍କଠାରୁ ଅଲଗା ହେଲେ Raymond ମାଲିକ ଗୌତମ ସିଂହାଣିଆ…

ନିଜ ପତ୍ନୀଙ୍କଠାରୁ ଅଲଗା ହେବାକୁ ଘୋଷଣା କରିଛନ୍ତି ଭାରତର ଅରବପତି ବ୍ୟବସାୟୀ ତଥା ରେମଣ୍ଡ ଟେକ୍ସଟାଇଲର ମାଲିକ ଗୌତମ ସିଂହାଣିଆ। ସୋମବାର ସେ ସୋସିଆଲ ମିଡିଆ ପ୍ଲାଟଫର୍ମରେ କହିଛନ୍ତି ଯେ ଏହି ଦୀପାବଳି ପୂର୍ବଭଳି ନାହିଁ। କହି ରଖୁଛୁ, ୩୨ ବର୍ଷ ଏକାଠି ରହିବା ପରେ…

ପିଣ୍ଡି ଆବଣ୍ଟନରେ ଅନିୟମିତତା ଅଭିଯୋଗ ଆଣି ସିଏମସି ବୈଠକରେ ବିରୋଧୀଙ୍କ ହଙ୍ଗାମା…

କଟକ: ସହରର ଛତ୍ରବଜାର ଅଞ୍ଚଳରେ ଥିବା ସହରାଞ୍ଚଳ ହାଟରେ ‘ପିଣ୍ଡି’ ଆବଣ୍ଟନରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ସୋମବାର କଟକ ମହାନଗର ନିଗମ (ସିଏମସି) କାଉନସିଲ ବୈଠକରେ ବିରୋଧୀ କର୍ପୋରେଟରମାନେ ଅଭିଯୋଗ ଆଣିବା ସହିତ ହୋ ହାଲ୍ଲା କରିଛନ୍ତି। ସହରାଞ୍ଚଳ ହାଟରେ…