ଯୁଦ୍ଧ ପାଇଁ ଆକାଶ ଛୁଆଁ ଅଶୋଧିତ ତେଲ ଦର

ନୂଆଦିଲ୍ଲୀ : ତେଲ ଦରରେ ନିଆଁ । ୯୦ ଡଲାର ପାର୍ କଲା ଅଶୋଧିତ ତେଲ । ବଢ଼ିପାରେ ପେଟ୍ରୋଲ-ଡିଜେଲ ଦାମ୍ । ଇରାନ ସହ ଚାଲିଥିବା ଯୁଦ୍ଧ ଯୋଗୁଁ ବିଶ୍ୱ ବଜାରରେ ଅଶୋଧିତ ତେଲ ଦର ଆକାଶଛୁଆଁ । ବ୍ରେଣ୍ଟ କ୍ରୁଡ୍ ର ମୂଲ୍ୟ ବ୍ୟାରେଲ ପିଛା ୯୦ ଡଲାର ଟପିଛି, ଯାହା ଗତ ଦୁଇ ବର୍ଷ ମଧ୍ୟରେ

ଛତ୍ରପତି ହତ୍ୟା ମାମଲା: ଦୋଷମୁକ୍ତ ହେଲେ ଗୁରମିତ ରାମ ରହିମ

ନୂଆଦିଲ୍ଲୀ : ପ୍ରମାଣ ଅଭାବରୁ ଛତ୍ରପତି ହତ୍ୟା ମାମଲାରେ ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଦୋଷମୁକ୍ତ କରିଛନ୍ତି । ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟ ଏହି ମାମଲାରେ ଦାୟର ହୋଇଥିବା ଅପିଲକୁ ସ୍ବୀକାର କରି ଦୋଷମୁକ୍ତ କରିଛନ୍ତି ।

ସର୍ତ୍ତହୀନ ଆତ୍ମସମର୍ପଣ କର, ନହେଲେ ବୁଝାମଣା ନାହିଁ: ଟ୍ରମ୍ପ

ନୂଆଦିଲ୍ଲୀ : ଇରାନକୁ ଟ୍ରମ୍ପଙ୍କ ଚରମ ବାଣୀ! । ସର୍ତ୍ତହୀନ ଆତ୍ମସମର୍ପଣ କର, ନହେଲେ ବୁଝାମଣା ନାହିଁ । ଇରାନ ଏବଂ ଆମେରିକା-ଇସ୍ରାଏଲ୍ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଏକ ଭୟଙ୍କର ରୂପ ନେଇଛି । ଏହି ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ “ସର୍ତ୍ତହୀନ

ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ

ନୂଆଦିଲ୍ଲୀ  : ଭାରତରେ ଇରାନର ଯୁଦ୍ଧ ଜାହାଜ। ଶ୍ରୀଲଙ୍କା ନିକଟରେ ‘IRIS Dena’ ଜାହାଜ ଦୁର୍ଘଟଣାର କିଛି ଦିନ ପୂର୍ବରୁ, ଇରାନ ଭାରତକୁ ଏକ ଜରୁରୀ ସାହାଯ୍ୟ ମାଗିଥିଲା । ଇରାନର ଅନ୍ୟ ଏକ ଯୁଦ୍ଧ ଜାହାଜ ‘IRIS Lavan’ ରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ, ଏହାକୁ ଭାରତରେ ରଖିବା ପାଇଁ

ଆସନ୍ତାକାଲି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ଟଙ୍କା । ଏ ନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । କୋଟିଏ ୨ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ୫ ହଜାର କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ

୯ ତାରିଖ ଯାଏଁ ଛେଚିବ ବର୍ଷା: ବିଭିନ୍ନ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ଵର: ଭୁବନେଶ୍ବର: ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହିତ ଉତ୍ତର-ପଶ୍ଚିମ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ଉତ୍ତର ପ୍ରଦେଶ, ଉତ୍ତର ଛତିଶଗଡ଼ ଏବଂ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ମଧ୍ୟରେ ଏକ ନିମ୍ନ

କୋଲାବ ଜଳଭଣ୍ଡାରରେ ବୁଡି ନବୋଦୟ ବିଦ୍ୟାଳୟର ୩ ଛାତ୍ର ମୃତ

କୋରାପୁଟ: କୋରାପୁଟ ଜିଲ୍ଲାରୁ ଆସିଛି ଏକ ଅତ୍ୟନ୍ତ ହୃଦୟବିଦାରକ ଖବର। କୋଲାବ ଜଳଭଣ୍ଡାରରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜବାହର ନବୋଦୟ ବିଦ୍ୟାଳୟର ୩ ଜଣ ଦଶମ ଶ୍ରେଣୀ ଛାତ୍ରଙ୍କର ଅକାଳ ବିୟୋଗ ଘଟିଛି। ଏହି ଘଟଣା ପରେ ସମଗ୍ର ଅଞ୍ଚଳରେ ଘୋର ଶୋକର ଛାୟା ଖେଳାଇ ଦେଇଥିବା ବେଳେ

ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ଗୁରୁତ୍ୱପୂର୍ଣ୍ଣ ବୈଠକ ।  ମଲ୍ଲିକାର୍ଜୁନ ଖଡ଼ଗେଙ୍କୁ ଭେଟିଲେ ଡାକ୍ତର ଦତ୍ତେଶ୍ୱର ହୋତା ।  ଓଡ଼ିଶାରେ ହେବାକୁ ଥିବା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ରାଜନୀତି ସରଗରମ ହୋଇଛି ।  ଏହି ପରିପ୍ରେକ୍ଷୀରେ ବିଜେଡି ଓ କଂଗ୍ରେସର ମିଳିତ

ପୋକ୍ସୋ ଆଇନରେ ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ ମଧ୍ୟ ଯୌନ ନିର୍ଯାତନା

କଟକ : ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ । ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ କରିବା ମଧ୍ୟ ଯୌନ ନିର୍ଯାତନା। ଏକ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜଣେ ନାବାଳିକାଙ୍କ ବକ୍ଷୋଜକୁ ସ୍ପର୍ଶ କରିବା ପକ୍ସୋ ଆାଇନ ଅନୁଯାୟୀ ଗମ୍ଭୀର

ପୋଖରୀରେ ବୁଡ଼ିଗଲେ ୨ ନାବାଳିକା

ମୟୁରଭଞ୍ଜ: ପୋଖରୀରେ ବୁଡି ଦୁଇ ନାବାଳିକା ସାଙ୍ଗଙ୍କ ସଲିଳ ସମାଧି। ଏଭଳି ହୃଦୟ ବିଦାରକ ଘଟଣା ଦେଖିବାକୁ ମିଳିଛି କପ୍ତିପଦା ଥାନା ବଡ଼ଖଲାଡି ନଛିପୁର ଗାଁରେ। ଦାଣ୍ଡଘାଟ ଦେହୁରୀ ସାହି ବିଦ୍ୟାଳୟରେ ପାଠ ପଢ଼ୁଥିବା ଦୁଇ ସାଙ୍ଗ ୭ ବର୍ଷ ର ଶୁଭସନ୍ଧ୍ୟା ନାୟକ ଏବଂ ୮ ବର୍ଷ ର