Sign in
Sign in
Recover your password.
A password will be e-mailed to you.
ଝୁଲନ୍ତା ଅବସ୍ଥାରେ ଯୁକ୍ତ ଦୁଇ ଛାତ୍ରଙ୍କ ମୃତଦେହ ଉଦ୍ଧାର…
ସୋର : ମୋବାଇଲ ଆଜିର ସମୟରେ ମୋବାଇଲ ଯୁବପୀଢିଙ୍କୁ ବିପଦଗାମୀ କରୁଛି । ଆଜି ମଧ୍ୟ ସେମିତି କିଛି ଘଟଣା ଦେଖିବାକୁ ମିଳିଛି ବାଲେଶ୍ବର ସୋର ଥାନା ଅରଡା ଗାଁରେ । ଅନଲାଇନ୍ ଗେମ ଯୋଗୁଁ ଜଣେ ଛାତ୍ରର ଜୀବନ ଯାଇଛି । ମୃତକ ଯୁକ୍ତ ଦୁଇରେ ପାଠ ପଢୁଥିବା ଆଶିଷ କୁମାର…
ଦୀପାବଳି ପାଇଁ ପ୍ରବଳ ଭିଡ଼, ରେଳ ଷ୍ଟେସନରେ ହେଲା ଦଳାଚକଟା…
ଗୁଜରାଟର ସୁରତ ରେଳ ଷ୍ଟେସନରେ ଆଜି ଭୟଙ୍କର ଦଳାଚକଟା ଦେଖିବାକୁ ମିଳିଛି। ଛଟ ପୂଜା ଓ ଦୀପାବଳି ପାଇଁ ରେଳ ଷ୍ଟେଟସନରେ ପ୍ରବଳ ଭିଡ଼ ହୋଇଥିବା ବେଳେ ଏପରି ଅଘଟଣ ଘଟିଛି। ଏଥିରେ ବର୍ତ୍ତମାନ ସୁଦ୍ଧା ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଆହତ ହୋଇଛନ୍ତି।
ପ୍ରଶାସନ…
ଏନଆଇଏ ଚାର୍ଜସିଟରେ ଚାଞ୍ଚଲ୍ୟକର ଖୁଲାସା: ଥରମୋମିଟର ଓ ସୋଡ଼ାରୁ ତିଆରି କରୁଥିଲେ ବୋମା
ନୂଆଦିଲ୍ଲୀ: ମହାରାଷ୍ଟ୍ରର ପୁଣେରୁ ଗିରଫ ହୋଇଥିବା ସନ୍ଦିଗ୍ଧ ଆଇଏସ୍ଆଇଏସ ଆତଙ୍କବାଦୀ ବିରୋଧରେ ତଦନ୍ତ କରୁଥିବା ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍ଆଇଏ) ଏହି ମାମଲାରେ ଚାର୍ଜସିଟ୍ ଦାଖଲ କରିଛି। ଏଥିରେ ଅନେକ ଚାଞ୍ଚଲ୍ୟକର ଖୁଲାସା କରାଯାଇଛି। ଚାର୍ଜସିଟରେ କୁହାଯାଇଛି ଯେ, ଏହି…
‘ମୁଁ ଜଣେ ସେବକ, ମୁଖ୍ୟମନ୍ତ୍ରୀ ଦୌଡ଼ରେ ନାହିଁ’: ଜ୍ୟୋତିରାଦିତ୍ୟ ସିନ୍ଧିଆ
ଭୋପାଳ: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଦୌଡ଼ରେ ନାହାନ୍ତି କେନ୍ଦ୍ର ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ। ଏନ୍ଡିଟିଭିକୁ ଏକ ସାକ୍ଷାତ୍କାର ଦେଇ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବାର ପ୍ରଶ୍ନ ଉଠୁ ନାହିଁ ବୋଲି କହିଛନ୍ତି ନିଜେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ…
କାର୍କୁ ଧକ୍କା ଦେଇ ଭ୍ୟାନ୍କୁ ପିଟିଲା ତେଲ ଟ୍ୟାଙ୍କର, ୪ ମୃତ…
ଦିଲ୍ଲୀ଼-ଜୟପୁର ରାଜପଥରେ ଗତକାଲି ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏକ କାର୍ ଓ ତେଲ ଟ୍ୟାଙ୍କର ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ କାର୍ରେ ଥିବା ୩ ଜଣ ଜୀଅନ୍ତା ଜଳି ଯାଇଛନ୍ତି। କାର୍କୁ ପିଟିବା ପରେ ଟ୍ୟାଙ୍କରଟି ଏକ ଭ୍ୟାନ୍କୁ ବି ପିଟିଥିଲା। ଫଳରେ ଭ୍ୟାନ୍…
ବୃନ୍ଦାବନ ନାୟକ ବିଦ୍ୟାଳୟରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ…
ହିଞ୍ଜିଳିକାଟୁ (୧୧/୧୧) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବୃନ୍ଦାବନ ନାୟକ ଈଙ୍ଗଲିସ ମିଡିୟମ ସ୍କୁଲରେ ମାଗଣା ଚକ୍ଷୁ ପରିକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରକୁ ହିଞ୍ଜିଳିକାଟୁ ତହସିଲଦାର ଦିବ୍ୟଜ୍ୟୋତି ସ୍ମୃତି ରଞ୍ଜନ ଦେଓ ଶୁଭ ଉଦ୍ଘାଟନ କରିଥିଲେ। ଅନୁଷ୍ଠିତ ଶିବିର ରେ!-->…
ମୁଖ୍ୟମନ୍ତ୍ରୀଙ୍କ ଭିଜନକୁ କାର୍ଯ୍ୟକାରୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ପାଣ୍ଡିଆନ ସାର : ପ୍ରଣବ ପ୍ରକାଶ…
ନବୀନ ଓଡ଼ିଶା ଓ ଫାଇଭ-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ହେଉଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଡିସାଇପଲ । ଯାହା ଜଣେ ପୁଅ କରିପାରିବ ନାହିଁ,ତାହା ଜଣେ ଡିସାଇପଲ କରିପାରିବ। ଏହା କହିଛନ୍ତି ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ।…
ଏଣିକି ଜାତୀୟ ରାଜପଥରେ ଯିବାବେଳେ ମିଳିବ ପର୍ଯ୍ୟାପ୍ତ ପରିମାଣର ଇଣ୍ଟରନେଟ…
ନୂଆଦିଲ୍ଲୀ: ଏଣିକି ଜାତୀୟ ରାଜପଥରେ ଆପଣ ଯାଉଥିଲେ ଅସୀମିତ ସ୍ପିଡ଼ ଇଣ୍ଟରନେଟ ପାଇପାରିବେ | କଥାଟି ଶୁଣିବାକୁ ଅଜବ ଲାଗୁଥିଲେ ବି ଏକଥା ଏକଦମ ସତ | ନ୍ୟାସନାଲ ହାଇୱେ ଅଥରିଟି ଅଫ୍ ଇଣ୍ଡିଆ ବା ଏନଏଚଆଇ ଦେଶରେ ୧୦୦୦୦ କିଲୋମିଟର ଲମ୍ବା ଡିଜିଟାଲ୍ ରାଜପଥ ନିର୍ମାଣ…
ଯାତ୍ରୀବାହୀ ବସରେ ବାଣ ନେଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଡେପୁଟି ଫାୟାର ଅଫିସର…
ଭୁବନେଶ୍ୱର: କୋଲକାତାରୁ ଓଡ଼ିଶା ଆସୁଥିବା ବସରେ ଗତ ରାତିରେ ଘଟିଥିବା ଅଗ୍ନିକାଣ୍ଡ ଘଟଣା ପରେ ଚେତିଛନ୍ତି ଓଡ଼ିଶାର ଅଗ୍ନିଶମ ବିଭାଗ ଓ ପରିବହନ ବିଭାଗ । ଯାତ୍ରୀବାହୀ ବସରେ ବାଣ ନେଉଥିଲେ ହେବ କଡା କାର୍ଯ୍ୟାନୁଷ୍ଠାନ । ଖାଲି ବସରେ ନୁହେଁ ଅନ୍ୟ କୌଣସି ପବ୍ଲିକ୍…
ମଧ୍ୟପ୍ରଦେଶ ନିର୍ବାଚନ ପାଇଁ ବିଜେପି ଜାରି କଲା ଘୋଷଣାପତ୍ର…
ଭୋପାଳ : ଆସନ୍ତା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ନଭେମ୍ବର ୧୧ତାରିଖରେ ନିଜର ଇସ୍ତାହାର ଜାରି କରିଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କୁଶାଭାଉ ଠାକରେ ଅଡିଟୋରିୟମରେ ‘ମୋଦିଙ୍କ ଗ୍ୟାରେଣ୍ଟି, ବିଜେପିର ଭରସା’…