Sign in
Sign in
Recover your password.
A password will be e-mailed to you.
ବଡବଡୁଆ ଡାକିବାପାଇଁ ଶ୍ରୀମନ୍ଦିର ନିକଟରେ ସ୍ଥାନ ଚିହ୍ନଟ…
ପୁରୀ: ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ସେଥିପାଇଁ ଚଳଚଞ୍ଚଳ ଗାଁ ଠୁ ସହର । ସବୁଆଡେ ବର୍ତ୍ତମାନ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି । ଝିଲମିଲ ଆଲୋକରେ ଝଲସୁଛି ସାରା ଅଞ୍ଚଳ । ଦୀପାବଳି ଦିନ ପୟାଶ୍ରାଦ୍ଧ ପଡିଥାଏ । ଏଥିପାଇଁ ପୁରୀରେ ହଜାର ହଜାର ଭକ୍ତଙ୍କ ଭିଡ଼ ହୋଇଥାଏ…
ଆସନ୍ତା ୨୭ତାରିଖରୁ ଐତିହାସିକ ବାଲିଯାତ୍ରା, ଆଜି ଠାରୁ ପ୍ଲଟ୍ ନିଲାମ ପ୍ରକ୍ରିୟା ଆରମ୍ଭ…
କଟକ : ଆସନ୍ତା ନଭେମ୍ବର ୨୭ ତାରିଖରେ ରହିଛି କାର୍ତ୍ତିକ ପୂର୍ଣ୍ଣିମା । ଆଉ ସେହିଦିନ ଠାରୁ ଆରମ୍ଭ ହେବାକୁ ଯାଉଛି କଟକ ର ଐତିହାସିକ ବାଲିଯାତ୍ରା । ଏଥିଲାଗି ପୁରା ସଜେଇ ହେବାକୁ ଲାଗିଛି ବାଲିଯାତ୍ରା ପଡିଆ । ପ୍ରଶାସନ ବି ତାର ପ୍ରସ୍ତୁତି ଆରମ୍ଭ…
‘ୟୁନିଫର୍ମ ସିଭିଲ କୋଡ’ ଲାଗୁ କରିବାରେ ପ୍ରଥମ ରାଜ୍ୟ ବନିବ ଉତ୍ତରାଖଣ୍ଡ…
ଖୁବ୍ ଶୀଘ୍ର ଉତ୍ତରାଖଣ୍ଡରେ ଲାଗୁ ହେବାକୁ ଯାଉଛି ୟୁନିଫର୍ମ ସିଭିଲ କୋଡ(UCC) ବା ଏକକ ନାଗରିକ ସଂହିତା। ଦେଶର ପ୍ରଥମ ରାଜ୍ୟ ଭାବେ ଉତ୍ତରାଖଣ୍ଡ ସରକାର ଏହି ଆଇନ ଆଣିବାକୁ ଯାଉଛନ୍ତି। ଆଉ ମାତ୍ର ଗୋଟିଏ ସପ୍ତାହ ପରେ ଉତ୍ତରାଖଣ୍ଡ ୟୁସିସି ଲାଗୁ…
୧୪ରେ ବଙ୍ଗୋପସାଗରରେ ଲଘୁଚାପ: ୧୫ରୁ ବର୍ଷା ସମ୍ଭାବନା…
ଭୁବନେଶ୍ୱର:ଦକ୍ଷିଣପୂର୍ବ ବଙ୍ଗୋପ ସାଗରରେ ନଭେମ୍ବର ୧୪ ତାରିଖ ସୁଦ୍ଧା ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ଏହା ନଭେମ୍ବର ୧୬ ତାରିଖ ସୁଦ୍ଧା କେନ୍ଦ୍ରୀୟ-ଦକ୍ଷିଣ ବଙ୍ଗୋପ ସାଗରରେ ଘନୀଭୂତ ହୋଇ ଅବପାତରେ ପରିଣତ ହେବ । ଘନୀଭୂତ ହେବା ପୂର୍ବରୁ ଏହା…
୪୫ ରୁ ୫୦ ହଜାରକୁ ବଢିବ ହସ୍ପିଟାଲ ବେଡ୍ ସଂଖ୍ୟା: ସ୍ୱାସ୍ଥ୍ୟ ନିର୍ଦ୍ଦେଶକ…
ଭୁବନେଶ୍ଵର: ବଢିବ ମେଡିକାଲ ବେଡ୍ ସଂଖ୍ୟା । ଖୋଲିବ ନୂତନ ପ୍ରଥମିକ ସ୍ଵାସ୍ଥ୍ୟ କେନ୍ଦ୍ର । ରୋଗୀ ସେବାରେ ବଡ଼ ବିପ୍ଳବ ଆଣିବାକୁ ଯାଉଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ରାଜ୍ୟରେ ଘରୋଇ ଓ ସରକାରୀ ହସ୍ପିଟାଲକୁ ମିଶାଇ ପାଖାପାଖି ୨୮ ହଜାର ବେଡ ଅଛି । ସରକାରୀ…
ବିଷାକ୍ତ ମଦ ପିଇ ୧୯ ମୃତ; ନେତାଙ୍କ ପୁଅ ସମେତ ୭ ଗିରଫ…
ହରିୟାଣାରେ ମୁଣ୍ଡ ନେଉଛି ବିଷାକ୍ତ ମଦ। ଦୁଇ ଦିନ ତଳେ ଛଅ ଜଣଙ୍କ ଜୀବନ ଯାଇଥିବା ବେଳେ ପୁଣି ୧୯ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା। ଯମୁନାନଗର ଏବଂ ଅମ୍ବଲା ଜିଲ୍ଲାର ବିଭିନ୍ନ ଗ୍ରାମର ୧୯ ଜଣ ବିଷାକ୍ତ ମଦ ପିଇ ପ୍ରାଣ ହରାଇଛନ୍ତି। ଏହି ମାମଲାରେ କଂଗ୍ରେସ ଓ ଜନନାୟକ…
ରାଜ୍ୟ ସ୍ତରୀୟ ଶିଶୁ କ୍ରୀଡା ପ୍ରତିଯୋଗିତା ‘ଉତ୍ସାହ-୨୦୨୩’ ଉଦଯାପିତ
ଭୁବନେଶ୍ବର : ମହିଳା ଶିଶୁ ବିକାଶ ବିଭାଗ ଅଧିନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉତ୍ସବ, ‘ଉତ୍ସାହ’ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଯାଇଛି । ସାରା ରାଜ୍ୟର ପ୍ରାୟ ୨୨୮ ଅନୁଷ୍ଠାନର ୫୭୯ ଶିଶୁ ଏହି…
ଓଡିଶା କେନ୍ଦୁପତ୍ର କର୍ମଚାରୀ ସଂଘ କର୍ମକର୍ତ୍ତା ବୈଠକ…
ସର୍ବନିମ୍ନ ମଜୁରୀ ତଥା ସିଜିନାଲ କର୍ମଚାରୀମାନଙ୍କ ମାସିକ ମଜୁରୀ ବୃଦ୍ଧି, ପତ୍ର ଦର ବୃଦ୍ଧି ଓ କନ୍ୟା ବିବାହ ସହାୟତା ପ୍ରଭୁତି ୧୨ ଦଫା ଦାବି ନେଇ ବିଭିନ୍ନ ଡିଭିଜନରେ ସମାବେଶମାନ ହେବା ପାଇଁ ନିଷ୍ପତ୍ତି ଭୁବନେଶ୍ୱର (୧୧/୧୧) : ଆଜି ଭୁବନେଶ୍ୱର ବିଶ୍ୱନାଥସ୍ଥିତ ଓଡିଶା କେନ୍ଦୁପତ୍ର!-->…
କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି…
ଭୁବନେଶ୍ଵର: ଛତିଶଗଡର ରାୟଗଡ଼ ଠାରୁ ଝାରସୁଗୁଡ଼ା, ଦେବଗଡ଼ ଏବଂ ସମ୍ବଲପୁର ଦେଇ ଅନୁଗୋଳ ଜିଲ୍ଲାର ତାଳଚେର ଦେଇ ଯାଇଥିବା ଜାତୀୟ ରାଜପଥକୁ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡରରେ ପରିଣତ କରିବା ପାଇଁ କେନ୍ଦ୍ର ସଡ଼କ ମନ୍ତ୍ରୀ ନୀତିନ ଗଡକରୀଙ୍କୁ ଚିଠି ଲେଖି ଅନୁରୋଧ…
ଅନୁମତି ମିଳିବା ପରେ ଜେଲରୁ ଆସି ପତ୍ନୀଙ୍କୁ ଭେଟିଲେ ମନୀଷ ସିସୋଦିଆ
ନୂଆଦିଲ୍ଲୀ: ପତ୍ନୀଙ୍କୁ ଭେଟିଲେ ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଜେଲରେ ଥିବା ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ। ଅଦାଲତର ଅନୁମତି ମିଳିବା ପରେ ମନୀଷ ସିସୋଦିଆ ରୋଗଗ୍ରସ୍ତ ଥିବା ପତ୍ନୀଙ୍କୁ ଭେଟିଛନ୍ତି। ଅବକାରୀ ନୀତି ଦୁର୍ନୀତି…